ଆଗକୁ ନିଅଣ୍ଟ ପଡ଼ିବ ଜଳ
କେନ୍ଦ୍ରାପଡ଼ା ଅଫିସ,୧୪ା୧୧: ନଭେମ୍ବର ପ୍ରଥମ ସପ୍ତାହରୁ ମହାନଦୀ ପରେ ଏବେ ବ୍ରାହ୍ମଣୀରେ ଜଳ ସଙ୍କଟ ଦେଖାଦେଇଛି। ବୈତରଣୀରେ ବ୍ୟାରେଜ ନିର୍ମାଣ ପରେ ଏହି ସମସ୍ୟା କେନ୍ଦ୍ରାପଡ଼ା ଜିଲା ପାଇଁ ଚିନ୍ତାର କାରଣ ହୋଇଛି। ଖରା ଆରମ୍ଭରୁ ମହାନଦୀ ଓ ବ୍ରାହ୍ମଣୀ ସିଷ୍ଟମରେ…
ବିଧାୟକ ଯଦି ଉଦ୍ଧବଙ୍କୁ ଛାଡି ପାରୁଛନ୍ତି ତେବେ ଶିଳ୍ପ ପ୍ରକଳ୍ପ କାହିଁକି ମହାରାଷ୍ଟ୍ର ବାହାରକୁ ଯାଇ ପାରିବ ନାହିଁ, ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ…
ମୁମ୍ବାଇ,୧୪।୧୧ : ଭାରତୀୟ ଜନତା ପାର୍ଟିର ମହାରାଷ୍ଟ୍ର ୟୁନିଟ ସଭାପତି ଚନ୍ଦ୍ରଶେଖର ବାୱାନକୁଲେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ କଟାକ୍ଷ କରି ସେ କହିଛନ୍ତି ଯେ ଯଦି ତାଙ୍କୁ ନିଜ ଦଳର ବିଧାୟକମାନେ ଛାଡି…
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ସୋମବାର ପୁଣି ଜଣେ ଯନ୍ତ୍ରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଉଦଳା ଆର୍ଡବ୍ଲ୍ୟୁଏସ୍ଏସ୍ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱରରେ ୪ଟି…
ରାମମନ୍ଦିର ସହିତ ମସଜିଦ ନିର୍ମାଣ ହେବ ଶେଷ, ୨୦୨୩ରେ ଧନୀପୁର ଅଯୋଧ୍ୟା ମସଜିଦ…
ଅଯୋଧ୍ୟା ,୧୪।୧୧ : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଅଯୋଧ୍ୟାରେ ମୁସଲମାନମାନଙ୍କୁ ଦିଆଯାଇଥିବା ଜମିରେ ମସଜିଦ ନିର୍ମାଣ କାର୍ଯ୍ୟ ଡିସେମ୍ବର ୨୦୨୩ ସୁଦ୍ଧା ଶେଷ ହେବ ବୋଲି ଆଶା କରାଯାଉଛି। ଏହି ସୂଚନା ମସଜିଦ ନିର୍ମାଣ କାର୍ଯ୍ୟ କରୁଥିବା ଇଣ୍ଡୋ-ଇସଲାମିକ ସାଂସ୍କୃତିକ ଫାଉଣ୍ଡେଶନ ଟ୍ରଷ୍ଟ…
ଜାନୁୟାରୀ ୪ରୁ କୁମ୍ଭୀର ଗଣନା: ପର୍ଯ୍ୟଟକଙ୍କ ପାଇଁ ୧୦ଦିନ ଭିତରକନିକା ବନ୍ଦ
ରାଜନଗର,୧୪ା୧୧(ଡି.ଏନ.ଏ.): ଜାନୁୟାରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟଉଦ୍ୟାନ ବାହାରେ ଥିବା ନଦୀ ନାଳରେ ରହୁଥିବା କୁମ୍ଭୀରଙ୍କ ବି ଗଣନା ହେବ। ସେଥିପାଇଁ ଏହି ୧୦ ଦିନ ଭିତରକନିକା ଜାତୀୟ…
ଜବାହରଲାଲ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସୋନିଆ ଗାନ୍ଧୀ…
ନୂଆଦିଲ୍ଲୀ,୧୪।୧୧ : ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଜନ୍ମ ବାର୍ଷିକୀରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ସୋନିଆ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଉଭୟ ନେତା ନେହେରୁଙ୍କ ସମାଧି ଶାନ୍ତିବନରେ ପହଞ୍ଚି ଫୁଲ ଅର୍ପଣ କରିଥିଲେ। ଟୁଇଟରରେ ଏହାର…
ଆଜି ଶିଶୁ ଦିବସ: ଟ୍ରାଇଥ୍ଲନରେ ଅଲିମ୍ପିକ ଜିତିବା ଓସିନ୍ଙ୍କ ଲକ୍ଷ୍ୟ
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ସୋମବାର ଶିଶୁ ଦିବସ। ଶିଶୁଙ୍କୁ ଉସତ୍ାହିତ କରିବା ପାଇଁ ଏହି ଦିବସଟି ପାଳନ କରାଯାଉଥିବାବେଳେ କୁନି ଝିଅ ଓସିନ୍ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି। ପାଠପଢ଼ା, ଖେଳକୁଦ ସବୁଥିରେ ସେ ଆଗୁଆ। ଭୁବନେଶ୍ୱର ନନ୍ଦନବିହାରର ୮ ବର୍ଷର ଝିଅ ଓସିନ୍…
କୋଚ ଭାବେ ଇତିହାସ ରଚିଲେ ମାଥ୍ୟୁ ମୋଟ
ମେଲବୋର୍ନ,୧୪।୧୧: ଅଷ୍ଟ୍ରେଲିଆର ମାଥ୍ୟୁ ମୋଟ ରବିବାର ଇତିହାସ ରଚିଛନ୍ତି। ସେ ଗୋଟିଏ ବର୍ଷରେ ଦୁଇଟି ବିଶ୍ୱକପ ଜିତିବାରେ ପ୍ରଥମ କୋଚ ହୋଇଛନ୍ତି। ତାଙ୍କ କୋଚିଂ ଅଧୀନରେ ଇଂଲଣ୍ଡ ଦଳ ମେଲବୋର୍ନରେ ପାକିସ୍ତାନକୁ ପରାସ୍ତ କରି ଟାଇଟଲ ଜିତିଥିଲା। ମୋଟ ଚଳିତ ବର୍ଷ…
ଦୈନିକ ସଂକ୍ରମଣ ୬ ଶହ ତଳେ, ମୃତ୍ୟୁ ସଂଖ୍ୟା ୧…
ନୂଆଦିଲ୍ଲୀ, ୧୪।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି।…
ଭାରତ-ପାକିସ୍ତାନ ସୀମାରେ ଭୂକମ୍ପ…
ଚଣ୍ଡିଗଡ଼,୧୪।୧୧ : ଭାରତ-ପାକିସ୍ତାନରେ ଭୂକମ୍ପ ଅନୁଭୁତ ହୋଇଛି। ଭାରତର ପଞ୍ଜାବ ପ୍ରଦେଶରେ ଭୋର ପ୍ରାୟ ୩ ଟା ୪୨ରେ ବେଳେ ଭୂକମ୍ପ ଅନୁଭୂତ ହୋଇଥିଲା। ବିଶେଷକରି ଅମୃତସର ସଂଲଗ୍ନ ଅଞ୍ଚଳରେ ଏହା ହୋଇଥିଲା। ଏହି ଭୂକମ୍ପର କେନ୍ଦ୍ର ସୀମା ପାଖାପାଖି ୧୫୦…
କ୍ଷମା ମାଗିଲେ ଏଲନ ମସ୍କ
ନ୍ୟୁୟର୍କ,୧୪।୧୧: ଏଲନ ମସ୍କ ଟୁଇଟର୍ ନୂଆ ବସ ହେବା ପରେ ପ୍ରତିଦିନ କିଛି ନା କିଛି ନୂଆ ଘୋଷଣା କରୁଛନ୍ତି। ଏହାସହ ସେ ଟୁଇଟର୍କୁ ଅଧିକ ସମୟ ମଧ୍ୟ ଦେଉଛନ୍ତି। ଟୁଇଟରରେ ତାଙ୍କର ୧୧୫ ମିଲିୟନରୁ ଅଧିକ ଫଲୋଅର୍ସ ଅଛନ୍ତି ଏବଂ…
ମିଳିତ ସହଯୋଗ ଐତିହ୍ୟ ବିକାଶର ଚାବିକାଠି
‘ଐତିହ୍ୟର ଓଡ଼ିଶା’ ସ୍ତମ୍ଭର ପଚାଶତମ ଆଲେଖ୍ୟରେ ଆଜି ପ୍ରବେଶ କଲାବେଳେ ଅନୁଭବର ଅନେକ ଦିଗ ଆମକୁ ଆମୋଦିତ କରୁଛି। ‘ବ୍ରହ୍ମବନର କୋଣାଦିତ୍ୟ’ ଶୀର୍ଷକରୁ ଆଲୋଚନା ଆରମ୍ଭ ହୋଇଥିଲା। ସେଥିରେ ଆମେ ସୂଚନା ଦେଇଥିଲୁ ଗୌରବମୟ ଐତିହ୍ୟର ଆଲୋଚନା ଦ୍ୱାରା ଗୋଟାଏ ଜାତିର…
Archives


