ସବୁଠାରୁ ଛୋଟ ଦିନ
ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ। ଏହି ଦିନଟି ଉତ୍ତର ଗୋଲାର୍ଦ୍ଧରେ ବର୍ଷର ‘ସବୁଠାରୁ ଛୋଟ ଦିନ’ ହୋଇଥାଏ। ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ଶୀତଦିନ ଆରମ୍ଭ ହୁଏ ବର୍ଷର ଏହି ସବୁଠାରୁ…
ଜ୍ୟାକଲିନ୍ଙ୍କୁ ବିଦେଶ ଯିବାକୁ ମିଳିଲାନି ଅନୁମତି
ମନି ଲଣ୍ଡରିଂ ମାମଲାରେ ଛନ୍ଦି ହୋଇପଡିଥିବା ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିଜଙ୍କୁ ବିଦେଶ ଯିବାକୁ ଅନୁମତି ମିଳିନାହିଁ। ସେ ଅସୁସ୍ଥ ମା’ଙ୍କୁ ଦେଖିବାକୁ ବାହାରିନ୍ ଯିବା ପାଇଁ କୋର୍ଟରେ ଆବେଦନ କରିଥିଲେ। ଦିଲ୍ଲୀର ଏକ କୋର୍ଟ ତାଙ୍କୁ ଅନୁମତି ଦେବାକୁ ମନା କରି…
ଡ. ଗାୟତ୍ରୀବାଳା ପଣ୍ଡା ପାଇବେ ସାହିତ୍ୟ ଏକାଡେମୀ ପୁରସ୍କାର
ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ କବୟିତ୍ରୀ ଡ. ଗାୟତ୍ରୀବାଳା ପଣ୍ଡା। ସେ ତାଙ୍କର କବିତା ସଂକଳନ ‘ଦୟାନଦୀ’ ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ସ୍ବରୂପ ୧ ଲକ୍ଷ ଟଙ୍କା…
ବାଲେଶ୍ୱରରେ ୧୮୦୬ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତପ୍ରସ୍ତର…
ଦ୍ୱିତୀୟ ଟେଷ୍ଟ: ବାଂଲାଦେଶ ୨୨୭ ରନ୍ରେ ଅଲଆଉଟ୍
ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଢାକାରେ ଚାଲିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ଦଳ ପ୍ରଥମ ଇନିଂସରେ ୨୨୭ ରନରେ ଅଲଆଉଟ୍ ହୋଇଯାଇଥିଲା। ମୋମିନୁଲ ହକ ବାଂଲାଦେଶ ପାଇଁ…
ମୁଁ ବିବାହିତ ପୁରୁଷଙ୍କୁ କେବେ କରିବି ନାହିଁ ପ୍ରେମ
ପାକିସ୍ତାନର କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଶୋଏବ ମଲିକ ଏବଂ ଭାରତୀୟ ତାରକା ସାନିଆ ମିର୍ଜାଙ୍କ ଛାଡପତ୍ରକୁ ନେଇ ନିକଟରେ ଜୋରସୋରରେ ଚର୍ଚ୍ଚା ହେଉଥିଲା। ଏହି ଛାଡପତ୍ରର ପଛରେ ପାକିସ୍ତାନ ଅଭିନେତ୍ରୀ ଆୟେଶା ଉମର ଥିବା କୁହାଯାଉଥିଲା। କାରଣ ଶୋଏବ ଏବଂ…
ଦାଢ଼ିରେ ଖ୍ରୀଷ୍ଟମାସ ଘଣ୍ଟି ବାନ୍ଧି ବିଶ୍ୱ ରେକର୍ଡ କଲେ ଏହି ବ୍ୟକ୍ତି
ଆପଣ ନିଶ୍ଚିତ ଅନେକ ବିଶ୍ୱ ରେକର୍ଡ ବିଷୟରେ ଜାଣିଥିବେ। କଠିନ ପରିଶ୍ରମ, ଦୀର୍ଘ ବର୍ଷର ଅଭ୍ୟାସ କରି ଲୋକେ ସୁନାମ ଅର୍ଜନ କରନ୍ତି। ଠିକ୍ ସେମିତି ଜଣେ ବ୍ୟକ୍ତି କଠିନ ପରିଶ୍ରମ କରି ତାଙ୍କ ଦାଢ଼ିରେ ଶହ ଶହ ଘଣ୍ଟି ବାନ୍ଧି…
ଗାଁକୁ ନାହିଁ ରାସ୍ତା, ବିଜୁଳି ସାତସପନ
ନୂଆପଡ଼ା ଅଫିସ,୨୨।୧୨: କେନ୍ଦ୍ର ତଥା ରାଜ୍ୟ ସରକାର ସ୍ବାସ୍ଥ୍ୟ, ଗମନାଗମନ, ବିଜୁଳି ଓ ପାନୀୟଜଳ ଭଳି ମୌଳିକ ସୁବିଧା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏହି ସବୁ ଯୋଜନା ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡା ଅଭୟାରଣ୍ୟ…
ଭାରତ ଯୋଡୋ ଯାତ୍ରା ବନ୍ଦ କରିବାକୁ ସରକାର କରୁଛନ୍ତି ବାହାନା: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୨୨।୧୨: ହରିୟାଣାରେ ଭାରତ ଯୋଡୋ ଯାତ୍ରା ଚାଲିଥିବାବେଳେ କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ହରିୟାଣାର ନୁହରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟଙ୍କ ଚିଠି ଉପରେ ମଧ୍ୟ ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଯାତ୍ରାକୁ ବନ୍ଦ…
କରୋନାକୁ ନେଇ ସରକାର ତତ୍ପର: ପ୍ରଧାନମନ୍ତ୍ରୀ ଡାକିଲେ ଉଚ୍ଚସ୍ତରୀୟ ବୈଠକ
ନୂଆଦିଲ୍ଲୀ,୨୨।୧୨: ଚାଇନା-ଆମେରିକା ସମେତ ବିଶ୍ୱର ଅନେକ ଦେଶରେ କରୋନାର ନୂତନ ମାମଲା ବୃଦ୍ଧି ସହିତ ଭାରତରେ ମଧ୍ୟ ମହାମାରୀ ସମ୍ପର୍କରେ ଏକ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏକ ଉଚ୍ଚ ସ୍ତରୀୟ…
ରାୟଗଡ଼ା ଜିଲାରେ ୧୦ ଟଙ୍କିଆ ମୁଦ୍ରା ଅଚଳ
ରାୟଗଡ଼ା,୨୨ା୧୨(ସ୍ବ.ପ୍ର.): ଦେଶରେ ସବୁଠି ୧୦ ଟଙ୍କିଆ ମୁଦ୍ରା ପ୍ରଚଳିତ ଥିବାବେଳେ କେତେକ ଅଞ୍ଚଳରେ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳୁଛି। ଦକ୍ଷିଣ ଓଡ଼ିଶାରେ ଏହା ଅଚଳ ହୋଇଛି। ରାୟଗଡ଼ା ଜିଲାରେ ବଜାରରେ କୌଣସି ସ୍ଥାନରେ ୧୦ ଟଙ୍କିଆ ମୁଦ୍ରା ଅଚଳ ଥିବାବେଳେ କେବଳ…
କରୋନାକୁ ନେଇ ସରକାର ପ୍ରସ୍ତୁତ: ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୨।୧୨: ଦେଶରେ ଚାଇନାରେ ଆତଙ୍କ ଖେଳାଇଥିବା ଓମିକ୍ରନର ସବ୍ଭାରିଆଣ୍ଟ ବିଏଫ.୭ ଚିହ୍ନଟ ହେବା ପରେ ଆକ୍ସନ ମୋଡ୍ରେ ଆସିଛନ୍ତି ସରକାର। ଗୁରୁବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦି କୋଭିଡ ସ୍ଥିତିର ସମୀକ୍ଷା କରିବେ। ଏହାପୂର୍ବରୁ ଲୋକ ସଭାରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ…
Archives


