Home

ପ୍ରବଳ ବର୍ଷାରେ ବେହାଲ ନ୍ୟୁଜିଲାଣ୍ଡର ଅକଲାଣ୍ଡ ସହର, ୩ ମୃତ, ବିମାନ ବନ୍ଦରରେ ଫସିଲେ ଶହ ଶହ ଯାତ୍ରୀ

ୱେଲିଂଟନ,୨୯ ।୧: ନ୍ୟୁଜିଲାଣ୍ଡର ସବୁଠାରୁ ବଡ ସହର ଅକଲାଣ୍ଡ ସହରରେ ଲଗାତାର ମୁଷଳ ଧାରରେ ବର୍ଷା ହେବା ଫଳରେ ବନ୍ୟା ପରିସ୍ଥିତି ଉପୁଜିଛି । ଏଥିରେ ଏବେ ପର୍ଯ୍ୟନ୍ତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ନିଖୋଜ ଥିବା ଜଣାପଡିଛି…

ବିଟିଂ ଦ ରିଟ୍ରିଟରେ ହେବ ଦେଶର ସବୁଠାରୁ ବଡ ଡ୍ରୋନ ଶୋ, ୩ ସେନା ବଜାଇବେ ଶାସ୍ତ୍ରୀୟ ଧୁନ

ନୂଆଦିଲ୍ଲୀ,୨୯ ।୧: ଦେଶର ୭୪ ତମ ସାଧାରଣତନ୍ତ୍ର ଦିବସ ଏବେ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ । ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ୨୯ ଜାନୁୟାରୀରେ ‘ବିଟିଂ ଦ ରିଟ୍ରିଟ’ ସମାରୋହର ଆୟୋଜନ ହୋଇଥାଏ । ‘ବିଟିଂ ଦ ରିଟ୍ରିଟ’ ସହ…

ଇରାନରେ ଭୂକମ୍ପ, ୭ ମୃତ, ୪୪୦ ଆହତ

ତେହେରାନ,୨୯ ।୧: ଉତ୍ତର ପଶ୍ଚିମ ଇରାନର ପଶ୍ଚିମ ଅଜରବୈଜାନ ଅଞ୍ଚଳର ଖୋୟେ ସହରରେ ଶନିବାର ରାତିରେ ବଡ ଧରଣର ଭୂକମ୍ପ ଅନୁଭୁତ ହୋଇଛି । ଏହାଦ୍ୱାରା ବହୁ ପରିମାଣରେ ଧନଜୀବନ ହାନୀ ହୋଇଥିବା ସୂଚନା ମିଳିଛି । ରିକ୍ଟର ସ୍କେଲରେ ଭୂକମ୍ପର…

ସାବାଳିକା ଝିଅ ନିଜର ଗୁଜୁରାଣ ମେଣ୍ଟାଇବାକୁ ସକ୍ଷମ ନ ହେଲେ ପିତା ଦେଇପାରିବେନି ଭରଣପୋଷଣ: ହାଇକୋର୍ଟ…

ଥିରୁଭାନନ୍ତପୁରମ,୨୮।୧ : କେରଳ ହାଇକୋର୍ଟ ଦୋହରାଇଛନ୍ତି ଯେ ଜଣେ ସାବାଳିକା ଅବିବାହିତା ଝିଇ, ସିଆରପିସିର ଧାରା ୧୨୫(୧) ଅନୁଯାୟୀ ତାଙ୍କ ପିତାଙ୍କ ରକ୍ଷଣାବେକ୍ଷଣ ଦାବି କରିପାରିବେ ନାହିଁ। ସେ ନିଜର ଗୁଜୁରାଣ ମେଣ୍ଟାଇବାକୁ ସକ୍ଷମ ନ ଥିବା ଦର୍ଶାଇ ଏଭଳି ଦାବି…

ଆଇନ ଅନୁଯାୟୀ ପ୍ରାସଙ୍ଗିକ ସମୟରେ ଧର୍ମ ଗୁରୁତ୍ୱପୂର୍ଣ୍ଣ, ଅନ୍ୟଥା ଭାରତ ଧର୍ମନିରପେକ୍ଷ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୮।୧ : ସୁପ୍ରିମକୋର୍ଟ କହିଛନ୍ତି ଯେ ଆମ ଦେଶରେ ଧର୍ମ ଯେତେବେଳେ ଆଇନ ଅନୁଯାୟୀ ପ୍ରାସଙ୍ଗିକ ହୋଇଥାଏ ସେତେବେଳେ ଏହା ଗୁରୁତ୍ୱପୂର୍ଣ୍ଣ। ନଚେତ ଭାରତ ସବୁ ଉଦ୍ଦେଶ୍ୟରେ ଏକ ଧର୍ମନିରପେକ୍ଷ ଦେଶ। ଯେତେବେଳେ ଏହା ଗୁରୁତ୍ୱପୂର୍ଣ୍ଣ ସେତେବେଳେ ଧର୍ମକୁ ଆମେ ଗୁରୁତ୍ପ…

କ୍ଷୁଦ୍ର ବ୍ୟବସାୟୀଙ୍କ ନାଁରେ ୩୬୬ କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ

ଲକ୍ଷ୍ନୌ,୨୮।୧ : ଉତ୍ତରପ୍ରଦେଶର ମୁଜାଫରନଗରରେ ରାସ୍ତା ପାର୍ଶ୍ୱରେ ବସି ପୋଷାକ ବିକ୍ରି କରୁଥିବା ଜଣେ କ୍ଷୁଦ୍ର ବ୍ୟବସାୟୀଙ୍କ ନାଁରେ ୩୬୬ କୋଟି ଟଙ୍କାର ଟିକସ ଫାଙ୍କି ଅଭିଯୋଗ ହୋଇଛି। ଇଜାଜ ଅହମ୍ମଦ ନାମକ କ୍ଷୁଦ୍ର ବ୍ୟବସାୟୀ ଜଣକ ଏଥିରେ ଆଶ୍ଚର୍ଯ୍ୟ ହୋଇ…

ପାର୍ଲାମେଣ୍ଟରେ ପିଟିଶନ ପାଇଁ ନାଗରିକଙ୍କୁ କ୍ଷମତା ମିଳିବା ନେଇ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ,୨୮।୧: ପାର୍ଲାମେଣ୍ଟରେ ପିଟିଶନ ଦାୟର ଲାଗି ନାଗରିକମାନଙ୍କୁ କ୍ଷମତା ମିଳିବା ନେଇ କେନ୍ଦ୍ର ସରକାର ଓ ଅନ୍ୟ ପକ୍ଷମାନଙ୍କୁ ନିର୍ଦ୍ଦେଶ ଦେବା ଲାଗି ସୁପ୍ରିମକୋର୍ଟରେ ଆବେଦନ କରାଯାଇଛି। ଶୁକ୍ରବାର ଜଷ୍ଟିସ କେ.ଏମ୍‌ ଜୋସେଫ ଏବଂ ବି.ଭି. ନାଗରତ୍ନାଙ୍କ ଖଣ୍ଡପୀଠରେ ଏହାର ଶୁଣାଣି…

ଏଣିକି ଛୁଟିଦିନରେ ଅସ୍ତ୍ରୋପଚାର ଗୃହ ଖୋଲା ରହିବ

ଭୁବନେଶ୍ୱର, ୨୮।୧(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ଡାକ୍ତରଖାନାରେ ଏଣିକି ଛୁଟିଦିନରେ ମଧ୍ୟ ଅସ୍ତ୍ରୋପଚାର ଗୃହ (ଓଟି) ଖୋଲା ରହିବ। ଫଳରେ ଜରୁରିକାଳୀନ ଚିକିତ୍ସା ସେବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିବା ବହୁ ଗରିବ ପରିବାର ଉପକୃତ ହୋଇପାରିବେ। ମାସର ଦ୍ୱିତୀୟ ଓ…

ବିଗ୍‌ବସ୍‌ରୁ ଟିନା ବିଦା!

ବମ୍ବେ: ଆଉ ଦିନ କେଇଟାରେ ଶେଷ ହେବ ଲୋକପ୍ରିୟ ରିଆଲିଟି ଶୋ’ ‘ବିଗ୍‌ବସ’। ଯେତିକି ଯେତିକି ଏହାର ଫାଇନାଲ ଦିନ ପାଖେଇ ଆସୁଛି ଦର୍ଶକଙ୍କ ଉତ୍କଣ୍ଠା ସେତିକି ବଢ଼ୁଛି। ଏସବୁରେ ପ୍ରତି ସପ୍ତାହରେ ଜଣେ ଲେଖାଏ ପ୍ରତିଯୋଗୀ ଶୋ’ରୁ ବାହାର ହେଉଛନ୍ତି।…

‘ବିବାହ ଲାଗି ସରକାରୀ ଚାକିରିଆ ଝିଅ ମିଳିଲେ ଯୌତୁକ ମୁଁ ଦେବି’

ବିବାହରେ ପ୍ରାୟତଃ କନ୍ୟାପକ୍ଷ ଲୋକେ ବରକୁ ଯୌତୁକ ଦେଇଥାନ୍ତି। ଅନେକ କ୍ଷେତ୍ରରେ କନ୍ୟାର ପରିବାର ପକ୍ଷରୁ ଖୁସିରେ ଯୌତୁକ ଦିଆଯାଉଥିବା ବେଳେ ଡିମାଣ୍ଡ ଅନୁଯାୟୀ ଦେବାର ନଜିର ମଧ୍ୟ ରହିଛି। ହେଲେ ଏବେ ଏଭଳି ଜଣେ ଯୁବକ ଚର୍ଚ୍ଚାରେ ଅଛନ୍ତି, ଯିଏ…

ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ନିରାକାରପୁର,୨୮ା୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ପାନ୍ଥିକା ଅଞ୍ଚଳରୁ ନିରାକାରପୁର ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ କରିଥିବା ବେଳେ ବାଇକ୍‌ ଏବଂ ସ୍କୁଟି ଜବତ କରିଛି। ଏଥିରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି।…

ଭାରତୀୟ ଗୀତ ପ୍ରେମରେ ଜର୍ମାନ ମହିଳା, ଶାଢ଼ି ପିନ୍ଧି ଏଭଳି ନାଚିଲେ ଯେ…

ଭାରତୀୟ ଗୀତକୁ ବିଦେଶରେ ମଧ୍ୟ ବହୁତ ପସନ୍ଦ କରାଯାଏ। ଇଣ୍ଟରନେଟରେ ଏହିପରି ହଜାର ହଜାର ଭିଡିଓ ଦେଖିବାକୁ ମିଳିବ, ଯେଉଁଥିରେ ବିଦେଶୀମାନେ ଭାରତୀୟ ଗୀତରେ ଜବରଦସ୍ତ ନାଚୁଥିବାର ନଜର ଆସିବେ। ଆଜିକାଲି ସେଭଳି ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri