Home

କାମ୍ବୋଡିଆରେ ମଣିଷଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ…

ଜେନେଭା,୨୫।୨ : ଦକ୍ଷିଣ ପୂର୍ବ କାମ୍ବୋଡିଆର ପ୍ରି ଭେଙ୍ଗ ପ୍ରଦେଶରେ ବାର୍ଡ ଫ୍ଲୁ ସଂକ୍ରମଣରେ ୧୧ ବର୍ଷ ବୟସ୍କା ନାବାଳିକଙ୍କର ମୃତ୍ୟୁ ଘଟିଛି। ଏବେ ତାଙ୍କ ପିତାଙ୍କଠାରେ ମଧ୍ୟ ଏଚ-୫ଏନ-୧ ମାନବ ପକ୍ଷୀ ସ୍ବାଇନ ଫ୍ଲୁ ଭୁତାଣୁ ଚିହ୍ନଟ ହୋଇଛି। ତାଙ୍କ…

ଖୋଜାଲି ନରସଂହାର ପୀଡିତଙ୍କୁ ଶ୍ରଦ୍ଧାଞ୍ଜଳି: ୬୧୩ଙ୍କୁ କରାଯାଇଥିଲା ହତ୍ୟା…

ନୂଆଦିଲ୍ଲୀ,୨୫।୨ : ଅଜରବୈଜାନ ଦୂତାବାସରେ ଖୋଜାଲି ନରସଂହାର ପୀଡିତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଘଟଣାରେ ୧୯୯୨ ଫେବୃଆରୀ ୨୫-୨ର ଶୀତ ଏବଂ ତୁଷାର ରାତିରେ ଆର୍ମେନିଆ ସଶସ୍ତ୍ର ବାହିନୀ ଦ୍ୱାରା ନରସଂହାର କରାଯାଇଥିଲା। ଏଥିରେ ୬୧୩ ଜଣଙ୍କର ମୃତ୍ୟୁ ଘଟିଥିଲା।…

ୟୁକ୍ରେନ୍‌ ଊପରେ ଆଣବିକ ଆକ୍ରମଣ ନ କରିବାକୁ ରୁଷିଆକୁ ପରାମର୍ଶ ଦେଇଥିଲେ ଭାରତ-ଚାଇନା: ଆମେରିକା…

ଓ୍ବାଶିଂଟନ,୨୫।୨ : ରୁଷିଆ-ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଏହି ସାକ୍ଷାତକାରରେ ସେ କହିଛନ୍ତି ଯେ, ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଉପରେ ଆଣବିକ ଆକ୍ରମଣ କରିଥାନ୍ତେ। ମାତ୍ର ଭାରତ…

ସକ୍ରିୟ ମାମଲା ୨ ହଜାର ଉପରେ…

ନୂଆଦିଲ୍ଲୀ, ୨୫।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ…

ଦେଶ ପାଇଁ ନୁହେଁ ବରଂ ବନ୍ଧୁମାନଙ୍କ ପାଇଁ କାର୍ଯ୍ୟ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି: ସୋନିଆ

ରାୟପୁର,୨୫।୨: ଛତିଶଗଡ଼ର ନୟା ରାୟପୁରରେ ଚାଲିଥିବା କଂଗ୍ରେସର ୮୫ତମ ପୂର୍ଣ୍ଣ ଅଧିବେଶନରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି ସୋନିଆ ଗାନ୍ଧୀ। କେନ୍ଦ୍ର ସରକାର ଏବଂ ଆର୍‌ଏସ୍‌ଏସ୍‌ ସମସ୍ତ ସ୍ବୟଂଶାସିତ ଏଜେନ୍ସିଗୁଡ଼ିକୁ କବ୍ଜା କରିନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ପାଇଁ ନୁହେଁ…

ଚମ୍ପାରନରେ ଶାହାଙ୍କ ରଣହୁଙ୍କାର: ଜଙ୍ଗଲରାଜଙ୍କ ସହ ମିଶିଗଲେ ନୀତୀଶ

ପାଟନା,୨୫।୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପା ନେତା ଅମିତ ଶାହା ବିହାରର ଚମ୍ପାରନରେ ଏକ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଟାର୍ଗେଟ କରି ରଣହୁଙ୍କାର ଦେଇଛନ୍ତି। ଶାହା କହିଛନ୍ତି, କ୍ଷମତା ପାଇଁ…

ଭାଜପାକୁ ୨୦୨୪ରେ ପରାଜୟର ଭୟ, ଏଥିଲାଗି ବାରମ୍ବାର ବିାହାର ଗସ୍ତରେ ଆସୁଛନ୍ତି ଶାହା: ତେଜସ୍ବୀ

ପୂର୍ଣ୍ଣିଆ,୨୫।୨: ବିହାର ରାଜନୀତି ଲାଗି ଶନିବାର ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଗୋଟିଏ ପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ବିହାରରେ ଦୁଇଟି ସଭାକୁ ସମ୍ବୋଧିତ କରି ଜେଡିୟୁ-ଆର୍‌ଜେଡି ମହାଗଠବନ୍ଧନକୁ ଟାର୍ଗେଟ କରିବାକୁ ଚେଷ୍ଟା କରିବେ। ଅପରପକ୍ଷେ ପୁର୍ଣ୍ଣିଆରେ…

ହାତକୁ ଦୁଇ ହାତ ହେବେ ଶାର୍ଦ୍ଦୁଳ

ନୂଆଦିଲ୍ଲୀ,୨୫।୨: ଟିମ୍‌ ଇଣ୍ଡିଆର ତାରକା ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁର ବିବାହ କରିବାକୁ ଯାଉଛନ୍ତି। ମିତାଲୀ ପାରୁଲକରଙ୍କ ହାତ ଧରିବେ ସେ। ଆସନ୍ତା ଫେବୃୟାରୀ ୨୭ରେ ମୁମ୍ବାଇରେ ଏହି ବିବାହ ଅନୁଷ୍ଠିତ ହେବ। ଏଥିରେ ୨୦୦ରୁ ଅଧିକ ଅତିଥି ସାମିଲ ହେବେ। ବିବାହ…

କୃଷକଙ୍କୁ ହୋଲିର ଉପହାର ଦେଲେ ଯୋଗୀସରକାର

ଲକ୍ଷ୍ନୌ,୨୫।୨: ଉତ୍ତରପ୍ରଦେଶର ଯୋଗୀ ସରକାର ନିକଟରେ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି। ୟୁପି ସରକାରରେ ଅର୍ଥମନ୍ତ୍ରୀ ସୁରେଶ ଖନ୍ନା ଏହି ବଜେଟ ଉପସ୍ଥାପନ କରିଥିଲେ। ବଜେଟରେ ସମସ୍ତ ବିଭାଗ ସହିତ କୃଷକମାନଙ୍କ ଉପରେ ବିଶେଷ ଧ୍ୟାନ ଦିଆଯାଇଥିଲା। ବଜେଟ ପରେ ମୁଖ୍ୟମନ୍ତ୍ରୀ…

ଆନନ୍ଦ-ସୌରଭ ଯୋଡ଼ି ଚାମ୍ପିୟନ

ରେଢାଖୋଲ ୨୫ା୨ (ଡି.ଏନ.ଏ): ରେଢାଖୋଲର ପଞ୍ଚଖଣ୍ଡା ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଆନୁକୂଲ୍ୟରେ ରାଜ୍ୟ ବ୍ୟାଡ୍‌ମିଣ୍ଟନ ସଂଘର ଅନୁମୋଦନ କ୍ରମେ ସ୍ଥାନୀୟ ଇନ୍‌ଡୋର ଷ୍ଟାଡିୟମରେ ଗୁରୁବାର ସପ୍ତମ ରାଜ୍ୟସ୍ତରୀୟ ପୁରୁଷ ଡବଲ୍ସ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମ୍ବଲପୁରର ଆନନ୍ଦ ଓ ସୌରଭ…

ୟୁନେସ୍କୋ, କିସ୍‌, ଓଡ଼ିଶା ସରକାର ତ୍ରିପାକ୍ଷିକ ବୁଝାମଣା

ଭୁବନେଶ୍ୱର, ୨୫ା୨(କ୍ରୀଡ଼ା ପ୍ରତିନିଧି): ୟୁନେସ୍କୋର ‘ଫିଟ୍‌ ଫର୍‌ ଲାଇଫ୍‌’ କାର୍ଯ୍ୟକ୍ରମ ନିମନ୍ତେ ୟୁନେସ୍କୋ, କିସ୍‌ ଓ ରାଜ୍ୟ କ୍ରୀଡ଼ା ବିଭାଗ ମଧ୍ୟରେ ତ୍ରିପାକ୍ଷିକ ବୁଝାମଣାପତ୍ର ଗୁରୁବାର ସ୍ବାକ୍ଷରିତ ହୋଇଛି। ଏହି ବୁଝାମଣାପତ୍ରରେ ଓଡ଼ିଶା ସରକାରଙ୍କ ପକ୍ଷରୁ କ୍ରୀଡ଼ା ଓ ଯୁବସେବା ବିଭାଗ…

ଶ୍ରୀଲଙ୍କା କ୍ରିକେଟର ରେକର୍ଡ ଆୟ

କଲମ୍ବୋ, ୨୫ା୨ (ପି.ଟି.): ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି) ୨୦୨୨ରେ ରେକର୍ଡ ୬.୩ ବିଲିୟନ ଟଙ୍କା ଉପାର୍ଜନ କରିଛି। ଅନ୍ତର୍ଜାତୀୟ କ୍ରିକେଟ, ଘରୋଇ କ୍ରିକେଟ, ପ୍ରାୟୋଜକ ଚୁକ୍ତି ଏବଂ ଆଇସିସିର ବାର୍ଷିକ ସଦସ୍ୟ ବଣ୍ଟନ ଆଦି ୪ଟି ମାଧ୍ୟମରୁ ଆୟ ହୋଇଛି। କ୍ରୀଡ଼ାମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?