ବାୟୁସେନା ସୁଖୋଇ ୩୦-ମିରାଜ ୨୦୦୦ ବିମାନ ଦୁର୍ଘଟଣା, ଜଣେ ପାଇଲଟ ଶହୀଦ…
ଭୋପାଳ,୨୮।୧ : ମଧ୍ୟପ୍ରଦେଶର ମୋରେନାଠାରେ ଏକ ଭୟଙ୍କର ଦୁର୍ଘଟଣାରେ ଦୁଇଟି ବାୟୁସେନା ଯୁଦ୍ଧ ବିମାନ ସୁଖୋଇ ୩୦ ଏବଂ ମିରାଜ ୨୦୦୦ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଭୟ ବିମାନ ଗ୍ବାଲିଅର ଏୟାରବେସରୁ ଉଡ଼ାଣ କରିଥିବା ଅଭ୍ୟାସ ବିମାନ ଥିଲା। ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ…
ଭାରତ-ଚାଇନା ଆମେରିକା ୟୁରୋପୀୟ ଦେଶଠାରୁ ଆଗୁଆ: ରୁଷିଆ…
ମସ୍କୋ/ନୂଆଦିଲ୍ଲୀ,୨୮।୧ : ରୁଷିଆ ପୁଣିଥରେ ଭାରତ ଏବଂ ଚାଇନାକୁ ପ୍ରଶଂସା କରିଛି। ଏହାକୁ ନେଇ ଆମେରିକା ଏବଂ ୟୁରୋପୀୟ ଦେଶଗୁଡିକର ଚିନ୍ତା ବଢ଼ିବାରେ ଲାଗିଛି। ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭ କହିଛନ୍ତି ଯେ ଚାଇନା ଏବଂ ଭାରତ ଅନେକ କ୍ଷେତ୍ରରେ…
୨୧୯ କୋଟି ଆୟ କଲା ‘ପଠାନ’
ନୂଆଦିଲ୍ଲୀ: ସୁପରଷ୍ଟାର ଶାହାରୁଖ୍ ଖାନ୍ ଏବଂ ଦୀପିକା ପାଦୁକୋନ୍ ଅଭିନୀତ ଚଳଚ୍ଚିତ୍ର ‘ପଠାନ’ ଗ୍ଲୋବାଲ ବକ୍ସ ଅଫିସ୍ରେ ରେକର୍ଡ ସୃଷ୍ଟି କରିଛି। ଦୁଇ ଦିନରେ ଏହାର ଆୟ ୨୧୯.୬ କୋଟି ଟଙ୍କାରେ ପହଞ୍ଚତ୍ଥିବା ଚଳଚ୍ଚିତ୍ର ପ୍ରଯୋଜକ ଘୋଷଣା କରିଛନ୍ତି। ପ୍ରଡକ୍ଶନ ହାଉସ…
ଜୀବନ ବଦଳାଇ ଦେଲା କୁକୁର, ପାଲଟିଲେ କୋଟିପତି
ଲୋକମାନେ ବିଭିନ୍ନ ପ୍ରକାରର କାମ କରି ଟଙ୍କା ରୋଜଗାର କରନ୍ତି। ତଥାପି କିଛି ଲୋକଙ୍କ କାର୍ଯ୍ୟ ଏପରି ହୋଇଥାଏ ଯାହା ଶୁଣି ଅନ୍ୟମାନେ ଆଶ୍ଚର୍ଯ୍ୟ ହୋଇଯାଆନ୍ତି। ଏମିତି ଜଣେ ବ୍ୟକ୍ତି ଯିଏ କେବଳ କୁକୁରକୁ ଏଣେତେଣେ ବୁଲାଇ କୋଟିପତି ହୋଇପାରିଛନ୍ତି। ମାଇକେଲ…
ଧ୍ୱଂସର ନିକଟତର ହେଉଛି ପୃଥିବୀ: ଡୁମ୍ସଡେ କ୍ଲକ୍ରେ କମିଲା ୧୦ ସେକେଣ୍ଡ
ନ୍ୟୁୟର୍କ: ଡୁମ୍ସଡେ କ୍ଲକ୍ ବିଷୟରେ ବୈଜ୍ଞାନିକମାନେ ଏକ ବଡ଼ ଘୋଷଣା କରିଛନ୍ତି। ସମଗ୍ର ବିଶ୍ୱରେ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଶୀର୍ଷ ଆଣବିକ ବୈଜ୍ଞାନିକମାନେ ତିନି ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଘଣ୍ଟାକୁ ୧୦ ସେକେଣ୍ଡ ହ୍ରାସ କରିଛନ୍ତି। ଏହି…
ଭାରତ ଆମର ସଂସ୍କୃତି-ସମ୍ଭାବନାର ଅଭିବ୍ୟକ୍ତି: ପ୍ରଧାନମନ୍ତ୍ରୀ…
ଜୟପୁର,୨୮।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜସ୍ଥାନର ଭିଲୱାରାସ୍ଥିତ ମାଲସେରୀ ଡୁଙ୍ଗରି ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ଭଗବାନ ଦେବନାରାୟଣଙ୍କର ୧୧୧୧ ତମ ଜନ୍ମ ବାର୍ଷିକୀ ଅବସରରେ ଜିଲାର ଆସିଣ୍ଡରେ ପହଞ୍ଚିଛନ୍ତି। ଭିଲୱାରାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ସେ…
୧୯ ବର୍ଷରୁ କମ୍ ମହିଳା ଟି୨୦ ବିଶ୍ୱକପ୍: ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲରେ ଭାରତ
ପୋଶ୍ଚେଫଷ୍ଟ୍ରୁମ୍ (ଦକ୍ଷିଣ ଆଫ୍ରିକା), ୨୮।୧(ପି.ଟି.): ଓପନର ଶ୍ୱେତା ଶେରାଓ୍ବତଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ପାର୍ଶଭି ଚୋପ୍ରାଙ୍କ ୩ ଉଇକେଟ ସଫଳତାକୁ ପାଥେୟ କରି ଭାରତ ୮ ଉଇକେଟରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୧୯ ବର୍ଷରୁ କମ୍ ମହିଳା ଟି୨୦ ବିଶ୍ୱକପ୍ ଫାଇନାଲରେ…
ଗୋଟିଏ ସମୟରେ ୩ଟି ବିମାନ ଦୁର୍ଘଟଣାଗ୍ରସ୍ତ, ଭରତପୁରରେ ଚାଟାର୍ଡ ପ୍ଲେନ, ମୋରେନାରେ ସୁଖୋଇ-ମିରାଜ ହରାଇଲା ନିୟନ୍ତ୍ରଣ
ଭୋପାଳ/ଜୟପୁର,୨୮ ।୧: ମଧ୍ୟପ୍ରଦେଶର ମୋରେନା ଜିଲାରେ ଶନିବାର ସକାଳେ ସୁଖୋଇ-୩୦ ଓ ମିରାଜ ୨୦୦୦ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ରତିରକ୍ଷା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସର୍ଚ୍ଚ ଓ ଉଦ୍ଧାର କାର୍ଯ୍ୟ ରହିଛି । ଅନ୍ୟପଟେ ରାଜସ୍ଥାନର ଭରତପୁର ସହରରେ…
ବେଙ୍ଗଲକୁ ୭ ଉଇକେଟରେ ହରାଇଲା ଓଡ଼ିଶା
ଭୁବନେଶ୍ୱର,୨୮।୧(ସ୍ପୋଟର୍ସ ବ୍ୟୁରୋ): କୋଲକାତାର ଇଡେନ ଗାର୍ଡେନରେ ଅନୁଷ୍ଠିତ ବେଙ୍ଗଲ ବିପକ୍ଷ ରଣଜୀ ଟ୍ରଫି ମୁକାବିଲାରେ ବିଜୟୀ ହୋଇଛି ଓଡ଼ିଶା। ୧୧୨ ରନ୍ ବିଜୟ ଲକ୍ଷ୍ୟର ପିଛା କରୁଥିବା ଓଡ଼ିଶା ୩ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଏହା…
୨୧ ରନରେ ହାରିଲା ଭାରତ
ରାଞ୍ଚି,୨୮।୧: ଭାରତ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚକୁ ୨୧ ରନ୍ରେ ଜିତି ନେଇଛି ନ୍ୟୁଜିଲାଣ୍ଡ। ଡାରିଲ ମିଚେଲ ଓ ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକ ବଳରେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୭ ଉଇକେଟରେ ୧୭୬ ରନ କରିଥିଲା। ଜବାବରେ…
ଦକ୍ଷିଣ ଆଫ୍ରିକା, ୱେଲ୍ସ, ଆର୍ଜେଣ୍ଟନା ବିଜୟୀ
ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୮।୧: ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ହକି ବିଶ୍ୱକପ୍ କ୍ଲାସିଫିକେଶନ ମ୍ୟାଚରେ ଦକ୍ଷିଣ ଆଫ୍ରିକା, ୱେଲ୍ସ ଓ ଆର୍ଜେଣ୍ଟିନା ବିଜୟ ହାସଲ କରିଛି। ଦକ୍ଷିଣ ଆଫ୍ରିକା ୬-୩ ଗୋଲରେ ମାଲେସିଆକୁ ହରାଇଥିଲା। ବିଜୟୀ…
ଶତକ ମ୍ୟାଚରେ ଭାରତର ବୃହତ୍ ବିଜୟ
ରାଉରକେଲା ଅଫିସ/ଭୁବନେଶ୍ୱର,(କ୍ରୀଡ଼ା ପ୍ରତିନିଧି), ୨୮।୧: ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ହକି ବିଶ୍ୱକପ୍ର ଏକ କ୍ଲାସିଫିକେଶନ ମ୍ୟାଚରେ ଭାରତ ୮-୦ ଗୋଲରେ ଜାପାନକୁ ପରାସ୍ତ କରିଛି। ଭାରତର ଏହାଥିଲା ୧୦୦ତମ ବିଶ୍ୱକପ୍ ମ୍ୟାଚ। ବିଶ୍ୱକପ୍ରେ ଭାରତର ଏହା ସର୍ବବୃହତ୍…
Archives


