ୟୁକ୍ରେନ୍ ଉପରେ ରୁଷିଆର କ୍ଷେପଣାସ୍ତ୍ର ମାଡ଼: ୧୧ ମୃତ
କିଭ୍,୨୮।୧: ୟୁକ୍ରେନ୍ ଉପରେ ଗୁରୁବାର ରୁଷିଆର କ୍ଷେପଣାସ୍ତ୍ର ମାଡ଼ରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଆକ୍ରମଣରେ ଅନ୍ୟ ୧୧ ଜଣ ଆହତ ହୋଇଥିବା ୟୁକ୍ରେନ୍ ଜରୁରୀ ସେବା ବିଭାଗ ପକ୍ଷରୁ କୁହାଯାଇଛି। ମୁଖ୍ୟତଃ ୟୁକ୍ରେନ୍ର ବିଦ୍ୟୁତ୍ ଭିତ୍ତିଭୂମିକୁ ଟାର୍ଗେଟ କରି…
ଭାରତ-ଇଜିପ୍ଟ ସାଂସ୍କୃତିକ ସହଯୋଗ ଏମ୍ଓୟୁ
ନୂଆଦିଲ୍ଲୀ,୨୮।୧(ପି.ଟି.): ଭାରତ ଓ ଇଜିପ୍ଟ ମଧ୍ୟରେ ସାଂସ୍କୃତିକ ସହଯୋଗ ଲାଗି ବୁଝାମଣାପତ୍ର (ଏମ୍ଓୟୁ) ସ୍ବାକ୍ଷର ହୋଇଛି। ଏହି ଏମ୍ଓୟୁ ଅନୁଯାୟୀ ସଙ୍ଗୀତ, ନୃତ୍ୟ, ଥିଏଟର, ଲାଇବ୍ରେରି, ଗବେଷଣା ଓ ଡକ୍ୟୁମେଣ୍ଟେଶନ ଆଦି ବିଭିନ୍ନ କାର୍ଯ୍ୟକ୍ରମ ଉଭୟ ଦେଶରେ ଆୟୋଜନ କରାଯିବ। ପ୍ରଧାନମନ୍ତ୍ରୀ…
ବିବିସି ଡକ୍ୟୁମେଣ୍ଟାରୀକୁ ନେଇ ଲାଗି ରହିଛି ବିବାଦ, ଦିଲ୍ଲୀ-କୋଲକାତା ପରେ ମୁମ୍ବାଇର ଟାଟା ଇନଷ୍ଟିଚ୍ୟୁଟରେ ହେବ ସ୍କ୍ରିନିଂ
ନୂଆଦିଲ୍ଲୀ,୨୮ ।୧: ବିବିସି ଡକ୍ୟୁମେଣ୍ଟାରୀ ସ୍କ୍ରିନିଂକୁ ନେଇ ବିବାଦ ଜାରି ରହିଛି । ଦିଲ୍ଲୀ ଓ କୋଲକାତାରେ ସ୍କ୍ରିନିଂର ଜିଦ ପରେ ଶନିବାର ମୁମ୍ବାଇର ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେଜ(ଟିଆଇଏସଏସ)ସେ ସ୍କିନିଂ ହେବାର ଘୋଷଣା କରାଯାଇଛି । ହେଲେ ଇନଷ୍ଟିଚ୍ୟୁଟ…
ପାର୍ଲାମେଣ୍ଟ ବଜେଟ ଅଧିବେଶନରେ ଚାଇନା ଉପରେ ଆଲୋଚନା ହେଉ: କଂଗ୍ରେସ
ନୂଆଦିଲ୍ଲୀ,୨୮।୧(ପି.ଟି.): ଡିଜିପି-ଆଇଜିପି ବାର୍ଷିକ ସମ୍ମିଳନୀରେ ଉପସ୍ଥାପନ କରାଯାଇଥିବା ରିସର୍ଚ୍ଚ ପେପରକୁ ନେଇ କଂଗ୍ରେସ ଶୁକ୍ରବାର ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଚାଇନା ପ୍ରତି ସରକାରଙ୍କ ଦୁର୍ବଳ ମନୋଭାବକୁ ରିସର୍ଚ ପେପର ପଦାରେ ପକାଇଥିବା କଂଗ୍ରେସ ଅଭିଯୋଗ କରିବା ସହ ଆଗାମୀ ବଜେଟ…
ଆଦାନୀଙ୍କ କ୍ଷତି ୨.୮୩ ଲକ୍ଷ କୋଟି
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୮।୧: ଆଦାନୀ ଗ୍ରୁପ୍ ବିରୋଧରେ ଆମେରିକାର ଆକ୍ଟିଭିଷ୍ଟ ଇନ୍ଭେଷ୍ଟର ହିଣ୍ଡେନ୍ବର୍ଗ ରିସର୍ଚ୍ଚ ପକ୍ଷରୁ ରିପୋର୍ଟ ପ୍ରଘଟ ପରେ କମ୍ପାନୀ ମୁଖ୍ୟ ଗୌତମ ଆଦାନୀ ବିଶ୍ୱର ଧନୀ ତାଲିକାରେ ତୃତୀୟରୁ ସପ୍ତମ ସ୍ଥାନକୁ ଖସିଯାଇଛନ୍ତି। ଆଦାନୀ ଗ୍ରୁପ୍ ଅଧୀନ କମ୍ପାନୀଗୁଡ଼ିକର ମାର୍କେଟ କ୍ୟାପିଟାଲାଇଜେଶନ୍…
ନିବେଶକ ହରାଇଲେ ୧୦.୭୩ ଲକ୍ଷ କୋଟି
ମୁମ୍ବାଇ,୨୮।୧: ଆଦାନୀ ଗ୍ରୁପ୍ ଅଧୀନ କମ୍ପାନୀଗୁଡ଼ିକର ଶେୟାର ମୂଲ୍ୟରେ ହ୍ରାସ ଯୋଗୁ ଅନ୍ୟ କମ୍ପାନୀଗୁଡ଼ିକ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଏଥିଯୋଗୁ ପୁଞ୍ଜିବଜାର ଲଗାତର ଦ୍ୱିତୀୟ ଦିନ ଧରି ନିମ୍ନଗାମୀ ହୋଇଛି। ଶୁକ୍ରବାର ସେନ୍ସେକ୍ସ ୮୭୪ ପଏଣ୍ଟ ହ୍ରାସ ପାଇ ୫୯,୩୩୧ରେ ରହିଛି।…
ତୁର୍କୀ ଆକାଶରେ ବିଚିତ୍ର ବାଦଲ
ଅଙ୍କାରା,୨୮।୧: ତୁର୍କୀ ଏବଂ ବୁର୍ସା ଆକାଶରେ ଏକ ବିରଳ ବାଦଲ ସୃଷ୍ଟି ହୋଇଛି, ଯାହା ଅଜଣା ଉଡ଼ନ୍ତା ବସ୍ତୁ (ୟୁଏଫ୍ଓ) ସଦୃଶ ଦେଖାଯାଉଛି। ଗୁରୁବାର ସକାଳେ ଆଖି ସଦୃଶ ଏହି ବିଚିତ୍ର ବାଦଲକୁ ଦେଖିବା ପରେ ଇଣ୍ଟରନେଟରେ ଏହାକୁ ନେଇ ଜୋର୍ଦାର…
ମିଥ୍ୟା ସୂଚନା ଅଭିଯୋଗରେ ସିଆଇଏ. ଏଫବିଆଇର ୱେବସାଇଟ ବ୍ଲକ, ରୁଷିଆ ସେନାଙ୍କୁ ବଦନାମ କରିବାକୁ ଥିଲା ଯୋଜନା
ମସ୍କୋ,୨୮ ।୧: ମିଥ୍ୟା ଖବର ପ୍ରଚାର ଅଭିଯୋଗରେ ରୁଷିଆ ଆମେରିକାର ସରକାରୀ ଏଜେନ୍ସି ସିଆଇଏ ଓ ଏଫବିଆଇର ୱେବସାଇଟକୁ ବ୍ଲକ କରିଦେଇଛି । ରୁଷିଆର ସଂଚାର ନିୟାମକ ରୋସକୋମ୍ନାଡଜୋର ଶୁକ୍ରବାର ଏହି ସୂଚନା ଦେଇଛନ୍ତି । ଏକ ବୟାନରେ ସେ କହିଛନ୍ତି,…
ଜେରୁଜେଲମର ଏକ ପୂଜା ସ୍ଥଳରେ ଗୁଳିକାଣ୍ଡ, ୮ ମୃତ. ୧୦ ଆହତ, ପୋଲିସ କହିଲା ଆତଙ୍କବାଦୀ ଆକ୍ରମଣ
ଜେରୁଜେଲମ,୨୮ ।୧: ଇସ୍ରାଏଲର ରାଜଧାନୀ ଜେରୁଜେଲମର ବାହାରେ ଥିବା ନେଭେ ୟାକୋଭ ଷ୍ଟ୍ରିଟରେ ଏକ ପୂଜା ସ୍ଥଳରେ ଶୁକ୍ରବାର ଗୁଳିକାଣ୍ଡ ହୋଇଛି । ଇସ୍ରାଏଲ ଉଦ୍ଧାର କାରୀ ସେବା ପକ୍ଷରୁ ଜେରୁଜେଲମ ପୂଜା ସ୍ଥଳରେ ଗୁଳି ଫୁଟିଥିବା କୁହାଯାଇଛି । ଏହି…
କ୍ରିକେଟ ଇତିହାସରେ ପ୍ରଥମ: ଆଇସିସି ଟୁର୍ନାମେଣ୍ଟରେ ରହିବେ କେବଳ ମହିଳା ଅଧିକାରୀ, ତାଲିକାରେ ୩ ଭାରତୀୟ
ନୂଆଦିଲ୍ଲୀ,୨୭।୧: ଆସନ୍ତା ମାସ (ଫେବୃୟାରୀ)ରେ ଦକ୍ଷିଣ ଆଫ୍ରିକାରେ ମହିଳା ଟି -୨୦ ବିଶ୍ୱକପ୍ ଖେଳାଯିବ। ଏହି ଟୁର୍ନାମେଣ୍ଟ ପାଇଁ ଆଇସିସି ମ୍ୟାଚ ରେଫରି ଏବଂ ଅମ୍ପାୟାରଙ୍କ ନାମ ଘୋଷଣା କରିଛି। ବିଶେଷ କଥା ହେଉଛି ଏହି ୧୩ ସଦସ୍ୟ ବିଶିଷ୍ଟ ତାଲିକାରେ…
ଦିଲ୍ଲୀରେ ପୁଣି ହିଟ୍ ଆଣ୍ଡ ରନ୍ର ଆଉ ଏକ ଘଟଣା: ସ୍କୁଟିକୁ ଧକ୍କା ଦେଇ ୩୦୦ ମିଟର ଘୋଷାଡି ନେଲା କାର୍, ଜଣେ ମୃତ
ନୂଆଦିଲ୍ଲୀ,୨୭।୧: ରାଜଧାନୀ ଦିଲ୍ଲୀରେ କାଞ୍ଜଓ୍ବାଲା ଭଳି ହିଟ୍, ରନ୍ ଏବଂ ଡ୍ରାଗ୍ର ଏକ ନୂଆ ମାମଲା ସାମ୍ନାକୁ ଆସିଛି। କେଶବ ପୁରମ ଥାନା ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତ୍ରିରେ ଏକ କାର୍ ସ୍କୁଟିକୁ ଧକ୍କା ଦେଇଥିଲା। ଏଥିରେ ସ୍କୁଟିରେ ଥିବା ଜଣେ…
ସୂର୍ଯ୍ୟକୁମାରଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ପଣ୍ଟିଂ
ନୂଆଦିଲ୍ଲୀ,୨୭।୧: ଅଷ୍ଟ୍ରେଲିଆର ମହାନ କ୍ରିକେଟର ରିକି ପଣ୍ଟିଂ ଭାରତୀୟ ମିଡିଲ୍ ଅର୍ଡର ବ୍ୟାଟ୍ସମ୍ୟାନ୍ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି। ବର୍ତ୍ତମାନ ସମୟରେ କୌଶଳ ତଥା ଅଭିନବତା ଦୃଷ୍ଟିରୁ କ୍ରିକେଟରେ ସୂର୍ଯ୍ୟକୁମାରଙ୍କଠାରୁ ଭଲ ଖେଳାଳିଙ୍କୁ ଦେଖି ନ ଥିବା ପଣ୍ଟିଂ…
Archives


