Home

ଲ୍ୟାମ୍ପ୍ସର ଚାଷୀଙ୍କୁ ଅଣଦେଖା ଅଭିଯୋଗ

ଦଶମନ୍ତପୁର,୨୪ା୨ (ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ମହକୁମାସ୍ଥିତ ଲ୍ୟାମ୍ପ ପକ୍ଷରୁ ମାଣ୍ଡିଆ ଚାଷୀଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ ହେଉଛି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଖବରରୁ ଜଣାପଡିଛି, ମାଣ୍ଡିଆ ବ୍ୟବସାୟୀ ଏବଂ ଲ୍ୟାମ୍ପସ କର୍ତ୍ତୃପକ୍ଷଙ୍କ ସଲାସୁତୁରାରେ ମଣ୍ଡିରେ…

ତୃତୀୟ ଟେଷ୍ଟ ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ଼ ଝଟ୍‌କା

ସିଡ୍‌ନୀ,୨୪।୨: ଭାରତ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ଅଷ୍ଟ୍ରେଲିଆ ଦଳକୁ ବଡ଼ ଝଟ୍‌କା ଲାଗିଛି। ତୃତୀୟ ଟେଷ୍ଟ ପାଇଁ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ କମିନ୍ସ ଉପଲବ୍ଧ ହେବେ ନାହିଁ। ଦିଲ୍ଲୀ ଟେଷ୍ଟ ପରେ ପ୍ୟାଟ କମିନ୍ସ ତୁରନ୍ତ ଅଷ୍ଟ୍ରେଲିଆ ଫେରିଥିଲେ। ଅଷ୍ଟ୍ରେଲୀୟ…

କଥା ହେବାକୁ ୩ କି.ମି.ପାହାଡ଼ ଚଢ଼ିବାକୁ ପଡ଼େ

ସେମିଳିଗୁଡ଼ା/ ସୁନାବେଡ଼ା ୨୪ା୨(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକର କାଣ୍ଟି ପଞ୍ଚାୟତ ଦେଓମାଳି ପର୍ବତର ପାଦ ଦେଶରେ ରହିଛି। ଏହି ପଞ୍ଚାୟତ ସର୍ବଦା ଅବହେଳିତ ହୋଇ ରହି ଆସିଥିବା ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି। ସରକାର ଦେଓମାଳି ପର୍ବତର ପ୍ରାକୃତିକ ସୌନ୍ଦର୍ଯ୍ୟର ପ୍ରଚାର…

ଏଚ୍‌ଏସ୍‌ଆର୍‌ପି ନମ୍ବର ପ୍ଲେଟ୍‌ ଯାଞ୍ଚ ହେଉନି

ରାୟଗଡ଼ା,୨୪ା୨(ସ୍ବ.ପ୍ର.): ଗାଡ଼ିଗୁଡ଼ିକର ସୁରକ୍ଷା ଏବଂ ଚୋରି ରୋକିବା ପାଇଁ ପରିବହନ ବିଭାଗ ପକ୍ଷରୁ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ(ଏଚ୍‌ଏସ୍‌ଆର୍‌ପି) ବ୍ୟବସ୍ଥା କରାଯାଇଛି। ଏହି ନମ୍ବର ପ୍ଲେଟରେ ପ୍ରି-ଡିଜାଇନ ହଲୋଗ୍ରାମ ଏବଂ ୟୁନିଫର୍ମାଲ ସିରିଏଲ ନମ୍ବର ରହିଛି। ଏହାଦ୍ୱାରା ସହଜରେ ଗାଡ଼ିର ତଥ୍ୟ…

ଜଙ୍ଗଲ ଜଳୁଛି, ବନ୍ୟଜନ୍ତୁ ଗାଁ ମୁହାଁ

ବଇଣ୍ଡା,୨୪।୨(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜ ଅଧୀନରେ ଥିବା ବିପ୍ରଡିହ ଜଙ୍ଗଲ କିଛିଦିନ ହେବ ଜଳୁଛି। ଘଞ୍ଚ ଜଙ୍ଗଲରେ ପରିପୂର୍ଣ୍ଣ ଥିବା ଉକ୍ତ ଜଙ୍ଗଲ ଏବେ ଅସୁରକ୍ଷିତ ହୋଇପଡିଛି। ଏହି ଜଙ୍ଗଲରେ ନିଆଁ କିପରି ଲାଗିଲା ତାହା ଜଣାପଡି ନ ଥିବା…

ଘର କିଣିଲେ ବିରାଟ କୋହଲି, ଦାମ୍‌ ଜାଣିଲେ

ମୁମ୍ବାଇ,୨୪।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ୨୩ ଫେବୃଆରୀରେ ମୁମ୍ବାଇରେ ଆୱାସ ଲିଭିଙ୍ଗରେ ୨୦୦୦ ବର୍ଗଫୁଟ୍‌ର ଘର କିଣିଛନ୍ତି। ମୁମ୍ବାଇର ଆଲିବାଗ ଅଞ୍ଚଳରେ ଅବସ୍ଥିତ ଏହି ବିଳାସପୂର୍ଣ୍ଣ ଭିଲ୍ଲାର ମୂଲ୍ୟ ୬ କୋଟି ଟଙ୍କା। ଆଲିବାଗ ଅଞ୍ଚଳରେ…

୨୩ ଆଶାକର୍ମୀ ପୁରସ୍କୃତ

ବ୍ରହ୍ମପୁର ଅଫିସ,୨୪ା୨: ଗଞ୍ଜାମ ଜିଲାର ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ବିନା ଦରମାରେ ଆଶାକର୍ମୀ ସ୍ବାସ୍ଥ୍ୟସେବା ଯୋଗାଉଛନ୍ତି। ଏଣୁ ଗ୍ରାମାଞ୍ଚଳରେ କାମ କରୁଥିବା ୨୨ ଜଣ ଏବଂ ସହରାଞ୍ଚଳରୁ ଜଣେ ଆଶାକର୍ମୀଙ୍କୁ ଗୁରୁବାର ପୁରସ୍କୃତ କରାଯାଇଛି। ଗଞ୍ଜାମ ଜିଲାସ୍ତରୀୟ ଆଶା…

ରୁଷିଆ-ୟୁକ୍ରେନ ଯୁଦ୍ଧକୁ ପୂରିଲା ବର୍ଷେ

କିଭ୍‌,୨୪।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ଆଜି ବର୍ଷେ ପୂରଣ ହୋଇଛି। ୨୪ ଫେବୃଆରୀ ୨୦୨୨ରେ, ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଥିଲା। ସେବେଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଦୁଇ ଦେଶ ମଧ୍ୟରେ ଏକ ଭୟଙ୍କର ଯୁଦ୍ଧ ଚାଲିଛି । ବିଭିନ୍ନ ରିପୋର୍ଟ ଅନୁଯାୟୀ, ଗୋଟିଏ…

ଦ୍ରୁତଗତିରେ ଚାଲିଛି ପୋତାଗଡ଼ର ଉନ୍ନତୀକରଣ

ଗଞ୍ଜାମ,୨୪ା୨(ଡି.ଏନ୍‌.ଏ.): ଗଞ୍ଜାମ ସହରଠାରୁ କିଛି ଦୂରରେ ଅବସ୍ଥିତ ଐତିହାସିକ ପୋତାଗଡ଼। ୪୦୦ ବର୍ଷ ପୂର୍ବ ତଥା ବ୍ରିଟିଶ ଅମଳରୁ ନିର୍ମିିତ ଏହି ପୋତାଗଡ଼ ବହୁ ବର୍ଷ ଧରି ଅବହେଳିତ ହୋଇ ପଡ଼ିରହିଥିଲା। ଏହାର ପୁନରୁଦ୍ଧାର ପାଇଁ ସହରବାସୀ ବହୁବାର ଜିଲା ପ୍ରଶାସନର…

ବୁଲାକୁକୁର ରହିବେ କେଉଁଠି

ବାରିପଦା ଅଫିସ,୨୪ା୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ବୁଲା କୁକୁରଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଛକ, ବଜାର, ଗଳିକନ୍ଦି ଓ ମୁଖ୍ୟ ରାସ୍ତାରେ ବୁଲାକୁକୁର ଖାଇବାକୁ ନ ପାଇ ହିଂସ୍ର ହୋଇପଡ଼ୁଛନ୍ତି। ହାଇଦ୍ରାବାଦରେ ୪ବର୍ଷର ଶିଶୁପୁତ୍ରଙ୍କୁୁ ବୁଲାକୁକୁର ଝୁଣି…

ଚନ୍ଦନ ବଣ ଛାରଖାର

ଯୋଡ଼ା,୨୪ା୨(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ ବିରିକଳା ପଞ୍ଚାୟତ କାର୍ଯ୍ୟାଳୟ ପଛ ପାର୍ଶ୍ୱରେ ଥିବା ଚନ୍ଦନ ଗଛ ବଣରେ ନିଆଁ ଲାଗି ଛାରଖାର ହୋଇଯାଇଛି। କେହି ଦୁର୍ବୃତ୍ତ ନିଆଁ ଲଗାଇ ଚାଲି ଯାଇଥିବା ବେଳେ ସ୍ଥାନୀୟ ବାସିନ୍ଦା ପୁରୁଷୋତ୍ତମ ସାହୁ,…

ୟୁକ୍ରେନକୁ ଆଉ ୨ ବିଲିୟନ ଡଲାର ସହାୟତା ଦେଲା ଆମେରିକା

କିଭ୍‌,୨୪।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ହେବାର ଗୋଟିଏ ବର୍ଷ ବିତିଗଲାଣି। ଗୋଟିଏ ପଟେ ଆମେରିକାର ନେତୃତ୍ୱରେ ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନକୁ ସାହାଯ୍ୟ କରୁଛନ୍ତି। ଏଥି ସହିତ ରୁଷିଆ ନିଜର ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରୁଛି। ଏହି ସମୟରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?