୩୦୦୦ରୁ ଅଧିକ ଆଫଗାନ ଶରଣାର୍ଥୀଙ୍କୁ ବିଦା କଲା ଇରାନ
କାବୁଲ,୨୭ ।୧: ଇରାନ ୩୦୦୦ରୁ ଅଧିକ ଆଫଗାନ ଶରଣାର୍ଥୀଙ୍କୁ ନିଜ ଦେଶରୁ ବାହାର କରିଦେଇଥିବା ଜଣାପଡିଛି । ମିଡିଆ ରିପୋର୍ଟ ଅନୁଯାୟୀ, ନିକଟରେ ଏହି ଶରଣାର୍ଥୀଙ୍କୁ ଇସଲାମ କଲା ଓ ପୁଲେ ଅବ୍ରିଶନ ସୀମାରେ ଜବରଦସ୍ତ ଆଫଗାନିସ୍ତାନ ପଠାଇ ଦିଆଯାଇଛି ।…
ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ରାଞ୍ଚି,୨୭।୧:ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ତିନୋଟି ଟି-୨୦ ସିରିଜର ପ୍ରଥମ ମ୍ୟାଚ ଆଜି ରାଞ୍ଚିରେ ଖେଳାଯିବ। ଉଭୟ ଦଳ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସିରିଜରେ ଭାରତୀୟ ଦଳର ଅଧିନାୟକତ୍ୱ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ହାତରେ ଥିବାବେଳେ ନ୍ୟୁଜିଲାଣ୍ଡର ଦାୟିତ୍ୱ ମିଚେଲ ସାଣ୍ଟନର୍…
ପାକିସ୍ତାନରେ ବିଦ୍ୟୁତ ସହ ଜଳ ସମସ୍ୟା ବି ଉତ୍କଟ
ଇସଲାମାବାଦ,୨୭ା୧: ପାକିସ୍ତାନରେ ଘୋର ବିଦ୍ୟୁତ ସମସ୍ୟା ଦେଖିବାକୁ ମିଳିଛି। ପାକିସ୍ତାନରେ ଆର୍ଥିକ ସଙ୍କଟ ମଧ୍ୟରେ ଏହି ସମସ୍ୟା ଦେଖାଦେଇଥିବାରୁ ଦେଶରେ ଉତ୍ତେଜନା ଦେଖାଦେଇଛି। କିନ୍ତୁ ଆଜିକାଲି ପାକିସ୍ତାନ ଆହୁରି ଅନେକ ସମସ୍ୟା ଦେଇ ଗତି କରୁଛି। ଉତ୍ତର-ପଶ୍ଚିମ ସୀମାବର୍ତ୍ତୀ ଅଞ୍ଚଳରେ ତାଲିବାନ…
ଭାରତର ପ୍ରଶଂସା କଲେ ସାଧାରଣତନ୍ତ୍ର ଦିବସରେ ପ୍ରବାସୀ ସମ୍ମାନ ପୁରସ୍କାର ବିଜେତା
ଜୋହାନସବର୍ଗ,୨୭ ।୧: ଦକ୍ଷିଣ ଆଫ୍ରିକାର ଜୋହାନସବର୍ଗରେ ଭାରତର ମହାବାଣିଜ୍ୟଦୂତାବାସରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି । ଏହି ଅବସରରେ ଜୋହାନସବର୍ଗରେ ଭାରତର ମହାବାଣିଜ୍ୟଦୂତ ମହେଶ କୁମାର ଦକ୍ଷିଣ ଆଫ୍ରିକା ପ୍ରବାସି ସମ୍ମାନ ପୁରସ୍କାର ବିଜେତାଙ୍କ ପାଇଁ ସ୍ୱାଗତ ସମାରୋହର ଆୟୋଜନ…
ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୭।୧: ଭାରତୀୟ କ୍ରିକେଟ ଦଳର ଖେଳାଳି ଅକ୍ଷର ପଟେଲ ଏବଂ ମେହା ପଟେଲ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ମେହାଙ୍କୁ ଆଣିବା ପାଇଁ ଅକ୍ଷର ବର ବେଶରେ ମଣ୍ଡପରେ ପହଞ୍ଚିଥିଲେ। ବିବାହରେ ତାଙ୍କର ଅନେକ ଘନିଷ୍ଠ ବନ୍ଧୁ ଏବଂ ସମ୍ପର୍କୀୟ ଉପସ୍ଥିତ…
ଭାରତ-ଚାଇନା ସୀମା ଉପରେ ତୀକ୍ଷ୍ଣ ନଜର ରଖିଛି ଆମେରିକା
ଓ୍ବାଶିଂଟନ,୨୭ା୧: ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ସୀମା ବିବାଦକୁ ନେଇ ପରିସ୍ଥିତି ଉପରେ ସେ ତୀକ୍ଷ୍ଣ ନଜର ରଖିଛି ବୋଲି ଆମେରିକା କହିଛି। ଆମେରିକାର ବୈଦେଶିକ ବିଭାଗର ମୁଖ୍ୟ ଡେପୁଟି ମୁଖପାତ୍ର ବେଦାନ୍ତ ପଟେଲ କହିଛନ୍ତି, ‘ଭାରତ-ଚାଇନା ସୀମା ବିବାଦକୁ…
ବିବିସି ବିବାଦୀୟ ଡକ୍ୟୁମେଣ୍ଟାରୀ ବେଳାଭୂମିରେ ପ୍ରଦର୍ଶିତ କଲା କଂଗ୍ରେସ
ଥିରୁଭାନନନ୍ତପୁରମ,୨୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୁଜରାଟ ଦଙ୍ଗା ଉପରେ ବିବିସିର ଡକ୍ୟୁମେଣ୍ଟାରୀ ‘ଭାରତ: ମୋଦି କ୍ୱେଶ୍ଚିନ’ ଉପରେ ବିବାଦ ବଢିବାରେ ଲାଗିଛି। ଏହି ଡକ୍ୟୁମେଣ୍ଟାରୀକୁ ରାଜଧାନୀ ଥିରୁଭାନନନ୍ତପୁରମର ଶାଙ୍ଗଗୁମୁଗମ ବେଳାଭୂମିରେ କେରଳ କଂଗ୍ରେସ ପକ୍ଷରୁ ପ୍ରଦର୍ଶିତ କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ…
ଭାରତକୁ ୧୦୦ରୁ ଅଧିକ ଚିତା ଦେବ ଦକ୍ଷିଣ ଆଫ୍ରିକା
ନୂଆଦିଲ୍ଲୀ,୨୭ ।୧: ଦକ୍ଷିଣ ଏସିଆ ଦେଶରୁ ଚିତାକୁ ପୁଣିଥରେ ଆଣିବାର ମହତ୍ୱାକାଂକ୍ଷି ପରିଯୋଜନା ଆଧାରରେ ଦକ୍ଷିଣ ଆଫ୍ରିକା ଭାରତକୁ ୧୦୦ରୁ ଅଧିକ ଚିତା ଦେବାର ଏକ ଚୁକ୍ତି ସ୍ୱାକ୍ଷର କରିଛି । ଗତବର୍ଷ ସେପ୍ଟେମ୍ବରରେ ନାମିବିୟାରୁ ୮ଟି ଚିତା ଆସିବା ପରେ…
ଭାରତ-ଚାଇନା ସ୍ଥିତି ଉପରେ ଆମେରିକାର ନଜର, କହିଲା ଦୁଇ ଦେଶ ସୀମାରୁ ପଛକୁ ହଟିବାକୁ ନେଇ ଆମେ ଖୁସି
ୱାଶିଂଟନ,୨୭ ।୧: ଭାରତ-ଚାଇନା ସୀମା ସ୍ଥିତି ଉପରେ ଆମେରିକାର ବୈଦେଶିକ ବିଭାଗର ମୁଖ୍ୟ ଉପ ପ୍ରବକ୍ତା ବେଦାନ୍ତ ପଟେଲ କହିଛନ୍ତି ଆମେ ସୀମା ସଂଘର୍ଷର ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛୁ । ହେଲେ ଏହା ଶୁଣି ଆମେ ଖୁସି ଯେ…
ରୁଷିଆ ମିଶାଇଲ୍ ମାଡ଼ରେ ୟୁକ୍ରେନର ୧୧ ମୃତ୍ୟୁ: ଆମେରିକାର ନିନ୍ଦା
କିଭ୍,୨୭।୧: ଜର୍ମାନୀ ଏବଂ ଆମେରିକା ୟୁକ୍ରେନକୁ ଦଶହଜାର ଟ୍ୟାଙ୍କ ପଠାଇବେ ବୋଲି ଘୋଷଣା କରିବାର ଗୋଟିଏ ଦିନ ପରେ ରୁଷିଆ ୟୁକ୍ରେନ ଉପରେ ପୁଣି ମିଶାଇଲ ଏବଂ ଡ୍ରୋନ୍ ମାଡ କରିଛି। ଏହି ଆକ୍ରମଣରେ ୟୁକ୍ରେନର ୧୧ ଜଣଙ୍କର ମୃତ୍ୟୁ ହୋଇଛି।…
୧୦ ଆତଙ୍କବାଦୀ ନିପାତ
ଓ୍ବାଶିଂଟନ୍,୨୭।୧: ଆମେରିକାର ସୈନ୍ୟବାହିନୀ ଉତ୍ତର ସୋମାଲିଆରେ ଇସଲାମିକ ଷ୍ଟେଟ ଆତଙ୍କବାଦୀ ବିଲାଲ ଅଲ-ସୁଦାନୀ ଏବଂ ତାଙ୍କର ପ୍ରାୟ ୧୦ ସହଯୋଗୀଙ୍କୁ ନିପାତ କରିଛନ୍ତି। ବାଇଡେନ ପ୍ରଶାସନର ଦୁଇ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ପ୍ରତିରକ୍ଷା ସଚିବ ଲଏଡ୍ ଅଷ୍ଟିନ ଏକ…
ଶୁକ୍ରବାର ବୈଠକ ଡକାଇଲେ ରାଜ୍ୟପାଳ: କେଜ୍ରିଓ୍ବାଲ କହିଲେ, ପଞ୍ଜାବ ଯାଉଛି…
ନୂଆଦିଲ୍ଲୀ,୨୬।୧: ଉପରାଜ୍ୟପାଳ ବିନୟ ସାକ୍ସେନା ବୈଠକ ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନିମନ୍ତ୍ରଣ କରିଛନ୍ତି। ଉପରାଜ୍ୟପାଳଙ୍କ ନିମନ୍ତ୍ରଣର ଉତ୍ତର ରଖିବାକୁ ଯାଇ କେଜ୍ରିଓ୍ବାଲ କହିଛନ୍ତି, ଶୁକ୍ରବାର ସେ ପଞ୍ଜାବ ଯାଉଛନ୍ତି। ତେଣୁ ସେ ଏଲ୍ଜିଙ୍କୁ ବୈଠକ ସମୟ ବଦଳାଇବାକୁ ଅନୁରୋଧ…
Archives


