ରାଷ୍ଟ୍ରପତି ଭବନରେ ଏଲ ସିସିଙ୍କୁ ଗାର୍ଡ ଅଫ ଅନର: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ…
ନୂଆଦିଲ୍ଲୀ,୨୫।୧ : ଇଜିପ୍ଟର ରାଷ୍ଟ୍ରପତି ଅବଦେଲ ଫତହ ଏଲ ସିସି ବୁଧବାର ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। ତାଙ୍କୁ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଗତ…
ସେମିରେ ଆଜାରେଙ୍କା, ରିବାକିନା
ମେଲବୋର୍ନ,୨୫ା୧(ପି.ଟି.): ଚଳିତ ବର୍ଷର ପ୍ରଥମ ଟେନିସ୍ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ ଓପନ ମହିଳା ସିଙ୍ଗଲ୍ସ ସେମିରେ ପ୍ରବେଶ କରିଛନ୍ତି ଭିକ୍ଟୋରିଆ ଆଜାରେଙ୍କା ଓ ଏଲିନା ରିବାକିନା। ସେହିପରି ପୁରୁଷ ସିଙ୍ଗଲ୍ସରେ ଷ୍ଟିଫାନୋସ୍ ସିତ୍ସିପାସ ଓ କାରେନ୍ ଖାଚାନୋଭ ସେମିରେ ପ୍ରବେଶ କରିଛନ୍ତି। ମହିଳା…
ହାର୍ଡକୋର ମାଓବାଦୀ ଚେଣ୍ଟିଙ୍କୁ ଗିରଫ କଲା ଏନ୍ଆଇଏ
ମାଲକାନଗିରି,୨୫ା୧(ଡି.ଏନ.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରୁ ହାର୍ଡକୋର ମାଓବାଦୀ ଚେଣ୍ଟିଙ୍କୁ ମଙ୍ଗଳବାର ଏନ୍ଆଇଏ ଗିରଫ କରିଛି। ତାଙ୍କ ନାମରେ ୩ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଥିଲା। ୨୦୧୨ ଜୁଲାଇରେ ଚେଣ୍ଟି ବିଏସ୍ଏଫ୍ ଉପରେ ଆକ୍ରମଣ କରିଥିଲେ। ଏଥିରେ ୪ ଯବାନ…
୯୦୧ ପୋଲିସଙ୍କୁ ପୋଲିସ ମେଡାଲ, ୧୪୦ଙ୍କୁ ବୀରତା ପଦକ…
ନୂଆଦିଲ୍ଲୀ,୨୫।୧ : ସାଧାରଣତନ୍ତ୍ର ଦିବସ ଅବସରରେ ୯୦୧ ଜଣ ପୋଲିସଙ୍କୁ ପୋଲିସ ମେଡାଲରେ ସମ୍ମାନୀତ କରାଯାଇଛି। ଏଥିରେ ୧୪୦ ଜଣ ପୋଲିସଙ୍କୁ ଗ୍ୟାଲେଣ୍ଟ୍ରି ପାଇଁ ବୀରତା ପଦକ ପ୍ରଦାନ କରାଯାଇଛି। ଏହା ବ୍ୟତୀତ ୯୩ ପୋଲିସଙ୍କୁ ବିଶିଷ୍ଟ ସେବା (ପିପିଏମ) ଏବଂ…
ମହିଳାଙ୍କୁ ଆକ୍ରମଣ କରି ଗଣବଳାତ୍କାର
ଫୁଲବାଣୀ ଅଫିସ, ୨୫ା୧: ଫୁଲବାଣୀ ସଦର ଥାନା ଅଞ୍ଚଳରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଆକ୍ରମଣ ସହ ଗଣବଳାତ୍କାର କରାଯାଇଛି। ଗତ ରବିବାର ସନ୍ଧ୍ୟାରେ ସମ୍ପୃକ୍ତା ମହିଳାଙ୍କ ସ୍ବାମୀ ନ ଥିଲେ। କେତେଜଣ ଯୁବକ ବିଭିନ୍ନ ମାରଣାସ୍ତ୍ର ଧରି…
କୃଷି କ୍ଷେତ୍ରରେ ପ୍ରାକୃତିକ ସମ୍ପଦର ସୁବିନିଯୋଗ ଦରକାର: ଓୟୁଏଟି କୁଳପତି
ଭୁବନେଶ୍ବର,୨୫ା୧(ବ୍ୟୁରୋ): କୃଷିକ୍ଷେତ୍ରରେ ପ୍ରାକୃତିକ ସମ୍ପଦର ସଂରକ୍ଷଣ ସହ ସୁବିନିଯୋଗ ଦରକାର। ଏହାଦ୍ୱାରା କୃଷି ଉତ୍ପାଦନରେ ବୃଦ୍ଧି ନ ଘଟିଲେ ଆଗାମୀ ଦିନରେ ଦେଶରେ ଖାଦ୍ୟ ସମସ୍ୟା ଉତ୍କଟ ହେବ ବୋଲି ଓୟୁଏଟି କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ କହିଛନ୍ତି। ଓଡ଼ିଶା…
ଆଶିଷଙ୍କୁ ସର୍ତ୍ତମୂଳକ ମଧ୍ୟବର୍ତ୍ତୀକାଳୀନ ଜାମିନ…
ନୂଆଦିଲ୍ଲୀ,୨୫।୧ : ଲଖିମପୁର ଖେରୀ ହିଂସା ମାମଲାରେ ସୁପ୍ରିମକୋର୍ଟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ସର୍ତ୍ତମୂଳକ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ୮ ସପ୍ତାହ ପାଇଁ ସର୍ତ୍ତମୂଳକ ଜାମିନରେ ମିଶ୍ରଙ୍କୁ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସମ୍ପୃକ୍ତ ଅଦାଲତଙ୍କୁ ତାଙ୍କ ଅବସ୍ଥିତି…
ଆଜିଠାରୁ ଦିଲ୍ଲୀରୁ ‘ଶ୍ରୀଜଗନ୍ନାଥ ଯାତ୍ରା’
ନୂଆଦିଲ୍ଲୀ,୨୫ା୧: ରେଳ ମନ୍ତ୍ରଣାଳୟର ଏକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଆଇଆର୍ସିଟିସି ଲିଃ ପକ୍ଷରୁ ବୁଧବାରଠାରୁ ‘ଶ୍ରୀଜଗନ୍ନାଥ ଯାତ୍ରା’ ପାଇଁ ଏକ ୮ ଦିନିଆ ଭାରତ ଗୌରବ ଟୁରିଷ୍ଟ ଟ୍ରେନ୍ ଚଳାଚଳ ଆରମ୍ଭ କରିଛି। ଏହା ଉତ୍ତର ପ୍ରଦେଶ, ବିହାର, ଝାଡ଼ଖଣ୍ଡ ଏବଂ ଓଡ଼ିଶାର…
ଓଡ଼ିଶାର ୧୦ ସହରରେ ଜିଓ ଟ୍ରୁ ୫ଜି ସେବା
ନୂଆଦିଲ୍ଲୀ,୨୫ା୧: ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ମଙ୍ଗଳବାର ଓଡ଼ିଶାର ଆଉ ୬ ଟି ସହରରେ ଜିଓ ଟ୍ରୁ ୫ଜି ସେବାର ଶୁଭାରମ୍ଭ କରିଥିବା ଜଣାପଡ଼ିଛି। ଏପରିକି ରାଜ୍ୟର ମୋଟ ୧୦ଟି ସହରରେ ଏହି ସେବା ଉପଲବ୍ଧ ହେଉଛି।…
ଧ୍ୱଂସର ନିକଟ ହେଉଛି ପୃଥିବୀ: ଡୁମ୍ସଡେ କ୍ଲକରେ କମିଲା ୧୦ ସେକେଣ୍ଡ…
ନ୍ୟୁୟର୍କ,୨୫।୧ : ଡୁମ୍ସଡେ କ୍ଲକ ବିଷୟରେ ବୈଜ୍ଞାନିକମାନେ ଏକ ବଡ଼ ଘୋଷଣା କରିଛନ୍ତି। ସମଗ୍ର ବିଶ୍ୱରେ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଶୀର୍ଷ ଆଣବିକ ବୈଜ୍ଞାନିକମାନେ ତିନି ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଘଣ୍ଟାକୁ ୧୦ ସେକେଣ୍ଡ ହ୍ରାସ କରିଛନ୍ତି।…
ଟାଟା ମୋଟର୍ସର ୨ଏସ୍ ଫ୍ୟାସିଲିଟି ସେଣ୍ଟର ଉଦ୍ଘାଟିତ
ଭୁବନେଶ୍ୱର,୨୫ା୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଟାଟା ମୋଟର୍ସର ଆଉ ଏକ ୨ଏସ୍ ଫ୍ୟାସିଲିଟି ସେଣ୍ଟର ଉଦ୍ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ପ୍ରାଧିକୃତ ଡିଲର ଅଷ୍ଟଭିନାୟକ ମୋଟର୍ସ ଆନୁକୂଲ୍ୟରେ ସ୍ଥାନୀୟ ଗୋହରିଆଠାରେ ଉକ୍ତ ୨ଏସ୍ (ସ୍ପେୟାର ଏବଂ ସର୍ଭିସ୍) ଫ୍ୟାସିଲିଟି ସେଣ୍ଟରର…
‘ବଜାର ସ୍ଥିତି ସହ ଖାପଖୁଆଇ ଚଳିବାକୁ ହେବ’
ଭୁବନେଶ୍ୱର,୨୫ା୧: ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍) ଏବଂ ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍(ହିସାର)ର ନିର୍ଦ୍ଦେଶକ ମଣ୍ଡଳଙ୍କ ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ଚଳିତ ଆର୍ଥତ୍କ ବର୍ଷର ତୃତୀୟ ତ୍ରୈମାସିକ ଆର୍ଥତ୍କ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଜିନ୍ଦଲ ଷ୍ଟେନ୍ଲେସ (ମିଶ୍ରିତ ସଂସ୍ଥାକୁ ବିଚାରକୁ…
Archives


