Home

୨୦୨୧ରେ ୧୩ ହଜାର ଛାତ୍ରୀଛାତ୍ର ଆତ୍ମହତ୍ୟା କରିଛନ୍ତି

ନୂଆଦିଲ୍ଲୀ ,୧୯।୧୨(ଆଇଏଏନ୍‌ଏସ୍‌): ରାଜସ୍ଥାନର କୋଟାସ୍ଥିତ କୋଚିଂ ସେଣ୍ଟରର ୩ ଜଣ ମେଡିକାଲ ଓ ଇଞ୍ଜିନିୟରିଂ କ୍ୟାରିୟର ଆଶାୟୀଙ୍କ ଆତ୍ମହତ୍ୟା ଘଟଣା ବିତର୍କର ବିଷୟ ହୋଇଛି। ଜଟିଳ ପ୍ରତିଯୋଗିତା ଏବଂ ଅତ୍ୟଧିକ ଚାପକୁ ଏଥିପାଇଁ ଦାୟୀ କରାଯାଉଥିବା ବେଳେ ଦେଶରେ ପ୍ରତିବର୍ଷ ଏଭଳି…

ଜମି ପରିମାଣ ଅଧିକ ଦର୍ଶାଇ ହରିଲୁଟ୍‌

କେନ୍ଦୁଝର,୧୯ା୧୨(ସ୍ବ.ପ୍ର.):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ତେନ୍ତଳାପଶି ପଞ୍ଚାୟତ ମୁଖ୍ୟାଳୟରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନା (ଏମଜିଏନ୍‌ଆର୍‌ଇଜିଏସ୍‌)ରେ କଲମି କାଜୁ ଚାଷ ରୋପଣରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଜମିର ପରିମାଣ ଅଧିକ ଦର୍ଶାଇ ଅର୍ଥ…

ଇସ୍ତଫାପତ୍ର ଲେଖିଛନ୍ତି ପୋପ୍‌

ରୋମ୍‌,୧୯।୧୨: ୨୦୧୩ରେ କ୍ୟାଥୋଲିକ୍‌ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ ଦାୟିତ୍ୱ ଗ୍ରହଣ କରିବା ପରେ ଏକ ଇସ୍ତଫା ପତ୍ର ଲେଖି ରଖିଥିବା ସଦ୍ୟ ସାକ୍ଷାତ୍‌କାରରେ କହିଛନ୍ତି। ଆଗାମୀ ଦିନରେ ଯେତେବେଳେ ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ସେ କାର୍ଯ୍ୟ କରିବାକୁ ଅକ୍ଷମ ବୋଧ କରିବେ,…

ନନ୍ଦନକାନନ ବୁଲିଲେ ୩୦ ହଜାର ୮୮୨ ପର୍ଯ୍ୟଟକ

ବାରଙ୍ଗ,୧୮।୧୨(ଡି.ଏନ୍‌.ଏ.)- ବର୍ତ୍ତମାନ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଥିବାରୁ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନରେ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ରବିବାର ଛୁଟିଦିନ ଥିବାବେଳେ ନନ୍ଦନକାନନକୁ ସର୍ବାଧିକ ୩୦ହଜାର ୮୮୨ ପର୍ଯ୍ୟଟକ ବୁଲିବାକୁ ଆସିଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଅଫଲାଇନ୍‌ରେ…

ନାବାଳକ ଅମ୍ରିତ ଅପହରଣ ଘଟଣା: ଏନ୍‌ଏଚ୍‌ଆର୍‌ସିରେ ମାମଲା

ଭୁବନେଶ୍ୱର,୧୯।୧୨ (ବ୍ୟୁରୋ):ନୟାଗଡ ଜିଲା ଓଡ଼ଗାଁ ଥାନା କୁରାଳ ଗ୍ରାମର ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କ ୧୨ ବର୍ଷୀୟ ନାବାଳକ ପୁଅ ଅମ୍ରିତ ପାତ୍ରଙ୍କୁ ଅପହରଣ ଘଟଣା ଜାତୀୟ ମାନବ ଅଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ପହଞ୍ଚତ୍ଛି। ନ୍ୟାୟ ପାଇଁ ଲଢେଇ ପରିବାରର ରାଜ୍ୟ ସଭାପତି ସୁବ୍ରତ…

ଭାଜପାକୁ ‘ବେଲାଗାଭି’ ଅଡୁଆ

ବେଙ୍ଗାଲୁରୁ/ମୁମ୍ବାଇ/ନୂଆଦିଲ୍ଲୀ,୧୯ା୧୨: ପୁଣିଥରେ ମୁଣ୍ଡ ଟେକିଛି ୭ ଦଶନ୍ଧି ପୁରୁଣା ମହାରାଷ୍ଟ୍ର-କର୍ନାଟକ ସୀମା ବିବାଦ। ଉତ୍ତର କର୍ନାଟକ ସୀମାରେ ଆସୁଥିବା ମରାଠୀ ଭାଷୀ ଅଞ୍ଚଳ ବେଲାଗାଭିକୁ ନେଇ ଦୁଇ ଭାଜପା ଶାସିତ ରାଜ୍ୟ ମୁହଁାମୁହଁି। ଉଭୟ ପକ୍ଷର ବାକ୍‌ଯୁଦ୍ଧ ଜାତୀୟ ରାଜନୀତିକୁ ସରଗରମ…

ପେନ୍‌ସନ୍‌ ଟଙ୍କାରେ ମାଗଣା ଶିକ୍ଷା ଦେଉଛନ୍ତି ଅମର

ଭୁବନେଶ୍ୱର, ୧୯।୧୨(ବ୍ୟୁରୋ):ଜୀବନର ସଫଳତା ପାଇଁ ଶିକ୍ଷା ଅପରିହାର୍ଯ୍ୟ। ଯଦି ଶିକ୍ଷାରେ ଅର୍ଥ ବାଧକ ସାଜିବ, ତେବେ ସଫଳତା ପାଇବା ବି କଷ୍ଟ ହୋଇପଡ଼ିବ। କିନ୍ତୁ ମନୋବଳ ଦୃଢ଼ ଥିଲେ ଲକ୍ଷ୍ୟ ପୂରଣ କରିବାରେ କୌଣସି ଆର୍ଥିକ ପରିସ୍ଥିତି କାହାକୁ ଅଟକାଇପାରିବ ନାହିଁ।…

ରହସ୍ୟ ହୋଇଯିବ କି ଅର୍ଚ୍ଚନାଙ୍କ କଳାସାମ୍ରାଜ୍ୟ

ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ):ବ୍ଲାକ୍‌ମେଲର ମହିଳା ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁହାଁମୁହିଁ ଜେରା କରି ବହୁ ତଥ୍ୟ ହାସଲ କରିଛି। ଏହାରି ଭିତରେ ରବିବାର ଅର୍ଚ୍ଚନାଙ୍କ ୬ ଦିନିଆ ରିମାଣ୍ଡ…

ମୁକ୍ତିକାନ୍ତଙ୍କୁ ଶିଶୁ ଭବନ ଛକରେ ଅଟକାଇଲା ପୋଲିସ୍‌

ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ରାଉକେଲାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲେ ମଧ୍ୟ ବହୁ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଏହାର ପ୍ରତିବାଦରେ ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ ନଭେମ୍ବର ୧୬ରୁ ରାଉରକେଲାରୁ ନବୀନ ନିବାସ ଅଭିମୁଖେ ପଦଯାତ୍ରାରେ ବାହାରିଥିଲେ। ଗତ…

ଆବର୍ଜନା ବଳୟରେ ସ୍ମାର୍ଟସିଟି ଜନବସତି

ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ସ୍ମାର୍ଟସିଟିକୁ ସ୍ବଚ୍ଛ ତଥା ସୁନ୍ଦର କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁୁ ବ୍ୟାପକ ଯୋଜନା କରାଯାଉଛି। ହେଲେ ଯୋଜନାଗୁଡ଼ିକ ସେପରି ସଫଳ ତଥା ଦୀର୍ଘସ୍ଥାୟୀ ହୋଇପାରୁ ନାହିଁ। ଆବର୍ଜନା ପରିଚାଳନା ପାଇଁ ଘରକୁ ଘର ବୁଲି ଅଳିଆ ସଂଗ୍ରହ କରାଯାଉଛି।…

ଆଉଥରେ ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ):କୋରାପୁଟ ସଦର ଥାନା ଅନ୍ତର୍ଗତ ମାଝିଗୁଡ଼ା ଗ୍ରାମ ରାସ୍ତାରେ ଭାରତମାଳା ଯୋଜନାରେ ଖୋଳାଯାଇଥିବା ଗାତରେ ପଡ଼ି ୪ଜଣ ଶିଶୁଙ୍କ ମୃତ୍ୟୁ ଘଟଣାକୁ ୫ ମାସରୁ ଊର୍ଦ୍ଧ୍ୱ ସମୟ ବିତିଛି। ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକଙ୍କ ଅଭିଯୋଗ ଆଧାରରେ…

ଟିକେଟ ବିକ୍ରି ଆଜିଠାରୁ

ଭୁବନେଶ୍ୱର, ୧୯।୧୨(କ୍ରୀଡ଼ା ପ୍ରତିନିଧି):ଭୁବନେଶ୍ୱର ଓ ରାଉରକେଲାରେ ୨୦୨୩ ଜାନୁୟାରୀ ୧୩ରୁ ଆରମ୍ଭ ହେବାକୁ ଯାଉଥିବା ହକି ବିଶ୍ୱକପ୍‌ ପାଇଁ ଉତ୍ସାହ କ୍ରମେ ବଢ଼ିବାରେ ଲାଗିଛି। ଅନ୍‌ଲାଇନ୍‌ ଟିକେଟ ପ୍ରତି ଦର୍ଶକ ଅହେତୁକ ଆଗ୍ରହ ଦେଖାଇଥିବାବେଳେ ବକ୍ସ ଅଫିସ ଟିକେଟ ବିକ୍ରି ସୋମବାରଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri