ଓଡ଼ିଆରେ ହେବ ବିଜ୍ଞାନ, ବାଣିଜ୍ୟ ସ୍ନାତକ ପାଠ୍ୟକ୍ରମ
ଭୁବନେଶ୍ୱର, ୧୯।୧୨(ବ୍ୟୁରୋ):ଏଣିକି ସ୍ନାତକ (ୟୁଜି) ଶିକ୍ଷାରେ ଭାଷା ଆଉ ପ୍ରତିବନ୍ଧକ ହେବ ନାହିଁ। ଓଡ଼ିଆ ଭାଷାରେ ସ୍ନାତକ ପଢ଼ିପାରିବେ ଛାତ୍ରୀଛାତ୍ର। ଏଥିସହିତ ଓଡ଼ିଆ ଭାଷାରେ ବି ହେବ ପରୀକ୍ଷା। ଏଥିପାଇଁ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି।…
ଚାଇନା-ଆମେରିକା ଭଳି ନୁହେଁ, ନିଜ ମଡେଲ ଅନୁଯାୟୀ କାର୍ଯ୍ୟ କରୁ ଭାରତ: ମୋହନ ଭାଗବତ
ନୂଆଦିଲ୍ଲୀ,୧୯।୧୨: ଭାରତ ଏକ ଧାର୍ମିକ ଦେଶ। ଭାରତର ବିକାଶର ଚିନ୍ତାଧାରା ଧର୍ମ ଏବଂ ଜୀବନ ଉପରେ ଆଧାରିତ। ଭାରତୀୟ ଚିନ୍ତାଧାରା ସହିତ ଧର୍ମ, ସଂସ୍କୃତି ଅନୁଯାୟୀ ଭାରତ ଏହାର ବିକାଶ କରିବା ଉଚିତ୍, ଚାଇନା ଏବଂ ଆମେରିକାର ଲାଇନରେ ନୁହେଁ ବୋଲି…
ଆର୍ଜେଣ୍ଟିନାକୁ ଶୁଭେଚ୍ଛା ଜଣାଇଲେ ମୋଦି
ଦୋହା,୧୯।୧୨: କତାରରେ ଚାଲିଥିବା ବିଶ୍ୱକପ ଫାଇନାଲରେ ଆର୍ଜେଣ୍ଟିନା ପେନାଲ୍ଟି ସୁଟଆଉଟରେ ଫ୍ରାନ୍ସକୁ ୪-୨ରେ ପରାସ୍ତ କରିଛି। ଏହା ସହିତ ଆର୍ଜେଣ୍ଟିନା ୩୬ ବର୍ଷ ପରେ ବିଶ୍ୱକପ ଜିତିବାରେ ସକ୍ଷମ ହୋଇଥିଲା। ୧୯୭୮ ଏବଂ ୧୯୮୬ ପରେ ଆର୍ଜେଣ୍ଟିନା ତୃତୀୟ ଥର ପାଇଁ…
ଆର୍ଜେଣ୍ଟିନା ଚାମ୍ପିୟନ
ଦୋହା, ୧୮।୧୨: ତାରକା ଷ୍ଟ୍ରାଇକର ଲିଓନେଲ ମେସିଙ୍କ ଦଳ ଆର୍ଜେଣ୍ଟିନା ଜିତିଛି ଫିଫା ବିଶ୍ୱକପ୍। ଲୁସେଲ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ଫାଇନାଲରେ ଆର୍ଜେଣ୍ଟିନା ପେନାଲ୍ଟି ଶୁଟ୍ଆଉଟ୍ ୪-୨ ଗୋଲରେ ଫ୍ରାନ୍ସକୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ ୨-୨ ଓ ଅତିରିକ୍ତ…
ମେସିଙ୍କ ବିଶ୍ୱରେକର୍ଡ
ଦୋହା,୧୯।୧୨: କାତାରର ଲୁସେଲ ଷ୍ଟାଡିୟମରେ ଆର୍ଜେଣ୍ଟିନା ଏବଂ ଫ୍ରାନ୍ସ ମଧ୍ୟରେ ଫିଫା ବିଶ୍ୱକପର ଫାଇନାଲ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍ରେ ପଡ଼ିଆରେ ଅବତରଣ କରିବା ମାତ୍ରେ ଆର୍ଜେଣ୍ଟିନା ଅଧିନାୟକ ଲିଓନେଲ ମେସି ତାଙ୍କ ନାମରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଥିଲେ।…
ଇନ୍ଧନ ଟ୍ୟାଙ୍କର ବିସ୍ଫୋରଣ: ୧୯ ମୃତ
କାବୁଲ ,୧୮।୧୨: ଆଫଗାନିସ୍ତାନ ରାଜଧାନୀ କାବୁଲର ଉତ୍ତରରେ ଥିବା ସଲଙ୍ଗ ଟନେଲ୍ରେ ଏକ ଇନ୍ଧନ ଟ୍ୟାଙ୍କର ଶନିବାର ରାତିରେ ବିସ୍ଫୋରଣ ହେବାରୁ ୧୯ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩୨ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ମହିଳା ଓ…
ପାର୍ଲାମେଣ୍ଟରେ ଶୁଟିଂ ପାଇଁ ଅନୁମତି ମାଗିଲେ କଙ୍ଗନା
ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଏମର୍ଜେନ୍ସି’ର ଶୁଟିଂ ପାର୍ଲାମେଣ୍ଟ ପରିସରରେ କରିବା ଲାଗି ଲୋକ ସଭା ସଚିବାଳୟର ଅନୁମତି ଲୋଡ଼ିଛନ୍ତି। ତାଙ୍କ ପତ୍ର ବିଚାରାଧୀନ ରହିଛି। ତେବେ ପାର୍ଲାମେଣ୍ଟ ଭିତରେ ଫିଲ୍ମ ଶୁଟିଂକୁ ଅନୁମତି ମିଳି ନ ପାରେ…
ମୁଁ ନରେନ୍ଦ୍ର ମୋଦି, ଆରଏସଏସକୁ କରେ ନାହିଁ ଭୟ: ପାକିସ୍ତାନ ବୈଦେଶିକ ମନ୍ତ୍ରୀ
ଇସଲାମାବାଦ୍,୧୮।୧୨: ଜାତିସଂଘରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲୱାଲ ଭୁଟ୍ଟୋ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ ଭାରତରେ ତୀବ୍ର ବିରୋଧ କରାଯାଉଛି। ଏସବୁ ମଧ୍ୟରେ ବିଲାୱାଲ ନିଜ ମନ୍ତବ୍ୟକୁ ନେଇ ଆଦୌ ପଶ୍ଚାତାପ କରୁନାହାନ୍ତି। ସେ…
ବିଳମ୍ବରେ ପହଞ୍ଚିବାରୁ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ
ଅଗରତାଲା,୧୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଉତ୍ତର-ପୂର୍ବ ରାଜ୍ୟ ଗସ୍ତରେ ଅଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ମେଘାଳୟରେ ବିଭିନ୍ନ ପ୍ରକଳ୍ପର ମୂଳଦୁଆ ପକାଇବା ପରେ ତ୍ରିପୁରାରେ ପହଞ୍ଚି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଥିଲେ। ମୋଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳ)…
‘ଭାରତ ଯୋଡୋ ଯାତ୍ରା’ରେ ସାମିଲ ହେବେ ଅଭିନେତା କମଲ ହାସନ
ନୂଆଦିଲ୍ଲୀ, ୧୮।୧୨: କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ରେ ସାମିଲ ହେବେ ଅଭିନେତା ତଥା ରାଜନେତା କମଲ ହାସନ। ଆସନ୍ତା ଡିସେମ୍ବର ୨୪ରେ ସେ ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ଯୋଗଦେବେ। କମଲଙ୍କ ଦଳ ମକ୍କାଲ ନିଧି…
କଂଗ୍ରେସରେ ଯୋଗଦେଲେ ସଙ୍ଗୀତ ନିର୍ଦ୍ଦେଶକ ଗୁଡ୍ଲି ରଥ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଓଡ଼ିଆ ସିନେ ଜଗତର ବିଶିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଗୁଡ୍ଲି ରଥ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ଗୁଡ୍ଲିଙ୍କ ସହ ସୁନାମଧନ୍ୟ କଣ୍ଠଶିଳ୍ପୀ ପମି ମିଶ୍ର, ରଶ୍ମିତା ସାହୁ ପ୍ରମୁଖ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଓଡ଼ିଶା ପ୍ରଭାରୀ ଏ ଚେଲ୍ଲା କୁମାରଙ୍କ…
ବିଶ୍ୱ ଶ୍ରୀମତୀ ମୁକୁଟ ପିନ୍ଧିଲେ ସରଗମ କୌଶଲ
ଆମେରିକାରେ ଆୟୋଜିତ ସୁନ୍ଦରୀ ପ୍ରତିଯୋଗିତାରେ ଭାରତର ସରଗମ କୌଶଲ ଶ୍ରୀମତୀ ୱାଲର୍ଡ ୨୦୨୨-୨୩ ଟାଇଟଲ ଜିତିଛନ୍ତି । ୨୧ ବର୍ଷ ପରେ କୌଣସି ଭାରତୀୟ ଏହି ମୁକୁଟ ବିଜୟିନୀ ହୋଇଛନ୍ତି। ତାଙ୍କ ପୂର୍ବରୁ ଅଭିନେତ୍ରୀ ଆଦିତ୍ୟ ଗୋବିତ୍ରିକର ଏହି ଟାଇଟଲ ଜିତିଥିଲେ।…
Archives


