ବିନା ମ୍ୟାଚ୍ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ
ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ ହେବା ପରେ ଏବେ ସେମିଫାଇନାଲ ଓ ଫାଇନାଲ୍କୁ ନେଇ ମଧ୍ୟ ଆଶଙ୍କା ସୃଷ୍ଟି…
ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ
ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ଧରଣର ଚଢ଼ଉ କରାଯାଇଛି । ମଙ୍ଗଳବାର ସକାଳୁ ଭିଜିଲାନ୍ସର ଏକାଧିକ ସ୍ୱତନ୍ତ୍ର…
ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ
ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି ମିଳିବାରୁ ପ୍ରତ୍ୟାହାର ହୋଇଛି। ସୂଚନା ଅନୁଯାୟୀ, ସିଆଙ୍ଗବାଲିଠାରୁ କୁସିପାଙ୍କା ଗ୍ରାମ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ…
ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….
କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର ୧୦୦ରୁ ଅଧିକ TMC ନେତା ଓ କର୍ମୀ କଂଗ୍ରେସରେ ଯୋଗ ଦେଇଥିବା ରିପୋର୍ଟ…
ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି ଜାରି ରଖି ସୋମବାର ରାତିରେ ମ୍ୟାନ୍ମାରର ୟାଙ୍ଗୁନ୍ ଓ…
ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର
ଭୁବନେଶ୍ୱର,୨୯ା୯(ସୁନିତ୍ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ ହେବ ଉଭୟ ଛତିଶଗଡ଼ ଓ ଓଡ଼ିଶା ସରକାରଙ୍କ ମଧ୍ୟରେ ଆପୋସ ବୁଝାମଣା ଭିତରେ…
ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା
ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରୁ କକ୍ରୋଚ ଜନତା ପାର୍ଟି (ସିଜେପି) ଓହରିବ ନାହିଁ ବୋଲି ଏହାର ମୁଖପାତ୍ର…
କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍? ସାମ୍ନାକୁ ଆସିଲା ବଡ଼ ଅପଡେଟ୍,
ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍କୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ ଟୁର୍ଣ୍ଣାମେଣ୍ଟର ସୂଚୀ ଘୋଷଣା କରିବାକୁ ଯାଉଛି । ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଓ…
ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା
ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର ପର୍ଯ୍ୟନ୍ତ ଅର୍ଥାତ ଦାରିଙ୍ଗବାଡିରୁ ସିଆଙ୍ଗବାଲି ପର୍ଯ୍ୟନ୍ତ ଯାତାୟାତ କରୁଥିବା ମୁଖ୍ୟମନ୍ତ୍ରୀ ବସ ସେବା…
ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର
ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ ଅଧିକ ସଂଖ୍ୟକ ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସିବା ସହ ଅତିକମ୍ରେ ୨ରୁ ୩ ରାତି…
ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ
ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା ୪୮ ମିନିଟ୍ ସମୟରେ ଏହି ଭୂକମ୍ପ ହୋଇଥିବା ବେଳେ ଏହା ତୀବ୍ରତା ରିକ୍ଟର…
ଇଏ କି ଭକ୍ତ-୨
ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍ର ତାଜା ଦେଖଣାହାରୀଙ୍କ ଉପରେ ଖସିପଡ଼ିଥିଲା। ସେଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ…

