Home

‘ଉତ୍ତର ଭାରତରେ ଟିକେଏମ୍‌ର ପ୍ରଥମ ଆଞ୍ଚଳିକ ଷ୍ଟକ୍‌ୟାର୍ଡ’

ନୂଆଦିଲ୍ଲୀ,୧୭।୧୨: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ‘ଟୟୋଟା କିର୍ଲୋସ୍କର ମୋଟର’(ଟିକେଏମ୍‌)ର ଆଉ ଏକ ଷ୍ଟକ୍‌ୟାର୍ଡ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଉତ୍ତର ଭାରତରେ ଟିକେଏମ୍‌ର ପ୍ରଥମ ଆଞ୍ଚଳିକ ଷ୍ଟକ୍‌ୟାର୍ଡ ହରିୟାଣାର ଫାରୁକନଗରଠାରେ ଶୁଭାରମ୍ଭ କରାଯାଇଛି। ବିଶେଷକରି ଗ୍ରାହକଙ୍କୁ ବିଶ୍ୱସ୍ତରୀୟ ଉପତ୍ାଦ ଏବଂ…

ଆଇଫୋନ୍‌ରେ ଜିଓ ୫ଜିର ସେବା

ନୂଆଦିଲ୍ଲୀ,୧୭।୧୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ଆଇଫୋନ୍‌ ୧୨ ଓ ପରବର୍ତ୍ତୀ ଆଇଫୋନ୍‌ ମଡେଲଗୁଡ଼ିକ ପାଇଁ ଆଇଫୋନ ମଡେଲରେ ଜିଓ ୫ଜି ସେବାର ଶୁଭାରମ୍ଭ କରାଯାଇଛି। ଏପରିକି ୨୦୨୨ ଡିସେମ୍ବର ୧୫ରୁ ଆଇଫୋନ୍‌ ୧୨ ଓ ପରର୍ବତ୍ତୀ ଆଇଫୋନ୍‌…

ରୁଙ୍ଗ୍‌ଟା ମାଇନ୍ସର ଓୟାର ରଡ୍‌ ମିଲ୍‌ କାର୍ଯ୍ୟକ୍ଷମ

ନୂଆଦିଲ୍ଲୀ,୧୭।୧୨: ଦେଶର ପ୍ରମୁଖ ମାଇନିଂ କମ୍ପାନୀ ‘ରୁଙ୍ଗ୍‌ଟା ମାଇନ୍ସ ଲିମିଟେଡ୍‌’ ପକ୍ଷରୁ ନିକଟରେ ଏକ ବଡ଼ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ଝାଡ଼ଖଣ୍ଡସ୍ଥିତ ଚାଲିୟାମା ଷ୍ଟିଲ୍‌ ପ୍ଲାଣ୍ଟରେ ରୁଙ୍ଗ୍‌ଟା ଷ୍ଟିଲ୍‌ ଓୟାର ରଡସ୍‌ ମିଲ୍‌ର କାର୍ଯ୍ୟକ୍ଷମ କରାଯାଇଥିବା ଜଣାପଡ଼ିଛି। ବିଶେଷକରି କମ୍ପାନୀର…

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୧୭।୧୨: କ୍ରମାଗତ ୨ ଦିନ ଲାଗି ଷ୍ଟକ୍‌ ବଜାରର କାରବାର ହ୍ରାସ ପାଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସ(ଷ୍ଟକ୍‌ ବଜାର)ର ଫଳାଫଳ ଯୋଗୁ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଷ୍ଟକ୍‌ ବଜାରର ଫଳାଫଳ (ଶେୟାର…

ବଢ଼ୁଛି ବୈଦେଶିକ ମୁଦ୍ରାଭଣ୍ଡାର

ନୂଆଦିଲ୍ଲୀ,୧୭।୧୨: ଗତ କିଛିଦିନ ହେବ ଉଭୟ ଜାତୀୟ ଏବଂ ଅନ୍ତର୍ଜାତୀୟ ସମସ୍ୟା ଲାଗି ରହିଛି। ଏଭଳି ସ୍ଥିତିରେ ଦେଶର ବୈଦେଶିକ ମୁଦ୍ରାଭଣ୍ଡାର (ଏଫ୍‌ଆର୍‌)ରେ ବୃଦ୍ଧି ଘଟିଛି। ଏପରିକି ଡିସେମ୍ବର ୯ରେ ଶେଷ ହୋଇଥିବା ବଜାର କାରବାର ଓ ପରିବ୍ୟବସ୍ଥା ଗତ ସପ୍ତାହ…

୨୦୨୪ ପାଇଁ ରଣନୀତି

ଭୁବନେଶ୍ବର,୧୭।୧୨(ବ୍ୟୁରୋ): ଭାଜପା କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଶନିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଦୁଇଟି ପର୍ଯ୍ୟାୟରେ ଦଳର ଆଗାମୀ ରଣନୀତି ସମ୍ପର୍କରେ ବୈଠକ କରିବେ। ଅନ୍ୟପଟେ ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି। ମିଳିଥିବା ସୂଚନା…

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା: ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ବର, ୧୭।୧୨(ବ୍ୟୁରୋ): ସମ୍ବଲପୁରରେ ଓକିଲ ଆନ୍ଦୋଳନ ବେଳେ ଘଟିଥିବା ହିଂସା ଘଟଣାକୁ ନେଇ ବହୁ ଓକିଲଙ୍କୁ ବନ୍ଧାଯାଇଛି। ଅନେକ ଓକିଲଙ୍କ ଲାଇସେନ୍ସ ମଧ୍ୟ ବାତିଲ ହୋଇଛି। ଏଭଳି ସ୍ଥିତିରେ ସମ୍ବଲପୁର କୋର୍ଟ କାର୍ଯ୍ୟ ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ବେଳେ ଗରିବ ଲୋକମାନେ…

ନିର୍ଭୟା ପାଣ୍ଠିର ଅଧା ବିନିଯୋଗ ହୋଇଛି

ନୂଆଦିଲ୍ଲୀ ,୧୭।୧୨: ଦିଲ୍ଲୀର ନିର୍ଭୟା ଗଣବଳାତ୍କାର ଓ ହତ୍ୟା ଘଟଣାକୁ ୧୦ ବର୍ଷ ବିତିଛି। ହେଲେ ରାଜଧାନୀର ମହିଳାମାନଙ୍କ ପାଇଁ କିଛି ବଦଳି ନ ଥିବା ନିର୍ଭୟାର ମାଆବାପା କହିଛନ୍ତି। ଏଠାରେ ଅନେକ ମହିଳା ଯୌନ ଉତ୍ପୀଡ଼ନର ଶିକାର ହେଉଥିବା ନିର୍ଭୟାଙ୍କ…

ଭାଜପାର ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ ସହ ବିଲାୱଲ ଭୁଟ୍ଟୋଙ୍କ କୁଶ ପୁତ୍ତଳିକା କରାଯିବ ଦାହ

ନୂଆଦିଲ୍ଲୀ,୧୭ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋ ଜର୍ଦ୍ଦାରୀଙ୍କ ପକ୍ଷରୁ ଦିଆଯାଇଥିବା ଅପମାନଜନକ ଟିପ୍ପଣୀ ବିରୋଧରେ, ଶନିବାର ଅର୍ଥାତ୍ ୧୭ ଡିସେମ୍ବରରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯିବ…

କିଭ୍‌ରେ ମିଶାଇଲ ବର୍ଷା

କିଭ୍‌,୧୭।୧୨: ରୁଷିଆ ପକ୍ଷରୁ ଶୁକ୍ରବାର କିଭ୍‌ ସମେତ ୪ ୟୁକ୍ରେନୀୟ ସହରରେ ୬୦ରୁ ଉର୍ଦ୍ଧ୍ୱ ମିଶାଇଲ ମାଡ଼ କରାଯାଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ ହୋଇଛନ୍ତି। ୟୁକ୍ରେନ୍‌ର ଦ୍ୱିତୀୟ ବଡ଼ ସହର ଖାରକିଭ୍‌ରେ ଅନେକ ହଜାର ଲୋକ…

‘ଗୁଜରାଟ କଂସେଇ ଏବେ ପ୍ରଧାନମନ୍ତ୍ରୀ’

ନ୍ୟୁୟର୍କ/ନୂଆଦିଲ୍ଲୀ,୧୭।୧୨: ଅଲ୍‌-କାଏଦା ମୁଖ୍ୟ ଓସାମା ବିନ୍‌ ଲାଡେନ ମୃତ। କିନ୍ତୁ ଗୁଜରାଟର କଂସେଇ ଏବେ ବି ଜୀବିତ ଏବଂ ସେ ଭାରତର ପ୍ରଧାନମନ୍ତ୍ରୀ ବୋଲି ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ଜର୍ଦ୍ଦାରି ସମାଲୋଚନା କରିଛନ୍ତି। ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.…

ଟ୍ରେନ୍‌ରୁ ଡେଇଁ ୨ ନାବାଳକଙ୍କ ମୃତ୍ୟୁ

କୋଚି,୧୭।୧୨: କେରଳର କୋରାଟ୍ଟି ରେଳଷ୍ଟେଶନ ନିକଟରେ ୨ ଜଣ ନାବାଳକ ଚଳନ୍ତା ଟ୍ରେନ୍‌ରୁ ଓହ୍ଲାଇଯିବାକୁ ଉଦ୍ୟମ କରୁଥିବାବେଳେ ଖସିପଡ଼ି ପ୍ରାଣ ହରାଇଛନ୍ତି। ମୃତକମାନେ ହେଲେ କୋରାଟ୍ଟିର କୃଷ୍ଣକୁମାର(୧୭) ଏବଂ ସଞ୍ଜୟ (୧୬)। ରାତି ୩ଟାରେ ଟ୍ରେନ୍‌ଟି କୋରାଟ୍ଟି ଷ୍ଟେଶନରେ ନ ଅଟକିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri