ପବନ ଖେରାଙ୍କୁ ବଡ଼ ଆଶ୍ୱସ୍ତି: ଏବେ ତାଙ୍କୁ ଗିରଫ କରିବ ନାହିଁ ଆସାମ ପୋଲିସ
ନୂଆଦିଲ୍ଲୀ,୧।୫: କଂଗ୍ରେସ ନେତା ପବନ ଖେରାଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି। ଆସାମ ପୋଲିସ ଏବେ ପବନ ଖେରାଙ୍କୁ ଗିରଫ କରିପାରିବ ନାହିଁ। ପ୍ରକୃତରେ, ସୁପ୍ରିମକୋର୍ଟ ପବନ ଖେରାଙ୍କୁ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଏହି ରାୟ ପବନ ଖେରାଙ୍କୁ ଗିରଫଦାରୀ ବିରୁଦ୍ଧରେ…
ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲା ଭାଜପା, ଜାଣନ୍ତୁ କ’ଣ ଏହାର କାରଣ
କୋଲକାତା,୧।୫: ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ସୋମବାର, ମେ ୪ ତାରିଖରେ ଘୋଷଣା ହେବାକୁ ଯାଉଛି। ପଶ୍ଚିମବଙ୍ଗ ଭାଜପା ପାଇଁ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ। ତେଣୁ, ବଙ୍ଗଳାର ନିର୍ବାଚନ ଫଳାଫଳ ପୂର୍ବରୁ, ଭାଜପା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛି।…
ବ୍ୟକ୍ତିଗତ ମାଲିକାନାରେ ଗୋବରୀ ନଦୀର ଅଂଶ, ସହର ମଧ୍ୟରେ ବଢୁଛି ଜବରଦଖଲ
କେନ୍ଦ୍ରାପଡ଼ା,୩୦ା୪ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟିକୁ ଇତିମଧ୍ୟରେ ୧୫୭ ବର୍ଷ ପୂରିଛି। ରାଜ୍ୟର ଏହି ସର୍ବପୁରାତନ ମ୍ୟୁନିସିପାଲିଟି ସଂପ୍ରତି ବିବିଧ ସମସ୍ୟାରେ ବୁଡ଼ିରହିଛି। ଜବରଦଖଲ ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଟ୍ରାଫିକ୍ ନିୟନ୍ତ୍ରଣ ବ୍ୟବସ୍ଥା ସଠିକ ଧରଣର ଚାଲୁନାହିଁ। ପ୍ରାୟ…
ରାପିଡୋ ଡ୍ରାଇଭରରୁ ପାଲଟିଲେ ପ୍ରେମିକ: ଶାରୀରିକ ସମ୍ପର୍କ ରଖିବା ପରେ…
ଭୁବନେଶ୍ବର, ୧।୫ (ପ୍ରସନଜିତ୍ ସାହୁ):ରାପିଡୋ ଡ୍ରାଇଭରରୁ ପ୍ରେମିକ ପାଲଟିଲେ। ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ଖଣ୍ଡା ଧରି ମାରିବାକୁ ଧମକ ଦେଇଛନ୍ତି। ଏଭଳି ଏକ ଘଟଣାରେ ଭିଏସ୍ଏସ୍ ନଗର ମହାବୀର ବସ୍ତିର ଜଣେ ମହିଳା ଶହୀଦନଗର…
ବିରାଟ କୋହଲିଙ୍କୁ ଗୋଟିଏ ମ୍ୟାଚ ପାଇଁ ବାସନ୍ଦ କରାଯିବ କି? ଅମ୍ପାୟାରଙ୍କ ସହ ଝଗଡ଼ା ପାଇଁ…
ନୂଆଦିଲ୍ଲୀ,୧।୫: IPL 2026 ର 42 ତମ ମ୍ୟାଚ ସମୟରେ, ଏକ ଲାଇଭ ଖେଳ ସମୟରେ ବିରାଟ କୋହଲି ପଡ଼ିଆର ମଝିରେ ଜଣେ ଅମ୍ପାୟାରଙ୍କ ସହ ମୁହାଁମୁହିଁ ହୋଇଥିଲେ। ଏଥିପାଇଁ ସେ କ’ଣ ଏବେ କଠୋର ଦଣ୍ଡ ପାଇବେ? ଏହି ପ୍ରଶ୍ନ…
କର୍ମସିୟାଲ ପରେ ଏବେ ‘ଛୋଟୁ’ର ବି ବଢିଲା ଦାମ୍, ମହଙ୍ଗା ହେଲା ୫ ଲିଟର ସିଲିଣ୍ଡର
ନୂଆଦିଲ୍ଲୀ,୧।୫: ମାସର ପ୍ରଥମ ଦିନରେ, ତୈଳ କମ୍ପାନୀଗୁଡ଼ିକ ବାଣଜି୍ୟକ ଗ୍ୟାସ ସିଲିଣ୍ଡରର ସମାନ ମୂଲ୍ୟ ବୃଦ୍ଧି ପରେ ୫ କିଲୋଗ୍ରାମ ଫ୍ରି ଟ୍ରେଡ ଏଲପିଜି (FTL) ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। ଶୁକ୍ରବାର, ତୈଳ କମ୍ପାନୀଗୁଡ଼ିକ ‘ଛୋଟୁ’ ସିଲିଣ୍ଡରର ମୂଲ୍ୟରେ ଏକ…
ମୋ ଜେଜେବାପା ଜଣେ ‘ଭଲ ବ୍ୟକ୍ତି’ ନୁହଁନ୍ତି..ଦୁଃଖ ବଖାଣିଲେ ଟ୍ରମ୍ପଙ୍କ ନାତୁଣୀ
ଓ୍ବାଶିଂଟନ୍,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାତୁଣୀ କାଇ ଟ୍ରମ୍ପ ଏକ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଜଣେ ପ୍ରମୁଖ ଏବଂ ପ୍ରଭାବଶାଳୀ ରାଜନୈତିକ ନେତାଙ୍କ ପରିବାରର ଅଂଶ ହେବା ଫଳରେ ସେ ବାସ୍ତବ ଜୀବନରେ କେଉଁ…
ଅଧରାତିରେ ଷ୍ଟ୍ରଙ୍ଗ୍ ରୁମ୍ ଭିତରେ ପଶିଲେ ମମତା: ୩ ଘଣ୍ଟା ପରେ ସେଠାରୁ ବାହାରି କହିଲେ, ଜୀବନ-ମୃତ୍ୟୁ…
କୋଲକାତା,୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ଏକ ଷ୍ଟ୍ରଙ୍ଗରୁମରେ ତିନି ଘଣ୍ଟାରୁ ଅଧିକ ସମୟ ବିତାଇବା ପରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (EVM) ସହିତ ଜଡିତ ଅନିୟମିତତା ସମ୍ପର୍କରେ କଡ଼ା ଚେତାବନୀ ଦେଇଛନ୍ତି। ସେ ଘୋଷଣା କରିଛନ୍ତି, ଯଦି ଭୋଟିଂ…
ବାଥ୍ରୁମ୍ରେ ଗାଧୋଉଥିଲେ ମହିଳା, ଲୁଚିକି ଭିଡିଓ କରୁଥିଲେ ୨ କ୍ରିକେଟର୍: ବାନ୍ଧିଲା ପୋଲିସ
କଲମ୍ବୋ,୧।୫: ଚଳିତ IPL 2026 ସିଜିନ ମଧ୍ୟରେ ଶ୍ରୀଲଙ୍କା କ୍ରିକେଟରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଶ୍ରୀଲଙ୍କା ଅଣ୍ଡର-୧୯ କ୍ରିକେଟ ଦଳର ଦୁଇ ଖେଳାଳିଙ୍କୁ ଏକ ହୋଟେଲରେ ଗାଧୋଇବା ସମୟରେ ଗୁପ୍ତ ଭାବରେ ମହିଳାମାନଙ୍କର ଭିଡିଓ ଉତ୍ତୋଳନ କରିବା ଅଭିଯୋଗରେ…
ଏହି ଦିନ ପର୍ଯ୍ୟନ୍ତ ହେବ କାଳବୈଶାଖୀ ବର୍ଷା: ହୋଇଯାନ୍ତୁ ସାବଧାନ
ଭୁବନେଶ୍ୱର,୧ା୫ (ବନ୍ଦନା ସେଠୀ):ଗତ କିଛିଦିନ ଧରି ରାଜ୍ୟରେ ଲାଗି ରହିଥିବା ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। କାଳବୈଶାଖୀ ବର୍ଷା ପାଇଁ ଗୁରୁବାର ତାପମାତ୍ରା ୨ ଡିଗ୍ରୀରୁ ଅଧିକ ହ୍ରାସ ପାଇଛି। ୪୦ ଡିଗ୍ରୀ ଉପରେ ମାତ୍ର ୭…
ନବୀନଙ୍କୁ ନେଇ ଏମିତି କହିଦେଲେ ପ୍ରଭାତୀ ପରିଡା: ଛଳନା କରି…
ଭୁବନେଶ୍ୱର,୧ା୫(ରବିନାରାୟଣ ଜେନା):ବିଧାନସଭାର ସ୍ବତନ୍ତ୍ର ଅଧିବେଶନ କାଳରେ ଗୁରୁବାର ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଉପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବର୍ଷିଛନ୍ତି। ପ୍ରଭାତୀ କହିଛନ୍ତି, ଆଜି ବିରୋଧୀ ଦଳ ନେତା କେନ୍ଦୁଝର ଜିତୁ ମୁଣ୍ଡାଙ୍କ କଥା ଗୃହରେ ଉଠାଉଛନ୍ତି। ହେଲେ ସେ ଭୁଲି…
ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ: ୮୦ ପରିବାର ହନ୍ତସନ୍ତ
ଲୋଇସିଂହା,୧।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ପଞ୍ଚାୟତ କୁଶମେଲ ଗ୍ରାମର ପୁରୁଣା କଲୋନୀ ବସ୍ତିରେ ପ୍ରାୟ ୧ ମାସ ହେବ ପିଇବା ପାଣିର ଘୋର ଅଭାବ ଦେଖାଦେଇଛି ା ଏହି ବସ୍ତି ଦେଇ ଲୋୟର ସୁକତେଲ ବିସ୍ଥାପିତ ଆରଆର କଲୋନୀକୁ…

