Home

ଧରିତ୍ରୀ ପ୍ରଭାବ: ଟ୍ରାଫିକ ପୋଷ୍ଟରେ ଛପର ନିର୍ମାଣ

ନୂଆପଡ଼ା,୧ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଗତ କିଛିଦିନ ହେଲା ପାରଦ ଉପରମୁହାଁ ହେବାରେ ଲାଗିଛି ା ଏପରି ସମୟରେ ସହରର ପ୍ରମୁଖ ଏକତା ଛକଠାରେ ଥିବା ଟ୍ରାଫିକ ପୋଷ୍ଟରେ ଅପେକ୍ଷା କରିବା ଯାନବାହାନ ଚାଳକଙ୍କ ପାଇଁ ଅସହ୍ୟ ବୋଧ ହେଉଛି। ଏଠାରେ…

ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଚମତ୍କାର ପ୍ରଦର୍ଶନ: ସଂସ୍କୃତି ଟପ୍ପର

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ):ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ସଦ୍ୟ ପ୍ରକାଶ ପାଇଥିବା +୩ କଳା, ବିଜ୍ଞାନ ଓ ବାଣିଜ୍ୟ ଶେଷବର୍ଷ ପରୀକ୍ଷାଫଳରେ ବରଗଡ଼ର ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଉତ୍କୃଷ୍ଟ ପ୍ରଦର୍ଶନ କରିଛନ୍ତି। ଉକ୍ତ କଲେଜର ୧୮ଜଣ ଛାତ୍ରୀଛାତ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟର ଶ୍ରେଷ୍ଠ ଦଶଜଣଙ୍କ…

୯୯୩ ଟଙ୍କା ବଢ଼ିଲା ଗ୍ୟାସ ସିଲିଣ୍ଡର ଦର: ଆଜିଠୁ ଲାଗୁ

ନୂଆଦିଲ୍ଲୀ,୧।୫: ମେ ୧ରୁ ସାରା ଦେଶରେ ନୂତନ ଗ୍ୟାସ ସିଲିଣ୍ଡର ମୂଲ୍ୟ ଲାଗୁ ହୋଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ଦେଶର ସରକାରୀ କମ୍ପାନୀଗୁଡ଼ିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। ମେ ୧, ୨୦୨୬ଠାରୁ ଏକ ସଂଶୋଧନରେ ବାଣିଜି୍ୟକ ଏଲପିଜି ସିଲିଣ୍ଡରର…

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହାଇଡ୍ରାମା: ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ଅମ୍ପାୟାରଙ୍କ ସହ କୋହଲିଙ୍କ ଝଗଡ଼ା

ଅହମ୍ମଦାବାଦ,୩୦।୪: ଆଇପିଏଲ ୨୦୨୬ରେ ପୁଣି ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB)ର ଅଧିନାୟକ ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ରଣକ୍ଷେତ୍ର ପାଲଟିଥିଲା ମଇଦାନ। ପରିସ୍ଥିତି ଏପରି ହୋଇଥିଲା ଯେ, ବରିଷ୍ଠ…

TMCର ବଡ଼ ଅଭିଯୋଗ, ‘ବାଲଟ ବକ୍ସ ଖୋଲିବାକୁ ଚେଷ୍ଟା’, ଆସିଲା ସିସିଟିଭି ଫୁଟେଜ!

କୋଳକାତା,୩୦।୪: ବିଧାନସଭା ନିର୍ବାଚନ ପରେ ପଶ୍ଚିମବଙ୍ଗରେ ପୁଣିଥରେ ରାଜନୀତି ଉଷ୍ମ ହୋଇଛି। ନେତାଜୀ ଇଣ୍ଡୋର ଷ୍ଟାଡିୟମ ବାହାରେ ଥିବା ଷ୍ଟ୍ରଙ୍ଗ ରୁମ ସମ୍ମୁଖରେ ଟିଏମସି ନେତା ଶଶି ପାଞ୍ଜା ଏବଂ କୁନାଲ ଘୋଷ ଧାରଣା ଦେଉଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ…

୪,୪,୪,୪,୪… ଗୋଟିଏ ଓଭରରେ କ୍ରମାଗତ ୫ଟି ଚୌକା ମାରି ଇତିହାସ ସୃଷ୍ଟି କଲେ ବିରାଟ କୋହଲି, ଏହି ସ୍ବତନ୍ତ୍ର ତାଲିକାରେ ସ୍ଥାନ ପାଇଲେ

ନୂଆଦିଲ୍ଲୀ,୩୦।୪: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚରେ ବିରାଟ କୋହଲି ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କାଗିସୋ ରାବାଡାଙ୍କ ଦ୍ୱାରା ବୋଲ୍ଡ ହୋଇଥିବା ଗୋଟିଏ ଓଭରରେ ସେ ଲଗାତାର ପାଞ୍ଚଟି ଚୌକା ମାରିଥିଲେ, ଏହି ଓଭରରେ ମୋଟ 21 ରନ କରିଥିଲେ।…

ନିର୍ବାଚନ ଫଳାଫଳ ପୂର୍ବରୁ ବଡ଼ ବୟାନ ଦେଲେ ସଞ୍ଜୟ

ନୂଆଦିଲ୍ଲୀ,୩୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ଅଧିକ ରହିଛି। ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରକାଶିତ ଅଧିକାଂଶ ଏକଜିଟ ପୋଲରେ ଭାଜପା ଆଗୁଆ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଉଦ୍ଧବ ଠାକରେ ଗୋଷ୍ଠୀର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ…

IPL 2026 ଛାଡ଼ି ରାତାରାତି ଫେରିଗଲେ ପର୍ପଲ କ୍ୟାପ୍‌ ଖେଳାଳି, ଏହି ଟିମ୍‌ର ୩ ଖେଳାଳି ହଠାତ୍‌…

ନୂଆଦିଲ୍ଲୀ,୩୦।୪: ଆଇପିଏଲ୍‌ ୨୦୨୬ ସିଜନ ଏବେ ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ରେ ପହଞ୍ଚିଛି। ଅଧାରୁ ଅଧିକ ମ୍ୟାଚ ଶେଷ ହୋଇଥିବା ବେଳେ ଖେଳାଳିଙ୍କ ଆହତ ସମସ୍ୟା ଟିମ୍‌ଗୁଡ଼ିକ ପାଇଁ ଚିନ୍ତାର କାରଣ ସାଜିଛି। ଏହାରି ମଧ୍ୟରେ ସନରାଇଜର୍ସ ହାଇଦ୍ରାବାଦର ତିନିଜଣ ପ୍ରମୁଖ ଖେଳାଳି…

ଓଲଟିଲା ଡଙ୍ଗା, ଥିଲେ ୨୯ ଯାତ୍ରୀ

ଜବଲପୁର,୩୦।୪: ମଧ୍ୟପ୍ରଦେଶ ଜବଲପୁରରେ ଗୁରୁବାର ସାରେ ଜିଲା ମୁଖ୍ୟାଳୟରୁ ପ୍ରାୟ ୨୫ କିଲୋମିଟର ଦୂରରେ ଥିବା ବର୍ଗୀ ଡ୍ୟାମରେ ଝଡ଼ବର୍ଷା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ପ୍ରବଳ ବର୍ଷା ଯୋଗୁ ଯାତ୍ରୀମାନଙ୍କୁ ନେଇ ଯାଉଥିବା କ୍ରୁଜ ଜାହାଜ ହଠାତ ବୁଡ଼ିଯାଇଥିଲା।…

ଆମେରିକାକୁ ପଛରେ ପକାଇ ଆଗକୁ ଗଲା ଭାରତ, ପାଲଟିଲା ‘ଗ୍ଲୋବାଲ ପାଓ୍ବାର ହାଉସ’

ନୂଆଦିଲ୍ଲୀ,୩୦।୪: ଭାରତ ସମ୍ପ୍ରତି ଶକ୍ତି କ୍ଷେତ୍ରରେ ଏକ ସଫଳତା ହାସଲ କରିଛି ଯାହା ସମଗ୍ର ବିଶ୍ୱକୁ, ବିଶେଷକରି ଆମେରିକାକୁ ଆଶ୍ଚର୍ଯ୍ୟ କରିଛି। ଭାରତ ଏହାର ବର୍ଦ୍ଧିତ ବିଦ୍ୟୁତ ଚାହିଦା ପୂରଣ କରୁଥିବା ବେଳେ, ସୌରଶକ୍ତିରେ ବିଶ୍ୱର ଏକ ନେତା ହେବା ଆଡ଼କୁ…

୬ ମ୍ୟାଚ୍‌ ହାରିବା ସତ୍ତ୍ୱେ ପ୍ଲେଅଫ୍‌ରେ ହୋଇପାରେ ମୁମ୍ବାଇର ଏଣ୍ଟ୍ରି, ଜାଣନ୍ତୁ ସମୀକରଣ…

ନୂଆଦିଲ୍ଲୀ,୩୦।୪: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୨୪୩ ରନ କରିବା ପରେ ବି ୬ ଉଇକେଟରେ ପରାଜିତ ହେଲା ମୁମ୍ବାଇ ଇଣ୍ଡିଆନ୍ସ। ଚଳିତ ସିଜନରେ ୮ଟି ମ୍ୟାଚରୁ ମୁମ୍ବାଇର ଏହା ଷଷ୍ଠ ପରାଜୟ. ଏହି ପରାଜୟ ସହିତ ମୁମ୍ବାଇ ପଏଣ୍ଟ ଟେବୁଲରେ ୯ମ…

ପଶ୍ଚିମବଙ୍ଗରେ ହେବ ପୁଣିଥରେ ନିର୍ବାଚନ? EVM ଖରାପ ହେବାର ଆସିଲାଣି ୭୭ ଅଭିଯୋଗ, ତଦନ୍ତ ଆରମ୍ଭ କଲେ ଇସି

କୋଲକାତା,୩୦।୪: ବଙ୍ଗଳାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ଡାଇମଣ୍ଡ ହାର୍ବର ସମେତ ଅନେକ ମତଦାନ କେନ୍ଦ୍ରରେ ଇଭିଏମର ସୁରକ୍ଷା ଏବଂ ସ୍ବଚ୍ଛତା ଉପରେ ଉଠିଥିବା ପ୍ରଶ୍ନ ମଧ୍ୟରେ ନିର୍ବାଚନ କମିଶନ ଏବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ନିର୍ବାଚନ ପ୍ରକ୍ରିୟାର ଅଖଣ୍ଡତା ସୁନିଶ୍ଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?