ଟେମ୍ବା ବାଭୁମା ଦକ୍ଷିଣ ଆଫ୍ରିକାର ନୂଆ ଟେଷ୍ଟ ଅଧିନାୟକ
କେପ୍ଟାଉନ୍,୧୮।୨: ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏକ ବଡ଼ ନିଷ୍ପତ୍ତି ନେଇ କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍ଏ) ହଠାତ୍ ଏହାର ଟେଷ୍ଟ ଅଧିନାୟକଙ୍କୁ ବଦଳାଇ ଦେଇଛି। ଆଗାମୀ ଦିନରେ ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳର…
ବାସନ ମାଜୁଛି ମାଙ୍କଡ଼, ଭିଡିଓ ଦେଖିଲେ…
ମାଙ୍କଡ଼କୁ ସବୁଠାରୁ ଅନୁକରଣକାରୀ ପ୍ରାଣୀ ଭାବରେ ବିବେଚନା କରାଯାଏ। ତାଲିମ ପାଇବା ମାତ୍ରେ ସେ ଏତେ ଆଶ୍ଚର୍ଯ୍ୟଜନକ ଅଭିନୟ ଆରମ୍ଭ କରନ୍ତି ଯେ, ବିଶ୍ୱାସ କରିବା କଷ୍ଟକର। ଅନେକଥର ମାଙ୍କଡ଼ମାନେ ସେମାନଙ୍କ ଦୁଃସାହସିକ କାର୍ଯ୍ୟ କରୁଥିବା ଆମେ ଦେଖିଛେ। ବେଳେବେଳେ କାହାର…
ଟେଷ୍ଟ କ୍ରିକେଟ ଇତିହାସରେ ନୂଆ ସିକ୍ସର କିଙ୍ଗ୍ ପାଲଟିଲେ ଷ୍ଟୋକ୍ସ
ନୂଆଦିଲ୍ଲୀ,୧୮।୨: ଇଂଲଣ୍ଡ ଅଧିନାୟକ ବେନ୍ ଷ୍ଟୋକ୍ସ ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନ ଇଂଲଣ୍ଡର କୋଚ୍ ବ୍ରେଣ୍ଡନ୍ ମ୍ୟାକ୍କୁଲମଙ୍କ ଟେଷ୍ଟ କ୍ରିକେଟରେ ସର୍ବାଧିକ ଛକାର ରେକର୍ଡ ଭାଙ୍ଗିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟର ତୃତୀୟ ଦିନରେ ସେ ଏହି ଉପଲବ୍ଧି ହାସଲ…
୫ ହଜାର ବର୍ଷ ତଳର ପବ୍
ବାଗ୍ଦାଦ: ଦକ୍ଷିଣ ଇରାକରୁ ୫,୦୦୦ ବର୍ଷ ତଳର ଏକ ପବ୍ ଠାବ ହୋଇଛି। ସେଠାରେ ଏକ ବିଶାଳ ଓଭନ, ଡାଇନିଂ ବେଞ୍ଚ୍, ସର୍ଭିଂ ଡିସ୍ ଓ ପ୍ରାକ୍ ଐତିହାସିକ ଯୁଗର ଶୀତଳୀକରଣ ବ୍ୟବସ୍ଥାର ଅବଶେଷ ରହିଛି। ପେନ୍ସିଲିଭାନିଆ ଏବଂ ପିସା ୟୁନିଭର୍ସିଟିର…
ପରାଜୟ ସହ ଓଡ଼ିଶାର ଆଶା ଧୂଳିସାତ୍
ଭୁବନେଶ୍ୱର, ୧୮ା୨(କ୍ରୀଡ଼ା ପ୍ରତିନିଧି): ଚଳିତ ସନ୍ତୋଷ ଟ୍ରଫିର ଅନ୍ତିମ ରାଉଣ୍ଡରେ ଏକାଧିକ ସୁଯୋଗର ହାତଛଡ଼ା ଏବଂ ଫିନିଶିଂ ଅଭାବ ଓଡ଼ିଶା ପାଇଁ ମହଙ୍ଗା ପଡ଼ିଛି। ଶୁକ୍ରବାର କଳିଙ୍ଗ ଷ୍ଟାଡିୟମରେ ଅଧିକାଂଶ ସମୟ ମ୍ୟାଚକୁ ନିଜ ନିୟନ୍ତ୍ରଣରେ ରଖିଥିଲେ ହେଁ କେରଳ ନିକଟରୁ…
ଓଡ଼ିଶା ଏଫ୍ସି ପ୍ଲେ-ଅଫ୍ ନିକଟତର
ଗୁଆହାଟୀ, ୧୮ା୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ଓଡ଼ିଶା ଏଫ୍ସି (ଓଏଫ୍ସି) ପ୍ରଥମ ଥର ପ୍ଲେ-ଅଫ୍ ନିକଟତର ହୋଇଛି। ଶୁକ୍ରବାର ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମରେ ନର୍ଥଇଷ୍ଟ ୟୁନାଇଟେଡ୍ ଏଫ୍ସି ବିପକ୍ଷରେ ୩-୧ ଗୋଲରେ ବିଜୟ ହାସଲ କରିଛି। ନନ୍ଦକୁମାର ସେକର (୩୬ତମ…
ଓଡ଼ିଶା-ମହାରାଷ୍ଟ୍ର ମିଳିତ ଦଳ ରନରଅପ୍
ଭୁବନେଶ୍ୱର, ୧୮ା୨(କ୍ରୀଡ଼ା ପ୍ରତିନିଧି): ଜମ୍ମୁଠାରେ ଖେଲୋ ଇଣ୍ଡିଆ ‘ଏକ୍ ଭାରତ ଶ୍ରେଷ୍ଠ ଭାରତ’ ଜାତୀୟ ସିନିୟର ବାଳିକା ରୋଲବଲ୍ ଚାମ୍ପିୟନଶିପ୍ ଚଳିତ ମାସ ୧୪ରୁ ୧୬ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା-ମହାରାଷ୍ଟ୍ର ମିଳିତ ଦଳ ୫-୨ ଗୋଲରେ ମଧ୍ୟପ୍ରଦେଶ-ନାଗାଲାଣ୍ଡ ଦଳକୁ…
ସର୍ବଭାରତୀୟ ସିଭିଲ ସର୍ଭିସ କବାଡ଼ି: ଭାଗନେବ ଓଡ଼ିଶା ମହିଳା, ପୁରୁଷ ଦଳ
ଭୁବନେଶ୍ୱର, ୧୮ା୨(ସ୍ପୋଟର୍ସ ବ୍ୟୁରୋ): ସେଣ୍ଟ୍ରାଲ ସିଭିଲ ସର୍ଭିସ ଆଣ୍ଡ୍ ସ୍ପୋଟର୍ସ ବୋର୍ଡ ଆନୁକୂଲ୍ୟରେ ଚଳିତ ମାସ ୨୦ରୁ ୨୪ ପର୍ଯ୍ୟନ୍ତ ସର୍ବଭାରତୀୟ ସିଭିଲ ସର୍ଭିସ କବାଡ଼ି ପ୍ରତିଯୋଗିତା ଉତ୍ତରାଖଣ୍ଡର ଡେରାଡୁନ୍ରେ ହେବ। ଏଥିରେ ଭାଗନେବାକୁ ଥିବା ଓଡ଼ିଶାର ଉଭୟ ପୁରୁଷ ଓ…
‘କ୍ରୀଡ଼ା ଏକତା ସୂତ୍ରରେ ବାନ୍ଧିଥାଏ’
ଭୁବନେଶ୍ୱର, ୧୮ା୨ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମି ବଢ଼ିବାରେ ଲାଗିଛି। ରାଜ୍ୟ ସରକାର କ୍ରମାଗତ ଦ୍ୱିତୀୟ ଥର ପାଇଁ ହକି ବିଶ୍ୱକପ୍ ଆୟୋଜନ କରିଛନ୍ତି। କେବଳ ସେତିକି ନୁହେଁ, ଏହାକୁ ଯେଭଳିଭାବେ ଆୟୋଜନ କରିଛନ୍ତି ତାହା ଉଦାହରଣ ପାଲଟିଯାଇଛି। ରାଜ୍ୟ…
ଆଜି ଭାରତ-ଇଂଲଣ୍ଡ ମୁକାବିଲା
ଜିକ୍ୱେବର୍ହା, ୧୮ା୨(ପି.ଟି.): ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍ରେ ଭାରତ ଶନିବାର ବିଶ୍ୱର ଦୁଇ ନମ୍ବର ଦଳ ଇଂଲଣ୍ଡକୁ ଭେଟିବ। ହରମନପ୍ରୀତ କୌରଙ୍କ ଦଳ ପୂର୍ବରୁ ପାକିସ୍ତାନକୁ ୭ ଉଇକେଟ ଏବଂ ଓ୍ବେଷ୍ଟଇଣ୍ଡିଜକୁ ୬ ଉଇକେଟରେ ପରାସ୍ତ କରିଛି। ଦୁଇଟି ବିଜୟ…
ସୋନିର ନୂତନ ମଡେଲ ଉନ୍ମୋଚିତ
ନୂଆଦିଲ୍ଲୀ,୧୮ା୨: ସୋନିର ନୂତନ ମଡେଲ ‘ଏନ୍ଡବ୍ଲ୍ୟୁ-ଏ୩୦୬ ୱାକ୍ମ୍ୟାନ୍’ର ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଉକ୍ତ ମଡେଲର ବଜାର ପ୍ରବେଶ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ସୋନି ୱାକ୍ମ୍ୟାନ୍ ଏନ୍ଡବ୍ଲ୍ୟୁ-ଏ୩୦୬ ଏକ ଷ୍ଟାଇଲିଶ୍, କମ୍ପ୍ୟାକ୍ଟ ମ୍ୟୁଜିକ୍ ପ୍ଲେୟର ଭାବେ ପରିଗଣିତ ହେଉଛି। ବିଶେଷକରି…
ଡିସେମ୍ବରରେ ଜିଓର ୭୪,୦୦୦ ନୂଆ ଗ୍ରାହକ
ନୂଆଦିଲ୍ଲୀ,୧୮ା୨: ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ଓଡ଼ିଶାର ସବୁଠୁ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ପରିଗଣିତ ହେଉଛି। ଏପରିକି ରିଲାଏନ୍ସ ଜିଓ ୨୦୨୨ ଡିସେମ୍ବରରେ ୭୪,୦୦୦ରୁ ଅଧିକ ନୂଆ ମୋବାଇଲ ଗ୍ରାହକ ଓ ୮୦୦୦ରୁ ଅଧିକ ଜିଓ…

