ଅଶ୍ୱିନ୍ଙ୍କୁ ସଫଳତା: ଲଞ୍ଚ୍ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ସ୍କୋର ୯୪/୩
ନୂଆଦିଲ୍ଲୀ,୧୭।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଦିଲ୍ଲୀରେ ଖେଳାଯାଉଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ପ୍ରଥମ ଦିନର ଲଞ୍ଚ ପର୍ଯ୍ୟନ୍ତ ୩ ଉଇକେଟ୍ ହରାଇ ୯୪ ରନ ସଂଗ୍ରହ କରିଛି। ଏହି ମ୍ୟାଚ୍ରେ କଙ୍ଗାରୁ ଦଳ…
ଦେଶରେ ଆଜି ୧୫୬ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୧୭।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ…
ଗୁଗ୍ଲ ଇଣ୍ଡିଆରୁ ୪୫୩ କର୍ମଚାରୀ ଛଟେଇ
ନୂଆଦିଲ୍ଲୀ/କାଲିଫର୍ନିଆ,୧୭।୨: ଗୁଗଲ ଇଣ୍ଡିଆ କମ୍ପାନୀର ବିଭିନ୍ନ ବିଭାଗର ୪୫୩ କର୍ମଚାରୀଙ୍କୁ ଚାକିରିରୁ ବିଦା କରିଛି। କର୍ମଚାରୀମାନଙ୍କୁ ଇ-ମେଲ ମାଧ୍ୟମରେ ଚାକିରିରୁ ହଟାଇବା ବିଷୟରେ ମେଲ୍ ମାଧ୍ୟମରେ ସୂଚନା ଦିଆଯାଇଛି। ଗୁଗଲ ଇଣ୍ଡିଆର ମୁଖ୍ୟ ତଥା ଉପାଧ୍ୟକ୍ଷ ସଞ୍ଜୟ ଗୁପ୍ତା କର୍ମଚାରୀଙ୍କୁ ଏହି…
୪ କିଲୋ କାଟିବା ପାଇଁ ମିଲର୍ସଙ୍କ ଧମକ
କୁତ୍ରା,୧୭।୨(ଡି.ଏନ୍.ଏ.): ଧାନମଣ୍ଡିରେ ଏବର୍ଷ କଟ୍ନୀଛଟ୍ନୀ ସମ୍ପୂର୍ଣ୍ଣ ମାତ୍ରାରେ ବନ୍ଦ କରିବା ପାଇଁ ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ଦୃଢୋକ୍ତି ପ୍ରକାଶ କରିଥିଲେ। କଟ୍ନୀ ଛଟ୍ନୀ ହେଲେ ମିଲର୍ସଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି…
ନିର୍ମାଣର ମାସେ ନ ପୁରୁଣୁ ପାଚେରି ଫାଟି ଆଁ
ଖଡ଼ିଆଳ,୧୭।୨(ଡି.ଏନ.ଏ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଗଡ୍ରାମୁଣ୍ଡା ଗ୍ରାମ ପଞ୍ଚାୟତ ଅଫିସରେ ନିର୍ମାଣ ହୋଇଥିବା ପାଚେରୀ କାମ ମାସେ ନ ପୁରୁଣୁ ସ୍ଥାନେ ସ୍ଥାନେ ଫାଟି ଆଁ କରିଥିବା ଦେଖିବାକୁ ମିଳିଛି। ତେବେ ଅତିନିମ୍ନର କାମ ଯୋଗୁ ପାଚେରୀର ଏହିପରି…
ଅପରାଧୀଙ୍କୁ ସାବାଡ଼ କରିବ ମିଶନ୍ ବୁଲ୍ଡୋଜର
ବଲାଙ୍ଗୀର ଅଫିସ,୧୭ା୨: ବଲାଙ୍ଗୀର ସହରରେ ଅପରାଧ ନିୟନ୍ତ୍ରଣ ପାଇଁ ପୋଲିସ ଏବେ ଏକ ନୂଆ ପ୍ରୟୋଗ ଆରମ୍ଭ କରିଛି। ଅଭ୍ୟାସଗତ ଅପରାଧୀଙ୍କୁ ସାବାଡ଼ କରିବା ପାଇଁ ପୋଲିସ ଚଳାଇଛି ମିଶନ୍ ବୁଲଡୋଜର। ଗୁରୁବାର ଚତୁର୍ଥଦିନରେ ପୋଲିସ ଅଭିଯୁକ୍ତ ଶ୍ରୀପତି ସିଂଙ୍କ ରାଜୀବନଗରପଡା…
ଖ୍ରୀଷ୍ଟିଆନ ପରେ ଏବେ ହିନ୍ଦୁ ରୀତିନୀତିରେ ବିବାହ କଲେ ହାର୍ଦ୍ଦିକ
ଭାରତର ତାରକା କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଖ୍ରୀଷ୍ଟିଆନ ପରେ ଏବେ ହିନ୍ଦୁ ରୀତିନୀତି ଅନୁଯାୟୀ ନତାଶା ଷ୍ଟାନକୋଭିକଙ୍କୁ ବିବାହ କରିଛନ୍ତି। ହାର୍ଦ୍ଦିକ ଇନଷ୍ଟାଗ୍ରାମରେ ଏହାର ଫଟୋ ମଧ୍ୟ ଶେୟାର କରିଛନ୍ତି। ଉଭୟଙ୍କର ମଧ୍ୟ ଏକ ପୁଅ ଅଛି, ଯାହାର ନାମ ଅଗସ୍ତ୍ୟ।…
ହସ୍ତାନ୍ତର ହେଲା ଜବତ ୨୦ ମୋବାଇଲ
ସୋହେଲା,୧୭।୨(ଡି.ଏନ.ଏ.): ଦୁର୍ଗାପୁଜା ସମୟରେ ଚୋରି ହୋଇଥିବା ୨୦ଟି ମୋବାଇଲ ଫୋନକୁ ସୋହେଲା ପୋଲିସ ଜବତ କରି ପ୍ରକୃତ ମାଲିକମାନଙ୍କୁ ହସ୍ତାନ୍ତର କରାଯାଇଛି। ଜବତ ମୋବାଇଲଗୁଡିକର ଆନୁମାନିକ ମୂଲ୍ୟ ଦେଢ ଲକ୍ଷ ଟଙ୍କା ହେବ। ଗୁରୁବାର ସୋହେଲା ଥାନା ପରିସରରେ ଏକ ଖବରଦାତା…
ରେଳଧାରଣାରୁ ଯୁବକଙ୍କ ମୃତଦେହ ଜବତ
ବ୍ରହ୍ମପୁର ଅଫିସ,୧୭ା: ଗଞ୍ଜାମ ଜିଲା ଗୋପାଳପୁର ଲେବଲକ୍ରସିଂ ନିକଟ ରେଳଧାରଣାରୁ ଜିଆରପି ପୋଲିସ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ମୃତକ ଜଣଙ୍କ ଗୋପାଳପୁର ଥାନା ଅନ୍ତର୍ଗତ ଭଞ୍ଜବିହାରର କୈଳାସ ଗୌଡ଼ଙ୍କ ପୁଅ ଦୀପକ କୁମାର (୨୬)। ପୋଲିସ ମୃତ…
ବିସିସିଆଇ ମୁଖ୍ୟ ଚୟନକର୍ତ୍ତା ପଦରୁ ଇସ୍ତଫା ଦେଲେ ଚେତନ ଶର୍ମା
ନୂଆଦିଲ୍ଲୀ,୧୭।୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମୁଖ୍ୟ ଚୟନକର୍ତ୍ତା ପଦରୁ ଚେତନ ଶର୍ମା ଶୁକ୍ରବାର ଇସ୍ତଫା ଦେଇଛନ୍ତି। ବିସିସିଆଇ ସମ୍ପାଦକ ଜୟ ଶାହାଙ୍କ ପାଖକୁ ଚେତନ ଶର୍ମା ଇସ୍ତଫା ପତ୍ର ପଠାଇଥିଲେ ଏବଂ ସେ ଏହାକୁ ଗ୍ରହଣ କରିଥିବା ସୂଚନା…
୮୦ ବର୍ଷରେ ବି ବାଇଡେନ ଫିଟ୍
ଓ୍ବାଶିଂଟନ,୧୭ା୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ (୮୦) ସମ୍ପୂର୍ଣ୍ଣ ସୁସ୍ଥ ଏବଂ ଡ୍ୟୁଟି ପାଇଁ ଫିଟ୍ ଅଟନ୍ତି। ତାଙ୍କୁ ପରୀକ୍ଷା କରୁଥିବା ଡାକ୍ତରମାନେ ଏହା କହିଛନ୍ତି। ହ୍ବାଇଟ୍ ହାଉସର ଚିକିତ୍ସକ କେଭିନ ଓ’କନୋର କହିଛନ୍ତି, ରାଷ୍ଟ୍ରପତି ଡ୍ୟୁଟି ପାଇଁ ପୂରା ଫିଟ୍…
ବାଇକ୍ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
ବାଉଁଶୁଣୀ,୧୭ା୨(ଡି.ଏନ୍.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଟାଇଞ୍ଜନ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି। ତାଙ୍କ ନାମ ଆର୍ତ୍ତତ୍ରାଣ ବେହେରା(୨୯)। ତାଙ୍କ ଘର ବୌଦ୍ଧ ଥାନା ତେଲିବନ୍ଧ ପଞ୍ଚାୟତ ଆନନ୍ଦପୁର ଗ୍ରାମରେ ବୋଲି…

