Home

୧୦ ହଜାର ଟ୍ୟୁବ୍‌ୱେଲରୁ ଲୁଣା ପାଣି ବାହାରୁଛି

କେନ୍ଦ୍ରାପଡ଼ା ଅଫିସ,୧୭ା୨: କେନ୍ଦ୍ରାପଡ଼ା ଜିଲା ପ୍ରଶାସନିକ ଅଭିଯୋଗ ଶୁଣାଣି ଶିବିର ଓ ୮ ବ୍ଲକରେ ‘ପଲ୍ଲୀରେ ପ୍ରଶାସନ’ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅଧିକାଂଶ ସାମୂହିକ ଅଭିଯୋଗ ଭାବେ ପାନୀୟ ଜଳ ସମସ୍ୟା ନିରାକରଣ ପାଇଁ ଆବେଦନ ପତ୍ର…

ବଡ଼ ପରଦାରେ କାର୍ତ୍ତିକଙ୍କ ‘ଶେହଜାଦା’

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର଼୍ୟାନ୍‌ ତାଙ୍କ ଆଗାମୀ ଫିଲ୍ମ ‘ଶେହଜାଦା’ର ପ୍ରମୋଶନକୁ ନେଇ ବ୍ୟସ୍ତ ଅଛନ୍ତି। ସେ ଦେଶର ବିଭିନ୍ନ ସ୍ଥାନକୁ ଯାଇ ସେଠାରେ ଫିଲ୍ମର ପ୍ରମୋଶନ କରୁଛନ୍ତି। ଏହା ମଧ୍ୟରେ ଶାହରୁଖ ଖାନ୍‌ଙ୍କ ଫିଲ୍ମ ‘ପଠାନ’ ଭଳି ଦୁବାଇର…

ଜେସିବିରେ ଲାଗି ଗ୍ୟାସ ପାଇପ୍‌ ଲାଇନ ଇନଫର୍‌ମେଶନ ଓୟାର ଛିଡ଼ିଗଲା

ମହାକାଳପଡ଼ା,୧୭ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ପେଟ୍‌ ଛେଲା ପଞ୍ଚାୟତ କୋଚିଳା-ବଜରପୁରୁ ଗ୍ରାମ ସଂଲଗ୍ନ ମହାନଦୀ ଶାଖା ଗୁପ୍ତଗିରି ନଦୀପାଶର୍‌ବ ବାର୍‌ହାଖିଆ ଯୋରୀ ଦେଇ ପାରାଦ୍ୱୀପ-ହଳଦିଆ-ଦୁର୍ଗାପୁର ଓ ବିହାର ରାଜ୍ୟର ମୋତିହାର ପର୍ଯ୍ୟନ୍ତ ଦୀର୍ଘ ୬ ଶହ କିମିରୁ…

ରାତି ୧୧ଟାରେ ଉଠିବ ମହାଦୀପ

ଖୋର୍ଦ୍ଧା ଅଫିସ,୧୭ା୨: ଆସନ୍ତା ୧୮ ତାରିଖରେ ମହାଶିବରାତ୍ରି ତଥା ଜାଗରଯାତ୍ରା। ଏନେଇ ଖୋର୍ଦ୍ଧାର ବିଭିନ୍ନ ଶୈବପୀଠରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ଗୁରୁଜଙ୍ଗ ଧବଳେଶ୍ୱର ପୀଠ ଚଳଚଞ୍ଚଳ ହୋଇଉଠିଛି। କରୋନା କଟକଣା ହଟିବା ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ମହାସମାରୋହରେ…

ଓଡ଼ିଶା ବଜାରରେ ପ୍ରବେଶ କରିବ ବର୍ଗର ସିଂ

ଭୁବନେଶ୍ୱର,୧୭।୨:ଦେଶର ପ୍ରମୁଖ ଫୁଡ୍‌ ପ୍ଲାଟ୍‌ଫର୍ମ ତଥା ଭାରତ ନିର୍ମିତ ବର୍ଗର ଚେନ୍‌ ‘ବର୍ଗର ସିଂ’ ପ୍ରଥମ ଥର ପାଇଁ ଓଡ଼ିଶା ବଜାରରେ ପ୍ରବେଶ କରିବାକୁ ଯାଉଛି। ଭୁବନେଶ୍ୱର, ବ୍ରହ୍ମପୁର, କଟକ, ରାଉରକେଲା, ସମ୍ବଲପୁର ଭଳି ୮ଟି ପ୍ରମୁଖ ସହରରେ ତା’ର ନୂଆ…

‘ପରିବହନ କ୍ଷେତ୍ରରେ ପରିବର୍ତ୍ତନ ଆଣିବ’

ଭୁବନେଶ୍ୱର,୧୭।୨:କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ‘ପିଏମ୍‌ ଗତିଶକ୍ତି ଓ ଜାତୀୟ ଲଜିଷ୍ଟିକ୍ସ ନୀତି’ ଶୀର୍ଷକ ବିଷୟବସ୍ତୁ ଉପରେ ପୂର୍ବ ଜୋନ୍‌ ସମ୍ମିଳନୀ ସ୍ଥାନୀୟ ଜୟଦେବ ନିକଟସ୍ଥ ଏକ ହୋଟେଲ ପରିସରରେ ଆୟୋଜିତ ହୋଇଯାଇଛି। ବିଶେଷ କରି ଭାରତ ସରକାର ଅଧୀନରେ ଥିବା…

ଭିତ୍ତିଭୂମି ଅଛି, ଡାକ୍ତର ଅଭାବ

ନିଶ୍ଚିନ୍ତକୋଇଲି,୧୭।୨(ସ୍ବ.ପ୍ର.): ଗ୍ରାମାଞ୍ଚଳ ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ମିଶନ ଗଠନ କରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ର ଭିତ୍ତିଭୂମିର ଉନ୍ନତି ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ଏପରିସ୍ଥଳେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ…

ଭାଜପା ଚାପରେ ପ୍ରଧାନ ସଚିବଙ୍କୁ ହଟାଇଲେ ରାଜ୍ୟପାଳ

କୋଲକାତା,୧୭ା୨:ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ନିଜ ବ୍ୟାପାର ବୁଝିବା ପାଇଁ ରାଜଭବନରେ ଏକ ନୂଆ ଟିମ୍‌ ଗଠନ କରିବେ। ଏ ଦିଗରେ ପ୍ରଥମ ପଦକ୍ଷେପ ସ୍ବରୂପ ରାଜ୍ୟପାଳଙ୍କ ପ୍ରଧାନ ସଚିବ ନନ୍ଦିନୀ ଚକ୍ରବର୍ତ୍ତୀଙ୍କୁ ରାଜଭବନରୁ ପର୍ଯ୍ୟଟନ ବିଭାଗକୁ ବଦଳି କରାଯାଇଛି।…

କେହି କାହାଠୁ କମ୍‌ ନୁହଁ: ୨୯ ବିବାହ କରିଥିଲେ ସ୍ବାମୀ, ସ୍ତ୍ରୀ ବି ୨୩…

ଆମ ଦେଶରେ ବିବାହ ଏକ ଅତି ପବିତ୍ର ବନ୍ଧନ ଭାବରେ ବିବେଚନା କରାଯାଏ। ଏହାକୁ ସାତ ଜନ୍ମର ସମ୍ପର୍କ କୁହାଯାଏ। ଅଧିକାଂଶ ଲୋକ ଏକାଧିକ ବିବାହ କରିଥାନ୍ତି। ଯଦିଓ ବର୍ତ୍ତମାନ ଭାରତରେ ଛାଡ଼ପତ୍ର ମାମଲା ବଢୁଛି ତଥାପି ଗୋଟିଏ ଜୀବନରେ ୨୦-୨୫…

ଓ୍ବାଶିଂମେଶିନ୍‌, କୁଲର ବିକ୍ରି ଟଙ୍କାରେ ଫେରାର୍‌ ହେବାକୁ ବସିଥିଲେ ହାର୍ଦ୍ଦିକ

ମୁମ୍ବାଇ, ୧୭।୨:ମୁମ୍ବାଇ ନାଲାସୋପାରାରେ ଲିଭ୍‌-ଇନ୍‌ ପାର୍ଟନ ହତ୍ୟା ଅଭିଯୁକ୍ତ ହାର୍ଦ୍ଦିକଙ୍କୁ ବୁଧବାର ପୋଲିସ ଗିରଫ କରିଛି। ପୋଲିସ ସୂଚନାନୁସାରେ ଘରେ ଥିବା ଓ୍ବାଶିଂମେଶିନ୍‌, କୁଲର ଏବଂ କିଛି ବାସନ ବିକ୍ରି ଟଙ୍କାରେ ହାର୍ଦ୍ଦିକ ଫେରାର୍‌ ହେବାକୁ ଚେଷ୍ଟା କରିଥିବା ପୋଲିସ କହିଛି।…

୧ରୁ ୮ ଶ୍ରେଣୀ ପାଇଁ ୪ ଶିକ୍ଷକ

ଡେଲାଙ୍ଗ,୧୭।୨(ଡି.ଏନ୍‌.ଏ): ଶିକ୍ଷା କ୍ଷେତ୍ରରେ ସରକାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରୁଥିବାବେଳେ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ହେଲେ ଡେଲାଙ୍ଗ ବ୍ଲକ ଅଧୀନ ରେଙ୍ଗଳ ପଞ୍ଚାୟତର ଝାଡପଡ଼ା ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଟି ସରକାରଙ୍କ…

ଦାବି ପୂରଣ ନ ହେଲେ ଜୋର୍‌ଦାର ଆନ୍ଦୋଳନ

ନୂଆଦିଲ୍ଲୀ,୧୭।୨:ଲଦାଖକୁ ରାଜ୍ୟ ମାନ୍ୟତା ଏବଂ ଷଷ୍ଠ ଅନୁଚ୍ଛେଦ ଅନୁଯାୟୀ ସାମ୍ବିଧାନିକ ସୁରକ୍ଷା ଯୋଗାଇଦେବା ଦାବିରେ ଲଦାଖର ବିଭିନ୍ନ ସଂଗଠନ ଦିଲ୍ଲୀର ଯନ୍ତରମନ୍ତରରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେମାନଙ୍କ ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ଜୋର୍‌ଦାର କରାଯିବ ବୋଲି ଲଦାଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?