Home

୧ରୁ ୮ ଶ୍ରେଣୀ ପାଇଁ ୪ ଶିକ୍ଷକ

ଡେଲାଙ୍ଗ,୧୭।୨(ଡି.ଏନ୍‌.ଏ): ଶିକ୍ଷା କ୍ଷେତ୍ରରେ ସରକାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରୁଥିବାବେଳେ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ହେଲେ ଡେଲାଙ୍ଗ ବ୍ଲକ ଅଧୀନ ରେଙ୍ଗଳ ପଞ୍ଚାୟତର ଝାଡପଡ଼ା ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଟି ସରକାରଙ୍କ…

ଦାବି ପୂରଣ ନ ହେଲେ ଜୋର୍‌ଦାର ଆନ୍ଦୋଳନ

ନୂଆଦିଲ୍ଲୀ,୧୭।୨:ଲଦାଖକୁ ରାଜ୍ୟ ମାନ୍ୟତା ଏବଂ ଷଷ୍ଠ ଅନୁଚ୍ଛେଦ ଅନୁଯାୟୀ ସାମ୍ବିଧାନିକ ସୁରକ୍ଷା ଯୋଗାଇଦେବା ଦାବିରେ ଲଦାଖର ବିଭିନ୍ନ ସଂଗଠନ ଦିଲ୍ଲୀର ଯନ୍ତରମନ୍ତରରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେମାନଙ୍କ ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ଜୋର୍‌ଦାର କରାଯିବ ବୋଲି ଲଦାଖ…

ବେତନ ଦିଅ, ଫେରିବାକୁ ବାଧ୍ୟ କରନାହିଁ

ଶ୍ରୀନଗର,୧୭।୨:ପ୍ରଧାନମନ୍ତ୍ରୀ ପ୍ୟାକେଜ୍‌ରେ ନିଯୁକ୍ତି ପାଇଥିବା କଶ୍ମୀରୀ ପଣ୍ଡିତ କର୍ମଚାରୀମାନେ ଶିବରାତ୍ରି ପୂର୍ବରୁ ସେମାନଙ୍କ ବକେୟା ବେତନ ପ୍ରଦାନ କରିବା ସହ ସୁରକ୍ଷାଗତ କାରଣରୁ କଶ୍ମୀର ଫେରିବା ପାଇଁ ବାଧ୍ୟ ନ କରିବାକୁ ଦାବି କରିଛନ୍ତି। ଗତ କିଛି ମାସ ହେଲା କଶ୍ମୀରୀ…

ପାକିସ୍ତାନରେ ପେଟ୍ରୋଲ ୨୭୨ ଟଙ୍କା

ଇସ୍‌ଲାମାବାଦ,୧୭।୨: ଋଣ ପାଇବା ନିମନ୍ତେ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌)କୁ ଖୁସି କରିବା ଲାଗି ପାକିସ୍ତାନ ସରକାର ବୁଧବାର ରାତିରେ ପେଟ୍ରୋଲ ଏବଂ ଗ୍ୟାସ୍‌ ଦର ପୁଣି ବଢ଼ାଇଛନ୍ତି। ପେଟ୍ରୋଲ ଲିଟର ପିଛା ଦର ୨୨ ଟଙ୍କା ୨୦ ପଇସା ବଢ଼ି ୨୭୨…

ଉଠାଦୋକାନୀ-ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ହାତାହାତି

ଭୁବନେଶ୍ୱର,୧୭।୨(ବ୍ୟୁରୋ): ରାଜଧାନୀ ରାସ୍ତାକଡ଼ରୁ ଉଠାଦୋକାନ ଉଚ୍ଛେଦକୁ ନେଇ ଗୁରୁବାର ଉଠାଦୋକାନୀ ଏବଂ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ (ଉଚ୍ଛେଦକାରୀଦଳ) ମଧ୍ୟରେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଥମେ ବିରୋଧ ଓ ପରେ ପାଟିତୁଣ୍ଡ ଏବଂ ଶେଷରେ ହାତାହାତି ପର୍ଯ୍ୟନ୍ତ କଥା ଯାଇଥିଲା। ଉଠାଦୋକାନୀ ରମେଶ…

୧୦୦ ଦିନ ପୂରଣ କଲେ ସିଜେଆଇ ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ,୧୭।୨(ପି.ଟି.):ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ପ୍ରଥମ ୧୦୦ ଦିନ ପୂରଣ କରିଛନ୍ତି। ଏହି ସମୟ ମଧ୍ୟରେ ସୁପ୍ରିମକୋର୍ଟ ସଂସ୍କାରରେ ଅନେକ ଅଗ୍ରଗତି ହୋଇଛି। ବିଶେଷ କରି କୋର୍ଟଗୁଡ଼ିକ ଅଧିକ ଟେକ୍‌ନୋଲୋଜି ଫ୍ରେଣ୍ଡଲି ହୋଇଛି। ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କ…

ଝିଅ ମୃତଦେହ ଜଙ୍ଗଲରେ ଫିଙ୍ଗିଦେଲେ ବାପା

ସୋନପୁର,୧୭ା୨(ନି.ପ୍ର.):ଅନ୍ଧବିଶ୍ୱାସ ଓ ସାହିପଡିଶାଙ୍କ ବାସନ୍ଦ ଧମକ ଗ୍ରାମାଞ୍ଚଳରେ ଏବେ ବି ଦେଖିବାକୁ ମିଳୁଛି। ସୁବର୍ଣ୍ଣପୁର ଜିଲା ତରଭା ଥାନା ବଡଯୋର ଗାଁରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କମସରା ପଞ୍ଚାୟତ ବଡଯୋର ଗାଁ ରାଜେନ୍ଦ୍ର ଦ୍ୱାରୀଙ୍କ ଝିଅ ସଞ୍ଜୁକ୍ତା(୨୯)ଙ୍କ…

ସବୁ ବିଭାଗର ସମନ୍ବୟ ରହିଲେ ଦୁର୍ଘଟଣା କମିବ

ପୁରୀ ଅଫିସ,୧୭।୨: ସଡ଼କ ସୁରକ୍ଷା ଏକ ସାମୂହିକ ଦାୟିତ୍ୱ। ବିଭିନ୍ନ ବିଭାଗ ପରସ୍ପର ମଧ୍ୟରେ ସୁସମନ୍ବୟ ରଖି କାର୍ଯ୍ୟ କଲେ ଏହାର ସୁଫଳ ମିଳିବା ସହ ଅନେକ ଜୀବନ ରକ୍ଷା ହୋଇପାରିବ ବୋଲି ସଡ଼କ ସୁରକ୍ଷାର ସୁପ୍ରିମକୋର୍ଟ ମନିଟରିଂ କମିଟିର ସେକ୍ରେଟାରୀ…

୨ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ

ଭୁବନେଶ୍ବର, ୧୭ା୨(ବ୍ୟୁରୋ):କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଶୁକ୍ରବାର ପୂର୍ବାହ୍ନ ସାଢ଼େ ୧୧ଟା ବେଳେ ସ୍ଥାନୀୟ ଏକ ହେଟେଲ୍‌ରେ ଆୟୋଜିତ ଖବରଦାନା ସମ୍ମିଳନୀରେ ଯୋଗ ଦେଇ ନିର୍ମଳା ପୋଷ୍ଟ ବଜେଟ ସଂକ୍ରାନ୍ତରେ ସୂଚନା ପ୍ରଦାନ…

ଦେବ୍ରିଗଡ଼କୁ ବ୍ୟାଘ୍ର ପ୍ରକଳ୍ପ ମାନ୍ୟତା

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ସମ୍ବଲପୁର ଜିଲାର ଦେବ୍ରିଗଡ଼ ଅଭୟାରଣ୍ୟକୁ ବ୍ୟାଘ୍ର ପ୍ରକଳ୍ପ ମାନ୍ୟତା ମିଳିଛି। ରାଜ୍ୟ ସରକାରଙ୍କ ପ୍ରସ୍ତାବକୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ) ମଞ୍ଜୁରୀ ଦେଇଛି। ଏହି ଘୋଷଣା ପରେ ଆସନ୍ତା ୨ ମାସ ମଧ୍ୟରେ ସର୍ଭେ କାର୍ଯ୍ୟ ଶେଷ ହେବ। ୮୦୪.୫୧…

ଗୋଡ଼ିସାହି ଜଙ୍ଗଲରେ ନିଆଁ

ବାରଙ୍ଗ,୧୭।୨(ଡି.ଏନ୍‌.ଏ.): ଗୋଡ଼ିସାହି ଫାଣ୍ଡି ଅଧୀନ ଏନ୍‌ଡିଆର୍‌ଏଫ୍‌ କ୍ୟାର୍ଯ୍ୟାଳୟ ପଛପଟ ଜଙ୍ଗଲରେ ଗୁରୁବାର ପୂର୍ବାହ୍ନରେ ନିଆଁ ଲାଗିଯାଇଛି। ଏହି ଅଗ୍ନିକାଣ୍ଡରେ ବହୁ ମୂଲ୍ୟବାନ ଗଛ ନଷ୍ଟ ହୋଇଯାଇଛି। ପୂର୍ବାହ୍ନ ୧୧ଟା ପାଖାପାଖି କେହି ଦୁର୍ବୃତ୍ତ ଏନ୍‌ଡିଆର୍‌ଏଫ୍‌ ପଛପଟେ ଥିବା ରାସ୍ତାକଡ଼ରେ ପଡ଼ିଥିବା କିଛି…

ବଦଳିବ ଏନ୍‌ଏଚ୍‌ ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ରୂପରେଖ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ଖୁବ୍‌ଶୀଘ୍ର ଦେଶରେ ଜି-୨୦ ସମ୍ମିଳନୀ ଆୟୋଜନ ହେବ। ଏହି ପରିପ୍ରେକ୍ଷୀରେ ଆସନ୍ତା ଏପ୍ରିଲ ୨୪ରୁ ୨୬ ଏବଂ ମେ’ ୧୫ରୁ ୧୭ ତାରିଖ ମଧ୍ୟରେ ବିଦେଶୀ ପ୍ରତିନିଧି ଦଳ ଓଡ଼ିିଶା ଆସିବେ। ସେମାନେ ଭୁବନେଶ୍ୱର, ବ୍ରହ୍ମପୁର, ଖଣ୍ଡିଗିରି ଅଞ୍ଚଳ ପରିଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?