Home

ବିପର୍ଯ୍ୟୟ ସମୟର ସାଥୀ ଏନ୍‌ଡିଆର୍‌ଏଫ୍‌

ବିପର୍ଯ୍ୟୟ ସମୟରେ ଜାତୀୟ ବିପର୍ଯ୍ୟୟ ମୁକାବିଲା ବଳ (ଏନ୍‌ଡିଆର୍‌ଏଫ୍‌) ପ୍ରଭାବିତ ଲୋକଙ୍କ ପାଖରେ ପହଞ୍ଚି ଆବଶ୍ୟକ ସେବା ଯୋଗାଇ ଦେଇଥାଏ। ଏନ୍‌ଡିଆରଏଫ୍‌ ବିପର୍ଯ୍ୟୟ ସମୟର ସାଥୀ ପାଲଟେ। ଉଦ୍ଧାର କାର୍ଯ୍ୟ, ରିଲିଫ୍‌ ଯୋଗାଣରେ ଏନଡିଆରଏଫ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏନ୍‌ଡିଆରଏଫ୍‌…

୧୦ ଉଇକେଟରେ ଜିତିଲା ହିମାଚଳ

ସମ୍ବଲପୁର,୧୯।୧(ବ୍ୟୁରୋ): ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ଷ୍ଡାଡିୟମରେ ଅନୁଷ୍ଠିତ ୨୫ ବର୍ଷରୁ କର୍ନେଲ ସିକେ ନାଉଡୁ ଟ୍ରଫିରେ ଓଡିଶାକୁ ୧୦ ଉଇକେଟରେ ହରାଇଛି ହିମାଚଳ ପ୍ରଦେଶ। ଫଲୋଅନ୍‌ ପରେ ଓଡ଼ିଶା ମାତ୍ର ୧୯୩ ରନରେ ଅଲଆଉଟ ହୋଇଥିଲା। ହିମାଚଳ ସମ୍ମୁଖରେ ୧…

ଝାଡ଼ଖଣ୍ଡ ଏକାଦଶକୁ ହରାଇଲା ଓଡ଼ିଶା

କାଳିଆପାଣି, ୧୯ା୧ (ଡି.ଏନ.ଏ.) : ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳର ଟାଟା ଷ୍ଟିଲ୍‌ ମାଇନିଂ କଲୋନି ପରିସର ଖେଳ ପଡ଼ିଆରେ ବୁଧବାର ଦୃଷ୍ଟିବାଧିତ ଆନ୍ତଃରାଜ୍ୟ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍‌ ମ୍ୟାଚ୍‌ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ଏକାଦଶ ବିଜୟୀ ହୋଇଛି। ଟାଟା…

ହରିପ୍ରସାଦଙ୍କ ‘ଗଣିକା’ ମନ୍ତବ୍ୟକୁ ନେଇ ବିବାଦ

ହୋସପେଟା,୧୯।୧: ୨୦୧୮ରୁ କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହୋଇଥିବା ବିଧାୟକମାନଙ୍କୁ କର୍ନାଟକର ବରିଷ୍ଠ କଂଗ୍ରେସ ନେତା ବି.କେ. ହରିପ୍ରସାଦ ଗଣିକାଙ୍କ ସହ ତୁଳନା କରି ବିବାଦୀୟ ହୋଇଛନ୍ତି। ମଙ୍ଗଳବାର ହୋସପେଟାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ହରିପ୍ରସାଦ କହିଥିଲେ, ପରିବାର ପ୍ରତିପୋଷଣ ପାଇଁ…

ଜମ୍ମୁ କଶ୍ମୀର ନିର୍ବାଚନକୁ ବିଳମ୍ବ କରାଉଛି ଭାଜପା: ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ,୧୯।୧: ତ୍ରିପୁରା, ମେଘାଳୟ ଓ ମିଜୋରାମ ବିଧାନସଭା ନିର୍ବାଚନ ଲାଗି ବୁଧବାର ନିର୍ବାଚନ କମିଶନଙ୍କ ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ମାତ୍ର ଜମ୍ମୁ କଶ୍ମୀରରେ ୨୦୧୮ରୁ ନିର୍ବାଚିତ ସରକାର ନଥିବା ବେଳେ ଏଠାରେ ନିର୍ବାଚନ କରାଇବା ଲାଗି ଭାରତର ନିର୍ବାଚନ କମିଶନ…

କେସିଆର୍‌: ଜାତୀୟ ଭୂମିକାରେ ଆଉ ପାଦେ

ହାଇଦ୍ରାବାଦ,୧୯ା୧: ୨୦୨୪ ସାଧାରଣ ନିର୍ବାଚନରେ ଭାଜପାକୁ ଚେକ୍‌ ଦେବା ପାଇଁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) ଲଗାତର ଉଦ୍ୟମ ଜାରି ରଖିଛନ୍ତି। ଏହି ପରିପ୍ରେକ୍ଷୀରେ ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ଅଧ୍ୟକ୍ଷ ଜାତୀୟ ସ୍ତରରେ ନିଜ ଭୂମିକା ବିସ୍ତାର…

ଓ୍ବିକିପେଡିଆ ସମ୍ପୂର୍ଣ୍ଣ ନିର୍ଭରଯୋଗ୍ୟ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯ା୧: ଓ୍ବିକିପେଡିଆ ଭଳି ଅନ୍‌ଲାଇନ୍‌ ସୋର୍ସରୁ ମିଳୁଥିବା ସୂଚନାକୁ ନେଇ ସୁପ୍ରିମକୋର୍ଟ ସନ୍ଦେହ ବ୍ୟକ୍ତ କରିଛନ୍ତି। ଏଭଳି ସ୍ରୋତର ତଥ୍ୟ କ୍ରାଉଡ୍‌ ସୋର୍ସ ଆଧାରିତ, ଯାହାକୁ ୟୁଜର୍ସ ମଧ୍ୟ ଏଡିଟ୍‌ କରିପାରନ୍ତି। ତେଣୁ ବିଭ୍ରାନ୍ତିକର ତଥ୍ୟ ଯୋଗାଣ କରୁଥିବା ଏପରି ସୋର୍ସ…

ତେଜସ୍ବୀ ସୂର୍ଯ୍ୟା ଭୁଲ୍‌ରେ ଏମର୍ଜେନ୍ସି ଡୋର୍‌ ଖୋଲିଥିଲେ: ସିନ୍ଧିଆ

ନୂଆଦିଲ୍ଲୀ,୧୯।୧: ଚେନ୍ନାଇ ବିମାନ ବନ୍ଦରରେ ଇଣ୍ଡିଗୋ ବିମାନର ଜରୁରୀ ପ୍ରସ୍ଥାନ ଦ୍ୱାର ଭାଜପା ନେତା ତେଜସ୍ବୀ ସୂର୍ଯ୍ୟା ଖୋଲିଥିବା ବୁଧବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ସ୍ପଷ୍ଟ କରିଛନ୍ତି। ତେଜସ୍ବୀ ଭୁଲ୍‌ବଶତଃ ବିମାନ ଡୋର୍‌ ଖୋଲି ଦେଇଥିବାବେଳେ ଏ…

ଅମଲାଙ୍କୁ ମନ୍ଦିର ମନା

ଥିରୁଭାନନ୍ତପୁରମ, ୧୯।୧: କେରଳର ଥିରୁଭୈରାନିକୁଲମ ମହାଦେବୀ ମନ୍ଦିରରେ ମାଲୟାଲମ ଅଭିନେତ୍ରୀ ଅମଲା ପଲ(୩୧)ଙ୍କୁ ମନ୍ଦିର କର୍ତ୍ତୃପକ୍ଷ ପ୍ରବେଶ ଅନୁମତି ଦେଇ ନ ଥିବା ସେ ଅଭିଯୋଗ ଆଣିଛନ୍ତି। ଅମଲା ଖ୍ରୀଷ୍ଟିଆନ୍‌ ସମ୍ପ୍ରଦାୟର ହୋଇଥିବା କାରଣରୁ ତାଙ୍କୁ ମନ୍ଦିରକୁ ପ୍ରବେଶ କରାଇ ଦିଆଯାଇ…

ଐଶ୍ୱର୍ଯ୍ୟାଙ୍କୁ ଆୟକର ନୋଟିସ

ମୁମ୍ବାଇ, ୧୯।୧: ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ଆୟକର (ଆଇଟି) ବିଭାଗ ନୋଟିସ୍‌ କରିଛି। ମହାରାଷ୍ଟ୍ରର ନାଶିକ ସହର ନିକଟରେ ସିନ୍ନାର ଜିଲାରେ ଥିବା ଐଶ୍ୱର୍ଯ୍ୟାଙ୍କ ଜମିର ନନ୍‌ ଏଗ୍ରିକଲ୍‌ଚରାଲ୍‌ ଟାକ୍ସ ପଇଠ ନ କରିବାରୁ ଆୟକର ବିଭାଗ ପକ୍ଷରୁ…

ସଳଖୁଛି ବିଟ୍‌କଏନ୍‌

ଗତ ତିନିଦିନ ହେଲା ବିଟ୍‌କଏନ୍‌ ୨୧,୦୦୦ ଡଲାର ଉପରେ ରହି କାରବାର କରିଆସିଛି। ଏଥିସହ ସାମ୍‌ ବ୍ୟାଙ୍କମ୍ୟାନ୍‌-ଫ୍ରେଡ୍‌ଙ୍କ କ୍ରିପ୍ଟୋ ଏକ୍ସଚେଞ୍ଜ ଏଫ୍‌ଟିଏକ୍ସ ଦେବାଳିଆ ଅବସ୍ଥାକୁ ଢଳିବା ଆରମ୍ଭ ବେଳର ମୂଲ୍ୟକୁ ଫେରିଛି। ସୋମବାରଠାରୁ ବିଟିସି ୨୧,୦୦୦ ଡଲାର ଉପରେ ରହିଛି, ଯାହାକୁ…

‘ଯୌନ ଶୋଷଣ କରିଛନ୍ତି ଭାଜପା ଏମ୍‌ପି’

ନୂଆଦିଲ୍ଲୀ,୧୯ା୧(ପି.ଟି.): ସର୍ବଭାରତୀୟ କୁସ୍ତି ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ଅଧ୍ୟକ୍ଷ ତଥା ଭାଜପା ଏମ୍‌ପି ବ୍ରଜଭୂଷଣ ଶରଣ ସିଂଙ୍କ ନାମରେ ଯୌନ ଶୋଷଣ ଓ ହତ୍ୟା ଧମକ ପରି ସଙ୍ଗିନ ଅଭିଯୋଗ ଆଣିଛନ୍ତି ଭିନେଶ ଫୋଗତ। ବିଶ୍ୱ ଚାମ୍ପିୟନଶିପ୍‌ ପଦକ ବିଜେତା ତଥା ଅଲିମ୍ପିଆନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri