Home

ସନ୍ତୋଷ ଟ୍ରଫି ଫୁଟ୍‌ବଲ: ମଣିପୁରର ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୧୬।୨ (କ୍ରୀଡ଼ା ପ୍ରତିନିଧି): ଏଠାରେ ଚାଲିଥିବା ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟର ଅନ୍ତିମ ରାଉଣ୍ଡରେ ବୁଧବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ମଣିପୁର ୪-୧ ଗୋଲରେ ପଶ୍ଚିମବଙ୍ଗକୁ ହରାଇଥିବାବେଳେ ସର୍ଭିସେସ-ଦିଲ୍ଲୀ ମ୍ୟାଚ ୧-୧ ଓ ରେଲଓ୍ବେ-ମେଘାଳୟ ମ୍ୟାଚ ୧-୧…

ଓଡ଼ିଶାର ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୧୬।୨ (କ୍ରୀଡ଼ା ପ୍ରତିନିଧି): ରାଜସ୍ଥାନର ଆଜମେର୍‌ରେ ଲରେନ୍ସ ମେୟର ପବ୍ଲିକ୍‌ ସ୍କୁଲ ଗ୍ରାଉଣ୍ଡରେ ଚାଲିଥିବା ଜାତୀୟ ଟି୨୦ ଦୃଷ୍ଟିବାଧିତ ନାଗେଶ ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ପ୍ରଥମ ମ୍ୟାଚରେ ତେଲଙ୍ଗାନାକୁ ୧୯୧ ରନ୍‌ରେ…

କିଲିମାଞ୍ଜାରୋ ଆରୋହଣ କଲେ ମଧୁସ୍ମିତା

ଭୁବନେଶ୍ୱର, ୧୬।୨ (କ୍ରୀଡ଼ା ପ୍ରତିନିଧି): ଆଫ୍ରିକା ମହାଦେଶର ଉଚ୍ଚତ୍ତମ ଶୃଙ୍ଗ କିଲିମାଞ୍ଜାରୋ (୫,୮୯୫ ମି./୧୯,୩୪୧ ଫୁଟ)କୁ ସଫଳତାର ସହ ଆରୋହଣ କରିଛନ୍ତି ବ୍ରହ୍ମପୁର ଗୋସାଣି ନୂଆଗାଁର ମଧୁସ୍ମିତା ପାତ୍ର। ଗତ ୧୦ ତାରିଖରେ ମଧୁସ୍ମିତା କିଲିମାଞ୍ଜାରୋ ପାଦଦେଶ ମରାଙ୍ଗୁ ଫାଟକ ଦେଇ…

‘ଡିଜିଟାଲ ସାକ୍ଷରତା ମହିଳା ସଶକ୍ତୀକରଣର ମୂଳମନ୍ତ୍ର’

ଭୁବନେଶ୍ୱର,୧୬।୨: ଓଡ଼ିଶା ରାଜ୍ୟ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଅନୁଷ୍ଠାନ (ଓସାଫି) ପକ୍ଷରୁ ବୁଧବାର ସ୍ଥାନୀୟ ଜୟଦେବ ବିହାର ନିକଟସ୍ଥ ଏକ ହୋଟେଲ ପରିସରରେ ୪ର୍ଥ ରାଜ୍ୟସ୍ତରୀୟ ଓଡ଼ିଶା ଆର୍ଥିକ ଅନ୍ତର୍ଭୁକ୍ତୀକରଣ କର୍ମଶାଳା ଆୟୋଜିତ ହୋଇଯାଇଛି। ଏହି ଅବସରରେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ମୁଖ୍ୟ…

ହିରୋର ପ୍ରିମିୟମ ମଡେଲ ‘ଜୁମ୍‌’ର ଅନାବରଣ

କଟକ,୧୬।୨:ଦେଶର ପ୍ରମୁଖ ମୋଟରସାଇକେଲ ଏବଂ ସ୍କୁଟର ନିର୍ମାତା ହିରୋ ମୋଟୋକର୍ପର ପ୍ରିମିୟମ ମଡେଲ ‘ଜୁମ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ସ୍କୁଟର ବର୍ଗରେ ପରବର୍ତ୍ତୀ ଜ୍ଞାନକୌଶଳକୁ ପରିବର୍ଦ୍ଧିତ କରିବା ଲାଗି କମ୍ପାନୀ ତା’ର ନୂଆ ୧୧୦ ସିସି ଜୁମ୍‌ ସ୍କୁଟରର…

କରୋନା ପାଇଁ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରି ୨.୪ କୋଟି ଦର୍ଶକ ହରାଇଛି

ନୂଆଦିଲ୍ଲୀ,୧୬।୨: : ବର୍ତ୍ତମାନ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରି କରୋନା ମହାମାରୀରେ ପ୍ରାୟ ୨.୪ କୋଟି ଦର୍ଶକଙ୍କୁ ହରାଇଛି। ଏରମାକ୍ସର ୨୦୨୩ ରିପୋର୍ଟ ଅନୁଯାୟୀ, ଭାରତରେ ବର୍ତ୍ତମାନ ୧୨.୨ କୋଟି ଚଳଚ୍ଚିତ୍ର ଦର୍ଶକ ରହିଛନ୍ତି, ଯେଉଁମାନେ ପୂର୍ବ ୧୨ ମାସ ମଧ୍ୟରେ ଗୋଟିଏ…

ଏସ୍‌ବିଆଇ ଏଫ୍‌ଡି ଉପରେ ମିଳିବ ଅଧିକ ସୁଧ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ପକ୍ଷରୁ ବୁଧବାର ଫିକ୍ସଡ ଡିପୋଜିଟ୍‌ (ଏଫ୍‌ଡି) ହାର ବୃଦ୍ଧି ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏସ୍‌ବିଆଇ ତା’ର ଏଫ୍‌ଡି ଉପରେ ୨୫ ବେସିସ୍‌ ପଏଣ୍ଟ ବଢ଼ାଇଥିବା ଜଣାପଡ଼ିଛି। ଏସ୍‌ବିଆଇ ୨ କୋଟି ଟଙ୍କା ପର୍ଯ୍ୟନ୍ତ…

୩୫୦୦ କୋଟିର ବାର୍ଷିକ ପ୍ରିମିୟମ ସଂଗ୍ରହ ଲକ୍ଷ୍ୟ

ନୂଆଦିଲ୍ଲୀ,୧୬।୨: ଦେଶର ପ୍ରମୁଖ ଘରୋଇ ଇନ୍‌ସ୍ୟୁରଟେକ୍‌ ଇନ୍‌ସ୍ୟୁରାନ୍ସ ଦେଖୋ ଚଳିତ ଆର୍ଥିକ ବର୍ଷର ଶେଷ ସୁଦ୍ଧା ପ୍ରାୟ ୩୫୦୦ କୋଟିର ବାର୍ଷିକ ପ୍ରିମିୟମ ସଂଗ୍ରହ ପାଇଁ ଲକ୍ଷ୍ୟ ରଖିଛି। ଏପରିକି କମ୍ପାନୀ ଇକ୍ୟୁଟି ଓ ଋଣର ମିଶ୍ରଣକୁ ନେଇ ସିରିଜ ଏ…

ଶ୍ରେଷ୍ଠ ୫୦ କର୍ମକ୍ଷେତ୍ର ମଧ୍ୟରେ ଟାଟା ଷ୍ଟିଲ୍‌

ନୂଆଦିଲ୍ଲୀ,୧୬।୨: ଟାଟା ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଟାଟା ଷ୍ଟିଲ୍‌କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସ୍ବୀକୃତି ପ୍ରଦାନ କରାଯାଇଛି। ବିଶେଷକରି ଭାରତର ଶ୍ରେଷ୍ଠ କର୍ମକ୍ଷେତ୍ର ମଧ୍ୟରେ ଟାଟା ଷ୍ଟିଲ୍‌କୁ କ୍ରମାଗତ ୬ଷ୍ଠ ଥର ପାଇଁ ଉକ୍ତ ସମ୍ମାନ ପ୍ରଦାନ କରାଯାଇଛି।…

ହାୟରର ନୂତନ କିନୋଚି ୫ଷ୍ଟାର ଏସି

ନୂଆଦିଲ୍ଲୀ,୧୬।୨: ଦେଶର ପ୍ରମୁଖ ହୋମ୍‌ ଆପ୍ଲାଏନ୍ସ ଆଣ୍ଡ କଞ୍ଜ୍ୟୁମର ଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡ୍‌ ହାୟରର ନୂତନ ଉତ୍ପାଦ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡର ନ୍ୟୁ କିନୋଚି ୫ ଷ୍ଟାର ହେଭି-ଡ୍ୟୁଟି ପ୍ରୋ ଏୟାର କଣ୍ଡିସନର ସିରିଜ୍‌ର ଶୁଭାରମ୍ଭ କରାଯାଇଛି। ବିଶେଷକରି କିନୋଚି…

ହ୍ରାସ ହୋଇପାରେ ତୈଳ ଦର

ନୂଆଦିଲ୍ଲୀ,୧୬।୨: ବିଗତ ୯ ମାସରୁ ଅଧିକ ସମୟ ହେବ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ କୌଣସି ପ୍ରକାର ପରିବର୍ତ୍ତନ ହୋଇନାହିଁ। ଏପରିକି ଅନ୍ତଃରାଷ୍ଟ୍ରୀୟ ତୈଳ ବଜାରରେ ତେଲ ଦର କମିଥିବା ବେଳେ ଭାରତ ବଜାରରେ ତୈଳ ଦର ସ୍ଥିର ରହିବାକୁ ନେଇ…

ଆସାମ ବାଲ୍ୟବିବାହ ବିରୋଧୀ ଅଭିଯାନକୁ ହାଇକୋର୍ଟଙ୍କ ନିନ୍ଦା

ଗୁଆହାଟୀ, ୧୬।୨: ଆସାମରେ ବାଲ୍ୟ ବିବାହ ପ୍ରଥା ବିରୋଧରେ ରାଜ୍ୟ ସରକାର ଆରମ୍ଭ କରିଥିବା ଅଭିଯାନକୁ ଗୁଆହାଟୀ ହାଇକୋର୍ଟ ନିନ୍ଦା କରିଛନ୍ତି। ପୋକ୍‌ସୋ ଆକ୍ଟରେ ଗିରଫ ହୋଇଥିବା ୯ ଜଣଙ୍କ ଅଗ୍ରିମ ଜାମିନ ଆବେଦନ ଶୁଣାଣି ଅବସରରେ ବିଚାରପତି ସୁମନ ଶ୍ୟାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?