Home

କାର୍‌ ମାଡ଼ିଯିବାରୁ ୫ ମହିଳା ମୃତ

ପୁଣେ,୧୫।୨: ମହାରାଷ୍ଟ୍ର ପୁଣେ ଜିଲାରେ ୧୭ ଜଣ ମହିଳାଙ୍କ ଏକ ଗ୍ରୁପ୍‌ ନାଶିକ-ପୁଣେ ଜାତୀୟ ରାଜପଥ ପାର୍‌ ହେଉଥିବାବେଳେ ଦ୍ରୁତବେଗରେ ଆସୁଥିବା ଏସ୍‌ୟୁଭି ସେମାନଙ୍କୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୫ ମହିଳା ପ୍ରାଣ ହରାଇଥିବାବେଳେ ଅନ୍ୟ ୩ ଜଣ ଆହତ…

ହିଜାବ ନ ପିନ୍ଧିବାରୁ ନିର୍ବାସିତ ଜୀବନ

ତେହେରାନ୍‌,୧୫।୨: ଇରାନ୍‌ ଚେସ୍‌ ଖେଳାଳି ସାରା ଖାଦେମ ପରିବାର ସହ ସାଉଥର୍ନ ସ୍ପେନ୍‌ରେ ନିର୍ବାସିତ ଜୀବନ କାଟୁଛନ୍ତି। ତାଙ୍କ ଜୀବନ ପ୍ରତି ବିପଦ ଆଶଙ୍କା କରି ସେ ରହୁଥିବା ଜାଗାର ଠିକଣା ବା ଲୋକେଶନ୍‌ ବାହାରେ ପ୍ରଘଟ ନ କରିବା ଲାଗି…

ଆଜିଠୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର,୧୫ା୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଦଶମ ପରୀକ୍ଷା ମାର୍ଚ୍ଚ ୨୧ରେ ଶେଷ ହେବାକୁ ଥିବାବେଳେ ଦ୍ୱାଦଶ ବୋର୍ଡ ପରୀକ୍ଷା ଏପ୍ରିଲ ୫ରେ ସରିବ। ଉଭୟ ଶ୍ରେଣୀର…

ଭାରତ-ପାକିସ୍ତାନରେ ୫୦ ଲକ୍ଷରୁ ଅଧିକ ଲୋକଙ୍କ ଉପରେ ବନ୍ୟା ବିପଦ: ରିପୋର୍ଟ…

ନୂଆଦିଲ୍ଲୀ/ଇସଲାମାବାଦ,୧୪।୨ : ଗତ ବର୍ଷ ଉଭୟ ଭାରତ ଏବଂ ପଡୋଶୀ ଦେଶ ପାକିସ୍ତାନ ଭୟଙ୍କର ବନ୍ୟା ପରିସ୍ଥିତିରେ ଉପୁଜିଥିଲା। ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଏକ ଅନ୍ତର୍ଜାତୀୟ ଅନୁସନ୍ଧାନକାରୀ ଦଳ ଜାଣିବାକୁ ପାଇଛନ୍ତି ଯେ ଜଳବାୟୁ ପରିବର୍ତ୍ତନ ବିପଦ କାରଣରୁ ଭାରତ…

ଆଜୀବନ କାରାଦଣ୍ଡ ଭୋଗୁଥିବା ଦମ୍ପତିଙ୍କ ଆଇଭିଏଫ ପାଇଁ ପାରୋଲ ଆବେଦନ: ସହାନୁଭୂତି ପୂର୍ବକ ବିଚାର ଲାଗି ହାଇକୋର୍ଟଙ୍କୁ କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୨ : ରାଜସ୍ଥାନ ଜେଲରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଦମ୍ପତି ସନ୍ତାନ ଜନ୍ମ ପାଇଁ ଆଇଭିଏଫ କରିବା ପାଇଁ ପାରୋଲ ମାଗିଛନ୍ତି। ଏ ସମ୍ପର୍କରେ ଏହି ଦମ୍ପତି ରାଜସ୍ଥାନ ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ହାଇକୋର୍ଟ ଦମ୍ପତିଙ୍କ ଏହି…

ବୁଧବାରଠାରୁ ମାଟ୍ରିକ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ, ୨୮ ଯାଏ ଚାଲିବ

କଟକ ଅଫିସ,୧୪ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ଧନ୍ଦାମୂଳକ ଶିକ୍ଷାର ଦ୍ୱିତୀୟ ସମ୍ମେଟିଭ ଆସେସ୍‌ମେଣ୍ଟ(ଏସ୍‌ଏ-୨) ପ୍ରାକ୍ଟିକାଲ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ ନିଜ ସ୍କୁଲରେ ଏହି ପରୀକ୍ଷା ଦେବେ। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ…

ବୁଧବାରଠାରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଆରମ୍ଭ, ଜାଣନ୍ତୁ ସମସ୍ତ ସୂଚନା…

ଭୁବନେଶ୍ୱର,୧୪।୨(ବ୍ୟୁରୋ): ସିବିଏସ୍‌ଇ ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଦଶମ ପରୀକ୍ଷା ମାର୍ଚ୍ଚ ୨୧ରେ ଶେଷ ହେବାକୁ ଥିବାବେଳେ ଦ୍ୱାଦଶ ବୋର୍ଡ ପରୀକ୍ଷା ଏପ୍ରିଲ ୫ରେ ସରିବ। ଉଭୟ ଶ୍ରେଣୀର ପରୀକ୍ଷା ସକାଳ ସାଢ଼େ ୧୦ଟାରେ…

ବୁଧବାର କଟକ ଆସିବେ ରାଇନା, ପ୍ରଜ୍ଞାନ

କଟକ ଅଫିସ,୧୪ା୨: ଭାରତର ପୂର୍ବତନ କ୍ରିକେଟର ସୁରେଶ ରାଇନା ଓ ପ୍ରଜ୍ଞାନ ଓଝା ବୁଧବାର କଟକ ଆସିବେ। ଗୁରୁଡିଝାଟିଆ ଥାନା ଅଧୀନ କପୁରସିଂହ ଖେଳପଡ଼ିଆରେ ଏମ୍‌ଜିଏମ୍‌ ସ୍କୁଲ ଅଫ୍‌ ସ୍ପୋର୍ଟସ ଆଣ୍ଡ୍‌ ସେର୍‌ ଅଫ୍‌ ଏକ୍ସିଲେନ୍ସ ଫର୍‌ କ୍ରିକେଟ ଏକାଡେମୀ ଉଦ୍‌ଘାଟନ…

ଅସଲି ଦେଖାଇ ବିକିଥିଲେ ନକଲି ସୁନା, ୪ ମାସ ପରେ ବନ୍ଧା ହେଲେ ୨ ଠକ

ଦେବଗଡ଼,୧୪।୨(ଡି.ଏନ୍‌.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳରେ ଅସଲି ସୁନା ଦେଖାଇ ନକଲି ସୁନା ବିକ୍ରି କରି ଫେରାର ହେବା ଘଟଣାରେ ପୋଲିସକୁ ସଫଳତା। ଦୀର୍ଘ ୪ମାସ ପରେ ଧରା ପଡିଛନ୍ତି ଠକ ଗ୍ୟାଙ୍ଗର ୨ ସଦସ୍ୟ। ଗିରଫ ଅଭିଯୁକ୍ତ ହେଲେ…

ଏୟାର ଇଣ୍ଡିଆ-ବୋଇଙ୍ଗ୍‌ ଚୁକ୍ତି: ଆମେରିକାରୁ ୨୨୦ ବିମାନ କିଣିବ ଭାରତ…

ନୂଆଦିଲ୍ଲୀ,୧୪।୨ : ଏୟାର ଇଣ୍ଡିଆ ଏବଂ ବୋଇଙ୍ଗ୍‌ ମଧ୍ୟରେ ଚୁକ୍ତି ହୋଇଛି। ଚୁକ୍ତି ଅନୁସାରେ ଏୟାର ଇଣ୍ଡିଆ ଆମେରିକାଠାରୁ ୨୨୦ ବୋଇଙ୍ଗ ବିମାନ କିଣିବ। ଏହାକୁ ଆମେରିକା ରାଷ୍ଟ୍ରପତି ଏକ ଐତିହାସିକ ପଦକ୍ଷେପ ବୋଲି କହିଛନ୍ତି। ଏହା ଦୁଇଦେଶ ମଧ୍ୟରେ ସମ୍ପର୍କକୁ…

ବୁଧବାରଠାରୁ ସିବିଏସଇ ଦ୍ୱାଦଶ-ଦଶମ ବୋର୍ଡ ପରୀକ୍ଷା…

ନୂଆଦିଲ୍ଲୀ,୧୪।୨ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ)ର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଚଳିତ ବର୍ଷ ଫେବୃଆରୀ ୧୫ ବୁଧବାରଠାରୁ ଆରମ୍ଭ ହେବ। ବୋର୍ଡ ପରୀକ୍ଷା ୫ ଏପ୍ରିଲ ପର୍ଯ୍ୟନ୍ତ ଚାଲିବ। ୩୮ ଲକ୍ଷ ୮୩ ହଜାର…

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଟିମ୍‌ରେ ବଡ଼ ପରିବର୍ତ୍ତନ, ହଠାତ ଦଳରେ ସାମିଲ ହେଲେ…

ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଫେବୃୟାରୀ ୧୭ରେ ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମୁକାବିଲା ପୂର୍ବରୁ ଭାରତୀୟ ଟିମ୍‌ ସହ ଜଡ଼ିତ ବଡ଼ ଖବର ସାମ୍ନାକୁ ଆସିଛି। ତାରକା ବ୍ୟାଟ୍ସମ୍ୟାନ୍‌ ଶ୍ରେୟସ ଆୟର ସମ୍ପୂର୍ଣ୍ଣ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?