Home

ପ୍ରାକୃତିକ ବନାମ କୃତ୍ରିମ

ପ୍ରକୃତି ପ୍ରାକୃତିକର ବିକଳ୍ପ ନାହିଁ। ପ୍ରାକୃତିକ ଓ କୃତ୍ରିମ ଭିତରେ ଆକାଶ ପାତାଳ ଫରକ, ଯେପରି ସାରଦିଆ ପନିପରିବା ଓ ଖତଦିଆ ପନିପରିବା ମଧ୍ୟରେ ଫରକ। ଆମ ପୃଥିବୀ ପଞ୍ଚଭୂତାତ୍ମକ ମୂଳତତ୍ତ୍ୱ (ମାଟି, ଜଳ, ତେଜ, ବାୟୁ ଓ ଆକାଶ) ଦ୍ୱାରା…

ଜେଡ୍‌ଟିଏଫ୍‌ ଧୂମକେତୁ

ଆମ ଆକାଶରେ ନୂଆ ଆଗନ୍ତୁକ- ଜେଡ୍‌ଟିଏଫ୍‌ ଧୂମକେତୁ ଚଳିତ ବର୍ଷ ଜାନୁୟାରୀ ଓ ଫେବୃୟାରୀ ମାସରେ ଏକ ନୂତନ ଜ୍ୟୋତିଷ୍କ ଦୃଶ୍ୟମାନ ହେବାକୁ ଯାଉଛି। ଆକାଶରେ ଏହି ନୂତନ ଆଗନ୍ତୁକ ହେଉଛି ଏକ ଧୂମକେତୁ। ଏହି ଧୂମକେତୁଟି ଖାଲିଆଖିକୁ ଦେଖାଦେବ ବୋଲି…

ରାସ୍ତା ପାର୍ଶ୍ୱରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ: ପାଟି, ନାକରୁ ପ୍ରଚୁର ରକ୍ତସ୍ରାବ

ଗଞ୍ଜାମ,୧୬ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ସୋମବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ଖବର ପାଇ ଜାତୀୟ ରାଜପଥ ପାଟ୍ରୋଲିଂ ଏସ୍‌ଆଇ ନୀଳାଞ୍ଚଳ ସେଠୀ,…

ହାଇଓ୍ବା ଚାପାରେ ୫ ବର୍ଷ ଶିଶୁର ଜୀବନ ଗଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ହିଞ୍ଜିଳିକାଟୁ,୧୬ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଶିକିରି ଗ୍ରାମ ହିଞ୍ଜିଳି- ତାରାତାରିଣୀ ରୋଡ୍‌ରେ ସୋମବାର ଏକ ବାଲି ବୋଝେଇ ହାଇଓ୍ବା ଚାପାରେ ଜଣେ ୫ ବର୍ଷ ଶିଶୁର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତ ବାଳକ ଶିକିରି ଗ୍ରାମ ପ୍ରମୋଦ ଦଳାଇଙ୍କ…

ପୁଣି ଇତିହାସ ରଚିଲା ‘ଆରଆରଆର’

ରାମ ଚରଣ ଏବଂ ଜୁନିଅର ଏନଟିଆରଙ୍କ ଅଭିନୀତ ଫିଲ୍ମ ‘ଆରଆରଆର’ ପୁଣି ବିଶ୍ୱସ୍ତରରେ ଲୋକ୍ରପିୟତା ହାସଲ କରିଛି। ନିକଟରେ ଏସ ରାଜାମୌଲିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମର ‘ନାଟୁ ନାଟୁ’ ଗୀତକୁ ହଲିଉଡ୍‌ର ସମ୍ମାନଜନକ ଗୋଲଡେନ ଗ୍ଲୋବ ପୁରସ୍କାର ମିଳିଥିଲା। ଏବେ ‘ଆରଆରଆର’କୁ…

ମକା ନଡ଼ା ବ୍ୟବହାର କରି ମୂଲ୍ୟଯୁକ୍ତ ସାମଗ୍ରୀ ପ୍ରସ୍ତୁତ ଲକ୍ଷ୍ୟ

ନବରଙ୍ଗପୁର,୧୬।୧(ବି.ପ୍ର.): ନବରଙ୍ଗପୁର ଜିଲା ସାମାଜିକ ଓ ଆର୍ଥିକ ବିକାଶ କାର୍ଯ୍ୟକ୍ରମରେ ଅଧିକ ହିତାଧିକାରୀଙ୍କୁ ସାମିଲ କରିବା ଲକ୍ଷ୍ୟରେ ଖଣିଜ ଓ ବସ୍ତୁ ପ୍ରଯୁକ୍ତି ବିଜ୍ଞାନ ପ୍ରତିଷ୍ଠାନ ନିର୍ଦ୍ଦେଶକ ପ୍ରଫେସର ଶୁଦ୍ଧସ୍ବତ ବାସୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲାର ବିଭିନ୍ନ ବ୍ଲକ…

ବୈବାହିକ ବଳାତ୍କାର ମାମଲାରେ କେନ୍ଦ୍ରକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୧୬।୧ : ବୈବାହିକ ବଳାତ୍କାର ମାମଲାରେ ସୁପ୍ରିମକୋର୍ଟ କେନ୍ଦ୍ରକୁ ନୋଟିସ ଜାରି କରିଛନ୍ତି। ବୈବାହିକ ବଳାତ୍କାରକୁ ଅପରାଧ ଶ୍ରେଣୀରେ ଆଣିବା ପାଇଁ ସୁପ୍ରିମକୋର୍ଟ ଏହା ଦ୍ୱାରା ଏକ ବଡ ପଦକ୍ଷେପ ନେଇଛନ୍ତି। ବୈବାହିକ ବଳାତ୍କାରକୁ ଅପରାଧ ଶ୍ରେଣୀରେ ଆଣିବା ଉଚିତ କି…

ଅବହେଳିତ ଅବସ୍ଥାରେ ଇନ୍ଦ୍ରାବତୀ ନଦୀ ଉତ୍ପତ୍ତିସ୍ଥଳ

ତେନ୍ତୁଳିଖୁଣ୍ଟି,୧୬।୧(ଡି.ଏନ୍‌.ଏ.): ଗୋଟେ ଆମ୍ବଗଛ ପାର୍ଶ୍ୱରୁ ବହିଆସୁଛି ତିନୋଟି ଜଳଧାର। ଏହିଠାରୁ ହିଁ ଇନ୍ଦ୍ରାବତୀ ନଦୀର ଉତ୍ପତ୍ତି। ନିଜ ଆଖିରେ ନ ଦେଖିଲେ କେବେ ବି ବିଶ୍ୱାସ ହେବନି ଯେ ତିନୋଟି ସରୁ ଜଳଧାର ହିଁ ଇନ୍ଦ୍ରାବତୀ ନଦୀର ଉତ୍ପତ୍ତି ସ୍ଥଳ। ଯେଉଁ…

ଆମକୁ ଦଶମନ୍ତପୁର ବ୍ଲକରେ ମିଶାଅ: ଗ୍ରାମବାସୀ

ଦଶମନ୍ତପୁର,୧୬ା୧ ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକଠାରୁ ୩ କି.ମି. ଦୂରରେ ଥିବା ଗୁମ୍ଭାରିଗୁଡ଼ା ଗ୍ରାମ ସବୁ କ୍ଷେତ୍ରରେ ଅବହେଳିତ ହୋଇରହିଛି। ଏଠାରେ ସରକାରଙ୍କ କୌଣସି ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚତ୍ପାରୁନାହିଁ। ଅନ୍ୟପକ୍ଷରେ ଏହି ଗୁମ୍ଭାରିଗୁଡ଼ା ଗ୍ରାମ ରାୟଗଡ଼ା ଜିଲା…

ବଢ଼ିପାରେ ନଡ୍ଡାଙ୍କ କାର୍ଯ୍ୟକାଳ…

ନୂଆଦିଲ୍ଲୀ,୧୬।୧ : ଦିଲ୍ଲୀରେ ଭାଜପା ପଦାଧିକାରୀଙ୍କ ବୈଠକ ଆରମ୍ଭ ହୋଇଛି। ପାର୍ଟି ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହେଉଛି ଯେଉଁଥିରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଭାଜପା ସାଧାରଣ ମହାସଚିବ (ସଂଗଠନ) ବିଏସ ସନ୍ତୋଷ ଏବଂ ଅନ୍ୟ ନେତାମାନେ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ପିଲା ବସିବାକୁ ବେଞ୍ଚ ନାହିଁ

ବୈପାରିଗୁଡ଼ା,୧୬ା୧ (ଡିି.ଏନ୍‌.ଏ.): ହାଇସ୍କୁଲ ଛାତ୍ରୀଛାତ୍ରଙ୍କୁ ଅତ୍ୟାଧୁନିକ ଶୈଳୀରେ ଶିକ୍ଷା ଦେବା ଉଦ୍ଦେଶ୍ୟରେ ସରକାର ୫-ଟି ଯୋଜନାରେ ସ୍କୁଲଗୁଡ଼ିକୁ ସାମିଲ କରିଛନ୍ତି। ସ୍ମାର୍ଟ ଶ୍ରେଣୀକକ୍ଷ ବ୍ୟବସ୍ଥା କରାଯାଇଛି। ସେଠାରେ ପିଲାଙ୍କ ପଢ଼ିବା ପାଇଁ ସ୍ମାର୍ଟବୋର୍ଡର ବ୍ୟବସ୍ଥା ରହିଛି। ଇଣ୍ଟରନେଟ୍‌ ସଂଯୁକ୍ତ ଉକ୍ତ ସ୍ମାର୍ଟବୋର୍ଡରେ…

ନିଜ ଡୁପ୍ଲିକେଟ୍‌ଙ୍କୁ ଭେଟିଲେ ରାହୁଲ ଗାନ୍ଧୀ

ଲୁଧିଆନା,୧୬।୧: କଂଗ୍ରେସର ଭାରତ ଯୋଡୋ ଯାତ୍ରା ଏବେ ଲୁଧିଆନା ଦେଇ ଯାଉଛି। ଏହି ସମୟରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ନିଜ ପରି ଅବିକଳ ଦେଖାଯାଉଥିବା ବ୍ୟକ୍ତିଙ୍କୁ ଭେଟିଛନ୍ତି। ଏହି ବ୍ୟକ୍ତିଙ୍କ ନାମ ମହମ୍ମଦ ଫୈଜଲ ଚୌଧୁରୀ। ସେ ଜଣେ କଂଗ୍ରେସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri