ସ୍ତ୍ରୀଙ୍କୁ ମାରି ୬ ପିଲାଙ୍କ ଆଗରେ କଡ଼େଇରେ ସିଝାଇଲେ ସ୍ବାମୀ
କରାଚି,୧୬ା୧: କରାଚିର ଗୁଲଶନ-ଇ-ଇକ୍ବଲରେ ଏକ ଲୋମହର୍ଷଣକାରୀ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ତାଙ୍କ ୬ ପିଲାଙ୍କ ଆଗରେ ସ୍ତ୍ରୀଙ୍କୁ ମାରି କଡ଼େଇରେ ସିଝାଇବା ପରି ଅତ୍ୟନ୍ତ ଅମାନବିକ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଲଶନ-ଇ-ଇକ୍ବଲର ବ୍ଲକ ୪ରେ ଥିବା ଏକ ଘରୋଇ…
‘ବିଶ୍ୱ ହକିର ପ୍ରାଣକେନ୍ଦ୍ର ପାଲଟିଛି ଓଡ଼ିଶା’
ଓଡ଼ିଶାରେ କ୍ରମାଗତ ଦ୍ୱିତୀୟ ଥର ପାଇଁ ହେଉଛି ହକି ବିଶ୍ୱକପ୍। ତେଣୁ ସ୍ବାଭାବିକ ଭାବେ ଆନନ୍ଦିତ ରାଜ୍ୟର ଖେଳାଳି ଓ ସାଧାରଣ ଜନତା। ସମଗ୍ର ବିଶ୍ୱର ନଜର ଏବେ ଓଡ଼ିଶା ଉପରେ। ତେଣୁ ସମସ୍ତ ଓଡ଼ିଆଙ୍କ ପାଇଁ ଏହା ଗର୍ବର ବିଷୟ।…
ହକିକୁ ସ୍ବାଗତ କରୁଛି ସମଗ୍ର ବିଶ୍ୱ
ଭୁବନେଶ୍ୱର,୧୬ା୧(ସ୍ପୋଟର୍ସ ବ୍ୟୁରୋ): ଭୁବନେଶ୍ୱର ଓ ରାଉରକେଲାରେ ଆରମ୍ଭ ହୋଇଛି ହକି ବିଶ୍ୱକପ୍-୨୦୨୩। ବିଶ୍ୱକପ୍କୁ ନେଇ ସମଗ୍ର ଓଡ଼ିଶା ଉତ୍ସବମୁଖର। ଐତିହାସିକ କଳିଙ୍ଗ ଷ୍ଟାଡିୟମ ଓ ହକିର ଏନ୍ତୁଡ଼ିଶାଳ ରାଉରକେଲାର ବିର୍ସାମୁଣ୍ଡା ଇଣ୍ଟରନ୍ୟାଶନାଲ ହକି ଷ୍ଟାଡିୟମ ମଧ୍ୟ ପ୍ରାୟ ହାଉସ୍ଫୁଲ୍ ରହିଛି। କଳିଙ୍ଗ…
‘ଓଡ଼ିଶାରେ ହକି ଆୟୋଜନ ପ୍ରଶଂସନୀୟ’
ରାଉରକେଲା ଅଫିସ,୧୬।୧: ଓଡ଼ିଶା ବିଶ୍ୱକପ୍ ହକିକୁ ଅତି ସୁନ୍ଦର ଭାବେ ଆୟୋଜନ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମକ୍ରମେ ଆଜି ବିଶ୍ୱସ୍ତରରେ ଓଡ଼ିଶା ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଏଥିପାଇଁ ମୁଁ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଦେଉଛି ବୋଲି ରାଉରକେଲା…
୮ ବର୍ଷରୁ ହକି ଖେଳିବା ଆରମ୍ଭ କରିଥିଲେ ନିକୋଲସ୍
ରାଉରକେଲା ଅଫିସ, ୧୬।୧: ମାତ୍ର ୮ ବର୍ଷ ହୋଇଥିବା ବେଳେ ଇଂଲଣ୍ଡର ଖେଳାଳି ନିକୋଲସ ବାଣ୍ଡୁରକ ହକି ଖେଳ ଆରମ୍ଭ କରିଥିଲେ। ନିକୋଲସଙ୍କ ମା’ ଫିଲ ବାଣ୍ଡୁରକ ଜଣେ ହକି ଖେଳାଳି ହୋଇଥିବାରୁ ସେ ତାଙ୍କ ପୁଅକୁ ହକି ଖେଳିବା ପାଇଁ…
ୱେଲ୍ସ ଦଳ, ପୁଅକୁ ସମର୍ଥନ ପାଇଁ ରାଉରକେଲାରେ ମା’ବାପା
ରାଉରକେଲା ଅଫିସ,୧୬।୧: ରାଉରକେଲା ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ରବିବାର ପ୍ରଥମ ମ୍ୟାଚ୍ ସ୍ପେନ ଓ ୱେଲ୍ସ ଦଳ ମଧ୍ୟରେ ଖେଳାଯାଇଥିଲା। ୱେଲ୍ସ ଦଳ ତାର ପ୍ରଥମ ମ୍ୟାଚ୍ରେ ଇଂଲଣ୍ଡ ଠାରୁ ୫-୦ ଗୋଲରେ ପରାସ୍ତ ହୋଇଥିବା ବେଳେ ରବିବାର ଦ୍ୱିତୀୟ ମ୍ୟାଚ୍…
ଓଡ଼ିଶା ବିପକ୍ଷରେ ହିମାଚଳ ୩୦୦/୮
ସମ୍ବଲପୁର,୧୬।୧(ବ୍ୟୁରୋ): ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ୨୫ ବର୍ଷରୁ କମ୍ ସର୍ବଭାରତୀୟ କର୍ନେଲ ସି.କେ. ନାଇଡୁ ଟ୍ରଫିରେ ଓଡ଼ିଶା ଓ ହିମାଚଳ ପ୍ରଦେଶ ମଧ୍ୟରେ ମ୍ୟାଚ୍ ଆରମ୍ଭ ହୋଇଛି। ପ୍ରଥମ ଦିନରେ ହିମାଚଳ ୮୫ ଓଭର ଖେଳି ୩୦୦ ରନ୍…
ଶ୍ରଦ୍ଧାଞ୍ଜଳି ଜାତୀୟ ଚୟନକର୍ତ୍ତା
ଭୁବନେଶ୍ୱର, ୧୬।୧(କ୍ରୀଡ଼ା ପ୍ରତିନିଧି): ଭାରତୀୟ ମହିଳା ଫୁଟ୍ବଲ ଦଳର ପୂର୍ବତନ ଅଧିନାୟିକା ଓଡ଼ିଶାର ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କ ପାଇଁ ଆସିଛି ଆଉ ଏକ ଗୁରୁଦାୟିତ୍ୱ। ରାଜ୍ୟ ଏବଂ ଜାତୀୟ ସ୍ତରରେ ପୂର୍ବରୁ ଅନେକଥର କୋଚ୍, ଜଜ୍, ଚୟନକର୍ତ୍ତା ଦାୟିତ୍ୱକୁ ସଫଳତାର ସହ ତୁଲାଇଥିବା…
ମିସ୍ ୟୁନିଭର୍ସ ଆର୍’ ବୋନି ଗାବ୍ରିଏଲ
ଓ୍ବାଶିଂଟନ୍: ୨୦୨୨ ମିସ୍ ୟୁନିଭର୍ସ ଟାଇଟଲ ହାତେଇଛନ୍ତି ଆମେରିକାର ଆର୍’ ବୋନି ଗାବ୍ରିଏଲ। ୟୁଏସ୍ ନ୍ୟୁଓର୍ଲିନ୍ସରେ ଜାନୁୟାରୀ ୧୫ରେ ଆୟୋଜିତ ମିସ୍ ୟୁନିଭର୍ସ ଫାଇନାଲ କାର୍ଯ୍ୟକ୍ରମରେ ପୂର୍ବତନ ମିସ୍ ୟୁନିଭର୍ସ ହରନାଜ ସନ୍ଧୁ ଗାବ୍ରିଏଲଙ୍କୁ ବିଜୟ ମୁକୁଟ ପିନ୍ଧାଇଥିଲେ। ଗାବ୍ରିଏଲ (୨୮)…
ଟାଟା ପାୱାରର ହାଇ-ଟେକ୍ ଇ ଜେଡ୍ ଚାର୍ଜିଂ ସମାଧାନ
ନୂଆଦିଲ୍ଲୀ,୧୬।୧: ଚଳିତ ବର୍ଷ ଗ୍ରେଟର ନୋଏଡାଠାରେ ଆୟୋଜିତ ଅଟୋ ଏକ୍ସପୋ ୨୦୨୩ରେ ଟାଟା ପାୱାରର ହାଇ-ଟେକ୍ ଇ ଜେଡ୍ ଚାର୍ଜିଂ ସମାଧାନକୁ ପ୍ରଦର୍ଶିତ କରାଯାଇଛି। ବିଶେଷକରି ପରିଦର୍ଶନକାରୀମାନଙ୍କୁ କମ୍ପାନୀ ପକ୍ଷରୁ ସହଜରେ ବ୍ୟବହାର ହୋଇପାରୁଥିବା ଇ ଜେଡ୍ ଚାର୍ଜର ମଧ୍ୟ ପ୍ରଦାନ…
ଆଇସିଏଆଇ ଭୁବନେଶ୍ୱର ଚାପ୍ଟରର ନୂତନ ଅଧ୍ୟକ୍ଷ ହେଲେ ଆଶୁତୋଷ
ଭୁବନେଶ୍ୱର,୧୬।୧: ଦି ଇନ୍ଷ୍ଟିଚ୍ୟୁଟ୍ ଅଫ୍ କଷ୍ଟ୍ ଆକାଉଣ୍ଟ୍ସ ଅଫ୍ ଇଣ୍ଡିଆ(ଆଇସିଏଆଇ)ର ଭୁବନେଶ୍ୱର ଚାପ୍ଟରର ନୂତନ କାର୍ଯ୍ୟାଳୟ ପାଇଁ ପଦାଧିକାରୀଙ୍କ ନାମ ଘୋଷଣା ହୋଇଛି। ଚାପ୍ଟରର ଅଧ୍ୟକ୍ଷ ଭାବେ ସିଏମ୍ଏ ଆଶୁତୋଷ ଦେବତା ମନୋନୀତ ହୋଇଥିବା ବେଳେ ଉପାଧ୍ୟକ୍ଷ ତଥା କୋଷାଧ୍ୟକ୍ଷ ଭାବେ…
ମେଳାରୁ ୨୦ କୋଟି କାରବାରର ଲକ୍ଷ୍ୟ
ଭୁବନେଶ୍ୱର,୧୬।୧: ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ସହଯୋଗୀ ସଂସ୍ଥା ଓର୍ମାସ ପକ୍ଷରୁ ଏକ ୧୭ଦିନିଆ ଜାତୀୟସ୍ତରୀୟ ପ୍ରଦର୍ଶନୀ ‘ଶିଶିର ସରସ-୨୦୨୩’ର ଆୟୋଜନ କରାଯାଇଛି। ଏପରିକି ଚଳିତ ବର୍ଷ ଜାନୁୟାରୀ ୧୩ରୁ ୨୯ ତାରିଖ…
Archives


