ଦେଶରେ ୨୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୯।୧୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୪୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି। ନୂତନ ମାମଲା ଆସିବା…
ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଯୋଧପୁର,୯।୧୨: ରାଜସ୍ଥାନର ଯୋଧପୁରର ଚଳିତ ବର୍ଷ ସବୁଠାରୁ ବଡ଼ ସିଲିଣ୍ଡର ବିସ୍ଫୋରଣର ହୃଦୟ ବିଦାରକ ଘଟଣା ଗୁରୁବାର ଶେରଗଡର ଭୁଙ୍ଗରା ଗ୍ରାମରେ ଏକ ବିବାହ ଉତ୍ସବରେ ଘଟିଛି। ଏହି ଦୁର୍ଘଟଣା ଯୋଗୁ ୬୦ ଜଣ ନିଆଁ କବଳକୁ ଆସିଯାଇଥିଲେ। ସେମାନଙ୍କ ମଧ୍ୟରୁ…
ଅମଳ ନ ସରୁଣୁ ଧାନ ଅଭାବୀ ବିକ୍ରି, ୨ ଗାଡ଼ି ଅଟକ
ଚାନ୍ଦବାଲି,୯ା୧୨(ଡି.ଏନ୍.ଏ.): ଚାଷୀମାନଙ୍କଠାରୁ ସରକାରୀ ଧାର୍ଯ୍ୟ ଦର କ୍ୱିଣ୍ଟାଲ ପ୍ରତି ୨୦୪୦ଟଙ୍କା ଦରରେ ଧାନ କ୍ରୟ ନିମନ୍ତେ ସମବାୟ ସମିତି ଓ ମହିଳା ମଣ୍ଡଳଗୁଡ଼ିକ ମାଧ୍ୟମରେ ଚାଷୀମାନଙ୍କୁ ଅନ୍ଲାଇନ ପଞ୍ଜୀକରଣ କରାଯାଇଛି। ଧାନ ଅମଳ ଆରମ୍ଭ ହେବା ମାତ୍ରେ ଭଦ୍ରକ ଜିଲା ଚାନ୍ଦବାଲିର…
କଳସ ପୂଜା କଲେ ଅମିର
ବଲିଉଡ୍ର ମିଷ୍ଟର ପଫେକ୍ଟନିଷ୍ଟ ଅମିର ଖାନ୍ ‘ଲାଲ ସିଂ ଚଢା’ ଫ୍ଲପ୍ ହେବା ପରେ ଫିଲ୍ମରୁ କିଛି ଦିନ ବିରତି ନେଇଛନ୍ତି। ନିକଟରେ ସେ ପୂର୍ବତନ ସ୍ତ୍ରୀ କୀରଣ ରାଓଙ୍କ ସହ କଳସ ପୂଜା କରୁଥିବା ନଜର ଆସିଥିଲେ। ‘ଲାଲ ସିଂ…
କ୍ୱାକ୍ଙ୍କ ହାତରେ ରୋଗୀସେବା
ନୟାଗଡ଼ ଅଫିସ,୯।୧୨: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଅପାଠୁଆ ଡାକ୍ତର, ନକଲି ଡାକ୍ତର ତଥା କ୍ୱାକ୍ଙ୍କ ଚାହିଦା ବଢ଼ି ଚାଲିଛି । ଘରକୁ ଘର ବୁଲି ରୋଗୀମାନଙ୍କୁ ଯୋଗାଇ ଚାଲିଛନ୍ତି ସ୍ବାସ୍ଥ୍ୟସେବା । ପୁଣି ଟଙ୍କା ନ ଥିଲେ ବାକିରେ ଔଷଧ,…
ରେଖାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି
ବଲିଉଡ ଅଭିନେତ୍ରୀ ରେଖାଙ୍କ ଅଭିନୟ ଆଜି ବି ଦର୍ଶକଙ୍କୁ ମତୁଆଲା କରେ। କେବଳ ଅଭିନୟ ନୁହେଁ, ତାଙ୍କ ସୌନ୍ଦର୍ଯ୍ୟକୁ ନେଇ ସର୍ବଦା ଚର୍ଚ୍ଚା ହୋଇଥାଏ। ରେଖା ବହୁତ କମ ଫିଲ୍ମରେ ଅଭିନୟ କରନ୍ତି। ସେ ଦାମୀ କାରରେ ବୁଲନ୍ତି ଏବଂ ବିଳାସପୂର୍ଣ୍ଣ…
୧୬ରୁ ବାଘୁଆ ଜଳଭଣ୍ଡାରରୁ ଛଡ଼ାଯିବ ପାଣି
ବୁଗୁଡା,୯ା୧୨(ଡି.ଏନ.ଏ.): ବୁଗୁଡାସ୍ଥିତ ବାଘୁଆ ଜଳସେଚନ କାର୍ଯ୍ୟାଳୟରେ ରବି ଚାଷ ପାଇଁ ଚାଷୀମାନଙ୍କ କ୍ଷେତରେ ଜଳଯୋଗାଣ ନିମନ୍ତେ ବୁଧବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବାଘୁଆ ଜଳସେଚନ ସହ ନିର୍ବାହୀ ଯନ୍ତ୍ରୀ କୃଷ୍ଣଚନ୍ଦ୍ର ପାଳ ସଭାପତିତ୍ୱ କରିଥିଲେ। ନିର୍ବାହୀ ଯନ୍ତ୍ରୀ ବୈଠକରେ…
୧୧ କେଭି ବିଦ୍ୟୁତ୍ ତାରକୁ ନେଇ ଉତ୍ତେଜନା
ଛେଣ୍ତିପଦା,୯ା୧୨ (ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ସନ୍ତରାବନ୍ଧ ଗ୍ରାମରେ ଛିଣ୍ଡିପଡ଼ିଥିବା ୧୧ କେଭି ବିଦ୍ୟୁତ୍ ତାରକୁ ନେଇ ୨ ଦିନ ହେଲା ଉତ୍ତେଜନା ଦେଖାଦେଇଛି। ଘର ଉପରେ ଯାଇଥିବା ଏହି ହାଇଭୋଲଟେଜ ତାର ଅନ୍ୟତ୍ର ସ୍ଥାନାନ୍ତର ଦାବିରେ ଗ୍ରାମବାସୀ ଅଡ଼ି…
ଆଶା ବାନ୍ଧିଛି ଅନ୍ତୁଡ଼ିଶାଳ
ଅନୁଗୋଳ ଅଫିସ,୯ା୧୨: ଶେଷହେଲା ଶୃଙ୍ଖଳା ଶିକ୍ଷା। ପଢ଼ାଗଲା ଜନସାଧାରଣଙ୍କ ସହ ସମ୍ପର୍କ ରକ୍ଷାର ପାଠ। ଦିଆଗଲା ଶାରୀରିକ ଭାଷା, ଡ୍ରିଲ୍, ବନ୍ଧୁକ ଚାଳନା ଓ ଆଣ୍ଟି ନକ୍ସଲ ଟ୍ରେନିଂ। ଦୀର୍ଘ ଦେଢ଼ବର୍ଷର ତାଲିମ ପରେ ଏବେ କର୍ମକ୍ଷେତ୍ରକୁ ଓହ୍ଲାଇବେ ୧୨୬ ପୋଲିସ…
ଟିଏମସିରେ ଯୋଗ ନ ଦେବାରୁ ଛାତ୍ରଙ୍କୁ ରାଗିଂ
କୋଲକତା,୯।୧୨: କୋଲକାତାର ଆଇନ ମହାବିଦ୍ୟାଳୟରେ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଏଠାରେ ଅଧ୍ୟୟନ କରୁଥିବା ପ୍ରଥମ ବର୍ଷର ଛାତ୍ର ତୃଣମୂଳ କଂଗ୍ରେସ ଛାତ୍ର ପରିଷଦ (ଟିଏମସିପି)ରେ ଯୋଗ ନ ଦେବାରୁ ତାଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। କଲେଜ ମ୍ୟାନେଜମେଣ୍ଟକୁ…
ଜୁଆଙ୍ଗଙ୍କ ବିକାଶ ପାଇଁ ଯୋଜନା
ଢେଙ୍କାନାଳ ଅଫିସ,୯।୧୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକର ଜୁଆଙ୍ଗ ବହୁଳ ଦୁର୍ଗମ ପୁଟିପାଳ ଅଞ୍ଚଳର ସର୍ବାଙ୍ଗୀନ ବିକାଶ ପାଇଁ ଅଣ୍ଟା ଭିଡ଼ିଛି ପ୍ରଶାସନ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗୁରୁବାର ଜିଲାପାଳ ସରୋଜ କୁମାର ସେଠୀଙ୍କ ସମେତ ଜିଲା ଓ ବ୍ଲକ…
ବିଏସ୍ଏଫ୍ ଯବାନଙ୍କୁ ଭାରତକୁ ହସ୍ତାନ୍ତର କଲା ପାକିସ୍ତାନ
ଇସ୍ଲାମାବାଦ୍,୯।୧୨: ଅନ୍ତର୍ଜାତୀୟ ସୀମା ଅତିକ୍ରମ କରି ପଞ୍ଜାବ ସେକ୍ଟରରୁ ଭୁଲରେ ପାକିସ୍ତାନକୁ ପଳାଇଥିବା ବିଏସ୍ଏଫ୍ ଯବାନଙ୍କୁ ଭାରତକୁ ହସ୍ତାନ୍ତର କରିଛି ଇସ୍ଲାମାବାଦ। ବୁଧବାର ପାକିସ୍ତାନ ରେଞ୍ଜର୍ସ ଉକ୍ତ ଯବାନଙ୍କୁ କାବୁ କରିିନେଇଥିଲେ। କେବଳ ସେତିକି ନୁହେଁ, ଉକ୍ତ ଯବାନଙ୍କୁ ପାକିସ୍ତାନ ଦୀର୍ଘ…
Archives


