Home

ଜିତୁ ମୁଣ୍ଡାଙ୍କୁ ମାସକର ଦରମା ଦେବେ ରାଜସ୍ଥାନ ଭାଜପା ମନ୍ତ୍ରୀ: କହୁ କହୁ କହିଦେଲେ ଏମିତି କଥା

ଜୟପୁର,୩୦ା୪ (ପି.ଟି.):କେନ୍ଦୁଝର ଜିଲାରେ ଜମା ଟଙ୍କା ପାଇବା ପାଇଁ ବ୍ୟାଙ୍କକୁ ଜଣେ ଆଦିବାସୀ ବ୍ୟକ୍ତି ଭଉଣୀଙ୍କ କଙ୍କାଳ ବୋହି ଆଣିବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ରାଜସ୍ଥାନର କୃଷିମନ୍ତ୍ରୀ କିରୋଡି ଲାଲ ମୀନା। ଏହି ଅଭାବନୀୟ ଘଟଣାକୁ ସଭ୍ୟ…

ଦିନରେ ଗୁଳୁଗୁଳି, ଅପରାହ୍ନରେ ଝଡ଼ବର୍ଷା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୩୦ା୪(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୬ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ ଅପରାହ୍ନରେ ଝଡ଼ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା…

ଡାଇନୋସର ଯୁଗରୁ ଚାଲିଛି ‘ମେ-ଫ୍ଲାଇ’ର ନୃତ୍ୟ: ରହସ୍ୟ ଉନ୍ମୋଚନକଲେ ଗବେଷକ

ଲଣ୍ଡନ, ୩୦ା୪:ପୃଥିବୀରେ ଡାଇନୋସରଙ୍କ ଆଗମନର ବହୁ କୋଟି ବର୍ଷ ପୂର୍ବର ପୁରୁଣା ହେଉଛି କ୍ଷୁଦ୍ର ପତଙ୍ଗ ‘ମେ-ଫ୍ଲାଇ’। ଏହି ପତଙ୍ଗର ବିଚିତ୍ର ଉଡ଼ାଣ ଶୈଳୀ ବା ‘ନୃତ୍ୟ’ ଦୀର୍ଘ ଦିନ ଧରି ଗବେଷକମାନଙ୍କ ପାଇଁ ଏକ ରହସ୍ୟ ହୋଇ ରହିଥିଲା। ସମ୍ପ୍ରତି…

ଧାନବିକ୍ରି ନ ହେବା ଘଟଣାରେ ଉଚ୍ଚ ନ୍ୟାୟାଳୟର ବଡ଼ ରାୟ: ଯାଞ୍ଚ କରି ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ଦେଖାଦେଇଥିବା ସମସ୍ୟାର ସମାଧାନ ପାଇଁ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୫-୨୬ ବର୍ଷର ଖରିଫ ଧାନ ସଂଗ୍ରହ ପାଇଁ ପଞ୍ଜିକୃତ ଚାଷୀଙ୍କୁ ଟୋକନ ପ୍ରଦାନ ସମ୍ପର୍କିତ ଏକ ମାମଲାର…

୨୦୩୦ ସୁଦ୍ଧା ଚନ୍ଦ୍ରରେ ବସତି ସ୍ଥାପନ ପ୍ରସ୍ତୁତି: ଫୁଲି ପାରୁଥିବା ଘରେ ରହିବେ ମହାକାଶଚାରୀ

ୱାଶିଂଟନ/ସିଙ୍ଗାପୁର, ୩୦ା୪:ଚନ୍ଦ୍ର ପୃଷ୍ଠରେ ମଣିଷ ରହିବା ଏବେ ଆଉ କେବଳ କଳ୍ପନା ହୋଇ ରହିନାହିଁ। ଆସନ୍ତା ୨୦୩୦ ସୁଦ୍ଧା ଚନ୍ଦ୍ରରେ ଏକ ସ୍ଥାୟୀ ମାନବ ବସତି ସ୍ଥାପନ ପାଇଁ ମହାକାଶ ବୈଜ୍ଞାନିକମାନେ ଏକ ବ୍ଲୁ-ପ୍ରିଣ୍ଟ୍‌ ପ୍ରସ୍ତୁତ କରିଛନ୍ତି। ଭଏଜର୍‌ ସ୍ପେସ୍‌ର ଚେୟାରମ୍ୟାନ…

ଆମେରିକା ପାସ୍‌ପୋର୍ଟରେ ଟ୍ରମ୍ପ୍‌ଙ୍କ ଫଟୋ: ବଢୁଛି ଚର୍ଚ୍ଚା

ୱାଶିଂଟନ୍‌, ୩୦ା୪:ଆମେରିକା ପାସ୍‌ପାର୍ଟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଫଟୋ ଦେଖିବାକୁ ମିଳିବ ବୋଲି ମଙ୍ଗଳବାର ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି। ସରକାରୀ ଅନୁଷ୍ଠାନଗୁଡ଼ିକ ଉପରେ ନିଜର ବ୍ୟକ୍ତିଗତ ପରିଚୟ ଲଦିବା ପ୍ରୟାସରେ ଏହା ଟ୍ରମ୍ପଙ୍କ ଆଉ ଏକ ବଡ଼ ପଦକ୍ଷେପ ବୋଲି…

ଆଜି ବିଧାନସଭାର ସ୍ବତନ୍ତ୍ର ଅଧିବେଶନ: ମହିଳା ପ୍ରସଙ୍ଗରେ…

ଭୁବନେଶ୍ୱର,୩୦ା୪(ରବିନାରାୟଣ ଜେନା):ବିଧାନସଭାର ଦିନିକିଆ ସ୍ବତନ୍ତ୍ର ଅଧିବେଶନ ଗୁରୁବାର ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ବିଧାନସଭାକୁ ରଖାଯାଇଛି। ଏହାସହିତ ଲୋୟର ପିଏମ୍‌ଜିରେ ୧୪୪ ଧାରା ଜାରି…

ମହିଳା ସିଆରସିସିଙ୍କ ଏତଲା ପରେ ବଢ଼ିଲା ଅଡୁଆ: ଥାନାରେ ଶିକ୍ଷା ବିଭାଗର ୨ ଅଧିକାରୀ

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନାରେ ଜିଲା ଶିକ୍ଷା ବିଭାଗରେ କାର୍ଯ୍ୟରତ ୩ ଅଧିକାରୀ ଏବଂ କର୍ମଚାରୀଙ୍କ ଉପସ୍ଥିତି ବୁଧବାର ଚର୍ଚ୍ଚାର ବିଷୟ ହୋଇଛି। ସେମାନଙ୍କ ମଧ୍ୟରେ ୨ ପଦସ୍ଥ ଅଧିକାରୀ ଏବଂ ଅନ୍ୟ ଜଣେ କର୍ମଚାରୀ ରହିଥିବା ସୂଚନା ମିଳିଛି।…

କାଳବୈଶାଖୀର ତାଣ୍ଡବ: କେଉଁଠି ଘର ଭାଙ୍ଗିଲା ତ ଆଉ କେଉଁଠି…

ମୋହନା,୨୯ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ବିଭିନ୍ନ ଅଞ୍ଚଳରେ ପବନ ଘଡ଼ଘଡ଼ି ସହ କୁଆପଥର ଏବଂ ପ୍ରବଳ ବର୍ଷା ହୋଇଛି। ଫଳରେ ଲୋକେ ତାତିରୁ ସାମାନ୍ୟ ଆଶ୍ୱସ୍ତି ଅନୁଭବ କରିଛନ୍ତି। ଗଜପତି ଜିଲା ମୋହନା ସମେତ ଅଡ଼ବା,…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ଓପିଟିସିଏଲ୍‌ କର୍ମଚାରୀ ଗୁରୁତର

ଦେବଗଡ଼,୨୯ା୪(ଶଶାଙ୍କ ଶେଖର ଝାଙ୍କର): ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଜଣ ଓପିଟିସିଏଲ ଆଉଟସୋର୍ସିଂ କର୍ମଚାରୀ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ଥାନା ଆମ୍ବକଟାସ୍ଥିତ ୨୨୦/୩୩ କେଭି ଗ୍ରୀଡ୍‌ ସବ୍‌ଷ୍ଟେଶନରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର…

କିପରି ହେଲା ମୁନା ମୁଣ୍ଡାଙ୍କ ମୃତ୍ୟୁ, ହଠାତ୍ ଅସୁସ୍ଥ ହେବା ପରେ….

ଦେବଗଡ,୨୯ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅନ୍ତର୍ଗତ କଳାମାଟି ଗ୍ରାମର ଜଣେ ଯୁବକଙ୍କର ସନ୍ଦେହ ଜନକ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ କଳାମାଟି ଗ୍ରାମର ତପନ ମୁଣ୍ଡାଙ୍କ ପୁଅ ମୁନା ମୁଣ୍ଡା (୨୧) ବୋଲି ଜଣାପଡିଛି । ସୂଚନା…

କୋକସରାରେ ମୃଦୁ ଭୂମିକମ୍ପ, ଛାନିଆ ଲୋକେ

କୋକସରା,୨୯ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବୁଧବାର ସନ୍ଧ୍ୟା ୭ଟା ୪୨ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି । କିଛି ସେକେଣ୍ଡ ପାଇଁ ଥରିଥିଲା ମାଟି । ଫଳରେ ଅଞ୍ଚଳର ଲୋକେ ଆତଙ୍କିତ ହୋଇ ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?