ଆଇଓବି ପକ୍ଷରୁ ବିଶ୍ୱ ହିନ୍ଦୀ ଦିବସ
ଭୁବନେଶ୍ୱର,୧୪।୧: ଇଣ୍ଡିଆନ୍ ଓଭରସିଜ୍ ବ୍ୟାଙ୍କ (ଆଇଓବି)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ବିଶ୍ୱ ହିନ୍ଦୀ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ମୁଖ୍ୟ କ୍ଷେତ୍ରୀୟ ପ୍ରବନ୍ଧକ ଗୌରବ ଭରଦ୍ୱାଜ ଓ ସହାୟକ ମହା ପ୍ରବନ୍ଧକ ଶଶିକାନ୍ତ ଭାରତୀଙ୍କ ମିଳିତ ନେତୃତ୍ୱରେ…
ହ୍ରାସ ପାଉଛି ବୈଦେଶିକ ମୁଦ୍ରାଭଣ୍ଡାର
ନୂଆଦିଲ୍ଲୀ,୧୪।୧: ଜାତୀୟ ଓ ଅନ୍ତର୍ଜାତୀୟ ଭୌଗୋଳିକ ସମସ୍ୟା ସାଙ୍ଗକୁ ନୂଆ କୋଭିଡ୍ ସଂକ୍ରମଣର ଭୟ ଉଭୟ ବଜାର ବ୍ୟବସ୍ଥା ଓ ଅର୍ଥନୀତି ଉପରେ ପ୍ରଭାବ ପକାଇଛି। ଫଳରେ କ୍ରମାଗତ ଭାବେ ବୈଦେଶିକ ମୁଦ୍ରାଭଣ୍ଡାର ହ୍ରାସ ପାଉଛି। ଏପରିକି ଚଳିତ ବର୍ଷ ଜାନୁୟାରୀ…
ଚାଉଳର ପୂରା ଖର୍ଚ୍ଚ କେନ୍ଦ୍ର ବହନ କରିବା ଐତିହାସିକ ନିଷ୍ପତ୍ତି: ସମୀର
ଭୁବନେଶ୍ବର,୧୪।୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୮୦ କୋଟି ଲୋକଙ୍କୁ ଏଣିକି ସମ୍ପୂର୍ଣ୍ଣ ମାଗଣାରେ ଚାଉଳ ଓ ଗହମ ଯୋଗାଇଦେବାକୁ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଓଡ଼ିଶାର ୩ କୋଟି ୨୫ ଲକ୍ଷ ଲୋକ ଉପକୃତ ହେବା…
ପାଇଲଟ୍ଙ୍କ ଏକାକୀ ପ୍ରଚାର ଯୋଜନା: ଚିନ୍ତାରେ କଂଗ୍ରେସ
ଜୟପୁର,୧୪।୧: ରାଜସ୍ଥାନ ବିଧାନସଭା ନିର୍ବାଚନକୁ ଆଉ ପ୍ରାୟ ୧୦ ମାସ ବାକି ରହିଥିବାବେଳେ ବରିଷ୍ଠ ନେତା ସଚିନ ପାଇଲଟ୍ ଏକାକୀ ସାରା ରାଜ୍ୟରେ ର଼୍ୟାଲି କରିବା ଲାଗି ଯୋଜନା ପ୍ରସ୍ତୁତ କରିଛନ୍ତି। ଫଳରେ ରାଜ୍ୟ କଂଗ୍ରେସରେ ପୁଣି ଥରେ ବିବାଦ ଆରମ୍ଭ…
ସୋଲେଦାର ସହର ଦଖଲକଲା ରୁଷିଆ
କିଭ୍,୧୪।୧: ୟୁକ୍ରେନ୍ର ପୂର୍ବଭାଗରେ ଥିବା ସୋଲେଦାର ସହରକୁ ରୁଷୀୟ ସୈନ୍ୟମାନେ ଦଖଲ କରିଥିବା ଶୁକ୍ରବାର ଏହାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେଠାରେ ଦୀର୍ଘଦିନ ହେବ ରୁଷିଆ ଓ ୟୁକ୍ରେନ୍ ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଲାଗିରହିଥିଲା। ଡୋନେସ୍କ ପ୍ରଦେଶର ସୋଲେଦାର…
ଆଦିଯୋଗୀ ମୂର୍ତ୍ତି ଉନ୍ମୋଚନକୁ ଅନୁମତି
ବେଙ୍ଗାଲୁରୁ,୧୪।୧: ବିବାଦ ମଧ୍ୟରେ ତାମିଲନାଡ଼ୁର ଚିକ୍କାବଲ୍ଲପୁର ଜିଲା ଇଶା ଯୋଗ କେନ୍ଦ୍ରର ଆଦିଯୋଗୀ ମୂର୍ତ୍ତି ଉନ୍ମୋଚନ ଲାଗି କର୍ନାଟକ ହାଇକୋର୍ଟ ଶୁକ୍ରବାର ଅନୁମତି ପ୍ରଦାନ କରିଛନ୍ତି। ଆସନ୍ତା ରବିବାର ୧୧୨ ଫୁଟ୍ ଉଚ୍ଚତା ବିଶିଷ୍ଟ ଏହି ମୂର୍ତ୍ତିକୁ ଉନ୍ମୋଚନ କରାଯିବ। ତେବେ…
ରାଜୌରୀ ଆତଙ୍କବାଦୀ ଆକ୍ରମଣର ତଦନ୍ତ କରିବ ଏନ୍ଆଇଏ
ଜମ୍ମୁ,୧୪।୧(ପି.ଟି.): ଜମ୍ମୁ-କଶ୍ମୀରର ରାଜୌରୀରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ତଦନ୍ତ ଦାୟିତ୍ୱ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ)କୁ ଦିଆଯାଇଥିବା ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା କହିଛନ୍ତି। ଗତ ଦେଢ଼ବର୍ଷ ମଧ୍ୟରେ ଜମ୍ମୁରେ ଯେତେ ଆତଙ୍କବାଦୀ ଆକ୍ରମଣ ଘଟିଛି, ସେଗୁଡ଼ିକର ତଦନ୍ତ ମଧ୍ୟ…
ଦୁର୍ଘଟଣାରେ ୧୦ ଶିରିଡ଼ି ତୀର୍ଥଯାତ୍ରୀଙ୍କ ମୃତ୍ୟୁ
ନାସିକ/ନୂଆଦିଲ୍ଲୀ,୧୪।୧: ମହାରାଷ୍ଟ୍ରର ଶିରିଡ଼ି ସାଇବାବା ମନ୍ଦିର ଯାଉଥିବା ତୀର୍ଥଯାତ୍ରୀମାନଙ୍କ ବସ୍ ଶୁକ୍ରବାର ସକାଳେ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୨୪ ଜଣ ଆହତ ହୋଇଛନ୍ତି। ନାସିକ ଜିଲାର ପାଥର୍ଡେ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ…
ଶୁଣାଣିରୁ ଓହରିଲେ ୨ ବିଚାରପତି
ନୂଆଦିଲ୍ଲୀ,୧୪।୧: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଜଷ୍ଟିସ୍ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଥିଲେ। ଉକ୍ତ ରାୟର ପୁନର୍ବିଚାର ଲାଗି ହୋଇଥିବା ଆବେଦନର ଶୁଣାଣିରୁ ହାଇକୋର୍ଟ ମୁଖ୍ୟ ବିଚାରପତି ସତୀଶ…
ପ୍ରତ୍ୟର୍ପଣ ବିଳମ୍ବ ଲାଗି ଆଣ୍ଟିଗୁଆ ବିଚାରପତିଙ୍କୁ ଲାଞ୍ଚ ଦେଇଛନ୍ତି ଚୋକ୍ସି
ସେଣ୍ଟ ଜନ୍ସ,୧୪।୧: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସି ଆଣ୍ଟିଗୁଆରେ ନିଜର ସୁରକ୍ଷା ପାଇଁ ପୋଲିସ ଓ ବିଚାରପତିଙ୍କୁ ଲାଞ୍ଚ ଦେଇଥିବା ତଦନ୍ତରୁ ଜଣାପଡ଼ିଛି। ଜଣାଶୁଣା ଆର୍ଥତ୍କ ଅପରାଧ ତଦନ୍ତକାରୀ କେନିଥ୍ ରିଜୋକ୍ ଏହି ତଦନ୍ତ କରିଥିଲେ। ଚୋକ୍ସିଙ୍କୁ ଭାରତ ପ୍ରତ୍ୟର୍ପଣ…
ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ସମ୍ଭବ
ନୂଆଦିଲ୍ଲୀ,୧୪ ।୧: ଚଳିତ ମାସ ଶେଷ ସପ୍ତାହରେ ଆରମ୍ଭ ହେବାକୁ ଥିବା ସଂସଦର ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ । ଏହି ସମ୍ପ୍ରାରଣକୁ ନେଇ ବିଚାର ବିମର୍ଶ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ…
ପାକିସ୍ତାନର ପେଶାୱରରେ ପୋଲିସ ଟିମ ଉପରେ ଆତଙ୍କବାଦୀ ଆକ୍ରମଣ, ଡିଏସପି ସମେତ ୩ ପୋଲିସ ମୃତ
ପେଶାୱର,୧୪ ।୧: ପାକିସ୍ତାନରେ ପୁଣିଥରେ ଆତଙ୍କବାଦୀମାନେ ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି । ପାକିସ୍ତାନର ପେଶାୱରରେ ଆତଙ୍କବାଦୀମାନେ ପୋଲିସ ଉପରେ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ଡିଏସପି ସମେତ ୩ ପୋଲିସକର୍ମୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା…
Archives


