Home

ଜଣେ ଲେଖାଏ ଶିକ୍ଷକରେ ଚାଲିଛି ୫ ସ୍କୁଲ

ଆଠମଲ୍ଲିକ, ୧୧ା୨ (ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକରେ ଥିବା ମୋଟ ୧୧୪ ସ୍କୁଲ ମଧ୍ୟରୁ ୫ଟିରେ ଜଣେ ଲେଖାଏ ଶିକ୍ଷକ ଅଛନ୍ତି। ଫଳରେ ଏସବୁ ବିଦ୍ୟାଳୟରେ ପାଠପଢ଼ା ବାଧାପ୍ରାପ୍ତ ହେଉଥିବାରୁ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।ସୂଚନା ଅନୁଯାୟୀ, ରାଉତପଡା ପ୍ରାଥମିକ…

ବିଭିନ୍ନ ଯୋଜନାର ସମୀକ୍ଷା କଲେ ଷ୍ଟାଣ୍ଡିଂ କମିଟି

ପାରଳାଖେମୁଣ୍ଡି, ୧୧ା୨(ଡି.ଏନ୍‌.ଏ): ବିଭାଗୀୟ ଅନୁବନ୍ଧିତ ଷ୍ଟାଣ୍ଡିଂ କମିଟି ସବ କମିଟି ଶୁକ୍ରବାର ଗଜପତି ଜିଲା ଗସ୍ତରେ ଆସି ସହ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ଖାଦ୍ୟ ଯୋଗାଣ, ସମବାୟ ଏବଂ ହସ୍ତତନ୍ତ୍ର ଓ ବୟନ ଶିଳ୍ପ ବିଭାଗର ବିଭିନ୍ନ ଯୋଜନାର କାର୍ଯ୍ୟକାରିତା…

ଚାଉଳ ରାଜନୀତି: ୧୫ରେ ଆନ୍ଦୋଳନ କରିବ ବିଜେଡି

ଭଞ୍ଜନଗର,୧୧ା୨(ଡି.ଏନ.ଏ): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଗତ ଡିସେମ୍ବର ମାସରୁ ବନ୍ଦ ହୋଇଯାଇଛି । ଏହାଦ୍ୱାରା ଭଞ୍ଜନଗର ଉପଖଣ୍ଡର ୮ଟି ବ୍ଲକ ଏବଂ ୫ଟି ଏନ୍‌ଏସିର ପ୍ରାୟ ୯ ଲକ୍ଷ ହିତାଧିକାରୀ ପ୍ରଭାବିତ ହୋଇଛନ୍ତି । ଯାହାକୁ ନେଇ ଭଞ୍ଜନଗର…

ମହାଗୁଡ଼ାରେ ୧୦ ବଖରା ଜଳିଗଲା

ଭଞ୍ଜନଗର,୧୧ା୨(ଡି.ଏନ.ଏ): ଭଞ୍ଜନଗର ତହସିଲ ଅନ୍ତର୍ଗତ ସାନକୋଦଣ୍ଡା ପଞ୍ଚାୟତ ମହାଗୁଡ଼ାରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୬ ପରିବାରର ୬ବଖରା ଏବଂ ୪ ଗୁହାଳ ଜଳିଯାଇଛି । ଏଥିସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତିି ପୋଡ଼ି ପାଉଁଶ ହୋଇଯାଇଛି। ଭଞ୍ଜନଗର ଅଗ୍ନିଶମ ଏବଂ ଜରୁରୀକାଳୀନ…

ଏୟାରଷ୍ଟ୍ରିପ୍‌ ସମ୍ପ୍ରସାରଣ ତଦାରଖ କଲେ ଜିଲାପାଳ

ଗୋପାଳପୁର,୧୧ା୨(ଡି.ଏନ.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ନିକଟରେ ଥିବା ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରୁ ବିମାନ ଚଳାଚଳ ପାଇଁ ଦୀର୍ଘ ବର୍ଷ ଧରି ଦାବି ହୋଇଆସୁଥିଲା। ଏନେଇ ଶୁକ୍ରବାର ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ବିଭୀଗୀୟ କର୍ତ୍ତୃପକ୍ଷଙ୍କ ସହ ଏୟାରଷ୍ଟ୍ରିପ ସମ୍ପ୍ରସାରଣ କାର୍ଯ୍ୟ ତଦାରଖ କରିଛନ୍ତି। ବର୍ତ୍ତମାନ…

ଖଦି ପିନ୍ଧିଲେ ବିଶ୍ୱବିଦ୍ୟାଳୟ କର୍ମକର୍ତ୍ତା

ବ୍ରହ୍ମପୁର ଅଫିସ,୧୧ା୨: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ସମସ୍ତ କର୍ମକର୍ତ୍ତା (ଶିକ୍ଷକ ଓ ଅଣଶିକ୍ଷକ) ଖଦି ବସ୍ତ୍ର ପରିଧାନ କରି ପ୍ରଶାସନିକ କୋଠା ସମ୍ମୁଖରେ ଏକତ୍ରିତ ହୋଇଥିଲେ। ସପ୍ତାହର ଗୋଟିଏ ଦିନ (ପ୍ରତି ଶୁକ୍ରବାର) ସମସ୍ତ କର୍ମକର୍ତ୍ତା ଖଦି ବସ୍ତ୍ର ପିନ୍ଧିବାକୁ ଗତ…

ଛାତ୍ରୀ ଅପହରଣ, ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୧ା୨: ସ୍ବତନ୍ତ୍ର ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ଗଣେଶ୍ୱର ପତି ଶୁକ୍ରବାର ଏକ ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଉପଯୁକ୍ତ ପ୍ରମାଣ ଅଭାବରୁ ସେ ଅଭିଯୁକ୍ତ ଏ. ଶ୍ରବଣ କୁମାରଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ୨୦୨୧ ମେ ୨୧ ତାରିଖରେ…

ଜିଲାରେ ୫୯,୪୪୪ ପିଲା ଖାଇବେ ଆଲ୍‌ବେଣ୍ଡାଜଲ

ବ୍ରହ୍ମପୁର ଅଫିସ,୧୧ା୨: ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ଶିକ୍ଷା ବିଭାଗ ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଭି.ଭି. ଗିରି ବାଳିକା ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଜାତୀୟ କୃମି ନାଶକ ଦିବସ ଶୁଭାରମ୍ଭ କରାଯାଇଛି। ଜିଲା ସ୍ବାସ୍ଥ୍ୟ ବିକାଶ ସମିତି ତରଫରୁ…

ଗୁଜରାଟ ପରେ ବିବିସିର ଏହି ଡକ୍ୟୁମେଣ୍ଟାରିକୁ ନେଇ ବିବାଦ, ‘ଜିହାଦି କନ୍ୟା’ଙ୍କୁ ନେଇ ୟୁକେରେ ଲୋକଙ୍କ କ୍ରୋଧ

ନୂଆଦିଲ୍ଲୀ/ବ୍ରିଟେନ,୧୧ ।୨: ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ଗୁଜରାଟ ଦଙ୍ଗାକୁ ନେଇ ବିବିସି ଦ୍ୱାରା ନିର୍ମତ ଡକ୍ୟୁମେଣ୍ଟାରି ବିବାଦ ଏବେ ପର୍ଯ୍ୟନ୍ତ ଥମି ନ ଥିବା ବେଳେ ଏବେ ଆଉ ଏକ ନୂଆ ବିବାଦ ମୁଣ୍ଡ ଟେକିଛି । ବିବିସି ଏବେ ଏକ…

ଆଲାସ୍କା ଆକାଶ ମାର୍ଗରେ ସନ୍ଦିଗ୍ଧ ବସ୍ତୁକୁ ନଷ୍ଟ କଲା ଆମେରିକା ଫାଇଟର ଜେଟ, ବାଇଡେନ ଦେଇଥିଲେ ନିର୍ଦ୍ଦେଶ

ୱାଶିଂଟନ,୧୧ ।୨: ଆମେରିକା ଦ୍ୱାରା ଚାଇନା ଗୁଇନ୍ଦା ବେଲୁନକୁ ନଷ୍ଟ କରିବାର ମାମଲା ଶାନ୍ତ ହୋଇ ନ ଥିବା ବେଳେ ଆମେରିକା ଫାଇଟର ଜେଟ ଆଲାସ୍କା ଆକାଶ ମାର୍ଗରେ ବହୁ ଉଚ୍ଚରେ ଦେଖାଯାଇଥିବା ଏକ ସନ୍ଦିଗ୍ଧ ବସ୍ତୁକୁ ନଷ୍ଟ କରିଦେଇଥିବା ସୂଚନା…

ତ୍ରିପୁରାରେ ଦୁଇଟି ନିର୍ବାଚନ ରାଲିକୁ ସମ୍ବୋଧିତ କରିବେ ମୋଦି, ୧୬ ଫେବୃୟାରୀରେ ଭୋଟିଂ

ନୂଆଦିଲ୍ଲୀ,୧୧ ।୨: ପାଖେଇ ଆସିଲାଣି ତ୍ରିପୁରା ବିଧାନସଭା ନିର୍ବାଚନ । ଏହାର ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତ୍ରିପୁରା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ପ୍ରଧାନମନ୍ତ୍ରୀ ୨ଟି ନିର୍ବାଚନ ରାଲିକୁ ସମ୍ବୋଧିତ କରିବେ । ଏହି…

ତୁର୍କୀ-ସିରିଆରେ ପରିସ୍ଥିତି ଜଟିଳ, ଭୂକମ୍ପ ମୃତ୍ୟୁ ସଂଖ୍ୟା ୨୪,୬୮୦ରୁ ଅଧିକ ଆହତଙ୍କ ସଂଖ୍ୟା ୮୫ ହଜାରରୁ ଉର୍ଦ୍ଧ୍ୱ

ଅଙ୍କାରା/ଦାମସକସ,୧୧ ।୨: ତୁର୍କୀ ଓ ସିରିଆରେ ଫେବୃୟାରୀ ୬ରେ ଆସିଥିବା ବିନାଶକାରୀ ଭୂକମ୍ପର ଯନ୍ତ୍ରଣା ବେଳକୁ ବେଳ ବଢିବାରେ ଲାଗିଛି । ପ୍ରତି ମୁହୂର୍ତ୍ତରେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ଭଙ୍ଗା କୋଠାତଳେ କେଉଁଠି ଜୀବନ ସାହାଯ୍ୟ ଅପେକ୍ଷାରେ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?