୨ ଓଡ଼ିଆ ଅମିତ, ନିଲମ
ହକି ବିଶ୍ୱକପରେ ଭାରତ ପକ୍ଷରୁ ୨ ଜଣ ଓଡ଼ିଆ ଖେଳାଳି ପ୍ରତିନିଧିତ୍ୱ କରୁଛନ୍ତି। ସେମାନେ ହେଲେ ସୁନ୍ଦରଗଡ ଜିଲା ବାଲିଶଙ୍କରା ବ୍ଲକ ସଉନାମରା ଗ୍ରାମର ଅମିତ ରୋହି ଦାସ ଓ କାଦୋବାହାଲର ନିଲମ ସଞ୍ଜୀବ ଖେସ। ଭାରତୀୟ ଦଳର ନିର୍ଭରଯୋଗ୍ୟ ଡିଫେଣ୍ଡର…
ତାରକା ଖେଳାଳି ଦେଇଛି ହକିର ଅନ୍ତୁଡ଼ିଶାଳ
ରାଉରକେଲା ଅଫିସ,୧୩।୧:(ଦିନେଶ ମିଶ୍ର): ହକିର ଅନ୍ତୁଡିଶାଳ ସୁନ୍ଦରଗଡ ଜିଲାରୁ ଆଜିଯାଏ ଜାତୀୟ ଓ ଅନ୍ତର୍ଜାତୀୟ ଦଳରେ ୬୦ ଜଣ ଖେଳାଳି ହକି ଖେଳିବାର ସୁଯୋଗ ପାଇଛନ୍ତି। ଜିଲାର ରାଜଗାଙ୍ଗପୁର ଓ ବାଲିଶଙ୍କରା ବ୍ଲକରୁ ଅଧିକ ଖେଳାଳି ଜାତୀୟ ସ୍ତରରେ ଖେଳିବାର ସୁଯୋଗ…
୧୮ ଅମ୍ପାୟରଙ୍କ ମଧ୍ୟରୁ ୨ ଭାରତୀୟ
ଭୁବନେଶ୍ୱର ଓ ରାଉରକେଲାରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଥିବା ହକି ବିଶ୍ୱକପ୍ ପାଇଁ ମୋଟ୍ ୧୮ ଜଣ ଅମ୍ପାୟର ନିଯୁକ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ଭାରତୀୟ ସାମିଲ ଅଛନ୍ତି। ସେମାନେ ହେଲେ ରଘୁ ପ୍ରସାଦ ଓ ଜାଭେଦ ଶେଖ୍।…
ମୋଦିଙ୍କ ସୁରକ୍ଷାରେ କୌଣସି ତ୍ରୁଟି ହୋଇ ନାହିଁ: ପୋଲିସ
ବେଙ୍ଗାଲୁରୁ,୧୩।୧: କର୍ନାଟକର ହୁବଲିରେ ରୋଡ ଶୋ’ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା କ୍ଷେତ୍ରରେ କୌଣସି ତ୍ରୁଟି ହୋଇ ନ ଥିବା ହୁବଲି ପୋଲିସ ଦାବି କରିଛି। ପୋଲିସ କହିଛି, ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଗମନ ପୂର୍ବରୁ ଭଲ ଭାବେ ସୁରକ୍ଷା ଯାଞ୍ଚ୍…
ମମିତା ମେହେର ହତ୍ୟା ମାମଲା: ଜିଲାପାଳ, ଏସ୍ପି, ଜେଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ରିପୋର୍ଟ ତଲବ
ଭୁବନେଶ୍ୱର,୧୩।୧(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କର କଣ୍ଟାବାଞ୍ଜି ଜେଲରେ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଜାତୀୟ ମାନବ ଅଧିକାର କମିଶନ (ଏନ୍ଏଚ୍ଆର୍ସି) ରିପୋର୍ଟ ତଲବ କରିଛନ୍ତି। ଏହି ମାମଲାରେ କମିଶନ ବଲାଙ୍ଗୀର ଜିଲାପାଳ, ଏସ୍ପି ଏବଂ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୧୦ ଜୀବନ
ମୁମ୍ବାଇ,୧୩।୧: ମହାରାଷ୍ଟ୍ରର ଶିରିଡିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଶିରିଡିି ରାଜପଥରେ ପାଥେର ନିକଟରେ ଏକ ବସ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ପ୍ରାୟ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ,…
ଇତିହାସର କଥା
ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍) ଆନୁକୂଲ୍ୟରେ ୧୯୭୧ରେ ଆରମ୍ଭ ହୋଇଥିଲା ହକି ବିଶ୍ୱକପ। ପ୍ରତିଯୋଗିତାର ସର୍ବ ପ୍ରଥମ ସଂସ୍କରଣରେ ପାକିସ୍ତାନ ପିନ୍ଧିଥିଲା ବିଜୟ ମୁକୁଟ। ସ୍ପେନର ବାର୍ସିଲୋନାରେ ଅନୁଷ୍ଠିତ ଏହି ମେଗା ପ୍ରତିଯୋଗିତାର ଫାଇନାଲରେ ସ୍ପେନକୁ ହରାଇ ପାକିସ୍ତାନ ଚାମ୍ପିୟନ ହୋଇଥିଲା।…
ହକି ବିଶ୍ୱକପରେ ଓଡ଼ିଆ
ଆଗାମୀ ହକି ବିଶ୍ୱକପରେ ଓଡ଼ିଶାର ୨ ଖେଳାଳି ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ଯାଉଛନ୍ତି। ସେମାନେ ହେଲେ ଡିଫେଣ୍ଡର ଅମିତ ରୋହିଦାସ ଓ ନିଲମ ସଞ୍ଜିପ ଖେସ୍। ୨୦୧୮ରେ ହୋଇଥିବା ଗତ ବିଶ୍ୱକପରେ ଅମିତଙ୍କ ସହ ବୀରେନ୍ଦ୍ର ଲାକ୍ରା ଭାରତୀୟ ଦଳରେ…
ଭାରତ ବନାମ ସ୍ପେନ
ପ୍ରତୀକ୍ଷାର ଅବସାନ ଘଟିବାକୁ ଯାଉଛି। ଭବ୍ୟ ଉଦ୍ଘାଟନୀ ଉତ୍ସବର ଗୋଟିଏ ଦିନପରେ ଆରମ୍ଭ ହେବାକୁ ଯାଉଛି ହକିର ମହାସମର ବିଶ୍ୱକପ ୨୦୨୩। ବିଶ୍ୱର ଶ୍ରେଷ୍ଠ ୧୬ଟି ଦଳ ମଧ୍ୟରେ ହେବ କଡ଼ା ଟକ୍କର। ପରସ୍ପର ମଧ୍ୟରେ ଲଢ଼ିବେ ଗତଥରର ଚାମ୍ପିୟନ ବେଲଜିୟମ,…
ପ୍ରିନ୍ସ ହ୍ୟାରିଙ୍କ ପୁସ୍ତକ ‘ସ୍ପେୟାର’ର ରେକର୍ଡ ବିକ୍ରି
ଲଣ୍ଡନ,୧୩।୧: ପ୍ରିନ୍ସ ହ୍ୟାରିଙ୍କ ପୁସ୍ତକ ‘ସ୍ପେୟାର’ ବିକ୍ରୟରେ ନୂତନ ରେକର୍ଡ ସ୍ଥାପନ କରିବାରେ ଲାଗିଛି। ତାଙ୍କ ବିଷୟରେ ଜାଣିବାକୁ ଲୋକଙ୍କ ଆଗ୍ରହ କ୍ରମାଗତ ଭାବରେ ବଢୁଛି। ‘ପେଙ୍ଗୁଇନ ର଼୍ୟାଣ୍ଡମ ହାଉସ’ ଘୋଷଣା କରିଛି ଯେ, ହ୍ୟାରିଙ୍କ ପୁସ୍ତକ ପ୍ରଥମ ଦିନରେ ୧.୪…
ରାଜ୍ୟ ସରକାରଙ୍କୁ ବିସ୍ତୃତ ରିପୋର୍ଟ ଦାଖଲ ନିର୍ଦ୍ଦେଶ
କଟକ ଅଫିସ,୧୩ା୧: ରାଜ୍ୟରେ ଚାଲିଥିବା ବେଆଇନ ଗୋହତ୍ୟା ଓ ଗୋ-ଚାଲାଣ ରୋକିବାକୁ ସରକାର କ’ଣସବୁ ପଦକ୍ଷେପ ନେଇଛନ୍ତି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଓ ବିଚାରପତି ମୁରାହରି…
ଆଉନାହାନ୍ତି ବଲିଉଡ୍ର ଲୋକପ୍ରିୟ ଲେଖକ ସଞ୍ଜୟ ଚୌହାନ
‘ପାନ ସିଂ ତୋମାର’ ପରି ଅନେକ ଫିଲ୍ମର ପ୍ରସିଦ୍ଧ ଲେଖକ ସଞ୍ଜୟ ଚୌହାନଙ୍କ ପରଲୋକ ଘଟିଛି। ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ସେ ଯକୃତ ରୋଗରେ ପୀଡିତ ଥିଲେ। ସେ ନିଜ କ୍ୟାରିୟରରେ ବହୁତ ଫିଲ୍ମର କାହାଣୀ ଲେଖିଥିଲେ ଏବଂ…
Archives


