ଟ୍ୟାଙ୍କରକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ତିନି ଗୁରୁତର
ଧର୍ମଶାଳା ୨୬।୯(ଶିବପ୍ରସାଦ ମହାନ୍ତି) ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ରଥିଆ ଛକ ନିକଟରେ ବାଲେଶରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଯାତ୍ରୀବାହୀ ବସ୍ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଗୁରୁତର ହୋଇଥିବା ତିନିଜଣ ଯାତ୍ରୀଙ୍କୁ ପ୍ରଥମେ ଧର୍ମଶାଳା ଓ…
ଜଳସମ୍ପଦ ବିଭାଗ ଅତିରିକ୍ତ ଶାସନ ସଚିବଙ୍କ ନିର୍ଦ୍ଦେଶକୁ ବେଖାତିର
ନୂଆପଡ଼ା,୨୬ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା ଖଡିଆଳ ତିଖାଳିଠାରେ ନିର୍ମାଣ ହୋଇଥିବା ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପରେ ଜାଲ୍ ବିସ୍ଥାପିତ ନାମରେ କେଳେଙ୍କାରି ଘଟଣା ସାମ୍ନାକୁ ଆସିଛି। ୨୦୨୦ରେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର କୋମନା ବ୍ଲକ ବେଲଗଁା, ହରିପୁର, ଲମ୍ବିପାଣି, କାଳିମାଟି,…
ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା: ୨୭ ତାରିଖରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଭାରୀଯାନ ମନା
ଭୁବନେଶ୍ୱର,୨୬ା୯(ସତ୍ୟଜିତ୍ ରାଉତ): ଦୁର୍ଗାପୂଜା ସମୟରେ ଭିଡକୁ ଦୃଷ୍ଟିରେ ରଖି ସହର ମଧ୍ୟରେ ଭାରିଯାନ ଚଳାଚଳ ଉପରେ କଟକଣା ଲଗାଯାଇଛି। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରୁଟ୍ରେ ଅପରାହ୍ନ ୨ଟାରୁ ରାତି ୨ଟା ପର୍ଯ୍ୟନ୍ତ ଭାରୀଯାନ ଚଳାଚଳ କରିପାରିବ ନାହିଁ। ୨୭ ତାରିଖରୁ ଅକ୍ଟୋର ୨…
ବେନିୟମ ବାଣ କାରବାର, ଲକ୍ଷାଧିକ ଟଙ୍କାର ବାଣ ଜବତ: ୭ ଜୁଆଡି ଗିରଫ
ଭଞ୍ଜନଗର,୨୬।୯(ବାବୁଲା ପ୍ରଧାନ)-ଦଶହରା ପୂର୍ବରୁ କାଳୀପୂଜା ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ପୂର୍ବ ଅପେକ୍ଷା ଜୁଆ ଖେଳ ବହୁତ ବଢ଼ିଥାଏ। ସେହିଭଳି ଏହି ସମୟରେ ବେନିୟମ ବାଣ ଦୋକାନ ମଧ୍ୟ ଶହ ଶହ ଖୋଲି ଥାଏ। ବେନିୟମ ବାଣ ଦୋକାନ ଦ୍ୱାରା ବାଣ ବିସ୍ଫୋରଣ…
ପ୍ରବଳ ବର୍ଷା: ଏହି ଜିଲାରେ ଆଜି ସମସ୍ତ ସ୍କୁଲ ଛୁଟି ଘୋଷଣା
ମାଲକାନଗିରି,୨୬।୯: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲାର ସମସ୍ତ ସ୍କୁଲକୁ ଶୁକ୍ରବାର ଛୁଟି ଘୋଷଣା କରାଯାଇଛି। ଫଳରେ ମାଲକାନଗିରି ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ। କିନ୍ତୁ…
ଚାଷୀଙ୍କ ମୁହଁରେ ହସ ଫୁଟାଇଲା ରେତ ଜଳସେଚନ ପ୍ରକଳ୍ପ: ମରୁଡ଼ି ଅଞ୍ଚଳ ହେଲା ଶସ୍ୟଶ୍ୟାମଳା
ଭବାନୀପାଟଣା,୨୬ା୯ (ଉତ୍ତମ କୁମାର ଦାଶ):ଜଳସେଚନ ଅଭାବରୁ ଦିନେ ଯେଉଁ ଅଞ୍ଚଳରେ ମରୁଡି ଭଳି ସ୍ଥିତି ଉପୁଜୁଥିଲା ଆଜି ସେହି ଅଞ୍ଚଳରେ ଜଳ ସେଚନ ପରେ ଚାଷ ଜମି ଶସ୍ୟଶ୍ୟାମଳା ହୋଇଛି। ଏହାର ଶ୍ରେୟ ନେଉଛି ରେତ ଜଳସେଚନ ପ୍ରକଳ୍ପ। ଏହି ପ୍ରକଳ୍ପ…
ମା’ ସମଲେଶ୍ବରୀଙ୍କ ସ୍କନ୍ଧମାତା ବେଶ, ଦର୍ଶନ ପାଇଁ ଭକ୍ତଙ୍କ ସମାଗମ
ବରଗଡ଼,୨୬।୯(ପ୍ରେମାନନ୍ଦ ଖମାରୀ)- ଶାରଦୀୟ ପୂଜା ଉତ୍ସବରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀ ଶୁକ୍ରବାର ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶ୍ୱରୀ ମନ୍ଦିରରେ ଭକ୍ତଙ୍କ ଭିଡ ହୋଇଛି । ଭକ୍ତମାନେ ଧୂପ,…
ନାବାଳିକା ଝିଅକୁ ବାରମ୍ବାର ବଳାତ୍କାର କରୁଥିଲେ ବାପା: ଜଣାପଡ଼ିବା ପରେ ମିଳିଲା…
ଭୁବନେଶ୍ୱର,୨୬ା୯ (ସତ୍ୟଜିତ୍ ରାଉତ): ନାବାଳିକା ଝିଅକୁ ବଳାତ୍କାର ମାମଲାରେ ଅଭିଯୁକ୍ତ ବାପା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭୁବନେଶ୍ୱର ଆଡ୍ହକ୍ ଅତିରିକ୍ତ ଦୌରା ଜଜ୍ ତଥା ଫାଷ୍ଟ ଟ୍ରାକ୍ ସ୍ବତନ୍ତ୍ର (ପୋକ୍ସୋ) କୋର୍ଟର ବିଚାରପତି ସରୋଜ କୁମାର ସାହୁ ମହିଳା ଥାନାରେ ରୁଜୁ…
ବାଲିଯାତ୍ରା ପ୍ଲଟ ଆବଣ୍ଟନ: ଆଜିଠୁ ପଞ୍ଜୀକରଣ, ଜାଣନ୍ତୁ କେମିତି କରିପାରିବେ ଆବେଦନ
କଟକ,୨୬ା୯(କାର୍ତ୍ତିକ ସାହୁ):ଐତିହାସିକ ବାଲିଯାତ୍ରା କଟକ-୨୦୨୫ ଆସନ୍ତା ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଆବଣ୍ଟିତ ହେବାକୁ ଥିବା ପ୍ଲଟ ନିଲାମ ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିୟମ ଓ ସର୍ତ୍ତାବଳୀ ଲାଗୁ କରାଯାଇଛି। ଅତିରିକ୍ତ ଜିଲାପାଳ…
୪୧ ବର୍ଷ ପରେ ପ୍ରଥମଥର ଏସିଆ କପ୍ ଫାଇନାଲ ଖେଳିବେ ଭାରତ-ପାକିସ୍ତାନ: ଜାଣନ୍ତୁ କେଉଁ ଦିନ ହେବ ମୁକାବିଲା
ଦୁବାଇ,୨୬ା୯:ଚଳିତ ଏସିଆ କପ୍ ଟି୨୦ କ୍ରିକେଟ୍ ଟୁର୍ନାମେଣ୍ଟରେ ଗୁରୁବାର ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ସୁପର-୪ ମ୍ୟାଚ୍ରେ ପାକିସ୍ତାନ ୧୧ ରନ୍ରେ ବାଂଲାଦେଶକୁ ପରାସ୍ତ କରିଛି। ଏହି ବିଜୟ ସହ ପାକିସ୍ତାନ ଫାଇନାଲରେ ପ୍ରବେଶ କରିଛି। ଫଳରେ ଆସନ୍ତା ୨୮ ତାରିଖରେ ଦୁବାଇ…
ଆଜି ଅବପାତର ରୂପ ନେବ ଲଘୁଚାପ: ୩ଦିନ ଯାଏ ପ୍ରବଳ ବର୍ଷା
ଭୁବନେଶ୍ୱର,୨୬ା୯(ବନ୍ଦନା ସେଠୀ):ବଙ୍ଗୋପସାଗରରେ ଏବେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଶୁକ୍ରବାର ଏହା ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ…
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ହିନ୍ଦୁ ଭୋଟ ବ୍ୟାଙ୍କ ଉପରେ ଭାଜପାର ନଜର
କୋଲକାତା,୨୫।୯: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେଣୁ, ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ପଶ୍ଚିମବଙ୍ଗରେ ଦୁର୍ଗାପୂଜାର ସମୟ ଆସିଛି, ଏବଂ ସେଠାରେ ଦୁର୍ଗାପୂଜା ମଣ୍ଡପଗୁଡ଼ିକୁ ରାଜନୈତିକ ବାହନ ଭାବରେ ବିବେଚନା କରାଯାଏ। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ…
Archives


