Home

ଓଡ଼ିଆ ଓ ଇଂରାଜୀରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍‌, ଏହି ଦିନ ବାହାରିବ ରେଜଲ୍ଟ

କଟକ,୨୯ା୪(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇଁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗଣଶିକ୍ଷା ବିଭାଗର ମନ୍ତ୍ରୀ ଓ ସଚିବଙ୍କ ଅନୁମତିକୁ ଅପେକ୍ଷା କରାଯାଇଛି।…

ନଡ଼ିଆ ଗଛରେ ପଡ଼ିଲା ବିଜୁଳି, ଭୟଙ୍କର ଶବ୍ଦ ସହ ହୁତୁହୁତୁ ହୋଇ ଜଳିଲା, ଲୋକେ ଆତଙ୍କିତ

ଗୁଣପୁର,୨୯ା୪(ସଙ୍କେତ ପାତ୍ର): ବୁଧବାର ସନ୍ଧ୍ୟାରେ ରାୟଗଡ଼ା ଜିଲା ଗୁଣପୁର ଶିବାନନ୍ଦ ମନ୍ଦିର ନିକଟସ୍ଥ ଏକ ନଡ଼ିଆ ଗଛରେ ବିଜୁଳି ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାଟି ଦେଖି ଆଖପାଖ ଅଞ୍ଚଳରେ ଭୟ ଓ ଆତଙ୍କର ପରିବେଶ ସୃଷ୍ଟି ହୋଇଛି। ବିଜୁଳି ପଡ଼ିବାର କିଛି…

କୁଆପଥର ବର୍ଷା ପରେ ଝରିଗାଁରେ ମୃଦୁ ଭୂମିକମ୍ପ

ଝରିଗାଁ,୨୯।୪(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ସନ୍ଧ୍ୟା ୭ଟା ୪୨ ମିନିଟ୍ ୨୧ ସେକେଣ୍ଡରେ ଭୂକମ୍ପ ହୋଇଥିବା ଜଣାପଡିଛି । ତେବେ କେବଳ ଝରିଗାଁ ନୁହେଁ, ଚନ୍ଦାହାଣ୍ଡିରେ ମଧ୍ୟ ଭୂମିକମ୍ପ…

ଘଡ଼ଘଡ଼ି, ବର୍ଷା ପରେ ଥରିଲା ଥୁଆମୂଳ ରାମପୁର, ଲୋକେ ଆତଙ୍କିତ

ଥୁଆମୂଳ ରାମପୁର,୨୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବୁଧବାର ସନ୍ଧ୍ୟାରେ ପ୍ରକୃତିର ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି। ପ୍ରବଳ ପବନ, ଘଡ଼ଘଡ଼ି ଏବଂ ସାମାନ୍ୟ ବର୍ଷା ପରେ ଠିକ୍‌ ୭.୪୦ ମିନିଟ୍‌ରେ ଅଞ୍ଚଳରେ ଏକ ମୃଦୁ ଭୂକମ୍ପ…

ବର୍ଷା ପରେ ରାତିରେ ଥରିଲା ମାଟି; କଳାହାଣ୍ଡିରେ ଭୂକମ୍ପ ଝଟକା, ଘରୁ ବାହାରି ଆସିଲେ ଲୋକେ

ଭବାନୀପାଟଣା,୨୯।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକରେ ବୁଧବାର ରାତି ୭ ଟା ୪୨ ରେ ମୃଦୁ ଭୂମିକମ୍ପ ହୋଇଛି । ପ୍ରାୟ ୧୦ରୁ ୧୫ ସେକେଣ୍ଡ ପର୍ଯ୍ୟନ୍ତ ଏହାର ପ୍ରଭାବରେ ପ୍ରଚଣ୍ଡ ଶବ୍ଦ ହୋଇଥିଲା। ଯାହାକୁ ନେଇ ସ୍ଥାନୀୟ…

ବର୍ଷା ସାଙ୍ଗକୁ କୁଆପଥର ମାଡ଼, ରାସ୍ତାଘାଟ ଶୂନ୍‌ଶାନ୍‌

ରାୟଗଡ଼ା,୨୯ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ସକାଳୁ ଅତ୍ୟଧିକ ଉତ୍ତାପ ରହିଥିବା ବେଳେ ସନ୍ଧ୍ୟାରେ ଆରମ୍ଭ ହୋଇଥିଲା ବର୍ଷା। ତେବେ ବର୍ଷା ସାଙ୍ଗକୁ ତୀବ୍ର ଭାବରେ କୁଆପଥର ମାଡ଼ ହୋଇଥିଲା। ଫଳରେ ସହରର ରାସ୍ତା ଏକପ୍ରକାର ପ୍ରାୟ ଶୂନ୍‌ଶାନ୍‌ ହୋଇଯାଇଥିଲା। ବର୍ଷା…

ବ୍ୟାଙ୍କକୁ ମୃତ ଭଉଣୀଙ୍କ କଙ୍କାଳ ଧରି ଯିବା ଘଟଣା: ଭାଇ ଜିତୁ ମଣ୍ଡାଙ୍କୁ ଭେଟିଲା ବିଜେଡି ପ୍ରତିନିଧି ଟିମ୍‌

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଜନତା ଦଳର ଏକ ପ୍ରତିନିଧି ଟିମ୍‌ ବୁଧବାର ମଲ୍ଲୀପଶି ନିକଟସ୍ଥ ଡିଆନାଳି ଗ୍ରାମର ଜିତୁ ମୁଣ୍ଡାଙ୍କୁ ଭେଟିବା ସହିତ ଏପରି ସମ୍ବେଦନଶୀଳ ଓ ସ୍ପର୍ଶକାତର ଘଟଣାରେ ପ୍ରଶାସନ,ପୋଲିସ ଓ ବ୍ୟାଙ୍କ ଅଧିକାରୀଙ୍କୁ ଦାୟୀ କରିଛନ୍ତି। ଏକ…

ସନ୍ଧ୍ୟାରେ ହଠାତ୍‌ ମାଡ଼ିଆସିଲା ଝଡ଼ତୋଫାନ, ଭାଙ୍ଗିଲା ଗଛ, ବିଦ୍ୟୁତ୍‌ତାର ଛିଣ୍ଡି…

କେସିଙ୍ଗା,୨୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝଡ଼ ତୋଫାନରେ ବିଭିନ୍ନ ଗଛ ଭାଙ୍ଗିଯିବାରୁ ୧୧ କେଭି ବିଦ୍ୟୁତତାର ଛିଣ୍ଡି ବିଦ୍ୟୁତ ସେବା ବୁଧବାର ସନ୍ଧ୍ୟାରେ ବନ୍ଦ ହୋଇଥିବା ବିଭାଗୀୟ ଯନ୍ତ୍ରୀ ସୂଚନା ଦେଇଛନ୍ତି। ସନ୍ଧ୍ୟାରେ ହଠାତ୍‌ ପ୍ରବଳ ପବନ ହେବା…

ମଙ୍ଗଳବାର ବିଷ ପିଇଦେଇଥିଲେ, ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଲିଜା

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଠାକୁରାଣୀ ଛକରେ ରହୁଥିବା କେଶବ ଦଳାଇଙ୍କ ଝିଅ ଲିଜା ଦଳାଇ(୨୦)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ମୃତ୍ୟୁ ହୋଇଛି । ବୁଧବାର ମଧ୍ୟାହ୍ନରେ ଦିଗପହଣ୍ଡି ଥାନା ଏଏସଆଇ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଲେ ଭବାନୀପାଟଣାର କୁନି ଝିଅ କଶିସ୍‌, ମାତ୍ର ୨ ବର୍ଷରେ…

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ମାତ୍ର ୨ବର୍ଷ ୯ମାସ ବର୍ଷ ବୟସରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଛନ୍ତି। ଭବାନୀପାଟଣା ନନ୍ଦ କଲୋନୀର ଆଶା ଅଗ୍ରଓ୍ବାଲ ଓ କମଲ ବଂଶଲଙ୍କ…

ଖାଇବାକୁ ଦେଲେନି… ଧକ୍କା ମାରି ଘରୁ ବାହାର କରିଦେଲେ, ବୃଦ୍ଧା ବିଧବା ମା’ ଥାନାରେ ଦ୍ୱାରସ୍ଥ

ହାଟଡିହୀ/ଛେନାପଦୀ,୨୯ା୪(ଶୁଭକାନ୍ତ ନାୟକ/ନିରାକାର ପରିଡା): ମା’ ଏମିତି ଏକ ଶବ୍ଦ ଅଟେ, ଯାହା ପାଖରେ ସ୍ନେହ, ମମତା ପୁରି ରହିଥାଏ । ଯିଏ ନିଜେ ଗଣ୍ଡେ ପେଟ ପୁରା ନଖାଇ, ଭଲ ଖଣ୍ଡେ ନପିନ୍ଧି ନିଜ ଛୁଆଙ୍କ ପାଇଁ ରଖିଥାଏ, ସେହି ମା’…

କେନ୍ଦୁଝରବାସୀଙ୍କୁ ୧୩୩୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଦେଶର ଏକ…

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ସାମଗ୍ରିକ ବିକାଶ ଓ ଗମନାଗମନ ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର କେନ୍ଦୁଝର ଠାରେ ପ୍ରାୟ ୧,୩୩୦ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ମୋଟ୍‌ ୧୮୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?