Home

ସୁସ୍ଥ ଅଛନ୍ତି ଲାଲୁ: କହିଲେ, ଭଲ ଅନୁଭବ କରୁଛି

ନୂଆଦିଲ୍ଳୀ,୬।୧୨: ଆରଜେଡି ସୁପିମୋ ଲାଲୁ ପ୍ରସାଦ ଯାଦବଙ୍କ ପ୍ରତିରୋପଣ ସଫଳ ହୋଇଛି। ଲାଲୁଙ୍କ ଝିଅ ତଥା ଏମ୍‌ପି ଡା. ମିସା ଭାରତୀ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ଲାଲୁ କହିଛନ୍ତି,ଆପଣ ସମସ୍ତେ ପ୍ରାର୍ଥନା କରିଛନ୍ତି। ବର୍ତ୍ତମାନ ମୁଁ ଭଲ ଅନୁଭବ…

ରୁଷିଆର ୨ ଏୟାରବେସ ଉପରେ ୟୁକ୍ରେନର ଡ୍ରୋନ ମାଡ: ୩ ସୈନ୍ୟ ମୃତ

କିଭ୍‌,୬।୧୨: ରୁଷିଆର ସବୁଠାରୁ ସୁରକ୍ଷିତ ବିବେଚିତ ଦୁଇଟି ଏୟାରବେସ ଉପରେ ୟୁକ୍ରେନ ଡ୍ରୋନ ମାଡ କରିଛି। ଏହି ଆକ୍ରମଣରେ ରୁଷିଆର ତିନିଜଣ ସୈନ୍ୟଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଏହି ଡ୍ରୋନ ଆକ୍ରମଣରେ ରୁଷିଆର ଦୁଇଟି ଆଣବିକ…

କଂଗ୍ରେସର ‘ଭାରତ ଯୋଡୋ’ ଯାତ୍ରା ସମୟରେ ମୋଦି-ମୋଦି ସ୍ଲୋଗାନ: ରାହୁଲ ଦେଲେ ଫ୍ଲାଇଙ୍ଗ୍‌ କିସ୍‌

ଜୟପୁର,୬।୧୨: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭାରତ ଯୋଡୋ ଯାତ୍ରା ଆଜିକାଲି ରାଜସ୍ଥାନରେ ଚାଲିଛି। ଏହି ଯାତ୍ରା ସମୟରେ ଏକ ନିଆରା ଘଟଣା ଦେଖିବାକୁ ମିଳିଥିଲା। କଂଗ୍ରେସ ପକ୍ଷରୁ କରାଯାଉଥିବା ଏହି ଯାତ୍ରାରେ ମୋଦି ମୋଦି ସ୍ଲୋଗାନ ଶୁଣିବାକୁ ମିଳିଥିଲା। ଏହା…

ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

‘ଚିୟର୍ସ’ ଏବଂ ‘ଡ୍ରପ ଡେଡ ଗର୍ଜିୟସ’ର ତାରକା ର୍କିଷ୍ଟି ଏଲିଙ୍କର ଦେହାନ୍ତ ହୋଇଛି। ତାଙ୍କୁ ୭୧ ବର୍ଷ ହୋଇଥିଲା। ସେ ଗତ କିଛିଦିନ ହେବ କର୍କଟ ରୋଗ ସହ ଲଢୁଥିଲେ। ଏଲିଙ୍କ ଦୁଇ ସନ୍ତାନ ଲିଲି ଏବଂ ଓ୍ବିଲିୟମ ଟ୍ରୁ ଷ୍ଟିଭେନସନ୍‌…

ଟିଏମ୍‌ସି ମୁଖପାତ୍ର ଗିରଫ

ଜୟପୁର,୬।୧୨: ଗୁଜରାଟ ପୋଲିସ ତୃଣମୂଳ କଂଗ୍ରେସର ଜାତୀୟ ମୁଖପାତ୍ର ତଥା ମମତା ବାନାର୍ଜୀଙ୍କ ନିକଟ ସାକେଟ ଗୋଖଲେଙ୍କୁ ଗିରଫ କରିଛି। ଗିରଫ ସମ୍ପର୍କରେ ସୂଚନା ଟିଏମସି ନେତା ତଥା ରାଜ୍ୟ ସଭା ଏମ୍‌ପି ଡେରେକ ଓ’ବ୍ରାଇନ ଦେଇଛନ୍ତି। ସେ କହିଛନ୍ତି, ସାକେଟ…

ଭାରତକୁ ଲାଗିଲା ବଡ଼ ଝଟ୍‌କା

ଢାକା,୬।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆ ୧ ଉଇକେଟ୍‌ରେ ପରାଜୟର ସମ୍ମୁଖୀନ ହୋଇଥିଲା। ବାଂଲାଦେଶ ଗସ୍ତର ପ୍ରଥମ ମ୍ୟାଚ୍‌ରେ ପରାଜୟ ପରେ ଟିମ ଇଣ୍ଡିଆକୁ ଆଉ ଏକ…

ମୁଖ୍ୟ ଶାସନ ସଚିବ ଫୋନ ନ ଉଠାଇବାରୁ ରାଗିଲେ ମୁଖ୍ୟମନ୍ତ୍ରୀ

ପାଟନା,୬।୧୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉଗ୍ର ରୂପ ଦେଖିବାକୁ ମିଳିଛି। ମୁଖ୍ୟ ଶାସନ ସଚିବ ଅମିର ସୁଭାନୀ ଫୋନ କଲ ନ ଉଠାଇବାରୁ ନୀତୀଶ ତାଙ୍କ ଉପରେ ବର୍ଷିଛନ୍ତି। ମୁଖ୍ୟମନ୍ତ୍ରୀ ସୋମବାର ଜନତା ଦରବାରରେ ଲୋକଙ୍କ ସମସ୍ୟା ଶୁଣୁଥିଲେ। ଏହି…

ସରିଲା ପଦ୍ମପୁର ଉପନିର୍ବାଚନ: ରେକର୍ଡ ୮୧.୨୯ ପ୍ରତିଶତ ମତଦାନ

ବରଗଡ ଅଫିସ, ୬।୧୨: ବରଗଡ ଜିଲା ପଦ୍ମପୁର ଉପନିର୍ବାଚନ ସୋମବାର ଶେଷ ହୋଇଛି । ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ଅର୍ଥାତ୍‌ ୮୧.୨୯ ପ୍ରତିଶତ ମତଦାନ ହୋଇଛି। ଏହି ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟରଙ୍କ ମଧ୍ୟରୁ ୨ଲକ୍ଷ ୯ହଜାର…

ଶୁଣାଣି ବନ୍ଦ କଲେ ମହିଳା କମିଶନ, ଦୀପିକା ନିରାଶ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ବ୍ରହ୍ମପୁର ବଡବଜାର ଦେଶୀ ବେହେରା ସାହିର କେ ଦୀପିକା-କେ ଦୀନେଶ ବିବାହ ବିବାଦ ମାମଲା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ମହିଳା କମିଶନରେ ଆପୋସ ସମାଧାନ ହୋଇପାରୁ ନାହିଁ। ସୋମବାର ଦୀପିକା ୫ମ ଥର ପାଇଁ କମିଶନଙ୍କ ନିକଟରେ…

ପର୍ଯ୍ୟଟକଙ୍କ ଆକର୍ଷଣ ସାଜିଛି ଜୈବ ବିବିଧତା

କେନ୍ଦ୍ରାପଡ଼ା ଅଫିସ, ୬ା୧୨:ରାଜନଗର ପେଣ୍ଠ ବେଳାଭୂମିରେ ଗତ ୧ ତାରିଖରୁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଜାତୀୟ ଉଦ୍ୟାନ ଭିତରକନିକା ଇକୋ ରିଟ୍ରିଟ୍‌ ଆରମ୍ଭ ହୋଇଛି। ଏଥିସହ ଶୀତଋତୁର ଆରମ୍ଭରୁ ବିଦେଶାଗତ ପକ୍ଷୀଙ୍କ ସମାହାର ପାଇଁ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି।…

‘ମୁକ୍ତା’ ଯୋଜନାରେ ବଦଳିବ ସହରର ଚିତ୍ର

ଭୁବନେଶ୍ୱର, ୬।୧୨ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ‘ମୁକ୍ତା’ ଯୋଜନାରେ ବଦଳିବ ସହରର ଚିତ୍ର। ମୁକ୍ତାକାଶ ଜିମ୍‌ ସହିତ ପିଲାଙ୍କ ପାଇଁ ପାର୍କ, କମ୍ୟୁନିଟି ସେଣ୍ଟର ଠାରୁ ଆରମ୍ଭ କରି ପୋଖରୀ ମରାମତି, ରାସ୍ତା, ସୌନ୍ଦର୍ଯ୍ୟକରଣ ଆଦି କରାଯିବ। ଏନେଇ ସୋମବାର…

ପ୍ରେମିକା ଘରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ଭୁବନେଶ୍ୱର, ୬।୧୨(ବ୍ୟୁରୋ):ପ୍ରେମିକା ଘରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ମିଳିଛି। ରାଜଧାନୀ ଭୁବନେଶ୍ୱରର ସାଲିଆ ସାହିରେ ରବିବାର ଏଭଳି ଘଟଣା ସାମ୍ନାକୁ ଆସିଛି। ମୃତକ ଦ୍ୱୟ ହେଲେ ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଅନ୍ତର୍ଗତ ନାରାୟଣପୁର ଗ୍ରାମର ଚିତ୍ରସେନ ଗୌଡ଼ (୨୦)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri