ବିଧାୟକଙ୍କ ଉପରେ ଆକ୍ରମଣ: ୧୫ କିମି ଦୌଡି ବଞ୍ଚାଇଲେ ଜୀବନ
ଅହମ୍ମଦାବାଦ,୫।୧୨: ଗୁଜରାଟ ବିଧାନସଭା ନିର୍ବାଚନ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆଜି ଅନୁଷ୍ଠିତ ହେଉଛି। ମତଦାନର କିଛି ଘଣ୍ଟା ପୂର୍ବରୁ ଉତ୍ତର ଗୁଜରାଟର ବନାସକାନ୍ତ ଜିଲାରେ କଂଗ୍ରେସ ବିଧାୟକ କାନ୍ତୀ ଖରାଡିଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। କାନ୍ତୀ ଅଭିଯୋଗ କରିଛନ୍ତି,…
ୟୁଟ୍ୟୁବର ଅନିମେଷଙ୍କ ନାଁରେ ମାମଲା
ପୁରୀ ଅଫିସ, ୫ା୧୨:ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳ ତଥା ନୋ ଫ୍ଲାଇଙ୍ଗ୍ ଜୋନ୍ରେ ଜଣେ ବଙ୍ଗୀୟ ୟୁଟ୍ୟୁବର ଡ୍ରୋନ ଉଡ଼ାଇ ଶ୍ରୀମନ୍ଦିରର ବିଭିନ୍ନ ଭିଡିଓ ଭାଇରାଲ କରିବା ସହ ଟଙ୍କା ମାଗିବା ଘଟଣା ନେଇ ‘ଭଏସ୍ ଅଫ କମନମ୍ୟାନ’ ସଙ୍ଗଠନ ପକ୍ଷରୁ ରବିବାର ସିଂହଦ୍ୱାର…
ଶ୍ରେଷ୍ଠ ୧୦ କମ୍ପାନୀ ମଧ୍ୟରେ ରିଲାଏନ୍ସ ଏକ ନମ୍ବର
ନୂଆଦିଲ୍ଲୀ,୫।୧୨: ଭାରତୀୟ ଷ୍ଟକ୍ ମାର୍କେଟରେ ପଞ୍ଜୀକୃତ ନିବେଶକ କମ୍ପାନୀଗଡ଼ିକର କାରବାର ଫଳାଫଳ ଓ ଶେୟାର ବଜାରର ବଜାର ପୁଞ୍ଜିକୁ ନେଇ ଦେଶର ଶ୍ରେଷ୍ଠ ୧୦ କମ୍ପାନୀର ତାଲିକା ପ୍ରକାଶ କରାଯାଇଛି। ସେହିପରି ଗତ ସପ୍ତାହରେ ଦେଶର ଶ୍ରେଷ୍ଠ ୧୦ ମୂଲ୍ୟବାନ ଶିଳ୍ପ…
‘ପିଏମ୍ଏଫ୍ବିଓ୍ବାଇ କାର୍ଯ୍ୟକାରୀ କରିବ ଏଚ୍ଡିଏଫ୍ସି ଏଗ୍ରୋ’
ନୂଆଦିଲ୍ଲୀ,୫।୧୨: ଓଡ଼ିଶାର କୃଷକମାନଙ୍କ ପାଇଁ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍ଏଫ୍ବିଓ୍ବାଇ)କୁ ଏଚ୍ଡିଏଫ୍ସି ଏଗ୍ରୋ ଜେନେରାଲ ଇନ୍ସ୍ୟୁରାନ୍ସ କମ୍ପାନୀ କାର୍ଯ୍ୟକାରୀ କରିବ ବୋଲି ଜଣାପଡ଼ିଛି। ବିଶେଷକରି ଏଚ୍ଡିଏଫସି ଏଗ୍ରୋ ଓଡ଼ିଶା ସରକାରଙ୍କ ତତ୍ତ୍ୱାବଧାନରେ ଓଡ଼ିଶାର ବିଭିନ୍ନ ଜିଲା ଯଥା ବରଗଡ଼,…
ନଭେମ୍ବରରେ ସ୍କୋଡାର ୪୪୩୩ କାର୍ ବିକ୍ରି
ନୂଆଦିଲ୍ଲୀ,୫।୧୨: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ‘ସ୍କୋଡା ଅଟୋ ଇଣ୍ଡିଆ’ ପକ୍ଷରୁ ୨୦୨୨ ନଭେମ୍ବର ମାସର ଗାଡି ସମ୍ପର୍କିତ ସୂଚନା ପ୍ରଦାନ କରାଯାଇଛି। ଏପରିକି ଚଳିତ ବର୍ଷ ନଭେମ୍ବରରେ କମ୍ପାନୀ ଏକ ନୂତନ ଶିଖର ହାସଲ କରିଛି। ବିଶେଷ କରି ଗତ…
ଓଡ଼ିଶାକୁ ୧୨ ପଦକ
ଭୁବନେଶ୍ୱର,୫ା୧୨(ସ୍ପୋଟର୍ସ ବ୍ୟୁରୋ): ଦିଲ୍ଲୀର ତାଲକୋଟରା ଇନ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ସବ ଜୁନିୟର କରାଟେ ପ୍ରତିଯୋଗିତାରେ ଓଡ଼ିଶା ୧୨ ପଦକ ହାସଲ କରିଛି। ଓଡ଼ିଶା ପ୍ରତିଯୋଗୀ ୨ ସ୍ବର୍ଣ୍ଣ, ୬ ରୌପ୍ୟ ଓ ୪ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ୧୧…
ଅଦାଲତ କୋଠା, ଚିହ୍ନଟ ଜାଗା ଦେଖିଲେ ହାଇକୋର୍ଟ ବିଚାରପତି
ଶେରଗଡ଼/ହିଞ୍ଜିଳିକାଟୁ/ଆସିକା/ କବିସୂର୍ଯ୍ୟନଗର ୫ା୧୨(ଡି.ଏନ୍.ଏ.):ଶେରଗଡ଼ଠାରେ ଜେଏମ୍ଏଫ୍ସି କୋର୍ଟ ଅଛି। ଏହା ବର୍ତ୍ତମାନ ବ୍ଲକର ଏକ କୋଠାରେ ଚାଲିଛି। କୋର୍ଟର ସ୍ଥାୟୀ କୋଠା ନୂତନ ଭାବେ କାମ ସରିଛି। ଏହା ଶୋଭାଚନ୍ଦ୍ରପୁର ମୌଜା ପାକିଡ଼ି ପାହାଡ଼ ପାଦଦେଶରେ ନୂତନ ଭାବେ ନିର୍ମାଣ କରାଯାଇଛି। ଉକ୍ତ…
ଜାତୀୟ ସାମ୍ବୋରେ ଓଡ଼ିଶାକୁ ୫ ପଦକ
ଭୁବନେଶ୍ୱର, ୫।୧୨ (କ୍ରୀଡ଼ା ପ୍ରତିନିଧି): ଜମ୍ମୁସ୍ଥିତ ଭଗବତୀ ନଗର ସ୍ପୋଟର୍ସ କମ୍ପ୍ଲେକ୍ସରେ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଅନୁଷ୍ଠିତ ଜାତୀୟ ସାମ୍ବୋ (ମାର୍ଶାଲ ଆର୍ଟର ଏକ ଷ୍ଟାଇଲ) ଚାମ୍ପିୟନଶିପ୍ରେ ଓଡ଼ିଶା ଦଳ ମୋଟ ୫ଟି ପଦକ ହାସଲ କରିଛି। ଏହା…
ଏଆଇଏଡିଏମ୍କେରେ ଫାଟ ବଢ଼ୁଛି
ଚେନ୍ନାଇ,୫।୧୨ : ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜେ. ଜୟଲଲିଥାଙ୍କର ଷଷ୍ଠ ଶ୍ରାଦ୍ଧବାର୍ଷିକୀ ସୋମବାର ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଆଇଏଡିଏମ୍କେରେ ଗୋଷ୍ଠୀ ବିବାଦ ବଢ଼ୁଥିବା ପୁନର୍ବାର ପଦାରେ ପଡ଼ିଛି। ଓ. ପିନୀରସେଲଭାମ୍ ସୋମବାର ଚେପକ୍ ଗେଷ୍ଟହାଉସ୍ରୁ ଜୟଲଲିଥାଙ୍କ ସ୍ମାରକୀ ପର୍ଯ୍ୟନ୍ତ ରାଲି ବାହାର…
କାମ କର ନଚେତ୍ ଅନ୍ୟକୁ ବାଟ ଛାଡ଼
ନୂଆଦିଲ୍ଲୀ,୫।୧୨(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ରବିବାର ଦଳ ଷ୍ଟିୟରିଂ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ନେତାମାନେ ଦଳ ପାଇଁ କାମ କରନ୍ତୁ, ନହେଲେ ଅନ୍ୟମାନଙ୍କୁ ବାଟ ଛାଡ଼ିଦିଅନ୍ତୁ ବୋଲି ଖାର୍ଗେ ବୈଠକରେ କଡ଼ା ବାର୍ତ୍ତା ଦେଇଛନ୍ତି। ସେହିପରି…
ଓପେକ୍ ନୀତି ଅପରିବର୍ତ୍ତିତ
ଫ୍ରାଙ୍କଫୋର୍ଟ/ଲଣ୍ଡନ/ଦୁବାଇ,୫ା୧୨: ରୁଷିଆ ବିରୋଧରେ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ପକ୍ଷରୁ ସୋମବାରଠାରୁ ଲଗାଯିବାକୁ ଥିବା ନୂଆ କଟକଣାର ପ୍ରଭାବକୁ ନେଇ ଅନିଶ୍ଚିତତା ଲାଗିରହିଛି। ଏଭଳି ସମୟରେ ପେଟ୍ରୋଲିୟମ୍ ରପ୍ତାନିକାରୀ ରାଷ୍ଟ୍ରସମୂହ ସଙ୍ଗଠନ (ଓପେକ୍)ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାର ଜର୍ମାନୀର ଫ୍ରାଙ୍କଫୋର୍ଟରେ ବସିଛି। ୨୩…
ପଦ୍ମପୁର ଉପନିର୍ବାଚନ: ମତଦାନ ଆରମ୍ଭ
ବରଗଡ଼ ଅଫିସ୍/ପଦ୍ମପୁର,୫।୧୨(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ସୋମବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ପଦ୍ମପୁର ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟର ନିର୍ବାଚନୀ ମଇଦାନକୁ…
Archives


