Home

କ୍ରସର ସ୍ଥାପନକୁ ନେଇ ମାଲିକ-ଗ୍ରାମବାସୀ ମୁହାଁମୁହିଁ, ପୁଇଁନ୍ତଲା ଥାନା ଘେରାଉ କଲେ…

ବଲାଙ୍ଗୀର,୨୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ପଥର୍ଲା ପଞ୍ଚାୟତ ତଲଗଜ ଗାଁରେ ଏକ କ୍ରସର୍ ସ୍ଥାପନକୁ ନେଇ କ୍ରସର୍ ମାଲିକ ଓ ଗ୍ରାମବାସୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି । କ୍ରସର ମାଲିକଙ୍କ ଅଭିଯୋଗ କ୍ରମେ ପୋଲିସ…

ଘରକୁ ଆସିଲେ ହତ୍ୟା…ଧମକ ଦେଉଛି TMC! IPS ଅଜୟପାଲଙ୍କ ପାଖରେ ମା’-ପୁଅ…

ନୂଆଦିଲ୍ଲୀ,୨୯।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ପଶ୍ଚିମବଙ୍ଗରେ ଅଶାନ୍ତି ଜାରି ରହିଛି । ଅନେକ ସ୍ଥାନରେ ହିଂସା ଏବଂ ସଂଘର୍ଷର ରିପୋର୍ଟ ଆସିଛି । ଫାଲଟା ବିଧାନସଭା ନିର୍ବାଚନମଣ୍ଡଳୀରେ, ଟିଏମସି ଧମକ ଦେଉଥିବା ଅଭିଯୋଗ ହୋଇଛି। ଅଞ୍ଚଳର ଭୋଟରମାନେ ଅଭିଯୋଗ କରିଛନ୍ତି…

EVM ବଟନ ଉପରେ ଲାଗିଛି ଟେପ୍‌: ମମତାଙ୍କ ଭଣଜାଙ୍କ ଆସନରେ ହେରଫେର, ଭାଜପାର ଚାଞ୍ଚଲ୍ୟକର ଅଭିଯୋଗ

କୋଲକାତା,୨୯।୪: ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ଚାଲିଥିବା ଭୋଟିଂ ମଧ୍ୟରେ ପରସ୍ପର ବିରୋଧରେ ନିର୍ବାଚନୀ ଜାଲିଆତିର ଅଭିଯୋଗ ଲଗାଯାଉଛନ୍ତି ଟିଏମ୍‌ସି-ଭାଜପା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭଣଜା ତଥା ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ଗଡ଼ କୁହାଯାଉଥିବା ଅଞ୍ଚଳରେ ତୃଣମୂଳ…

ରାଜପାଲଙ୍କୁ ବଡ଼ ବ୍ରେକ୍‌ ଦେଲେ ସଲମାନ

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଫିଲ୍ମର ଶୁଟିଂ ମୁମ୍ବାଇରେ ଆରମ୍ଭ ହୋଇଛି। ବରିଷ୍ଠ ହାସ୍ୟ ଅଭିନେତା ରାଜପାଲ ଯାଦବ ମଧ୍ୟ ଏହି ପ୍ରୋଜେକ୍ଟରେ ଯୋଗ ଦେଇଛନ୍ତି। ଏହି ଆକ୍ସନ ମନୋରଞ୍ଜନକାରୀ ଫିଲ୍ମରେ ରାଜପାଲଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ କାଷ୍ଟ କରାଯାଇଛି।…

ଜିତୁ ମୁଣ୍ଡାଙ୍କୁ ମିଳୁ ନ୍ୟାୟ: ବିଚାର ବିଭାଗୀୟ ତଦନ୍ତ ଦାବି କଲା ବିଜେଡିି

ପାଟଣା,୨୯।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ଗତ ସୋମବାର ମୃତ ଭଉଣୀ କାଲାରା ମୁଣ୍ଡାଙ୍କ କଙ୍କାଳ ଖୋଳି ମଲ୍ଲିପୋଷି ଓଡିଶା ଗ୍ରାମୀଣ ବ୍ୟାଙ୍କ ଗ୍ରିଲ ସମ୍ମୁଖରେ ରଖିବା…

କଙ୍କାଳ ନେଇ ବ୍ୟାଙ୍କ ଆଗରେ ରଖିବା ଘଟଣା: ରିପୋର୍ଟ ମାଗିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):କେନ୍ଦୁଝର ପାଟଣା ବ୍ୟାଙ୍କକୁ ଜଣେ ଭାଇ ତାଙ୍କ ଭଉଣୀଙ୍କ ଶବ ନେବା ଘଟଣାକୁ ନେଇ ସବୁଆଡ଼େ ଚର୍ଚ୍ଚା ହୋଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହସ୍ତକ୍ଷେପ କରିବା ପରେ ଶବ ବୋହି ନେଇଯାଇଥିବା ଭାଇଙ୍କୁ ଟଙ୍କା…

ଦିଦିଙ୍କୁ ଘାରିଲାଣି ‘ଭାଜପା’ ଭୟ: ବୁଲି ବୁଲି ଜଗୁଛନ୍ତି ବୁଥ୍‌, ଆଣିଲେ ସାଂଘାତିକ ଅଭିଯୋଗ

କୋଲକାତା,୨୯।୪: ପଶ୍ଚିମବଙ୍ଗରେ ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ପାଇଁ ବୁଧବାର ଭୋଟିଂ ଚାଲିଛି। ୨୯୪ ବିଧାନସଭା ଆସନ ମଧ୍ୟରୁ ୧୪୨ଟିରେ ସକାଳ ୭ଟାରେ ମତଦାନ ଆରମ୍ଭ ହୋଇଛି। ଏହି ସମୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାଜପା ଭୟ ଘାରିଛି। ସେ…

ଥାନାରେ ଆତ୍ମହତ୍ୟା କଲେ ବଳାତ୍କାର ଅଭିଯୁକ୍ତ: ପୋଲିସର କାର୍ଯ୍ୟଦକ୍ଷତା ଉପରେ ଉଠିଲା ପ୍ରଶ୍ନ

ନବରଙ୍ଗପୁର,୨୯।୪(ସଦାଶିବ ପ୍ରହରାଜ)- ନବରଙ୍ଗପୁର ଜିଲା ଡାବୁଗାଁ ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ପୋଲିସ ହେପାଜତରେ ରଖିଥିବା ସମୟରେ ଥାନା ଭିତରେ ହିଁ ଆତ୍ମହତ୍ୟା କରିଥିବା ଖବର ମିଳିଛି। ଏହି ଘଟଣା ପରେ ଏବେ ପୋଲିସର କାର୍ଯ୍ୟଦକ୍ଷତା…

ଭାଜପା କର୍ମୀଙ୍କୁ ଆକ୍ରମଣ: ନିର୍ବାଚନ ଚାଲିଥିବାବେଳେ ବୁଥ୍‌ରେ ମାରପିଟ୍‌

କୋଲକାତା,୨୯।୪: ପଶ୍ଚିମବଙ୍ଗରେ ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ପାଇଁ ବୁଧବାର ଭୋଟିଂ ଚାଲିଛି। ୨୯୪ ବିଧାନସଭା ଆସନ ମଧ୍ୟରୁ ୧୪୨ଟିରେ ସକାଳ ୭ଟାରେ ମତଦାନ ଆରମ୍ଭ ହୋଇଛି। ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଭାଜପା ବିରୁଦ୍ଧରେ ଏକ ଭୟଙ୍କର ଲଢ଼େଇର ସମ୍ମୁଖୀନ…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରିଲେ ଶଙ୍କର: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ

ଦାରିଙ୍ଗବାଡି, ୨୯/୪(ଅରୁଣ ସାହୁ):କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଲୋହରା ସାହିର ଶଙ୍କର ବିଶୋଇ (୪୦)ଙ୍କ ମୃତଦେହ ଦାରିଙ୍ଗବାଡିରେ ପହଞ୍ଚିଛି। ବୁଧବାର ସକାଳ ୮ଟା ସମୟରେ ମୃତଦେହ ତାଙ୍କ ଲୋହରା ସାହି ରେ ରହିଥିବା ବାସ ଭବନରେ ପହଞ୍ଚିଛି। ପରେ ସାହି ବାସିନ୍ଦାଙ୍କ ସହଯୋଗରେ…

ବିପଦସଂକୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ: ମରାମତି ପାଇଁ ଦାବି

କେସିଙ୍ଗା,୨୯।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କିକିଆ ଗ୍ରାମ ପଞ୍ଚାୟତର ହରିଜନ ପଡା(ପୂର୍ବ)ରେ ଥିବା ବିଦ୍ୟୁତ ଖୁଣ୍ଟ ଦୀର୍ଘ ଦିନ ହେଲା ବିପଦସଂକୁଳ ଅବସ୍ଥାରେ ପଡି ରହିଛି। ବର୍ତ୍ତମାନ ଗ୍ରୀଷ୍ମପ୍ରବାହରେ ସନ୍ଧ୍ୟାରେ ଜୋରରେ ପବନ ବହୁଥିବାରୁ ପଡାରେ ଥିବା…

ଡ୍ରେସିଂ ରୁମ୍‌ରେ ଇ-ସିଗାରେଟ୍‌ ଟାଣି ଚର୍ଚ୍ଚାରେ ଅଧିନାୟକ: ହେବ କି କାର୍ଯ୍ୟନୁଷ୍ଠାନ

ନୂଆଦିଲ୍ଲୀ,୨୯।୪: ରାଜସ୍ଥାନ ରୟାଲ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ପ୍ରିମିୟମ ଲିଗ ୨୦୨୬ ମ୍ୟାଚ ସମୟରେ ଏକ ନୂତନ ବିବାଦ ଦେଖାଦେଇଛି। ରାଜସ୍ଥାନର ୨୪ ବର୍ଷୀୟ ଅଧିନାୟକ ରିୟାନ ପରାଗଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?