Home

୩ ଦିନ ପୂର୍ବରୁ କରାଯାଇଥିଲା ତୁର୍କୀ-ସିରିଆ ବିନାଶକାରୀ ଭୂକମ୍ପର ଭବିଷ୍ୟବାଣୀ

ଆମଷ୍ଟରଡମ,୭ ।୨: ତୁର୍କୀ ଓ ସିରିଆରେ ସୋମବାର ଆସିଥିବା ଭୂକମ୍ପରେ ଏବେ ପର୍ଯ୍ୟନ୍ତ ପ୍ରାୟ ୪୩୬୫ ଲୋକଙ୍କ ମୃତ୍ୟୁ ହୋଇଥିବା ଖବର ଆସିଛି । ଆହୁରି ଶହ ଶହ ଲୋକେ ବଡବଡ କୋଠାର ଭଗ୍ନାବଶେଷ ତଳେ ଚାପି ହୋଇ ରହିଛନ୍ତି ।…

୧୧ରୁ ନବମ ଅନ୍ତର୍ଜାତୀୟ ରେଡିଓ ମେଳା

ଭୁବନେଶ୍ୱର,୭।୨(ବ୍ୟୁରୋ):ଆସନ୍ତା ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ନବମ ଆଉଟ୍‌ରିଚ ଅନ୍ତର୍ଜାତୀୟ ରେଡିଓ ମେଳା ଭୁବନେଶ୍ୱରର ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହେବ। ଏହା ଏସିଆ ମହାଦେଶର ଏକମାତ୍ର ରେଡିଓ ମେଳା, ଯେଉଁଥିରେ ଦେଶର ଅନେକ ରେଡିଓ ପ୍ରସାରକ ଓ ରେଡିଓ ଷ୍ଟେଶନ ଯୋଗଦେବେ।…

୪୮ ଘଣ୍ଟାରେ ଚାଷୀଙ୍କୁ ବକେୟା ନ ମିଳିଲେ ଆନ୍ଦୋଳନ: ଭାଜପା

ଭୁବନେଶ୍ୱର,୭ା୨(ବ୍ୟୁରୋ):ଚାଷୀ ବିକ୍ରି ଧାନର ଟଙ୍କା ପାଇପାରୁନାହାନ୍ତି। ମାସେ ବିତିଗଲେ ମଧ୍ୟ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପହଞ୍ଚୁନାହିଁ। ଏହାର ପ୍ରତିବାଦରେ ଭାଜପା କୃଷକ ମୋର୍ଚ୍ଚାର ଏକ ୧୦ ଜଣିଆ ପ୍ରତିନିଧି ମଣ୍ଡଳୀ ରାଜ୍ୟ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି)ଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି।…

ନବଙ୍କ ହତ୍ୟା ନେଇ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ବର, ୭ା୨(ବ୍ୟୁରୋ):ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକୁ ନେଇ ରାଜ୍ୟ ରାଜନୀତି ଏପଟ ସେପଟ ହୋଇଯାଇଛି। ମୁଖ୍ୟତଃ ଜଣେ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଆସିଥିବା ସ୍ଥାନୀୟ ଅଞ୍ଚଳର ଏଏସ୍‌ଆଇ ଗୁଳିକରି ହତ୍ୟା କରିବା କଥା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି।…

ପୋର୍‌ବନ୍ଦରରୁ ଆସାମ ରାହୁଲଙ୍କ ପରବର୍ତ୍ତୀ ଯାତ୍ରା

ଅହମଦାବାଦ,୭।୨:କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କର କନ୍ୟାକୁମାରୀରୁ କଶ୍ମୀର ଭାରତ ଯୋଡ଼ୋ ଯାତ୍ରାର ସଫଳତା ପରେ ଏବେ ଗୁଜରାଟର ପୋର୍‌ବନ୍ଦରରୁ ଆସାମକୁ ପଦଯାତ୍ରା କରିବା ଲାଗି ଯୋଜନା ପ୍ରସ୍ତୁତ ହେଉଛି। ଏନେଇ ଚଳିତ ମାସ ଶେଷ ଭାଗରେ ରାୟପୁରରେ ଅନୁଷ୍ଠିତ ହେବାକୁ ଥିବା…

ସଂଖ୍ୟାଲଘୁଙ୍କ ପାଇଁ ସବୁଠାରୁ ଭଲ ଦେଶ ଭାରତ, ମୁସଲିମ କଣ୍ଟ୍ରି ୟୁଏଇ ବି ପଛରେ

ନୂଆଦିଲ୍ଲୀ,୭ ।୨: ଭାରତରେ ସଂଖ୍ୟାଲଘୁଙ୍କ ଅଧିକାର ପାଇଁ ଅନେକ ସାମ୍ବିଧାନି ପ୍ରୟାସ କରାଯାଉଛି । ସଂଖ୍ୟାଲଘୁଙ୍କ ଜୀବନରେ ସୁଧାର ଆଣିବାକୁ ଭାରତ ପକ୍ଷରୁ ପ୍ରଣିତ ନୀତିଯୋଗୁ ଏମାନଙ୍କ ସ୍ଥିତିରେ ସୁଧାର ଆସୁଛି । ଅଷ୍ଟେଲିଆ ଟୁଡେର ଏକ ରିପୋର୍ଟରେ ଏହା ପ୍ରକାଶ…

ଚିଟ୍‌ଫଣ୍ଡ ଠକେଇ: ରାଜ ଗଡସନ୍‌ ଏମ୍‌ଡିଙ୍କୁ ୫ବର୍ଷ ଜେଲ

ବାଲେଶ୍ୱର ଅଫିସ, ୭।୨:ବାଲେଶ୍ୱର ଚିଟ୍‌ଫଣ୍ଡ ଅଦାଲତର ବିଚାରପତି ବିଶ୍ୱଜିତ୍‌ ଦାସ ଏକ ଠକେଇ ମାମଲାର ବିଚାର କରି ରାଜ ଗଡସନ୍‌ ସର୍ଭିସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଏମ୍‌ଡି ଜଗଦୀଶ ମିଶ୍ରଙ୍କୁ ୫ବର୍ଷ ଜେଲ୍‌ଦଣ୍ଡ ସହ ୩ଲକ୍ଷ ୮୧ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି।…

ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୭ା୨(ବ୍ୟୁରୋ):ଫେବୃୟାରୀ ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଦାୟିତ୍ୱରେ ନିୟୋଜିତ ଅଧିକାରୀ, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଉଥିବା ଅତିଥି ଏବଂ ସାକ୍ଷାତ୍‌ କରିବାକୁ ଥିବା ବ୍ୟକ୍ତିବିଶେଷଙ୍କ ୭୨ ଘଣ୍ଟା ପୂର୍ବରୁ ଆରଟିପିସିଆର…

ସାହିତି୍ୟକା ନିର୍ମଳାପ୍ରଭା ନାୟକଙ୍କ ପରଲୋକ

ଭୁବନେଶ୍ୱର,୭ା୨(ବ୍ୟୁରୋ):ବିଶିଷ୍ଟ ସାରସ୍ବତ ସାଧିକା ତଥା ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ମା’ ନିର୍ମଳାପ୍ରଭା ନାୟକଙ୍କ ସୋମବାର ପରଲୋକ ଘଟିଛି। ତାଙ୍କୁ ୮୩ବର୍ଷ ବୟସ ହୋଇଥିଲା। ସେ କିଛିଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ…

ଆଦାନୀ ଜାଲିଆତିର ତଦନ୍ତ ଦାବି

ନୂଆଦିଲ୍ଲୀ,୭।୨(ପି.ଟି.):ଆମେରିକାର ଶର୍ଟ ସେଲର କମ୍ପାନୀ ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଆଦାନୀ ଗ୍ରୁପ୍‌ ବିରୋଧରେ ଜାଲିଆତ ଅଭିଯୋଗ ଆଣିବା ପରେ ଏହାର ତଦନ୍ତ ଦାବିରେ ସୋମବାର ବିରୋଧୀ ଦଳ ପାର୍ଲାମେଣ୍ଟ ଅଚଳ କରିଥିବାବେଳେ କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ଏସ୍‌ବିଆଇ ଏବଂ ଏଲ୍‌ଆଇସି କାର୍ଯ୍ୟାଳୟ ବାହାରେ…

୩୪ ଡିଗ୍ରୀ ଡେଇଁଲା ପାରଦ

ଭୁବନେଶ୍ୱର,୭ା୨(ବ୍ୟୁରୋ):ଚଳିତବର୍ଷ ଫେବୃୟାରୀରୁ ପାରଦ ଉପରମୁହଁା ହେବା ଆରମ୍ଭ କରିଛି। ସର୍ବନିମ୍ନ ତାପମାତ୍ରା ୩୪ ଡିଗ୍ରୀ ଡେଇଁଲାଣି। ଆସନ୍ତା ସପ୍ତାହରେ ଆହୁରି ତତେଇବ। ସ୍ବାଭାବିକଠାରୁ ତାପମାତ୍ରା ଅଧିକ ରହିବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବର୍ଷାର ଅଭାବ, ଜଳବାୟୁରେ ପରିବର୍ତ୍ତନ…

ଇତିହାସ ରଚିଲେ ବେୟୋନ୍ସେ

ଲସ୍‌ଏଞ୍ଜେଲ୍ସ ୭ା୨:ଆମେରିକୀୟ କଣ୍ଠଶିଳ୍ପୀ, ସ୍ବର ସଂଯୋଜିକା ଏବଂ ଡ୍ୟାନ୍ସର ବେୟୋନ୍ସେ ସର୍ବାଧିକ ‘ଗ୍ରାମୀ ଆଓ୍ବାର୍ଡ’ ଜିତି ମ୍ୟୁଜିକ୍‌ ଇଣ୍ଡଷ୍ଟ୍ରିରେ ଇତିହାସ ସୃଷ୍ଟି କରିଛନ୍ତି। ଆମେରିକାର ଲସ୍‌ଏଞ୍ଜେଲ୍ସଠାରେ ରବିବାର ଅନୁଷ୍ଠିତ ୬୫ତମ ଗ୍ରାମୀ ଆଓ୍ବାର୍ଡ ସମାରୋହରେ ବେୟୋନ୍ସେଙ୍କୁ ତାଙ୍କ ଆଲବମ୍‌ ‘ରେନେସାନ୍ସ’ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?