Home

ଦୁଇ ଅଙ୍କ ବିଶିଷ୍ଟ ଅଭିବୃଦ୍ଧି ହାସଲ କରିବ ସ୍କୋଡା

ନୂଆଦିଲ୍ଲୀ,୯।୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆ ୨୦୨୩-୨୪ ଆର୍ଥିକ ବର୍ଷରେ ଦୁଇ ଅଙ୍କ ବିଶିଷ୍ଟ ଅଭିବୃଦ୍ଧି ହାସଲ କରିବ ବୋଲି ଆକଳନ କରାଯାଇଛି। ଏପରିକି କମ୍ପାନୀ ତ୍ୱରାନ୍ବିତ ଅଭିବୃଦ୍ଧିର ଏକ ଏଜେଣ୍ଡା ସହ ୨୦୨୩ ପାଇଁ ତା’ର…

ଭାରତୀୟ ଦର୍ଶକଙ୍କ ସମ୍ମୁଖରେ ଖେଳିବାରେ ରୋମାଞ୍ଚ ରହିଥାଏ

ଭୁବନେଶ୍ୱର, ୯।୧ (କ୍ରୀଡ଼ା ପ୍ରତିନିଧି): ହକି ବିଶ୍ୱକପ ଖେଳିବା ପାଇଁ ରବିବାର ଭୁବନେଶ୍ୱରରେ ପହଞ୍ଚତ୍ଥିବା ଦକ୍ଷିଣ କୋରିଆ ଦଳ ସକାରାତ୍ମକ ଫଳାଫଳକୁ ନେଇ ବେଶ୍‌ ଆଶାବାଦୀ ଅଛି। ପୁଲ୍‌ ‘ବି’ରେ ଏହି ଦଳ ବେଲଜିୟମ, ଜାପାନ ଓ ଜର୍ମାନୀ ସହିତ ସ୍ଥାନ…

ନନ୍ଦନକାନନକୁ ଆସିଲା ଉଦ୍ଧାର ଗାଡ଼ଭାଲୁ

ବାରଙ୍ଗ,୯।୧(ଡି.ଏନ୍‌.ଏ.): ଢେଙ୍କାନାଳ ଡିଭିଜନ କପିଳାସ ରେଞ୍ଜରୁ ଉଦ୍ଧାର ମାଈ ଗାଡ଼ଭାଲୁ ରବିବାର ଅପରାହ୍ନରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଛି। ଭାଲୁର ଦେହ ଓ ଗୋଡ଼ରେ ଶକ୍ତ ଆଘାତ ଲାଗିଥିବାରୁ ସେ ଠିକରେ ଚାଲି ପାରୁନାହିଁ। ସେ ଅସୁସ୍ଥ ଥିବାରୁ କର୍ତ୍ତୃପକ୍ଷ ପ୍ରଥମେ…

ଉତ୍ପାଦ ବର୍ଗର ବିସ୍ତାରକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୯।୧: ଦେଶର ପ୍ରମୁଖ ଗୃହୋପକରଣ ନିର୍ମାତା କମ୍ପାନୀ ସୋମାନି ସେରାମିକ୍ସ ଲିମିଟେଡ ପକ୍ଷରୁ ନିକଟରେ ଏକ ରାଜ୍ୟସ୍ତରୀୟ ଡିଲର ମିଟ୍‌ର ଆୟୋଜନ କରାଯାଇଥିଲା। ବିଶେଷକରି ପୁରୀ ଜଗନ୍ନାଥଧାମରେ ବ୍ରାଣ୍ଡ୍‌ର ଏକ୍ସକ୍ଲୁସିଭ ସୋମାନି ଇଜି ଫିକ୍ସ ଡିଲର ମିଟ୍‌ ସମ୍ପର୍କରେ ଘୋଷଣା କରାଯାଇଥିଲା।…

ରୁଙ୍ଗ୍‌ଟା ଷ୍ଟିଲ୍‌ ଓୟାର ରଡ୍‌ର ନୂଆ ଟିଭିସି

ନୂଆଦିଲ୍ଲୀ,୯।୧ : ରୁଙ୍ଗ୍‌ଟା ମାଇନ୍‌ସ ଲିମିଟେଡ୍‌ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ନୂଆ ଟିଭିସି ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବଲିଉଡ୍‌ ତାରକା ଆଲିଆ ଭଟ୍ଟ ଓ ରଣବୀର କପୁରଙ୍କୁ ନେଇ କମ୍ପାନୀ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ନୂଆ ଟିଭି ବିଜ୍ଞାପନକୁ ନିକଟରେ…

ଗୋପରେ ଗ୍ୟାସ, ତୈଳ ସନ୍ଧାନ ପ୍ରସଙ୍ଗ: ପେଟ୍ରୋଲ ରି-ଫାଇନ ଲାଗି ପହଞ୍ଚିଲା ୧୧ ମେଶିନ

ଗୋପ,୯।୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ନିକଟସ୍ଥ କୁଶୁପୁରୁରେ ପ୍ରାକୃତିକ ଗ୍ୟାସ ସହିତ ପେଟ୍ରୋଲ, ଡିଜେଲ ବାହାରିବା ନେଇ ରବିବାର ୪ଟି ରାଜ୍ୟରୁ ୧୧ଟି ଅତ୍ୟାଧୁନିକ ମେଶିନ ପହଞ୍ଚିଛି। ଏହି ଅତ୍ୟାଧୁନିକ ମେଶିନ ଦ୍ବାରା ପ୍ରାୟ ୯ ଶହ ଫୁଟ ତଳୁ ବାହାରିବା…

ୟେସ୍‌ ୱାଲର୍‌ଡର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୯।୧: ଅନ୍ତଃରାଷ୍ଟ୍ରୀୟ କ୍ଲାଇମେଟ୍‌ ଟେକ୍‌ କମ୍ପାନୀ ୟେସ୍‌ ୱାଲର୍‌ଡ୍‌ କ୍ଲାଇମେଟ୍‌ ଟେକ୍‌ ପିଟିଇ ଲିଃ.ର ନୂତନ ଉତ୍ପାଦ ନିକଟରେ ଉନ୍ମୋଚନ କରାଯାଇଛି। ବିଶେଷ କରି ଘରର ଝରକାଗୁଡିକ ପାଇଁ ବିଶ୍ୱର ପ୍ରଥମ ଶକ୍ତି ଦକ୍ଷ ଗ୍ଲାସ୍‌ ସଲ୍ୟୁଶନର ଶୁଭାରମ୍ଭ କରାଯାଇଛି। ୟେସ୍‌…

ଆକ୍ସିସ୍‌ ଇଣ୍ଡେକ୍ସ ଫଣ୍ଡ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୯।୧: ଆକ୍ସିସ ମ୍ୟୁଚୁଆଲ ଫଣ୍ଡର ନୂଆ ଆକ୍ସିସ୍‌ କ୍ରିସିଲ ଆଇବିଏକ୍ସ ୫୦:୫୦ ଗିଲ୍ଟ ପ୍ଲସ ଏସ୍‌ଡିଏଲ ଜୁନ ୨୦୨୮ ‘ଇଣ୍ଡେକ୍ସ ଫଣ୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏଥିରେ କୌଣସି ପ୍ରଯୁଜ୍ୟ ଏକ୍ସିଟ ଲୋଡ଼ ନାହିଁ, ଏହି ନୂଆ ଫଣ୍ଡ ଅଫର…

ଢେଙ୍କାନାଳ ସୀମାରେ ନରହନ୍ତା ହାତୀ

ଢେଙ୍କାନାଳ ଅଫିସ/ଅନୁଗୋଳ ଅଫିସ,୯ା୧: ଅନୁଗୋଳ ଜିଲା ଛେଳିଆପଡ଼ା, ଅଙ୍ଗାରବନ୍ଧ, ବାରସିଙ୍ଗା, ବଅଁରପାଳର ଗଡ଼ସନ୍ତ୍ରୀ ଅଞ୍ଚଳରେ ଆତଙ୍କ ସୃଷ୍ଟି କରି ୪ ଜୀବନ ନେଇଥିବା ନରହନ୍ତା ହାତୀ ଢେଙ୍କାନାଳମୁହଁା ହୋଇଛି। ଶନିବାର ସନ୍ଧ୍ୟାରେ ଉକ୍ତ ହାତୀ ହିନ୍ଦୋଳ ରେଞ୍ଜ୍‌ ସଞ୍ଜପଡ଼ା ଅଞ୍ଚଳରେ ପ୍ରବେଶ…

ମୋନେଟ ପାୱାରକୁ କାର୍ଯ୍ୟକ୍ଷମ କରାଇବ ଜେଏସ୍‌ପିଏଲ୍‌

ନୂଆଦିଲ୍ଲୀ,୯।୧: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସ୍‌ପିଏଲ୍‌)ର ନୂତନ ଅଧିଗ୍ରହଣ କମ୍ପାନୀ ମୋନେଟ ପାୱାରର ଭିତ୍ତିଭୂମି ବିକାଶ କାର୍ଯ୍ୟରେ ଜେଏସପିଏଲ ପ୍ରାୟ ୧୫୦୦ କୋଟି ଟଙ୍କା ବିନିଯୋଗ କରିବ ବୋଲି ଜେଏସ୍‌ପିଏଲ୍‌ର ଏମ୍‌ଡି…

ନେତ୍‌ନ୍ୟାହୁଙ୍କ ବିରୋଧରେ ବିଶାଳ ବିକ୍ଷୋଭ

ତେଲ୍‌ଭି, ୯।୧: ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତ୍‌ନ୍ୟାହୁଙ୍କ ନୂଆ ସରକାର ବିରୋଧରେ ଆନ୍ଦୋଳନ ମୁଣ୍ଡ ଟେକିଛି। ନଭେମ୍ବର ୧ ନିର୍ବାଚନରେ ନେତନ୍ୟାହୁ କ୍ଷମତାକୁ ଫେରିଥିବାବେଳେ ଅତିରକ୍ଷଣଶୀଳ ଇହୁଦି ଦଳଗୁଡ଼ିକର ସମର୍ଥନ କ୍ରମେ ଗତମାସରେ ମେଣ୍ଟ ସରକାର ଗଢ଼ିଛନ୍ତି। ସେହି ଦଳଗୁଡ଼ିକର କେତେଜଣ…

ଭିତରକନିକାରେ ୧,୮୫୨ ବିଦେଶୀ ପକ୍ଷୀ ବଢ଼ିଲେ

ରାଜନଗର,୯ା୧(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତ ମାସ ୬ ତାରିଖରେ ବନ ବିଭାଗ ପକ୍ଷରୁ ହୋଇଥିବା ଗଣନାରୁ ଏହା ଜଣାପଡିଛି। ଗତବର୍ଷ ଭିତରକନିକାକୁ ୧ ଲକ୍ଷ ୩୮ ହଜାର ୧୦୭ଟି ପକ୍ଷୀ ଆସିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri