Home

ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ଅତିରିକ୍ତ ସଚିବଙ୍କ ଲାଞ୍ଜିଗଡ ଗସ୍ତ, ଜନମନ ଯୋଜନାରେ….

ଲାଞ୍ଜିଗଡ,୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ୍ ଦିନିକିଆ ଗସ୍ତରେ ଆସି ତ୍ରିଲୋଚନପୁର ପଞ୍ଚାୟତର ଦୁର୍ଗମ କୁନ୍ନାକାଡୁ ଗାଁ’କୁ ରବିବାର ଗସ୍ତ କରିଥିଲେ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ଅତିରିକ୍ତ ସଚିବ ଗୀତାଞ୍ଜଳି ନାଏକ । ସଚିବ ପ୍ରଥମେ…

କୋଲାବ ଜଳଭଣ୍ଡାରରେ ୩ ଜଣ ନବୋଦୟ ଛାତ୍ରଙ୍କ ମୃତ୍ୟୁ ଘଟଣା, ୩ ନିଲମ୍ବିତ

କୋରାପୁଟ, ୮।୩( ଅମିତାଭ ବେହେରା ): କୋରାପୁଟ କୋଲାବ ଜଳଭଣ୍ଡାରରେ ଶନିବାର ନବୋଦୟ ବିଦ୍ୟାଳୟର ତିନି ଛାତ୍ର ବୁଡ଼ି ମୃତ ଘଟଣାରେ ରବିବାର ନବୋଦୟ ସଂସ୍ଥାର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କୋରାପୁଟ ନବୋଦୟ ବିଦ୍ୟାଳୟର ୨…

କିଏ ସେ ଆକୃତି ଅଗ୍ରଓ୍ବାଲ? ଯାହାଙ୍କ ପ୍ରେମରେ କ୍ଲିନ୍‌ ବୋଲ୍ଡ ହେଲେ ପୃଥ୍ବୀ ଶ’; ନିର୍ବନ୍ଧ ପରେ…

ମୁମ୍ବାଇ,୮।୩: ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ଓପନର୍‌ ପୃଥ୍ବୀ ଶ’ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ସେ ନିଜର ଦୀର୍ଘ ଦିନର ବାନ୍ଧବୀ ତଥା ଜଣାଶୁଣା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଆକୃତି ଅଗ୍ରୱାଲଙ୍କ ସହ ନିର୍ବନ୍ଧ…

India vs New Zealand:ଫାଇନାଲରେ ଭାରତର ବିଶାଳ ସ୍କୋର, ନ୍ୟୁଜିଲାଣ୍ଡକୁ ଟାର୍ଗେଟ ମିଳିଲା…

ଅହମ୍ମଦାବାଦ,୮।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ୨୦୨୬ର ଫାଇନାଲ ମୁକାବିଲା ଖେଳାଯାଉଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟିମ୍‌ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଭାରତୀୟ ଟିମ୍‌ ୨୦ ଓଭରରେ ୨୫୫ରନ୍‌ର ବିଶାଳ ସ୍କୋର…

ଅନ୍ତର୍ଜାତୀୟ ମହିଳା ଦିବସ, ସୁସ୍ଥ ସମାଜ ଗଠନରେ ମହିଳାମାନଙ୍କ ଭୂମିକା ଅନନ୍ୟ

ବରଗଡ଼,୮।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ବରଗଡ଼ ନେହେରୁ ଏସୋସିଏସନ ମହିଳା ସମିତି ପକ୍ଷରୁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମିତିର ସଭାପତି ସୁଷମା ଭୋଇ ସ୍ୱାଗତ ଭାଷଣ ଦେଇ ସମାଜରେ ମହିଳାଙ୍କ…

ରାଷ୍ଟ୍ରପତି ଛିଡ଼ା ହୋଇଥିବା ବେଳେ ଆପଣ କାହିଁକି ବସିଛନ୍ତି?…ଫଟୋ ଦେଖାଇ PM ମୋଦିଙ୍କ ଉପରେ ବର୍ଷିଲେ ମମତା

କୋଲକାତା,୮।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅସମ୍ମାନ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। କୋଲକାତାରେ ଆୟୋଜିତ ଏକ ମଞ୍ଚରୁ ମମତା ଏକ ଫଟୋ ଜାରି କରି ପ୍ରଧାନମନ୍ତ୍ରୀଙ୍କୁ…

ଆଫଗାନିସ୍ତାନ ଛାଡ଼ି ପାକିସ୍ତାନର ଶରଣରେ ରଶିଦ ଖାନ୍‌, ପ୍ରତିରକ୍ଷା ମନ୍ତ୍ରୀଙ୍କ ଧମକ-‘ଦେଶ ଛାଡ଼’

ଇସଲାମାବାଦ,୮।୩: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ବଢୁଥିବା ତିକ୍ତତା ମଧ୍ୟରେ ଏବେ କ୍ରିକେଟ ଜଗତର ଷ୍ଟାର୍‌ ସ୍ପିନର ରଶିଦ ଖାନଙ୍କୁ ନେଇ ବିବାଦ ଦେଖାଦେଇଛି। ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ମହମ୍ମଦ ଆସିଫ ଏକ ବିବାଦୀୟ ବୟାନ ଦେଇ ରଶିଦ ଖାନଙ୍କୁ…

ଭାରତୀୟ ବାଇସନ ମହୋତ୍ସବ: ଡେବ୍ରିଗଡ଼ରେ ହେବ ଭାରତର ପ୍ରଥମ ଜାତୀୟ ଗୟଳ ପାର୍କ

ବରଗଡ,୮।୩(ପ୍ରେମାନନ୍ଦ ଖମାରୀ): ଡେବ୍ରିଗଡ଼ ଅଭୟାରଣ୍ୟ ଆସନ୍ତା କିଛିଦିନ ମଧ୍ୟରେ ଭାରତ ବର୍ଷର ପ୍ରଥମ ଜାତୀୟ ଗୟଳ ପାର୍କଭାବେ ଅଭିହିତ ହେବ । ରବିବାର ଭାରତୀୟ ବାଇସନ (ଗୟଳ) ମହୋତ୍ସବ ଉଦଘାଟନୀ ଉତ୍ସବରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ବନଖଣ୍ଡ ଅଧିକାରୀ ଅଂଶୁପ୍ରଜ୍ଞା ଦାସ…

ବିଶ୍ୱକପ୍‌ ଫାଇନାଲରେ ସଞ୍ଜୁଙ୍କ ଧମାକା: ପ୍ରଥମ ଓଭରରେ ଛକା ମାରି ରଚିଲେ ନୂଆ ଇତିହାସ

ନୂଆଦିଲ୍ଲୀ,୮।୩: ଭାରତୀୟ ଉଇକେଟକିପର ବ୍ୟାଟର ସଞ୍ଜୁ ସାମସନ ଟି୨୦ ବିଶ୍ୱକପ୍‌ ୨୦୨୬ ଫାଇନାଲରେ ଏକ ଚମତ୍କାର ଛକା ମାରି ନିଜ ଇନିଂସ ଆରମ୍ଭ କରିଛନ୍ତି। ଏହା ସହିତ ତାଙ୍କ ନାମରେ ଏକ ବଡ଼ ବିଶ୍ୱ ରେକର୍ଡ ସୃଷ୍ଟି ହୋଇଛି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ…

ମହିଳା ଡାଟା ଏଣ୍ଟ୍ରି ଅପରେଟରଙ୍କ ଆତ୍ମହୁତି ଉଦ୍ୟମ, ଫିନାଇଲ୍ ପିଇ ଦେହରେ ନିଆଁ….

ରାୟଗଡ଼ା,୮ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାର ଅଧିଷ୍ଟାତ୍ରୀ ଦେବୀ ମା ମଝିଘରିଆଣିଙ୍କ ମନ୍ଦିର ନିକଟରେ ଅଘଟଣ । ନିଜ ଦେହରେ ନିଆଁ ଲଗାଇ ଜଣେ ମହିଳାଙ୍କ ଆତ୍ମହତ୍ୟା ଉଦ୍ଯମ କରିଛନ୍ତି । ମହିଳା ଜଣକ ରାୟଗଡା ସହରର ଇନ୍ଦିରାନଗର ଅଞ୍ଚଳର ଶୁଭଦ୍ରା ମାଝୀ…

ଧରିତ୍ରୀରେ ଖବର ପ୍ରକାଶ ପରେ ପୌର ପ୍ରଶାସନର ତତ୍ପରତା, ବିଜ୍ଞାପନ ବୋର୍ଡ଼….

ରାୟଗଡ଼ା,୮ା୩(ଆଶିଷ ରଞ୍ଜନ ପଣ୍ଡା): ଧରିତ୍ରୀରେ ‘ପରିବେଶ ନଷ୍ଟ କରୁଛି ସୁନା ଋଣ ସଂସ୍ଥା ଆଇଆଇଏଫଏଲ୍‌’ ଶୀର୍ଷକ ରବିବାର ପ୍ରକାଶ ପାଇବା ପରେ ତତ୍ପରତା ଦେଖାଇଛି ପୌର ପ୍ରଶାସନ । ରବିବାର ପୌର ନିର୍ବାହୀ ଅଧିକାରୀ କୁଲଦୀପ କୁମାରଙ୍କ ନିର୍ଦ୍ଦେଶକ୍ରମେ ପୌର କର୍ମଚାରୀ…

India vs New Zealand: ଫାଇନାଲରେ ଟସ୍‌ ଜିତିଲା ନ୍ୟୁଜିଲାଣ୍ଡ, ନେଲା ଏହି ନିଷ୍ପତ୍ତି; ଉଭୟ ଦଳରେ…

ଅହମ୍ମଦାବାଦ,୮।୩: ଟି୨୦ ବିଶ୍ୱକପ୍‌ ୨୦୨୬ ଏବେ ଏହାର ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଏହି ମହାମୁକାବିଲାରେ ମୁହାଁମୁହିଁ ହେଉଛନ୍ତି ଭାରତ ଓ ନ୍ୟୁଜିଲ୍ୟାଣ୍ଡ। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri