ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…
ଭୁବନେଶ୍ୱର,୨୯ା୯(ସୁନିତ୍ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି। ମଙ୍ଗଳବାର ଏହାର ଶୁଣାଣି ହେବାର ଅଛି। ଡିଜିପି ଚୟନ ନେଇ ରାଜ୍ୟ ସରକାର…
କେନ୍ଦ୍ର-ସିବିଏସ୍ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…
ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍ ଦେବା ସମ୍ପର୍କରେ ବିଚାର କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାର ଏବଂ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା…
ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ
ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ ପାଇଁ ସାହାରା ପାଲଟିଛି ଦେଶୀ ଡଙ୍ଗା। ହେଲେ ବିବାହ ସ୍ଥିର ହୋଇଥିବା ନଦୀକୂଳ…
ଡବ୍ଲ୍ୟୁଏଚ୍ଓ-ୟୁନିସେଫ୍ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…
ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ଏବଂ ୟୁନିସେଫ୍ର ଯୁଗ୍ମ ଅନୁଧ୍ୟାନ କାର୍ଯ୍ୟକ୍ରମ (ଜେଏମ୍ପି) ରିପୋର୍ଟରୁ ଏହା ଜଣାପଡ଼ିଛି । ୨୦୨୫ରେ ସାରା ବିଶ୍ୱର…
ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ
ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ ଜଳସେଚନ ଓ କୃଷି କାର୍ଯ୍ୟ ପ୍ରଭାବିତ ହେଉଛି। ଏହାର ପ୍ରଭାବରେ କେତେକ ଅଞ୍ଚଳରେ…
ଏମଏମଡିଆର୍ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ
କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ ହୋଇଥିଲା। ଦଳର ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆୟୋଜିତ…
ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ
ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା ୨୨ରେ ହତ୍ୟାକାଣ୍ଡ ହୋଇଥିବା ବେଳେ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି…
କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…
ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ ଆହତ ହୋଇଛି। ରାଜନଗର ଥାନା ଅନ୍ତର୍ଗତ ଡାଙ୍ଗମାଳ ପଞ୍ଚାୟତର ବାଙ୍କୁଆଳ ଗାଁରେ ଆଜି…
ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ
ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ମେରାପଲ୍ଲୀ ପଞ୍ଚାୟତର ମେରାମା ଗାଁରେ ଏହି ଘଟଣା ଘଟିଛି। ଘଟଣାରେ…
ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍ ଘଟିଲା…
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି ଗ୍ରାମର କ୍ଷୀରସାଗର ପଟେଲଙ୍କ ପୁଅ କୁଳମଣି ପଟେଲ (୩୫)। ସୂଚନା ଅନୁଯାୟୀ, କୁଳମଣୀ…
ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଏତଲା ପାଇବା ପରେ ସୋହେଲା ଥାନା ପୋଲିସ ଏକ ମାମଲା (ନଂ-୨୫୮/୨୬) ରୁଜୁ…
ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ
ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ ସେଠୀଙ୍କ ଝିଅ କୁନି ଫାଇନାଲ ମ୍ୟାଚ୍ରେ ବିଜୟୀ ହୋଇ ଏହି ସଫଳତା ହାସଲ…

