Home

ଯନ୍ତ୍ରୀଙ୍କର ରହିଛି ୧୪ ପ୍ଲଟ୍‌, ଏକାଧିକ କୋଠା

ଭୁବନେଶ୍ୱର,୭ା୧(ବ୍ୟୁରୋ): ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଥିବା ଭୁବନେଶ୍ୱର ଆରଡବ୍ଲ୍ୟୁଏସ୍‌ଏସ୍‌ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁଙ୍କର ୨ଟି ତିନି ମହଲା କୋଠା ଗୋଟିଏ ଦୁଇ ମହଲା କୋଠା ସମେତ ୧୪ଟି ପ୍ଲଟ୍‌ ରହିଛି। ଏହା ସହିତ…

୪୫ ବଲ୍‌ରେ ଶତକ

ରାଜକୋଟ,୭।୧: ଭାରତ-ଶ୍ରୀଲଙ୍କା ମଧ୍ୟରେ ଶନିବାର ଖେଳାଯାଉଥିବା ଅନ୍ତିମ ତଥା ନିର୍ଣ୍ଣାୟକ ଟି୨୦ରେ ଚମକିଛନ୍ତି ସୂର୍ଯ୍ୟକୁମାର ଯାଦବ। ଟି୨୦ ଅନ୍ତର୍ଜାତୀୟ ଫର୍ମାଟରେ ସେ ନିଜର ତୃତୀୟ ଶତକ ମାରିବାରେ ସଫଳ ହୋଇଛନ୍ତି। ମାତ୍ର ୪୫ ବଲ୍‌ରେ ୮ ଛକା ଏବଂ ୬ ଚୌକା…

ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ, ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୨୨୯ ରନ…

ରାଜକୋଟ,୭।୧ : ଭାରତ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚର ତୃତୀୟ ତଥା ଶେଷ ମ୍ୟାଚରେ ଟସ ଜିତି ଭାରତ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଥିଲା। ରାଜକୋଟର ସୌରାଷ୍ଟ୍ର କ୍ରିକେଟ…

ଛଟେଇ କରିବ ମ୍ୟାକ୍‌ଡୋନାଲ୍ଡ୍‌

ନୂଆଦିଲ୍ଲୀ,୭।୧: ଛଟେଇ କରିବ ମ୍ୟାକ୍‌ଡୋନାଲ୍ଡ। ଚଳିତ ବର୍ଷ ଏପ୍ରିଲ ସୁଦ୍ଧା କମ୍ପାନୀର କିଛି କର୍ମଚାରୀଙ୍କୁ ଛଟେଇ କରାଯିବାକୁ ନେଇ ଘୋଷଣା କରାଯିବ ବୋଲି ସିଇଓ କ୍ରିସ କେମ୍ପକିନସ୍କି କହିଛନ୍ତି। ତେବେ କମ୍ପାନୀରେ ୨ ଲକ୍ଷ କର୍ମଚାରୀ ଅଛନ୍ତି। ଏବେ ସେମାନଙ୍କର ଭୂମିକା…

୧୯ ଡିଗ୍ରୀ କଲେଜକୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୭ା୧(ବ୍ୟୁରୋ): ସାମ୍ସ ନିୟମ ଉଲ୍ଲଂଘନ କରି ଛାତ୍ରୀଛାତ୍ରଙ୍କ ନାମ ଲେଖାଇଥିବା ରାଜ୍ୟର ୧୯ଟି ଡିଗ୍ରୀ କଲେଜକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ୧୧ ଜାନୁୟାରୀ ସୁଦ୍ଧା ଜବାବ ଦାଖଲ କରିବାକୁ ସଂପୃକ୍ତ ଡିଗ୍ରୀ କଲେଜଗୁଡ଼ିକର…

ସ୍କୁଲ ଛାତ୍ରୀଛାତ୍ରମାନଙ୍କଠାରୁ ମୋବାଇଲ ତଲାସୀ କରିବା ଦ୍ୱାରା ସ୍ବାଭିମାନକୁ ଲାଗୁଛି ଆଘାତ: ଶିଶୁ ଅଧିକାର ପ୍ୟାନେଲ…

ଥିରୁଭାନନ୍ତପୁରମ,୭।୧ : ଅଧିକାଂଶ ବିଦ୍ୟାଳୟ ପ୍ରଶାସନର ସ୍ପଷ୍ଟ ନିର୍ଦ୍ଦେଶ ରହିଛି ଯେ ସ୍କୁଲ କ୍ୟାମ୍ପସରେ ମୋବାଇଲ ଆଣିବା କଡା ନିଷେଧ। କିନ୍ତୁ ଛାତ୍ରୀଛାତ୍ରମାନେ ନିର୍ଦ୍ଦେଶକୁ ନ ମାନି ବିଦ୍ୟାଳୟକୁ ମୋବାଇଲ ଆଣିଥାନ୍ତି। ଏଥିପାଇଁ ବିଦ୍ୟାଳୟ ପ୍ରଶାସନ କାହା ପାଖରେ ମୋବାଇଲ ଅଛି…

ଉସମାନଙ୍କ ସହ ସଚିନଙ୍କ ଭଳି ଅନ୍ୟାୟ: ଦ୍ୱିଶତକ ମାରିବା ପୂର୍ବରୁ ଇନିଂସ ଘୋଷଣା କରିଦେଲେ ଅଧିନାୟକ

ସିଡନୀ,୭।୧: କ୍ରିକେଟ ଇତିହାସରେ ୨୦୦୪ ଘଟଣାର ପୁନରାବୃତ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ସିଡନୀ ଟେଷ୍ଟରେ ଅଷ୍ଟ୍ରେଲିୟ ଖେଳାଳି ଉସମାନ ଖ୍ବାଜାଙ୍କ ଅନ୍ୟାୟ କରାଯାଇଛି। ସେ ୧୯୫ ରନ୍‌ରେ ଅପରାଜିତ ଥିଲେ ହେଁ ନିଜର ଦ୍ୱିଶତକ ପୂରଣ କରିପାରିବାରୁ ବଞ୍ଚିତ ହୋଇଛନ୍ତି। କାରଣ…

ଖାଲରେ ପଡ଼ି ଶିଶୁପୁତ୍ରର ଜୀବନ ଗଲା

ବଡ଼ବିଲ,୭ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ନାଲଦା ଅଞ୍ଚଳରେ ୩ ବର୍ଷର ଶିଶୁପୁତ୍ର ପାଣି ଭର୍ତ୍ତି ଏକ ଖାଲରେ ପଡ଼ି ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏ ନେଇ ବଡ଼ବିଲ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି…

ଆସନ୍ତା ୪୦ ଦିନ ମଧ୍ୟରେ ଚାଇନାରେ ୨୦୦ କୋଟି ଲୋକ ହେବେ ସ୍ଥାନାନ୍ତର: ସ୍ଥିତି ଅଣାୟତ୍ତ ହେବା ଆଶଙ୍କା…

ବେଜିଂ,୭।୧ : ଚାଇନାରେ କରୋନା ବିସ୍ଫୋରଣ ମଧ୍ୟରେ ଚାଇନା ଅନ୍ତର୍ଜାତୀୟ ଯାତ୍ରୀଙ୍କ ପାଇଁ ନିଜର ସୀମା ଖୋଲିଛି। ଏହା ଯୋଗୁ ଦେଶରେ ଉତ୍ସାହର ବାତାବରଣ ସୃଷ୍ଟି ହୋଇଛି। ଯାତ୍ରା କରିବାକୁ ଭଲପାଉଥିବା ଯୁବକମାନଙ୍କ ମଧ୍ୟରେ କରୋନା ସଂକ୍ରମଣ ପ୍ରତି ଭୟ ନାହିଁ।…

ପ୍ରେମରେ ପଡ଼ିଛନ୍ତି ଇମରାନ ଖାଁଙ୍କ ପୂର୍ବପତ୍ନୀ ଅବନ୍ତିକା

ବମ୍ବେ: ବଲିଉଡ୍‌ ଅଭିନେତା ଇମରାନ ଖାଁଙ୍କ ପୂର୍ବପତ୍ନୀ ଅବନ୍ତିକା ମଲିକଙ୍କ ଜୀବନରେ ମିଷ୍ଟ୍ରିମ୍ୟାନ୍‌ଙ୍କ ଏଣ୍ଟ୍ରି। ତାଙ୍କର ସୋସିଆଲ ମିଡିଆ ପୋଷ୍ଟ ପରେ ଏଭଳି କିଛି କଥାକୁ ନେଇ ଚର୍ଚ୍ଚା ଜୋର ଧରିଛି। ୮ ବର୍ଷର ବିବାହ ପରେ ଅବନ୍ତିକା ଇମରାନଙ୍କଠାରୁ ଅଲଗା…

ଭାରତର ସହାୟତା ଲୋଡିଲେ ବିକ୍ରମସିଙ୍ଘେ…

କଲମ୍ବୋ,୭।୧ : ଶ୍ରୀଲଙ୍କାର ଋଣ ପୁନର୍ଗଠନ ଅନୁରୋଧ ଉପରେ ଭାରତର ପ୍ରତିକ୍ରିୟା ଚଳିତ ମାସ ଶେଷ ସୁଦ୍ଧା ଆଶା କରାଯାଉଛି ବୋଲି ରାଷ୍ଟ୍ରପତି ରାନିଲ ବିକ୍ରମସିଙ୍ଘେ କହିଛନ୍ତି। ଶ୍ରୀଲଙ୍କା ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ରୁ ୨.୯ ବିଲିୟନ ଆମେରିକୀୟ ଡଲାରର…

ଟସ ଜିତିଲା ଭାରତ ,ବ୍ୟାଟିଂ ନିଷ୍ପତ୍ତି…

ରାଜକୋଟ,୭।୧ : ଭାରତ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚର ତୃତୀୟ ତଥା ଶେଷ ମ୍ୟାଚରେ ଟସ ଜିତି ଭାରତ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଛି। ରାଜକୋଟର ସୌରାଷ୍ଟ୍ର କ୍ରିକେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri