Home

ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷଣା

ଭୁବନେଶ୍ୱର,୪ା୨(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ୨୦୨୨ ପାଇଁ ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ଧର୍ମପଦ ପୁରସ୍କାର, ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷଣା କରାଯାଇଛି। ଏହି…

ଦୁର୍ଘଟଣା ଗାଡ଼ିରୁ ଟଙ୍କା ଚୋରି ମାମଲା: ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୪ ଗିରଫ

ବୌଦ୍ଧ,୪ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ବାଉଁଶୁଣୀ ଥାନାର ବହିରା ହାଇସ୍କୁଲ ଛକଠାରେ ସାଧାରଣତନ୍ତ୍ର ଦିବସ ଦିନ ଏକ ସ୍କର୍ପିଓ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଆଉ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ…

କାମକୁ ଯାଇ ଘରକୁ ଫେରି ନ ଥିଲେ ଦୁଇ ଯୁବକ: ପରିତ୍ୟକ୍ତ ବାଡ଼ିରୁ ମିଳିଲା ରକ୍ତାକ୍ତ ମୃତଦେହ

ରାଉରକେଲା ଅଫିସ,୪ା୨: ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ଥାନା ଅନ୍ତର୍ଗତ କନଷ୍ଟ୍ରକ୍‌ସନ କଲୋନୀରେ ରକ୍ତାକ୍ତ ଅବସ୍ଥାରେ ପୋଲିସ ଦୁଇ ଯୁବକଙ୍କ ମୃତଦେହକୁ ଶନିବାର ସନ୍ଧ୍ୟାରେ ଜବତ କରିଛି। ମୃତ ଯୁବକଙ୍କ ନାମ ଇନ୍ଦ୍ରଜିତ ସ୍ବାଇଁ(୨୭) ଓ ସଞ୍ଜୟ କୁମାର ଦାଶ (୩୯)। ସୂଚନାଯୋଗ୍ୟ,…

କାମ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍‌ ଲାଇନ୍‌ ପାଇପ୍‌: ୨ ଶ୍ରମିକ ମୃତ, ୩ ଆହତ

ନୟାଗଡ଼ ଅଫିସ,୪।୨: ନୟାଗଡ଼ ଜିଲା ସୁନାନଟି ବ୍ରିଜ ନିକଟରେ ଶନିବାର ଗ୍ୟାସ ଲାଇନ୍‌ ପାଇପ୍‌ ଫାଟିଛି। ଏଥିରେ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଆହତ ହୋଇଛନ୍ତି। ମୃତ ଶ୍ରମିକ ହେଲେ ସୋନୁ ଓ ବିଜୟ ଗାଙ୍ଗୁଲି l ସମସ୍ତ…

ଟି-ସେତୁରେ ଯାନବାହନ ଚଳାଚଳ ବନ୍ଦ ରହିବ

କଟକ ଅଫିସ,୪ା୨: କଟକ ଜିଲା ବଡ଼ମ୍ବା ସିଂହନାଥ ପୀଠରେ ଜାଗର ଉପଲକ୍ଷେ ପ୍ରବଳ ଶ୍ରଦ୍ଧାଳୁଙ୍କ ସମାଗମ ହେବାର ଆଶଙ୍କା ରହିଛି। ଏନେଇ କଟକ ଜିଲା ପ୍ରଶାସନ ପକ୍ଷରୁ ୧୮ ତାରିଖ ଭୋର୍‌ ୪ଟାରୁ ୧୯ ତାରିଖ ସକାଳ ୭ଟା ପର୍ଯ୍ୟନ୍ତ ଟି-ସେତୁ…

ଅଶ୍ୱିନଙ୍କୁ କାହିଁକି ଏତେ ଡରୁଛି ଅଷ୍ଟ୍ରେଲିଆ? ରେକର୍ଡ କହୁଛି…

ନୂଆଦିଲ୍ଲୀ,୪।୨: ଫେବୃୟାରୀ ୯ରୁ ଭାରତ ବିପକ୍ଷରେ ଟେଷ୍ଟ ସିରିଜ ଖେଳିବ ଅଷ୍ଟ୍ରେଲିଆ। ୪ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ଉପରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଟିକେଟ ନିର୍ଭର କରୁଛି। ଏହି କାରଣରୁ ଉଭୟ ଟିମ୍‌ ସିରିଜ ଜିତିବା ଲାଗି ଜୋରଦାର…

ବାଘ ଟ୍ରାକିଂ ପାଇଁ ଚାଲିଛି ତନାଘନା

କେନ୍ଦୁଝର,୪ା୨(ସ୍ବ.ପ୍ର.): ପାଟଣା ରେଞ୍ଜ ଅନ୍ତର୍ଗତ ଜଙ୍ଗଲ ପରିବେଷ୍ଟିତ ରୋହିଣୀଦୁମା ଗ୍ରାମରେ ଅନନ୍ତ ମାଝି ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ବାଘ ଆକ୍ରମଣରେ ହୋଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏହି ସମୟରେ ବନ ବିଭାଗ ବାଘକୁ ଠାବ କରିବାକୁ ପଦକ୍ଷେପ ନେଇଛି। ଏହା…

ନାରାୟଣପାଟଣାରେ ୫-ଟି ସଚିବ

କୋରାପୁଟ/ନାରାୟଣପାଟଣା,୪ା୨(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର କୋରାପୁଟ ଗସ୍ତରେ ଆସି ଶିକ୍ଷା, ସ୍ବାସ୍ଥ୍ୟ, ରାସ୍ତା, ପାନୀୟ ଜଳ ସମସ୍ୟା ଦୂର କରିବାକୁ କୋଟି କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ତେବେ ଆଜି ଏକ ସ୍ବତନ୍ତ୍ର ବିମାନ ଯୋଗେ ୫-ଟି ସଚିବ…

ଶିନ୍ଦେଙ୍କୁ ଅଣ-ସାମ୍ବିଧାନିକ ମୁଖ୍ୟମନ୍ତ୍ରୀ କହିଲେ ଆଦିତ୍ୟ…

ମୁମ୍ବାଇ,୪।୨ : ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଜଣେ ଅଣ-ସାମ୍ବିଧାନିକ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ସେ ଶିନ୍ଦେଙ୍କୁ ବିଧାନସଭା ନିର୍ବାଚନରେ ଲଢ଼େଇ ପାଇଁ ଆହ୍ବାନ ଦେଇଛନ୍ତି। ମୁଁ ମୋ ଆସନରୁ ଇସ୍ତଫା ଦେବି…

ଅଷ୍ଟ୍ରେଲିଆ ସିରିଜ ଲାଗି ବିସିସିଆଇ ନେଲା ବଡ଼ ନିଷ୍ପତ୍ତି, ଏହି ୪ ଖେଳାଳି…

ନୂଆଦିଲ୍ଲୀ,୪।୨: ଟିମ୍‌ ଇଣ୍ଡିଆ ଅଷ୍ଟ୍ରେଲିଆ ସିରିଜ ଲାଗି ପ୍ରସ୍ତୁତି ଆରମ୍ଭ କରିଛି। ସମସ୍ତ ଖେଳାଳି ଅଧିନାୟକ ରୋହିତ ଶର୍ମା ଏବଂ କୋଚ୍‌ ରାହୁଲ ଦ୍ରାବିଡଙ୍କ ନେତୃତ୍ୱରେ ଅଭ୍ୟାସ କରୁଛନ୍ତି। ତେବେ ଏହି ସିରିଜ ପୂର୍ବରୁ ବିସିସିଆଇ ବଡ଼ ନିଷ୍ପତ୍ତି ନେଇଛି। ତଦନୁଯାୟୀ…

୪୨ ଦିନରେ ଖେଳାଯିବ ୭ ମ୍ୟାଚ୍‌, ଫେବୃୟାରୀ ୯ରୁ ପ୍ରଥମ ଟେଷ୍ଟ: ଜାଣନ୍ତୁ ଲାଇଭ୍‌ ଷ୍ଟ୍ରିମିଂଠାରୁ ଆରମ୍ଭ କରି କାର୍ଯ୍ୟସୂଚୀ…

ନୂଆଦିଲ୍ଲୀ,୪।୨: ବର୍ତ୍ତମାନ ଅଷ୍ଟ୍ରେଲିଆ କ୍ରିକେଟ ଟିମ୍‌ ଭାରତ ଗସ୍ତରେ ଅଛି। ଏହି ଭ୍ରମଣରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ (ବର୍ଡର-ଗାଭାସ୍କର ଟ୍ରଫି) ଏବଂ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ଅଷ୍ଟ୍ରେଲିଆ ଟିମ୍‌…

‘ପଠାନ’ ଦେଖିବାକୁ ନିଜ ଦେଶ ଛାଡ଼ି ଭାରତ ଆସିଲେ ବ୍ୟକ୍ତି

ମୁମ୍ବାଇ: କିଙ୍ଗ୍‌ଖାନ୍‌ ଶାହାରୁଖ ତାଙ୍କ ଫିଲ୍ମ ‘ପଠାନ’କୁ ନେଇ ଏବେ ଖୁବ୍‌ ଚର୍ଚ୍ଚାରେ। ଏହି ଫିଲ୍ମ ଝଡ଼ ବେଗରେ ରୋଜଗାର ବି କରିଚାଲିଛି। ୪ ବର୍ଷ ପରେ ପରଦାକୁ ଫେରିଥିବା ବଲିଉଡ୍‌ ବାଦ୍‌ଶାହା ପ୍ରମାଣ କରିଛନ୍ତି ଯେ, ତାଙ୍କ କ୍ରେଜ୍‌ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?