Home

୧୭ ଲକ୍ଷ ଦିଅ, ଆମେରିକାରେ ଅନୁପ୍ରବେଶ କର…

ଓ୍ବାଶିଂଟନ,୪।୨ : ଆମେରିକୀୟ ସୀମାରେ ଅନୁପ୍ରବେଶ ଖବର ସାମ୍ନାକୁ ଆସୁଛି। କିନ୍ତୁ ଏଥର ଅନୁପ୍ରବେଶକୁ ନେଇ ଏକ ବଡ଼ ପର୍ଦ୍ଦାଫାଶ ହୋଇଛି। ବାସ୍ତବରେ ଆମେରିକାର ସାଂସଦମାନେ ଦାବି କରିଛନ୍ତି ଯେ ଆମେରିକାର ସୀମା ପାର ହେବାରେ ସାହାଯ୍ୟ କରିବା ପାଇଁ ଅପରାଧୀ…

ପାକିସ୍ତାନରେ ଓ୍ବିକିପିଡ଼ିଆ ବ୍ଲକ୍‌…

ଇସଲାମାବାଦ,୪।୨ : ପାକିସ୍ତାନରେ ଓ୍ବିକିପିଡ଼ିଆର ସାଇଟ ଉପରେ ପ୍ରତିବନ୍ଧକ ଲଗାଯାଇଛି। ବାସ୍ତବରେ, ପାକିସ୍ତାନ ସରକାର ଉଇକିପିଡ଼ିଆକୁ ଏହାର ୱେବସାଇଟରୁ ନିନ୍ଦନୀୟ ବିଷୟବସ୍ତୁ ହଟାଇବାକୁ କହିଥିଲେ। ଏହାକୁ ନେଇ ପାକିସ୍ତାନରେ ଅନେକ ଆଲୋଡ଼ନ ଦେଖାଦେଇଥିଲା, ଏହା ପରେ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫଙ୍କ ସରକାର…

ଚାଇନାରେ ସଙ୍କଟ: ଦେଶଛାଡି ସିଙ୍ଗାପୁର ମୁହାଁ ଧନକୁବେର…

ବେଜିଂ,୪।୨ : ଚାଇନାର କମ୍ୟୁନିଷ୍ଟ ଶାସକଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦେଶର ବହୁ ଧନକୁବେର ସମ୍ପ୍ରତି ସିଙ୍ଗାପୁରରେ ବସବାସ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ ପାଇଁ ସଙ୍କଟ ସୃଷ୍ଟି ହୋଇଛି। ଶାସକ କମ୍ୟୁନିଷ୍ଟ ପାର୍ଟିର ଭୟ ଯୋଗୁ…

ଦୈନିକ ସଂକ୍ରମଣ ହାର ୦.୧୧ ପ୍ରତିଶତ…

ନୂଆଦିଲ୍ଲୀ, ୪।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍‌…

ମାର୍ଚ୍ଚ ୧୮ରେ ହେବ ଆଇଏସ୍‌ଏଲ୍‌ ଫାଇନାଲ

ନୂଆଦିଲ୍ଲୀ,୪।୨(ପି.ଟି.): ଚଳିତ ସିଜନ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇଏସ୍‌ଏଲ୍‌)ର ଫାଇନାଲ ମ୍ୟାଚ ମାର୍ଚ୍ଚ ୧୮ରେ ଖେଳାଯିବ ବୋଲି ଆୟୋଜକ ଗଣ ଶୁକ୍ରବାର ଘୋଷଣା କରିଛନ୍ତି। ଲିଗ୍‌ ପର୍ଯ୍ୟାୟ ଶେଷ ହେବା ପରେ ଚତୁର୍ଥ ଓ ପଞ୍ଚମ ଦଳ ଏବଂ ତୃତୀୟ ଓ…

ଭାରତ ୧୨-୦ରେ ଭୁଟାନକୁ ହରାଇଲା

ଢାକା, ୪।୨(ପି.ଟି.): ବଦଳ ଖେଳାଳିଭାବେ ଆସିଥିବା ତିନି ଖେଳାଳିଙ୍କ ହ୍ୟାଟ୍ରିକ ସହାୟତାରେ ଭାରତ ଏଠାରେ ଚାଲିଥିବା ୨୦ ବର୍ଷରୁ କମ୍‌ ମହିଳା ସାଫ୍‌ ଚାମ୍ପିୟନଶିପ୍‌ର ଶୁକ୍ରବାର ଅନୁଷ୍ଠିତ ଏକ ମ୍ୟାଚରେ ଭୁଟାନକୁ ୧୨-୦ ଗୋଲରେ ପରାସ୍ତ କରିଛି। ଭାରତର ଏହା ପ୍ରଥମ…

ଦୃଷ୍ଟିବାଧିତ ମହିଳା କ୍ରିକେଟ ପ୍ରଶିକ୍ଷଣ ଓ ଆତ୍ମରକ୍ଷା କୌଶଳ ତାଲିମ ଶିବିର

ଭୁବନେଶ୍ୱର, ୪।୨(କ୍ରୀଡ଼ା ପ୍ରତିନିଧି): ଭାରତୀୟ ଦୃଷ୍ଟିହୀନ କ୍ରିକେଟ୍‌ ସଂଘ (କାଭି ଓଡ଼ିଶା) ଓ ସମର୍ଥନମ୍‌ ଟ୍ରଷ୍ଟ ଫର୍‌ ଦି ଡିସାବୁଲ୍‌ର ସହଯୋଗରେ ଦୃଷ୍ଟିବାଧିତ ମହିଳାମାନଙ୍କ ନିମନ୍ତେ ୫ ଦିନିଆ କ୍ରିକେଟ୍‌ ପ୍ରଶିକ୍ଷଣ ଓ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଖୋର୍ଦ୍ଧାର ବାଣପୁରସ୍ଥିତ…

ଓଡ଼ିଶା ପୁରୁଷ ଦଳର କ୍ରମାଗତ ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୪।୨(କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ଚାଲିଥିବା ୭୧ତମ ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍‌ (ମହିଳା/ପୁରୁଷ)ରେ ଓଡ଼ିଶା ପୁରୁଷ ଦଳ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ଗୁରୁବାର ନିଜର ପ୍ରଥମ ମ୍ୟାଚରେ ମଣିପୁରକୁ ୩:୧ (୨୫-୨୧, ୨୭-୨୯, ୨୫-୧୧, ୨୫-୧୪)ରେ…

ଓଡ଼ିଶା ବାଳିକା ଖୋ ଖୋ ଦଳକୁ ସ୍ବର୍ଣ୍ଣ, ବାଳକଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୪।୨(କ୍ରୀଡ଼ା ପ୍ରତିନିଧି): ମଧ୍ୟପ୍ରଦେଶରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସରେ ଓଡ଼ିଶାର ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ଶୁକ୍ରବାର ଖୋ ଖୋ ଇଭେଣ୍ଟରେ ଓଡ଼ିଶା ବାଳିକା ଦଳ ସ୍ବର୍ଣ୍ଣ ଏବଂ ବାଳକ ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ଓଡ଼ିଶା…

ଜୟରାମ, ସବିତାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୪।୨(କ୍ରୀଡ଼ା ପ୍ରତିନିଧି): ମଧ୍ୟପ୍ରଦେଶର ବିଭିନ୍ନ ସହରରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ଆଥଲେଟିକ୍ସ ଇଭେଣ୍ଟ ଶୁକ୍ରବାର ଆରମ୍ଭ ହୋଇଛି। ଏହା ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଥଲେଟିକ୍ସ ଇଭେଣ୍ଟର ପ୍ରଥମ ଦିବସରେ ଓଡ଼ିଶାକୁ ୨ଟି ସ୍ବର୍ଣ୍ଣ ପଦକ ମିଳିଛି।…

୧୩% ବୃଦ୍ଧି ପାଇଛି କୋଇଲା ଉତ୍ପାଦନ

ନୂଆଦିଲ୍ଲୀ,୪।୨: ପୂର୍ବବର୍ଷ ତୁଳନାରେ ଦେଶରେ ସାମଗ୍ରିକ କୋଇଲା ଉପତ୍ାଦନ ୧୨.୯୪ ପ୍ରତିଶତ ବୃଦ୍ଧି ହୋଇ ୮୯.୯୬ ମିଲିୟନ୍‌ ଟନ୍‌ରେ ପହଞ୍ଚଛି ବୋଲି କୋଇଲା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, କୋଲ୍‌ ଇଣ୍ଡିଆ ଲିମିଟେଡ଼୍‌ ଦ୍ୱାରା ୧୧.୪୪ ପ୍ରତିଶତ କୋଇଲା ଉପତ୍ାଦନ ହୋଇଥିବା…

ଏସ୍‌ବିଆଇର ୩ୟ ତ୍ରେିମାସିକ ଫଳାଫଳ

ନୂଆଦିଲ୍ଲୀ, ୪।୨: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସର୍ମ୍ପକରେ ଘୋଷଣା କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ଅକ୍ଟୋବରରୁ ଡିସେମ୍ବର ଶେଷ ସୁଦ୍ଧା ବ୍ୟାଙ୍କ ନେଟ୍‌ ଲାଭ ୬୮.୫% ବୃଦ୍ଧି ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?