Home

ଆଜିଠୁ ସାତକୋଶିଆରେ କୁମ୍ଭୀର ଗଣନା

ଅନୁଗୋଳ ଅଫିସ/ବାରିପଦା ଅଫିସ,୬ା୧: ଶୁକ୍ରବାରଠାରୁ ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ ହୋଇଛି। ସାତକୋଶିଆ ବନଖଣ୍ଡର ମହାନଦୀ ଓ ଆଖପାଖ ଅଞ୍ଚଳରେ କୁମ୍ଭୀର ଗଣନା କରାଯାଉଛି। ଏହି ଗଣନା କାର୍ଯ୍ୟରେ ମୋଟ୍‌ ୧୨ଟି ଟିମ୍‌ ନିୟୋଜିତ ହୋଇଛନ୍ତି। ସେହିପରି ମୟୂରଭଞ୍ଜ ଜିଲା କରଞ୍ଜିଆରେ…

ଦଦରାଘାଟିରେ ପର୍ଯ୍ୟଟକଙ୍କ ଭିଡ଼

ପରଜଙ୍ଗ,୬।୧(ଡି.ଏନ.ଏ.): ପର୍ଯ୍ୟଟକଙ୍କ ଗହଳଚହଳରେ ମୁଖରିତ ହୋଇଉଠିଛି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଦଦରାଘାଟି ଡ୍ୟାମ୍‌। ସହରର କୋଳାହଳଠାରୁ ଦୂର ଶାନ୍ତ ସବୁଜିମା କୋଳରେ କିଛି ସମୟ ବିତାଇବା ଲାଗି ଏଠାକୁ ଛୁଟି ଆସୁଛନ୍ତି ରାଜ୍ୟ ତଥା ରାଜ୍ୟ ବାହାରର…

ରାଜ୍ୟରେ ୩ କୋଟି ୨୩ ଲକ୍ଷରୁ ଉର୍ଦ୍ଧ୍ୱ ଭୋଟର

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟର ୧୪୬ ବିଧାନସଭା ନିର୍ବାଚନମଣ୍ଡଳୀରେ ଚୂଡ଼ାନ୍ତ ଫଟୋ ଭୋଟର ତାଲିକା ଗୁରୁବାର ପ୍ରକାଶ କରାଯାଇଛି। ୫୮ ନିର୍ବାଚନ ପଞ୍ଜୀକରଣ ଅଧିକାରୀ ତଥା ଉପଜିଲାପାଳଙ୍କ କାର୍ଯ୍ୟାଳୟ, ୩୦ ଜିଲାର ନିର୍ବାଚନ ଅଧିକାରୀ ତଥା ଜିଲାପାଳଙ୍କ କାର୍ଯ୍ୟାଳୟ, ରାଜ୍ୟର ସମସ୍ତ ବୁଥ୍‌ ଏବଂ…

ଇ-ଏଫ୍‌ଆଇଆର ପଞ୍ଜୀକରଣ ମାମଲା: ଡିଜିପିଙ୍କୁ ସାନି ସତ୍ୟପାଠ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୬ା୧: ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରୁ ଇ-ଏଫ୍‌ଆଇଆର୍‌ ବ୍ୟବସ୍ଥା ରାଜ୍ୟରେ ଲାଗୁ କରିବା ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ଗୁରୁବାର ଶୁଣାଣି ହୋଇଛି। ପୂର୍ବ ନିର୍ଦ୍ଦେଶ ମୁତାବକ ଡିଜିପି ସୁନୀଲ କୁମାର ବଂଶଲ ଏକ ସତ୍ୟପାଠ ଦାଖଲ କରିଥିଲେ।…

ଅର୍ଚ୍ଚନାଙ୍କ ଘର ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ୱର,୬।୧ (ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କୁ ବୁଧବାର ଝାରପଡ଼ା ଜେଲରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ୬ ଘଣ୍ଟା ଜେରା କରାଯାଇଥିଲା। ଗୁରୁବାର ତାଙ୍କ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ରଙ୍କୁ ମଧ୍ୟ ଜେଲରେ ୪…

ପୁରୀରେ ଖୋଲିବ ଦ୍ୱିତୀୟ ପ୍ରତ୍ନତତ୍ତ୍ୱ ବିଭାଗ କାର୍ଯ୍ୟାଳୟ

କଟକ ଅଫିସ,୬ା୧: ପୁରୀ-କୋଣାର୍କ ଅଞ୍ଚଳ ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ଏଏସ୍‌ଆଇ)ର ଦ୍ୱିତୀୟ କାର୍ଯ୍ୟାଳୟ ପୁରୀଠାରେ ଖୁବ୍‌ଶୀଘ୍ର ଖୋଲାଯିବ। ଭୁବନେଶ୍ୱରଠାରେ ଏଏସ୍‌ଆଇ କାର୍ଯ୍ୟାଳୟ ରହିଥିବାବେଳେ ଆବଶ୍ୟକତା ଦୃଷ୍ଟିରୁ ଦ୍ୱିତୀୟ କାର୍ଯ୍ୟାଳୟ ଖୋଲାଯିବା ପାଇଁ ନିଷତ୍ତି ନିଆଯାଇଛି। ଶ୍ରୀମନ୍ଦିର ରନତ୍ଭଣ୍ଡାର ଖୋଲିବା ମାମଲାର…

ପୁନରୁଦ୍ଧାର ଅପେକ୍ଷାରେ ରାଧା, ଲଳିତା, ଶ୍ୟାମାକୁଣ୍ଡ

ଭୁବନେଶ୍ୱର,୬।୧(ବ୍ୟୁରୋ): ପାଖେଇ ଆସୁଛି ଖଣ୍ଡଗିରି କୁମ୍ଭମେଳା। ଜାଗମରାରୁ ପ୍ରଭୁ ଅନନ୍ତ କେଶରୀ ଶୋଭାଯାତ୍ରାରେ ବାହାରି ଉଦୟଗିରିସ୍ଥିତ ଲଳିତାକୁଣ୍ଡରେ ଚାପ ଖେଳିବେ। ଖଣ୍ଡଗିରି-ଉଦୟଗିରିରେ ରହିଥିବା ୫ ପବିତ୍ର ତଥା ପୁରାତନ ଜଳାଶୟ ମଧ୍ୟରୁ ଲଳିତାକୁଣ୍ଡ ଗୋଟିଏ ହୋଇଥିବାବେଳେ ଏହା ଅବହେଳିତ ହୋଇପଡ଼ିଛି। ସେହିଭଳି…

ଆଜି ମହାପ୍ରଭୁଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ,୬ା୧: ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ସକାଳଧୂପ ସରିବା ପରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ଦୁର୍ଲଭ ସୁନାବେଶରେ ବିଭୂଷିତ ହେବେ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ସ୍ବତନ୍ତ୍ର ଅଟେ। ଚତୁର୍ଦ୍ଦଶୀ ତିଥିରେ ଅଧିବାସ ଗୃହରେ…

୩୨ ବର୍ଷ ବିତିଲା, ସରୁନି ରାସ୍ତା କାମ

ପ୍ରୀତିପୁର,୬ା୧(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ଏକ ରାସ୍ତା କାମ ୩୨ ବର୍ଷ ହେଲା ସମ୍ପୂର୍ଣ୍ଣ ହୋଇ ପାରିନି। ଏଭଳି ଅବହେଳାକୁ ଅଞ୍ଚଳବାସୀ ସହଜେ ଗ୍ରହଣ କରିପାରି ନାହାନ୍ତି। ମିଳିଥିବା ସୂଚନା ଅନୁଯାୟୀ, ବ୍ଲକର ଜରି ଛାନ୍ଦମୁଣ୍ଡ ଗ୍ରାମର ବିସିଜେ ହାଇସ୍କୁଲ…

ସଙ୍କୁଚିତ ହେଉଛି ବୈତରଣୀ

ଯାଜପୁର ଅଫିସ,୬ା୧: କେନ୍ଦୁଝର ଜିଲା ଗୋନାସିକା ପାହାଡ଼ରୁ ବାହାରି ଯାଜପୁର ଜିଲା ଦେଇ ପ୍ରବାହିତ ଚିରସ୍ରୋତା ବୈତରଣୀ ନଦୀର କେତେକାଂଶ ଏବେ ନାଳ ପାଲଟିଛି। ନଦୀକୂଳକୁ ପୋତି ବିକାଶ କାମ ଚାଲିଥିବାରୁ ସାଧାରଣରେ ଏଭଳି ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହାସହ ଓସାରିଆ…

ମାଞ୍ଚେଷ୍ଟର ସିଟି ସହ ଜିଓର ସହଭାଗିତା

ନୂଆଦିଲ୍ଲୀ,୬।୧: ମାଞ୍ଚେଷ୍ଟର ସିଟି କ୍ଲବ୍‌ ବୁଧବାର ଦେଶର ଅଗ୍ରଣୀ ପ୍ରାଇଭେଟ୍‌ ଟେଲିକମ୍‌ ସଂସ୍ଥା ଜିଓ ସହିତ ତାର ନୂତନ ଆଞ୍ଚଳିକ ଭାଗିଦାରୀ ରୂପେ ଚୁକ୍ତିନାମା କରିଛି ବୋଲି ମାଞ୍ଚେଷ୍ଟର ସିଟି କ୍ଲବ୍‌ ପକ୍ଷରୁ ଘୋଷଣା କରାଯାଇଛି। ଏହା ଦ୍ୱାରା ମ୍ୟାନ୍‌ସିଟିର ଓଟିଟି…

କ୍ଷମା ମାଗିଲେ ସୋନୁ

ମୁମ୍ବାଇ: ସୋନୁ ସୁଦ୍‌ ତାଙ୍କର ଏକ ଭିଡିଓ ନେଇ ସମସ୍ତଙ୍କୁ କ୍ଷମା ମାଗିଛନ୍ତି। ଗତ ଡିସେମ୍ବର ୧୩ରେ ସେ ଟ୍ରେନ୍‌ରେ ଯାତ୍ରା କରିବା ସମୟରେ ଟ୍ରେନ୍‌ ଡୋର ପାଖରେ ବସି ଏକ ଭିଡିଓ କରିଥିଲେ। ସେ ସେହି ଭିଡିଓକୁ ସୋସିଆଲ ମିଡିଆରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri