Home

ଇଣ୍ଡୋନେସିଆକୁ ପୁଣି ଫେରିଲା ପୋଲିଓ: ଟିକାକରଣ ଅଭିଯାନ ଆରମ୍ଭ

ଜାକର୍ତ୍ତା,୨୮।୧୧: ଇଣ୍ଡୋନେସିଆକୁ ପୋଲିଓ ଫେରିଛି। ୪ଜଣ ଶିଶୁ ପୋଲିଓ ଆକ୍ରାନ୍ତ ଚିହ୍ନଟ ହେବା ପରେ ସୋମବାର ସୁମାତ୍ରା ଦ୍ୱୀପର ସିଗ୍‌ଲି ସହରରେ ପୋଲିଓ ଟିକା ଦିଆଯାଇଛି। ୧୦ ବର୍ଷ ପୂର୍ବେ ଇଣ୍ଡୋନେସିଆ ପୋଲିଓ ମୁକ୍ତ ଘୋଷିତ ହୋଇଥିଲା। ଗତ ଅକ୍ଟୋବରରେ ସିଗ୍‌ଲିରେ…

ବଢ଼ିଲା ବହିର୍ବ୍ୟାପାର ସଚିବଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୨୮।୧୧: ଭାରତର ବହିର୍ବ୍ୟାପାର ସଚିବ ବିନୟ ମୋହନ କ୍ୱାତ୍ରାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଲା। ଡିସେମ୍ବର ୩୧ରେ ତାଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବା ବେଳେ ଏହାକୁ ଆଉ ୧୬ ମାସ ବଢ଼ାଇ ଦିଆଯାଇଛି। ସେ ୨୦୨୪ ଏପ୍ରିଲ ୩୦ ଯାଏ ବହିର୍ବ୍ୟାପାର…

୨ ଦଳରୁ ଇସ୍ତଫା ଦେଲେ ୩ ବିଧାୟକ

ଶିଲ୍‌ଂ,୨୮।୧୧: ମେଘାଳୟରେ ଶାସନରେ ଥିବା ନ୍ୟାସନାଲ ପିପୁଲ୍ସ ପାର୍ଟି(ଏନ୍‌ପିପି)ର ୨ ଓ ଟିଏମ୍‌ସିର ଜଣେ ବିଧାୟକ ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏହାପରେ ୨ଦଳକୁ ଝଟ୍‌କା ଲାଗିଛି। ସୂଚନାଯୋଗ୍ୟ,ଏନ୍‌ପିପି ବିଧାୟକ ଫେର୍ଲିନ ସାଙ୍ଗମା, ବେନେଡିକ ମାରକ ଏବଂ ଟିଏମ୍‌ସି ଏଚଏମ…

ଆଫତାବଙ୍କୁ ନେଇ ଯାଉଥିବା ଭ୍ୟାନ୍‌ ଉପରକୁ ଖଣ୍ଡାରେ ଆକ୍ରମଣ

ନୂଆଦିଲ୍ଲୀ, ୨୮।୧୧: ରାଜଧାନୀ ଦିଲ୍ଲୀର ବହୁଚର୍ଚ୍ଚିତ ଶ୍ରଦ୍ଧା ଓ୍ବାଲକର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଆଫତାବ ପୁନାଓ୍ବାଲାଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରାଯାଇଛି। ସୋମବାର ସନ୍ଧ୍ୟାରେ ପୋଲିସ ଭ୍ୟାନ୍‌ରେ ଆଫତାବଙ୍କୁ ଫୋରେନ୍ସିକ ସାଇନ୍ସ ଲାବରେଟୋରୀରୁ ଜେଲ ଅଭିମୁଖେ ନେଇ ଯାଉଥିବା ବେଳେ ଗୋଟିଏ…

ଏକ ଘରୋଇ ସ୍କୁଲ୍‌କୁ ବୋମା ଧମକ

ନୂଆଦିଲ୍ଲୀ,୨୮।୧୧: ରାଜଧାନୀ ଦିଲ୍ଲୀରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଦିଲ୍ଲୀର ଏକ ସ୍କୁଲକୁ ବୋମାରେ ଉଡାଇଦେବାକୁ ଧମକ ମିଳିଛି। ଆଉ ଏ ଧମକ ସ୍କୁଲର ଇମେଲ ଜରିଆରେ ଦିଆଯାଇଛି। ଏହାପରେ ସ୍କୁଲ ପ୍ରଶାସନଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ସୂଚନାଯୋଗ୍ୟ,…

ବିଶ୍ୱର ପ୍ରଥମ ଇଣ୍ଟରନାଜାଲ କୋଭିଡ୍‌ ଟିକାକୁ ମଞ୍ଜୁରୀ

ପୁଣେ,୨୮।୧୧: ଭାରତ ବାୟୋଟେକ୍‌ ପ୍ରସ୍ତୁତ ବିଶ୍ୱର ପ୍ରଥମ ଇଣ୍ଟରନାଜାଲ କୋଭିଡ୍‌ ଟିକା ଆଇଏନ୍‌ସିଓଭିଏସିସିକୁ ମଞ୍ଜୁରୀ ମିଳିଛି। ଜରୁରୀ ସ୍ଥିତିରେ ଏହି ଟିକାର ପ୍ରାଥମିକ ସିରିଜ୍‌ ଏବଂ ହେଟେରୋଲୋଜିଅସ୍‌ ବୁଷ୍ଟରକୁ ସୀମିତ ବ୍ୟବହାର ନିମନ୍ତେ କେନ୍ଦ୍ରୀୟ ଔଷଧ ମାନ ନିୟନ୍ତ୍ରଣ ସଂଗଠନ (ସିଡିଏସ୍‌ସିଓ)…

କେଜ୍‌ରିଓ୍ବାଲଙ୍କ ରୋଡ ଶୋ’ରେ ପଥରମାଡ଼

ସୁରଟ,୨୮।୧୧: ଗୁଜରାଟରେ ବର୍ତ୍ତମାନ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ମାହୋଲ ସରଗରମ ରହିଛି। ଏଥିପାଇଁ ସେଠାରେ ଲଗାତର ଭାବେ ରୋଡ ଶୋ’ ଓ ଜନସଭା ଅନୁଷ୍ଠିତ ହେଉଛି। ଇତିମଧ୍ୟରେ ଏଏପିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ସୁରଟରେ…

ଉପନିର୍ବାଚନ ପୂର୍ବରୁ ଜିଏସ୍‌ଟି ଚଢ଼ାଉ

ବରଗଡ଼ ଅଫିସ୍‌/ପଦ୍ମପୁର/ପାଇକମାଲ/ଝାରବନ୍ଧ,୨୮।୧୧(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତା ଡିସେମ୍ବର ୫ତାରିଖ ଭୋଟ୍‌ ଗ୍ରହଣ ହେବ । ତେବେ ଭୋଟ୍‌ ଗ୍ରହଣର ଅବ୍ୟବହିତ ପୂର୍ବରୁ ସୋମବାର ଆୟକର ବିଭାଗର କେନ୍ଦ୍ରୀୟ ଟିମ୍‌ ପଦ୍ମପୁରରେ ୩ ବିଜେଡ଼ି କର୍ମୀଙ୍କ ଘରେ ଅତର୍କିତ…

କତରରେ ଚାଲିଥିବା ଫିଫା ୱାର୍ଲଡ କପ ଯୋଗୁ ସାରା ବିଶ୍ୱରେ କ୍ୟାମେଲ ଫ୍ଲୁ ବ୍ୟାପିବାର ଆଶଙ୍କା?

ଦୋହା,୨୮ ।୧୧: ଫୁଟପ୍ରେମୀଙ୍କ ପସନ୍ଦର ଟୁର୍ନାମେଣ୍ଟ ଫିଫା ୱାର୍ଲଡ କପ ୨୦୨୨ ଏବେ ଶେଷ ପର୍ଯ୍ୟାୟରେ । ଇତି ମଧ୍ୟରେ ଏକ ରିପୋର୍ଟରେ କତରରେ ବ୍ୟାପୁଥିବା କ୍ୟାମେଲ ଫ୍ଲୁ ଅବା ରେସ୍ପିରେଟରି ସିଣ୍ଡ୍ରୋମ ଏମଇଆରଏସ ରୋଗ ବ୍ୟାପିବାର ଭୟ ସୃଷ୍ଟି ହୋଇଛି…

ଇନ୍‌ଷ୍ଟାଗ୍ରାମ କଲ୍‌ ଖୋଲିଦେଲା ପୂରା ହତ୍ୟା ଘଟଣାର ରାଜ୍‌, ଜାଣିଲେ…

ଆମେରିକାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ୧୬ ବର୍ଷର ନାବାଳକ ୧୩ ବର୍ଷର ନାବାଳିକାଙ୍କୁ ହତ୍ୟା କରିଛନ୍ତି। ଏହି ହତ୍ୟା ବିଷୟରେ କେହି ଜାଣି ନ ଥିଲେ, କିନ୍ତୁ ଏକ ଇନ୍‌ଷ୍ଟାଗ୍ରାମ ଭିଡିଓ କଲ୍‌ ପୂରା ରହସ୍ୟକୁ ଉନ୍ମୋଚନ…

ବଢୁଛି ପୋଲିଓ ମାମଲା

ଇସଲାମାବାଦ,୨୮ା୧୧: ସୋମବାର ପାକିସ୍ତାନରେ ପୋଲିଓ ବିରୋଧୀ ଏକ ନୂତନ ଅଭିଯାନ ଆରମ୍ଭ ହୋଇଛି। ପିଲାମାନଙ୍କ ମଧ୍ୟରେ ପୋଲିଓ ମାମଲା ଦ୍ରୁତ ଗତିରେ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଏହି ଅଭିଯାନ ଆରମ୍ଭ ହୋଇଛି। ସ୍ବାସ୍ଥ୍ୟ ଅଧିକାରୀମାନେ ଏ ବିଷୟରେ ସୂଚନା ଦେଇଛନ୍ତି।…

ବିପାଶାଙ୍କୁ ଉପହାର ପଠାଇଲେ ସୋନମ

ମୁମ୍ବାଇ: ଅଭିନେତ୍ରୀ ବିପାଶା ବସୁ ଏବଂ କରଣ ସିଂ ଗ୍ରୋଭର ନଭେମ୍ବର ୧୨ରେ ଏକ କନ୍ୟା ସନ୍ତାନର ମାତାପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ବିବାହର ୬ ବର୍ଷ ପରେ ଏହି କପଲ ଝିଅ ଦେବୀଙ୍କୁ ଘରକୁ ସ୍ବାଗତ କରିଥିଲେ। ଦୁହିଁଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri