ଭାରତର ଲଜ୍ଜାଜନକ ରେକର୍ଡ: ପାକିସ୍ତାନଠାରୁ ବି ପଛରେ ପଡ଼ିଗଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୨୫।୯: ଭାରତ ଏସିଆ କପର ଫାଇନାଲରେ ସ୍ଥାନ ପକ୍କା କରିଛି। ବାଂଲାଦେଶକୁ ୪୧ ରନରେ ପରାସ୍ତ କରି, ଟିମ ଇଣ୍ଡିଆ ୧୨ତମ ଥର ପାଇଁ ଫାଇନାଲରେ ପହଞ୍ଚିଛି, କିନ୍ତୁ ଏହି ବିଜୟ ସତ୍ତ୍ୱେ, ଏହା ଗୋଟିଏ କ୍ଷେତ୍ରରେ ବହୁତ ପଛରେ ପଡ଼ିଯାଇଛି।…
ନଦୀକୂଳରେ ୨ ବିଶାଳକାୟ କୁମ୍ଭୀର, ଲୋକେ ଛାନିଆ
ବଲାଙ୍ଗୀର,୨୫ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଟିଟିଲାଗଡ଼ର ଉନ୍ଦେର ନଦୀକୂଳରେ ୨ଟି କୁମ୍ଭୀର ଦେଖି ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ସୁଗନାଭଟା ଓ ସିଲୁଆ ଗାଁ ମଝି ନିକଟ ନଦୀକୂଳରେ ଏହି ୨ଟି କୁମ୍ଭୀର ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକେ। ଏହା ପରେ…
ଇତିହାସ ରଚିଲେ ଅଭିଷେକ ଶର୍ମା: ଏସିଆ କପ୍ରେ କଲେ ବଡ଼ କାରନାମା
ଦୁବାଇ,୨୫।୯: ଯୁବ ଭାରତୀୟ କ୍ରିକେଟ ତାରକା ଅଭିଷେକ ଶର୍ମା ଏସିଆ କପ ୨୦୨୫ରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଇତିହାସ ରଚିଛନ୍ତି। ବାଂଲାଦେଶ ବିପକ୍ଷରେ ସୁପର ଫୋର୍ ମ୍ୟାଚରେ ଛକା ମାରି ୨୫ ବର୍ଷୀୟ ବାମହାତୀ ବ୍ୟାଟସମ୍ୟାନ ପୂର୍ବରୁ କେବଳ ବିରାଟ…
ଅମ୍ବାନୀ ପରିବାରରେ ଧୂମ୍ଧାମରେ ପାଳିତ ହେଲା ନବରାତ୍ରି, ଦୁଇ ବୋହୂଙ୍କ ସହ ଏମିତି ନଜର ଆସିଲେ ନୀତା ଅମ୍ବାନୀ
ନବରାତ୍ରିରେ ଭକ୍ତିରେ ବୁଡ଼ି ରହିଥିଲେ ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପରିବାର। ଆଣ୍ଟିଲିଆକୁ ସୁନ୍ଦର ଭାବରେ ସଜା ଯାଇଥିଲା। ପରିବାରର ସମସ୍ତ ସଦସ୍ୟ ଏକାଠି ହୋଇ ଦାଣ୍ଡିଆ ଖେଳିଥିଲେ। ନୀତା ଅମ୍ବାନୀ ଦୁଇ ବୋହୂ ରାଧିକା ଏବଂ ଶ୍ଲୋକାଙ୍କ ସହ ନଜର…
ହଠାତ୍ ହରଭଙ୍ଗୀ ଡ୍ୟାମ ଭିତରକୁ ପଶିଗଲା କଣ୍ଟେନର: ଆଉ ତା’ପରେ..
ମୋହନା,୨୫।୯୨୫(ମନ୍ମଥ ମିଶ୍ର): ରାୟଗଡାରୁ ବ୍ରହ୍ମପୁର ଯାଉଥିଲା କଣ୍ଟେନର। ବିଳମ୍ବିତ ରାତିରେ ଡ୍ୟାମରେ ବୁଡିଗଲା। ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର। ଏଭଳି ଘଟଣା ଘଟିଛି ଗଜପତି ଜିଲା ଅଡବା ଥାନା ହରଭଙ୍ଗୀ ଡ୍ୟାମ ଅଡାପଙ୍କା ଗ୍ରାମ ନିକଟରେ l ଗତ ବିଳମ୍ବିତ ରାତିରେ ଡ୍ରାଇଭର…
ଭାରତକୁ ଐତିହାସିକ ସଫଳତା: ଥରହର ପାକିସ୍ତାନ, ଏବେ ଟ୍ରେନ୍ରେ…
ନୂଆଦିଲ୍ଲୀ,୨୫।୯: ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ମଧ୍ୟମ ଦୂରଗାମୀ ଅଗ୍ନି-ପ୍ରାଇମ ମିଶାଇଲ୍ର ସଫଳ ପରୀକ୍ଷଣ କରିଛି। ଏହି ମିଶାଇଲ୍କୁ ଏକ ଟ୍ରେନରୁ ଉତକ୍ଷେପଣ କରାଯାଇଥିଲା। ଅଗ୍ନି-ପ୍ରାଇମ ଏକ ରେଳ-ଭିତ୍ତିକ ମୋବାଇଲ…
ଯୌତୁକ ପାଇଁ ବଧୂ ହତ୍ୟା ମାମଲା: ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ
ଦେବଗଡ଼,୨୫।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମଲାରବାହାଳ ଗ୍ରାମରେ ଯୌତୁକ ପାଇଁ ବଧୂ ହତ୍ୟା ମାମଲାର ବିଚାର କରି ଜିଲା ତଥା ଦୌରାଜଜ ଦେବାଶିଷ ରାଉତ ଅଭିଯୁକ୍ତ ସ୍ବାମୀ ଯୋଗେଶ୍ୱର ପ୍ରଧାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିବା ବେଳେ ଶାଶୁ ଏବଂ…
୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ: ମାଡ଼ିବସିଲା ଭିଜିଲାନ୍ସ
ଭୁବନେଶ୍ୱର,୨୫।୯: ଭିଜିଲାନ୍ସ ଜାଲରେ ଭୁବନେଶ୍ବର TPCODL ସର୍କଲ-୧ର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟଙ୍କୁ ମାଡ଼ିବସିଛି ଭିଜିଲାନ୍ସ। ୨୦ ହଜାର ଲାଞ୍ଚ ନେବାବେଳେ ତାଙ୍କୁ ଭିଜିଲାନ୍ସ ବିଭାଗ ଧରିଛି। ତୁଷାରକାନ୍ତ ଯାଞ୍ଚ ରିପୋର୍ଟ ସପକ୍ଷରେ ଦେବା ପାଇଁ ଠିକାଦାରଙ୍କ ଠାରୁ ଲାଞ୍ଚ…
ଲଘୁଚାପ ବର୍ଷା, ବରଗଡ଼ରେ ଅବସ୍ଥା ବେହାଲ
ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ମଙ୍ଗଳବାର ରାତିରୁ ବୁଧବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିଥିଲା। ଏହି ଲଘୁଚାପଜନିତ ବର୍ଷାରେ ଜିଲାର ଗାଁଠୁ ସହର ସବୁଆଡେ ଜଳମଗ୍ନ ହୋଇ ପଡିଥିଲା। ଏଥିରେ ଜିଲାର ଗ୍ରାମାଞ୍ଚଳ ସହିତ ସହରାଞ୍ଚଳ ମୁଖ୍ୟତଃ ଅଧିକ ପ୍ରଭାବିତ ହୋଇଥିଲା। ବରଗଡ଼…
ବୀରମହାରାଜପୁରରେ ମାଇନ୍ସ ବିଭାଗର ଚଢ଼ାଉ, ୧୫ ଶହ ଟନର ଧଳା ପଥର ଜବତ
ଅମରପାଲି,୨୫।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ବିଭିନ୍ନ ସ୍ଥାନରେ ଥିବା ଧଳା ପଥର ଖଣି ରେ ଗତ ତିନି ଦିନ ହେଲା ମାଇନ୍ସ ବିଭାଗର ବଡ଼ ଧରଣର ଚଢ଼ାଉ ହେଉଛି। ବୁଧୁବାର ସଂଧ୍ୟା ପର୍ଯ୍ୟନ୍ତ ପ୍ରାୟ ୧୫ ଶହ…
ଶ୍ରୀମୟୀଙ୍କୁ ନେଇ ବ୍ୟସ୍ତ ହୋଇପଡ଼ିଛି ବିଜେଡି
ଭୁବନେଶ୍ୱର, ୨୫।୯(ସୁନିତ୍ ମିଶ୍ର): ଶ୍ରୀମୟୀଙ୍କୁ ବିଜେଡିରୁ ନିଲମ୍ବନ କରାଯିବା ପରେ ଏହି ଘଟଣାକୁ ନେଇ ରାଜନୀତି ଜୋର୍ ଧରିବାରେ ଲାଗିଛି। ଶ୍ରୀମୟୀଙ୍କ ଭୁଲ୍ ଦର୍ଶାଇବାକୁ ଯାଇ ଦଳର କେତେଜଣ ନେତାଙ୍କ ପକ୍ଷରୁ ଟାର୍ଗେଟ କରାଯାଉଛି। ନିର୍ବାଚନ ପରେ ସେ ଦଳରେ ଥିଲେ…
ସିଏଜି: ଆଇଟିଡିଏରେ ୧୪୮.୭୫ କୋଟିର ବେଆଇନ କାରବାର
ଭୁବନେଶ୍ୱର,୨୫ା୯ (ରବିନାରାୟଣ ଜେନା): ରାଜ୍ୟରେ ଆଦିବାସୀଙ୍କ କଲ୍ୟାଣ ନାମରେ ବହୁ କୋଟି ଟଙ୍କାର ସରକାରୀ ଅର୍ଥ ଅପବ୍ୟବହାର ହୋଇଛି। କେଉଁଠି ସରକାରୀ ଅର୍ଥରେ ଯନ୍ତ୍ରୀମାନେ ମୋବାଇଲ ରିଚାର୍ଜ କରିଛନ୍ତିି ତ’ ଆଉ କେଉଁଠି ଏଟିଏମ୍ ଉଠାଣ, ୟୁପିଆଇ କାରବାର ଓ ବୀମା…
Archives


