ବିନା ଅନୁମତିରେ ଅନୁପସ୍ଥିତ: ୬ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ
ରଗଡ଼ି,୨୮ା୧୧(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ବ୍ଲକ୍ ପଛିକୋଟ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିନା ଅନୁମତିରେ ଅନୁପସ୍ଥିତ ରହିଥିବା ୬ ଜଣ ଶିକ୍ଷକଙ୍କ ପାଇଁ ମହଙ୍ଗା ପଡିଛି। ଗତ ୨୪ ତାରିଖ ମଧ୍ୟାହ୍ନରେ ଅତିରିକ୍ତ ଜିଲା ଶିକ୍ଷାଧିକାରୀ(ସ୍କିମ୍) ଶଶଧର ସିଂ ପରିଦର୍ଶନରେ ଯାଇଥିବାବେଳେ…
ବିପର୍ଯ୍ୟୟ ସୃଷ୍ଟିକଲା ମରକ୍କୋ
ଦୋହା, ୨୮।୧୧: ଚଳିତ ଫିଫା ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ ଘଟାଇଛି ମରକ୍କୋ। ରବିବାର ଅଲ ଥୁମାମା ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍ ‘ଏଫ୍’ ମ୍ୟାଚରେ ଏହି ଦଳ ବିଶ୍ୱର ୨ ନମ୍ବର ବେଲଜିୟମକୁ ୨-୦ ଗୋଲରେ ପରାସ୍ତ କରିଛି। ମରକ୍କୋ ଏବେ…
ଜୟନ୍ତୀଙ୍କୁ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର, ୨୮।୧୧ (କ୍ରୀଡ଼ା ପ୍ରତିନିଧି): ପର୍ତ୍ତୁଗାଲରେ ଚାଲିଥିବା ଆଇଡବ୍ଲ୍ୟୁଏଏସ୍ (ଇଣ୍ଟରନ୍ୟାଶନାଲ ହୁଇଲଚେୟାର ଆଣ୍ଡ ଆମ୍ପ୍ୟୁଟି ସ୍ପୋଟର୍ସ) ଓ୍ବାଲର୍ଡ ଗେମ୍ସର ଟି୪୬/୪୭ ମହିଳା ୨୦୦ ମିଟର ରେସ୍ରେ ଓଡ଼ିଶାର ଜୟନ୍ତି ବେହେରା ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ୨୭.୫୯ ସେକେଣ୍ଡ ସମୟ…
ବିରୂପା ନଦୀବନ୍ଧ ଘାଇ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ
ଚଣ୍ଡିଖୋଲ,୨୮ା୧୧(ଡି.ଏନ.ଏ.): କଟକ ଜଗତପୁର-ପଟ୍ଟାମୁଣ୍ଡାଇ କେନାଲର ତ୍ରିବେଣୀଶ୍ୱରଠାରେ ରବିବାର ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତି, ମୁଖ୍ୟଯନ୍ତ୍ରୀ ସାଗର ରଞ୍ଜନ ମହାନ୍ତି, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ରଥ ପ୍ରମୁଖ ପହଞ୍ଚି ଘାଇ ବନ୍ଧା ହୋଇଥିବା ସ୍ଥଳ ପରିଦର୍ଶନ କରିଛନ୍ତି। ସେମାନେ ବିରୂପା…
କିଟ୍କୁ ଫିକି ଇଣ୍ଡିଆ କ୍ରୀଡ଼ା ପୁରସ୍କାର
ଭୁବନେଶ୍ୱର,୨୮ା୧୧: କ୍ରୀଡ଼ାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି(କିଟ୍)କୁ ଭାରତୀୟ ବାଣିଜ୍ୟ ଓ ଶିଳ୍ପ ମହାସଂଘ (ଫିକି) ପକ୍ଷରୁ ଚଳିତ ବର୍ଷର ଫିକି ଇଣ୍ଡିଆ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଛି। ରବିବାର ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର…
ପୁରୀ ରଥଯାତ୍ରାକୁ ମିଳିପାରେ ୟୁନେସ୍କୋ ମାନ୍ୟତା
ପୁରୀ ଅଫିସ, ୨୮ା୧୧: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ମିଳିବା ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତେଣୁ ୨୦୨୩ ପୁରୀ ରଥଯାତ୍ରାକୁ ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ମିଳିପାରେ ବୋଲି ଆଶା ପ୍ରକାଶ ପାଇଛି।…
ଜାତୀୟ ସାମ୍ବୋରେ ଓଡ଼ିଶା ଦଳ ଭାଗନେବ
ଭୁବନେଶ୍ୱର, ୨୮।୧୧(କ୍ରୀଡ଼ା ପ୍ରତିନିଧି): ମାର୍ଶାଲ ଆର୍ଟର ଅନ୍ୟତମ ଷ୍ଟାଇଲ ସାମ୍ବୋର ଜାତୀୟ ପ୍ରତିଯୋଗିତାରେ ଓଡ଼ିଶା ଦଳ ଭାଗନେବ। ଏହି ପ୍ରତିଯୋଗିତା ଜମ୍ମୁସ୍ଥିତ ଭଗବତୀ ନଗର ସ୍ପୋଟର୍ସ କମ୍ପ୍ଲେକ୍ସରେ ଚଳିତ ମାସ ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଅଂଶଗ୍ରହଣ…
ବିଜୟରୁ ଓଏଫ୍ସିର ଅଭିଯାନ
ଭୁବନେଶ୍ୱର,୨୮ା୧୧(ସ୍ପୋଟର୍ସ ବ୍ୟୁରୋ): ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଓଡ଼ିଶା ଓମେନ୍ସ ଲିଗ୍ ରବିବାର ଆରମ୍ଭ ହୋଇଛି। ପ୍ରଥମକରି ଭାଗ ନେଇଥିବା ଓଡ଼ିଶା ଏଫ୍ସି (ଓଏଫ୍ସି) ଓ ଇଷ୍ଟକୋଷ୍ଟ ରେଲଓ୍ବେ ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯାଇଥିଲା। ପ୍ରଥମାର୍ଦ୍ଧରେ…
‘ମେଳା ଜରିଆରେ କର୍ମଯୋଗାଣକୁ ଗୁରୁତ୍ୱ’
ଭୁବନେଶ୍ୱର,୨୮।୧୧: ରାଜ୍ୟ ପ୍ରମୁଖ ହସ୍ତତନ୍ତ ସଂସ୍ଥା ସମ୍ବଲପୁରୀ ବସ୍ତ୍ରାଳୟ ପକ୍ଷରୁ ଏକ ସ୍ବତନ୍ତ୍ର ହସ୍ତତନ୍ତ ମେଳାର ଆୟୋଜନ କରାଯାଇଛି। ବିଶେଷକରି ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଓ ସମ୍ବଲପୁରୀ ବସ୍ତ୍ରାଳୟ ହ୍ୟାଣ୍ଡଲୁମ୍ କୋ-ଅପରେଟିଭ ସୋସାଇଟି ଲିମିଟେଡ୍ର ମିଳିତ…
କେନ୍ଦ୍ରାପଡ଼ା ବାଣ ବିସ୍ଫୋରଣ ଘଟଣା: ଆଖି ବୁଜିଲେ ଆଉ ଜଣେ, ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି
କେନ୍ଦ୍ରାପଡ଼ା ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣିରେ ଗତ ବୁଧବାର ବାଣ ବିସ୍ଫୋରଣ ଘଟି ଶତାଧିକ ଆହତ ହୋଇଥିଲେ। ଏହି ଆହତମାନଙ୍କ ମଧ୍ୟରେ ୩୬ ଗୁରୁତର ହୋଇଥିଲେ। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା।…
ବୃଦ୍ଧି ପାଉଛି ଭାରତୀୟ ଫାର୍ମା ରପ୍ତାନି
ନୂଆଦିଲ୍ଲୀ,୨୮।୧୧: ଚଳିତ ଆର୍ଥିକ ବର୍ଷର ଏପ୍ରିଲରୁ ଅକ୍ଟୋବର ମଧ୍ୟରେ ଭାରତୀୟ ଫାର୍ମାର ରପ୍ତାନି ୪.୨୨% ବୃଦ୍ଧି ପାଇ ୧୪.୫୭ ବିଲିୟନ ଡଲାରରେ ପହଞ୍ଚତ୍ଛି। ଏପରିକି ଗତ ମାସରେ ଏକ ନକାରାତ୍ମକ ଧାରା ସତ୍ତ୍ୱେ ୨୦୨୨-୨୩ର ପ୍ରଥମ ୭ମାସ କ୍ରମାଗତଭାବେ ଭାରତରୁ ଔଷଧ…
ବ୍ୟାଙ୍କ ମ୍ୟାନେଜରଙ୍କ ଚାକିରି ଗଲା
ତେହରାନ,୨୮ା୧୧: ଇରାନରେ ୧୯୭୯ ବିପ୍ଳବ ପରେ ଆମେରିକା ସମର୍ଥତ୍ତ ରାଜତନ୍ତ୍ରର ଅବସାନ ଘଟିଥିଲା। ଏହାର ୪ ବର୍ଷ ପରେ ପ୍ରତିଷ୍ଠିତ ଇସ୍ଲାମୀୟ ଗଣତନ୍ତ୍ରରେ ହିଜାବ ପରିଧାନକୁ ଦେଶରେ ବାଧ୍ୟତାମୂଳକ କରାଯାଇଥିଲା। ବେଶଭୂଷାକୁ ନେଇ ରୁଚିରେ ପରିବର୍ତ୍ତନ ଆସିବାରୁ ମହିଳାମାନେ ମଧ୍ୟ ଟାଇଟ୍…
Archives


