Home

ବିଶ୍ୱକପ୍‌ର ପ୍ରଥମ ହାଟ୍ରିକ୍‌; ୟୁଏଇର ଏହି ସ୍ପିନରଙ୍କ ବୋଲିଂରେ ବ୍ୟାଟ୍ସମ୍ୟାନ୍‌ ଘାଇଲା…

ନୂଆଦିଲ୍ଲୀ,୧୮।୧୦: ଟି୨୦ ବିଶ୍ୱକପ୍‌ ୨୦୨୨ ଆରମ୍ଭର ଦ୍ୱିତୀୟ ଦିନରେ ଦେଖିବାକୁ ମିଳିଛି ପ୍ରଥମ ହାଟ୍ରିକ୍‌। ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ର ୨୨ ବର୍ଷୀୟ କାର୍ତ୍ତିକ ମେୟାପ୍ପାନ ଶ୍ରୀଲଙ୍କା ବିପକ୍ଷରେ ହାଟ୍ରିକ୍‌ ନେଇ ରେକର୍ଡ କରିଛନ୍ତି। ଏହି ମ୍ୟାଚ୍‌ରେ ୟୁଏଇ ଟସ୍‌ ଜିତି ପ୍ରଥମେ…

ଡେଲିଭରୀ ପାଇଁ ହସ୍ପିଟାଲ ବୁକ୍‌ କଲେ ଆଲିଆ-ରଣବୀର

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ପପୁଲାର ଷ୍ଟାର କପଲ ଆଲିଆ ଭଟ୍ଟ ଓ ରଣବୀର କପୁର ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସୋସିଆଲ ମିଡିଆରେ ଦୁହେଁ ନିଜର ବ୍ୟକ୍ତିଗତ ଜୀବନ ହେଉ କି ପ୍ରୋଫେସ୍‌ନାଲ ବାବଦରେ ସବୁବେଳେ ନିଜ ପ୍ରଶଂସକଙ୍କ ସହ ଶେୟାର କରିଥାନ୍ତି।…

୫ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୮।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪…

କଲେଜିୟମ ଉପରେ ଆଇନମନ୍ତ୍ରୀଙ୍କ ପ୍ରଶ୍ନ, ବିଚାରପତିଙ୍କୁ ନିଯୁକ୍ତ କରିବା ସରକାରଙ୍କ କାମ…

ଅହମଦାବାଦ,୧୮।୧୦ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି ଯେ କଲେଜିୟମ ବ୍ୟବସ୍ଥାରେ ଦେଶର ଲୋକମାନେ ଖୁସି ନୁହଁନ୍ତି ଏବଂ ସମ୍ବିଧାନ ଅନୁଯାୟୀ ବିଚାରପତି ନିଯୁକ୍ତ କରିବା ସରକାରଙ୍କ କାମ। ଆରଏସଏସର ମୁଖପତ୍ର ପଞ୍ଚଜନ୍ୟ ଦ୍ୱାରା ଏଠାରେ ଆୟୋଜିତ ଏକ…

ସପ୍ତାହରେ ୟୁକ୍ରେନର ୩୦ ପ୍ରତିଶତ ପାଓ୍ବାର ଷ୍ଟେଶନକୁ କ୍ଷତିଗ୍ରସ୍ତ କରିଛି ରୁଷିଆ

କିଭ୍‌,୧୮।୧୦: ଗତ କିଛି ଦିନରୁ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣକୁ ଜୋରଦାର କରିଛି। ପ୍ରଥମେ ରୁଷିଆ ପକ୍ଷରୁ ପ୍ରାୟ ୮୪ଟି କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଥିବା ବେଳେ ନିକଟରେ ଡ୍ରୋନ ଦ୍ୱାରା ମଧ୍ୟ ୟୁକ୍ରେନ୍‌ରେ ଆକ୍ରମଣ କରାଯାଇଛି। ଇତିମଧ୍ୟରେ ଗତ ସପ୍ତାହରେ ରୁଷିଆ…

ମୋଦିଙ୍କର ହେଉ ଲାଏ ଡିଟେକ୍ଟର ଟେଷ୍ଟ୍‌, ଏଏପିର ଦାବି…

ନୂଆଦିଲ୍ଲୀ,୧୮।୧୦ : ଏକ୍ସାଇଜ ସ୍କାମ ମାମଲାରେ ସିବିଆଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ୯ ଘଣ୍ଟାରୁ ଅଧିକ ସମୟ ପ୍ରଶ୍ନ କରିଛି। ସିବିଆଇର ପଚରାଉଚରା ପରେ ଆମ ଆଦମୀ ପାର୍ଟି ଭାଜପାର ଉଦ୍ଦେଶ୍ୟ ନେଇ ପ୍ରଶ୍ନ ଉଠାଇଛି। ଏଏପିର ମୁଖପାତ୍ର ତଥା…

ଭାରତ-ଅଷ୍ଟ୍ରେଲିଆ ଖେଳିବେ ବିଶ୍ୱକପ୍‌ ଫାଇନାଲ…

ବ୍ରିସବେନ,୧୮।୧୦: ଆରମ୍ଭରୁ ଖେଳାଳିଙ୍କ ଜବରଦସ୍ତ ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ଟି -୨୦ ବିଶ୍ୱକପ ୨୦୨୨। ଦୁଇ ଦିନରେ ଦୁଇଟି ବଡ ପରିବର୍ତ୍ତନ ଦେଖିବାକୁ ମିଳିଛି। ଗୋଟିଏ ପଟେ ନାମିବିଆ ଏସିଆ କପ୍‌ ଚାମ୍ପିୟନ ଶ୍ରୀଲଙ୍କାକୁ ପରାସ୍ତ କରିଥିବାବେଳେ ସ୍କଟଲ୍ୟାଣ୍ଡ ଦୁଇଥର ଟି…

ଏସିଆ କପ୍‌ ଲାଗି ପାକିସ୍ତାନ ଯିବ ନାହିଁ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୮।୧୦: ୨୦୨୩ ଏସିଆ କପ୍‌ ଖେଳିବା ଲାଗି ପାକିସ୍ତାନ ଗସ୍ତ କରିବ ନାହିଁ ଭାରତ। ପ୍ରଥମେ ଏହା ସମ୍ଭବ ବୋଲି କୁହାଯାଉଥିବା ବେଳେ ଏବେ ବିିସିସିଆଇ ସଚିବ ଜୟ ଶାହ ଏହା ଅସମ୍ଭବ ବୋଲି ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ବିସିସିିଆଇର ବାର୍ଷିକ…

ୟୁନିଫର୍ମ ସିଭିଲ କୋଡ୍‌ ନେଇ କେନ୍ଦ୍ର ସରକାରଙ୍କ ସତ୍ୟପାଠ ଦାଖଲ…

ନୂଆଦିଲ୍ଲୀ,୧୮।୧୦ : ୟୁନିଫର୍ମ ସିଭିଲ କୋଡ (ୟୁସିସି) ସମ୍ବନ୍ଧରେ କେନ୍ଦ୍ର ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ଦାଖଲ କରିଛି। ଏଥିରେ କୁହାଯାଇଛି ଯେ ବିଭିନ୍ନ ଧର୍ମ ଏବଂ ସମ୍ପ୍ରଦାୟର ନାଗରିକଙ୍କ ବିଭିନ୍ନ ସମ୍ପତ୍ତି ଏବଂ ବିବାହ ନିୟମ ଅନୁସରଣ କରିବା ଜାତିର ଏକତା…

ସଞ୍ଜୟଙ୍କ ନ୍ୟାୟିକ ହେପାଜତ ଅକ୍ଟୋବର ୨୧ ପର୍ଯ୍ୟନ୍ତ ବଢ଼ିଲା…

ନୂଆଦିଲ୍ଲୀ,୧୮।୧୦ : ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କ ନ୍ୟାୟିକ ହେପାଜତ ସମୟକୁ ଅକ୍ଟୋବର ୨୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପାତ୍ରା ଚାଲ ମାମଲାରେ ସଞ୍ଜୟଙ୍କୁ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଗିରଫ କରିଥିଲା। ଏହାପୂର୍ବରୁ ସୋମବାର ରାଉତଙ୍କୁ ସ୍ବତନ୍ତ୍ର ବିଚାରପତି ଏମ.ଜି ଦେଶପାଣ୍ଡେଙ୍କ…

ବିଶ୍ୱକପ୍‌ ବିଜେତା, ପଶୁ ପ୍ରେମୀ, ପୁଅଙ୍କ ଚୟନକୁ ନେଇ ବିବାଦ; ଜାଣନ୍ତୁ ବିସିସିଆଇ ନୂତନ ଅଧ୍ୟକ୍ଷ ବିନ୍ନିଙ୍କ ବିଷୟରେ ଅନେକ କିଛି…

ନୂଆଦିଲ୍ଲୀ,୧୮।୧୦: ୧୯୮୩ ବିଶ୍ୱକପ୍‌ ବିଜେତା ଟିମ୍‌ର ସଦସ୍ୟ ଥିବା ରୋଜର ବିନ୍ନି ଏବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ନୂତନ ଅଧ୍ୟକ୍ଷ। ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ସ୍ଥାନ ନେବେ ସେ। ମଙ୍ଗଳବାର ବିସିସିଆଇର ବାର୍ଷିକ ସାଧାରଣ ବୈଠକରେ ଏହି…

ଏଟିଏଫ୍‌ ନେଇ ଭାଟ୍‌ କମ୍‌ କରିବାକୁ ୮ ରାଜ୍ୟଙ୍କୁ ସିନ୍ଧିଆଙ୍କ ଅପିଲ…

ନୂଆଦିଲ୍ଲୀ,୧୮।୧୦ : କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର ଆଠଟି ରାଜ୍ୟର ଦ୍ୱିତୀୟ ଏବଂ ତୃତୀୟ ଶ୍ରେଣୀ ସହରକୁ ବିମାନ ଚଳାଚଳ ସୁଗମ କରିବା ପାଇଁ ଏୟାର ଟର୍ବାଇନ ଇନ୍ଧନ (ଏଟିଏଫ) ଉପରେ ଭାଟ ହ୍ରାସ କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri