Home

୯ମ,୧୦ମ ପାଇଁ ୪ ନୂଆ ପାଠ୍ୟକ୍ରମ

କଟକ ଅଫିସ, ୧୮ା୧୦:ଶିକ୍ଷାବର୍ଷ ଅଧାରେ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ନବମ ଓ ଦଶମ ଶ୍ରେଣୀ ପାଇଁ ବୋର୍ଡ ନୂଆ ପାଠ୍ୟକ୍ରମ ଆଣିଛି। ନବମ ଓ ଦଶମ ଶ୍ରେଣୀରେ ୪ଟି ନୂଆ ବିଷୟ ରହିବ। ବୁକ୍‌ ରିଭ୍ୟୁ,…

ଘୂର୍ଣ୍ଣିବଳୟ:ବଢ଼ିଲା ବାତ୍ୟା ଆଶଙ୍କା

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟିର ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ…

ଷ୍ଟଡି ମାଟେରିଆଲ ଚିନ୍ତାରେ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓସିଏସ୍‌ ପରୀକ୍ଷା ଏବେ ଓଡ଼ିଆ ଭାଷାରେ ଦିଆଯାଇ ପାରିବ। ପ୍ରିଲିମ୍‌, ମେନ୍‌ ପରୀକ୍ଷା ସହିତ ଇଣ୍ଟରଭ୍ୟୁ(ସାକ୍ଷାତ୍‌କାର) ମଧ୍ୟ ଓଡ଼ିଆରେ ହେବ। ଉଭୟ ଓଡ଼ିଆ ଏବଂ ଇଂଲିଶ ଭାଷାରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେବ।…

କଶ୍ମୀରରେ ପୁଣି ଟାର୍ଗେଟ୍‌ କିଲିଂ: ୨ ଶ୍ରମିକଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୧୮।୧୦: କଶ୍ମୀରରେ ପୁଣି ଆତଙ୍କବାଦୀମାନେ ଟାର୍ଗେଟ କିଲିଂ କରିଛନ୍ତି। ସୋମବାର ବିଳମ୍ବିତ ରାତି ପ୍ରାୟ ୧୨.୩୦ ସମୟରେ ଉତ୍ତରପ୍ରଦେଶର ଦୁଇଜଣ ଶ୍ରମିକଙ୍କୁ ଦକ୍ଷିଣ କଶ୍ମୀରର ଶୋପିୟାନରେ ହତ୍ୟା କରିଛନ୍ତି। ଉଭୟ ଶ୍ରମିକ କନୌଜ ଜିଲାର ମୁନିଶ ଅହମ୍ମଦ ଏବଂ ସାଗର ଅଲି…

୯ଘଣ୍ଟା ଧରି ସିସୋଡିଆଙ୍କୁ ସିବିଆଇର ଜେରା: କହିଲେ, ସବୁ ମିଥ୍ୟା ମାମଲା

ନୂଆଦିଲ୍ଲୀ,୧୭।୧୦: ଅବକାରୀ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସୋମବାର ହାଜର ହେବା ପାଇଁ ସିବିଆଇ ସମନ ଜାରି କରିଥିଲା। ସିସୋଡିଆ ସିବିଆଇ କାର୍ଯ୍ୟାଳୟରେ ହାଜର ହେବା ପରେ ତାଙ୍କୁ ପ୍ରାୟ ୯ଘଣ୍ଟା ଧରି ପଚରାଉଚରା କରାଯାଇଥିଲା। ୯ଘଣ୍ଟାର…

୩ ଦିନିଆ ଭାରତ ଗସ୍ତରେ ଆସିବେ ଆଣ୍ଟୋନିଓ ଗୁଟେରସ୍‌

ନୂଆଦିଲ୍ଳୀ,୧୭।୧୦: ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ୍‌ ମଙ୍ଗଳବାର ଭାରତ ୩ ଦିନିଆ ଗସ୍ତରେ ଆସିବେ। ଦ୍ୱିତୀୟଥର ପାଇଁ ଜାତିସଂଘର ମହାସଚିବ ଦାୟିତ୍ୱ ଗ୍ରହଣ କରିବା ପରେ ଗୁଟେରସ୍‌ଙ୍କ ଏହା ପ୍ରଥମ ଭାରତ ଗସ୍ତ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୨୦୦୮…

ଅନ୍ଧେରୀ ଇଷ୍ଟରୁ ନାମାଙ୍କନ ପ୍ରତ୍ୟାହାର କଲା ଭାଜପା

ମୁମ୍ବାଇ,୧୭।୧୦: ମୁମ୍ବାଇର ଅନ୍ଧେରୀ ଇଷ୍ଟ ବିଧାନସଭା ଆସନରେ ନଭେମ୍ବର ୩ରେ ଉପନିର୍ବାଚନ ହେବାକୁ ଥିବା ବେଳେ ଏଥିରେ ଶିବସେନାର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବଡ଼ ସଫଳତା ହେବା ନେଇ ନଜର ଆସୁଛି। କାରଣ ନାମାଙ୍କନପତ୍ର ଦାଖଲର ଶେଷ ଦିନରେ ଭାଜପା…

ଦେଶର ୫୦ତମ ପ୍ରଧାନ ବିଚାରପତି ହେଲେ ଜଷ୍ଟିସ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ,୧୭।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଜଷ୍ଟିସ ଧନଞ୍ଜୟ ଯଶୱନ୍ତ ଚନ୍ଦ୍ରଚୂଡଙ୍କୁ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି। ନଭେମ୍ବର ୯ରେ ସେ ଶପଥ ଗ୍ରହଣ କରିବା ସହ କାର୍ଯ୍ୟଭାର ଦାୟିତ୍ୱ ଗ୍ରହଣ କରିବେ। ଏହାପରେ ଚନ୍ଦ୍ରଚୂଡ ଦେଶର…

ମଙ୍ଗଳବାର ସିବିଆଇ କୋର୍ଟରେ ହାଜର ହେବେ ଉପମୁଖ୍ୟମନ୍ତ୍ରୀ

ପାଟନା,୧୭।୧୦: ରେଲଓ୍ବେ ନିଯୁକ୍ତି ଦୁର୍ନୀତି ମାମଲାରେ ବିହାର ଉପମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ନେତା ତେଜସ୍ବୀ ଯାଦବ ମଙ୍ଗଳବାର ଦିଲ୍ଲୀର ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର ହେବେ। ଉକ୍ତ ମାମଲାରେ ତେଜସ୍ବୀ ଏବେ ଜାମିନରେ ଅଛନ୍ତି। ତାଙ୍କ ଜାମିନ ଖାରଜ ଲାଗି କୋର୍ଟରେ…

ଗଣବଳାତ୍କାର ମାମଲାରେ ବରିଷ୍ଠ ଆଇଏଏସ୍‌ ଅଫିସର ନିଲମ୍ବିତ

ନୂଆଦିଲ୍ଲୀ,୧୭।୧୦: ଏକ ଗଣବଳାତ୍କାର ମାମଲାରେ ବରିଷ୍ଠ ଆଇଏଏସ୍‌ ଅଫିସର ତଥା ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜର ପୂର୍ବତନ ମୁଖ୍ୟ ଶାସନ ସଚିବ ଜିତେନ୍ଦ୍ର ନାରାୟଣଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର ନିଲମ୍ବନ କରିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ଆଶୁତୋଷ ଅଗ୍ନିହୋତ୍ରୀ ସୂଚନା…

ଭାରତରେ ଓମିକ୍ରନ୍‌ର ନୂଆ ଭାରିଆଣ୍ଟ ଚିହ୍ନଟ: ବିଶେଷଜ୍ଞ ଦେଲେ ଚେତାବନୀ

ନୂଆଦିଲ୍ଲୀ,୧୭।୧୦: ଦେଶରେ କୋଭିଡ୍‌ ସଂକ୍ରମଣ ଯଥେଷ୍ଟ ହ୍ରାସ ପାଇଥିବା ବେଳେ ଅଧିକାଂଶ ସ୍ଥାନରେ ଅନେକ କଟକଣାକୁ କୋହଳ କରାଯାଇଛି। ଇତିମଧ୍ୟରେ ଭାରତରେ ଓମିକ୍ରନ୍‌ର ଆଉ ଏକ ନୂଆ ସବ୍‌ଭାରିଆଣ୍ଟ ଚିହ୍ନଟ ହେବା ପରେ ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି। ଦୀପାବଳି ବେଳକୁ…

କୋହଲି ଧରିଲେ ଏମିତି କ୍ୟାଚ୍‌, ଅଷ୍ଟ୍ରେଲିୟ ଖେଳାଳି ହୋଇଗଲେ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ବ୍ରିସବେନ୍‌,୧୭।୧୦: ବ୍ରିସବେନ୍‌ର ଗାବାରେ ଖେଳାଯାଇଥିବା ଅଭ୍ୟାସ ମ୍ୟାଚ୍‌ରେ ଭାରତ ଅଷ୍ଟ୍ରେଲିଆକୁ ୬ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଭାରତ କେବଳ ଭଲ ବୋଲିଂ କରି ନ ଥିଲା, ବରଂ ଭଲ ଫିଲ୍ଡିଂ ସହ ଅଷ୍ଟ୍ରେଲିଆ ଖେଳାଳିଙ୍କୁ ପାଭିଲିୟନକୁ ପଠାଇଥିଲା। ବିଶେଷକରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri