Home

ଚେତାବନୀ ଦେଲା ପାକିସ୍ତାନ: ଭାରତ ଏସିଆ କପ୍‌ ଖେଳିବାକୁ ନ ଆସିଲେ ପାକିସ୍ତାନ ଦିନିକିଆ ବିଶ୍ୱକପ୍‌ ଖେଳିବାକୁ ଯିବନି ଭାରତ

ଇସଲାମାବାଦ,୨୭।୧୧: ଭାରତ କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଆସନ୍ତା ବର୍ଷ ହେବାକୁ ଥିବା ଏସିଆ କପ ଏବଂ ଦିନିକିଆ ବିଶ୍ୱକପକୁ ନେଇ ପୁଣି ଥରେ ସାମ୍ନାସାମ୍ନି ହୋଇଛି। ବିସିସିଆଇ ସଚିବ ଜୟ ଶାହା…

କିମଙ୍କ ଧମକ: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପରମାଣୁ ଶକ୍ତି ହେବା ଆମର ଶେଷ ଲକ୍ଷ୍ୟ

ପୋଙ୍ଗୟାଙ୍ଗ,୨୭ ।୧୧: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ ଉନ ସାରା ବିଶ୍ୱକୁ ଏକ ବାର୍ତ୍ତା ଦେଇ କହିଛନ୍ତି, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପରମାଣୁ ଶକ୍ତି ହେବା ଉତ୍ତର କୋରିଆର ଶେଷ ଲକ୍ଷ୍ୟ । ଏଥିପାଇଁ ସେ ବହୁ ସେନା…

ଫେରିଲା ଶୀତ, ଦାରିଙ୍ଗବାଡ଼ିରେ ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି,୨୭।୧୧(ଡି.ଏନ୍‌.ଏ.): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଗତ କିଛି ଦିନର ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ପାରଦ ତଳମୁହାଁ ହେବା ସହ କାକର ପଡିଛି । ଲୋକେ ଶୀତରୁ ରକ୍ଷା ପାଇବା ପାଇଁ ନିଆଁର ସହାୟତା ନେଉଛନ୍ତି। କାମ ଧନ୍ଦାକୁ…

ଦ୍ୱିତୀୟ ଦିନିକିଆରେ ବର୍ଷା ବାଧକ: ପ୍ରଥମେ ବ୍ୟାଟିଂ କରୁଛି ଭାରତ

ହାମିଲଟନ,୨୭।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ଦିନିକିଆ ହାମିଲଟନର ସିଡନ ପାର୍କରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ…

ସଚେତନତା ପାଇଁ ଫଟୋ ଶୁଟ୍‌

କାନ୍‌ବେରା: ପ୍ରଚଳିତ ପୁରାତନ ପ୍ରଥ ହେଉ ଅବା ସଚେତନତା ବାର୍ତ୍ତା ବାଣ୍ଟିବା ପାଇଁ ସାମୂହିକ ଭାବେ କାର୍ଯ୍ୟ କରିବା ଆବଶ୍ୟକ। ସିଡ୍‌ନୀର ବୋଣ୍ଡି ବିଚ୍‌ରେ ପାଖାପାଖି ୨୫୦୦ ଜଣ ଲୋକ ଏକାଠି ହୋଇ ଫଟୋ ଶୁଟ୍‌ କରିଛନ୍ତି। ତେବେ ଏହି ଗଣ…

ଫିଲ୍ମ ପାଇଁ ଓ୍ବେଟ୍‌ ଲସ୍‌

ମୁମ୍ବାଇ: ବଲିଉଡ୍‌ରେ ଆକ୍ସନ୍‌, ଡ୍ରାମା ଫିଲ୍ମ ଅପେକ୍ଷା ଅଧିକ ସଂଖ୍ୟାରେ ବାୟୋପିକ୍‌ ତିଆରି ହେବାରେ ଲାଗିଛି। ନିକଟରେ ହିନ୍ଦୀ ଫିଲ୍ମ ନିର୍ଦ୍ଦେଶକ ମହେଶ ମାଞ୍ଜେରକରଙ୍କ ନିର୍ଦ୍ଦେଶନାରେ ତିଆରି ହୋଇଥିବା ସ୍ବତନ୍ତ୍ର ବୀର ସାବରକରରେ ମୁଖ୍ୟ ଭୂମିକାରେ ରଣଦୀପ୍‌ ହୁଡା ଅଭିନୟ କରିଛନ୍ତି।…

ପାଣିରେ ମିଶିବା ପରେ ବହୁଗୁଣା ହୋଇଯିବେ ବ୍ୟାକ୍ଟେରିଆ

ଲଣ୍ଡନ: ବିଶ୍ୱବାସୀଙ୍କ ପାଇଁ ଜଳବାୟୁ ପରିବର୍ତ୍ତନ ଏକ ବଡ଼ ଆହ୍ବାନ ପାଲଟିଛି। ଏହା ପ୍ରଭାବରେ ବୈଶ୍ୱିକ ତାପମାତ୍ରା ମଧ୍ୟ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ଫଳରେ ହିମବାହ, ବରଫ ଚାଦର ତରଳିବା ଆରମ୍ଭ କରିଛନ୍ତି। ସମୁଦ୍ର ଓ ନଦୀର ଜଳସ୍ତରରେ ବୃଦ୍ଧି…

ଆକାଶଦୀପଙ୍କ ହ୍ୟାଟ୍ରିକ୍‌ ସତ୍ତ୍ୱେ ଭାରତ ପରାସ୍ତ

ଆଡିଲେଡ୍‌, ୨୭।୧୧(ପି.ଟି.): ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ହକି ଟେଷ୍ଟ ସିରିଜ ଆରମ୍ଭ ହୋଇଛି। ଶନିବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଆକାଶଦୀପ ସିଂଙ୍କ ହ୍ୟାଟ୍ରିକ ସତ୍ତ୍ୱେ ଶେଷ ମୁହୂର୍ତ୍ତରେ ଦୁଇଟି ଗୋଲ ବରଣ କରିବାରୁ ଭାରତ ୪-୫…

ବିଶ୍ୱନାଥ, ଦେବୀକା, ବଂଶରାଜଙ୍କୁ ସ୍ବର୍ଣ୍ଣ ପଦକ

ନୂଆଦିଲ୍ଲୀ, ୨୭।୧୧(ପି.ଟି.): ସ୍ପେନର ଲା ନୁସିଆଠାରେ ଚାଲିଥିବା ଆଇବିଏ ୟୁଥ୍‌ ପୁରୁଷ ଓ ମହିଳା ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତୀୟ ବକ୍ସର ବିଶ୍ୱନାଥ ସୁରେଶ, ବଂଶରାଜ ଓ ଦେବୀକା ଘୋରପଡେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏହି ସମ୍ମାନଜନକ ଚାମ୍ପିୟନଶିପ୍‌ରେ ଚେନ୍ନାଇରେ ଜନ୍ମିତ…

ଓଡ଼ିଶା ଓମେନ୍ସ ଲିଗ୍‌ ଜର୍ସି ଉନ୍ମୋଚିତ

ଭୁବନେଶ୍ୱର,୨୭।୧୧(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ଓମେନ୍ସ ଫୁଟ୍‌ବଲ ଲିଗ୍‌-୨୦୨୨ ପାଇଁ ଶନିବାର ଜର୍ସି ଉନ୍ମୋଚିତ ହୋଇଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଏବଂ ଫାଓ (ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା) ସମ୍ପାଦକ…

ଭାରତର ବ୍ୟାଟିଂ ଆଭିମୁଖ୍ୟ ଉପରେ ନଜର

ହାମିଲଟନ୍‌,୨୭।୧୧(ପି.ଟି.): ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ପରାଜିତ ହେବା ପରେ ରବିବାର ହାମିଲଟନରେ ଭାରତ ଖେଳିବ ଦ୍ୱିତୀୟ ମ୍ୟାଚ୍‌। ଏହି ମ୍ୟାଚରେ ଭାରତର ବ୍ୟାଟିଂ ଲାଇନଅପ୍‌ ଓ ଆଭିମୁଖ୍ୟ ଉପରେ ସମସ୍ତଙ୍କ ନଜର ରହିବ।…

ବିକ୍ରିହେବ ୩ ସରକାରୀ ଉଦ୍ୟୋଗ

ନୂଆଦିଲ୍ଲୀ,୨୭।୧୧: ଦେଶର ଜଣାଶୁଣା ସରକାରୀ ଉଦ୍ୟୋଗ କୋଲ୍‌ ଇଣ୍ଡିଆ, ହିନ୍ଦୁସ୍ଥାନ ଜିଙ୍କ୍‌ ଓ ରାଷ୍ଟ୍ରୀୟ କେମିକାଲ୍ସରେ ସରକାରୀ ଅଂଶଧନ ବିକ୍ରି ନେଇ କେନ୍ଦ୍ର ଯୋଜନା କରୁଥିବା ଜଣାପଡ଼ିଛି। ଏପରିକି ଉପରୋକ୍ତ ୩ କମ୍ପାନୀର ୫ରୁ ୧୦% ପର୍ଯ୍ୟନ୍ତ ଅଂଶଧନ ବିକ୍ରି କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri