ବହୁପ୍ରତୀକ୍ଷିତ ଫିଲ୍ମ ‘ଦ ଚ୍ୟାଲେଞ୍ଜ’ର ଟ୍ରେଲର ରିଲିଜ୍
ମହାକାଶରେ ଶୁଟିଂ ହୋଇଥିବା ବହୁପ୍ରତୀକ୍ଷିତ ଫିଲ୍ମ ‘ଦ ଚ୍ୟାଲେଞ୍ଜ’ ଟ୍ରେଲର ରିଲିଜ ହୋଇଛି। ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି କ୍ଲିମ ଶିପେଙ୍କୋ। ଏହି ଫିଚର ଫିଲ୍ମର ପ୍ରଥମ କ୍ରମ ଅକ୍ଟୋବର ୨୦୨୧ରେ ସ୍ପେସ ଷ୍ଟେଶନରେ ପ୍ରାୟ ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୁଟିଂ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗୋଟିଏ ପରିବାରର ଚାଲିଗଲା ୫ ଜୀବନ
ଚେନ୍ନାଇ,୩।୧: ତାମିଲନାଡୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମଙ୍ଗଳବାର ସକାଳେ ତ୍ରିଚି-ଚେନ୍ନାଇ ଜାତୀୟ ରାଜପଥରେ ୬ଟି ଗାଡି ପରସ୍ପର ସହ ମୁହାଁମୁହିଁ ଧକ୍କା ହେବା ଫଳରେ ଗୋଟିଏ ପରିବାରର ୫ ଜଣଙ୍କର ମୃତ୍ୟୁ ଘଟିଛି। କୁଡାଲୋର ଜିଲାର ଭେପୁର ନିକଟ…
ନିଆରା ରେକର୍ଡ ହାସଲ କଲେ ଅନୁପମ
ବଲିଉଡର ଅଭିନେତା ଅନୁପମ ଖେର ଇଣ୍ଡଷ୍ଟ୍ରିର ଜଣେ ଦମ୍ଦାର୍ ଅଭିନେତା ଭାବେ ଜଣାଶୁଣା। ୮୦ ଦଶକରୁ ନିଜର ଦୃଢ ଅଭିନୟ ସହିତ ଦର୍ଶକଙ୍କୁ ମନୋରଞ୍ଜନ କରୁଥିବା ଅନୁପମ ଖେର ତାଙ୍କ କ୍ୟାରିୟରର ୫୩୪ ତମ ଫିଲ୍ମ ସାଇନ୍ କରିଛନ୍ତି। ଗତ ବର୍ଷର…
ସଲମାନଙ୍କୁ ଭେଟିବା ପାଇଁ ୧୧୦୦ କିମି ସାଇକେଲ୍ ଚଲାଇ ଆସିଲେ ପ୍ରଶଂସକ
ଦବଙ୍ଗ ଷ୍ଟାର ସଲମାନ ଖାନ୍ଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ, ବିଶ୍ୱର ଅନେକ ଦେଶରେ ଅଛନ୍ତି। ତାଙ୍କୁ ଭେଟିବାକୁ ପ୍ରଶଂସକ ବେଳେବେଳେ ସୀମା ଟପିଯାନ୍ତି। ନିକଟରେ ସଲ୍ଲୁଙ୍କ ଜଣେ ପ୍ରଶଂସକ ତାଙ୍କୁ ଭେଟିବା ପାଇଁ ୧୧୦୦ କିମି ସାଇକେଲ୍ ଚଲାଇ ଆସିଥିଲେ।…
‘ଆମର ଲକ୍ଷ୍ୟ ଚଳିତ ବର୍ଷ ବିଶ୍ୱକପ ଜିତିବା’
ମୁମ୍ବାଇ,୩।୧: ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ମଙ୍ଗଳବାର ଅର୍ଥାତ୍ ଆଜିଠାରୁ ଆରମ୍ଭ ହେଉଛି। ସିରିଜ୍ର ପ୍ରଥମ ମ୍ୟାଚ୍ ପୂର୍ବରୁ ଭାରତୀୟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା କହିଛନ୍ତି, ଚଳିତ ବର୍ଷ ବିଶ୍ୱକପ ଜିତିବା ଟିମ ଇଣ୍ଡିଆର ଲକ୍ଷ୍ୟ। ଏହା…
ପାକିସ୍ତାନକୁ ଚେତାବନୀ ଦେଲେ ତାଲିବାନ ନେତା
କାବୁଲ,୩।୧:ତାଲିବାନ ନେତା ଅହମ୍ମଦ ୟାସିର ପାକିସ୍ତାନକୁ କଡ଼ା ଚେତାବନୀ ଦେଇଛନ୍ତି। ସେ ୧୯୭୧ରେ ଭାରତ-ପାକିସ୍ତାନ ଯୁଦ୍ଧର ଏକ ଫଟୋ ଶେୟାର କରି ପାକିସ୍ତାନକୁ ଚିନ୍ତାରେ ପକାଇଛନ୍ତି। ୟାସିର ୧୯୭୧ରେ ପାକିସ୍ତାନ ଭାରତରେ ଆତ୍ମସମର୍ପଣ କରିବାର ଫଟୋ ଶେୟାର କରି ଲେଖିଛନ୍ତି ଯେ,…
ଆଜି ଭାରତ-ଶ୍ରୀଲଙ୍କା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଆରମ୍ଭ ହେବ ମ୍ୟାଚ୍
ମୁମ୍ବାଇ,୩।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଆଜିଠାରୁ ଆରମ୍ଭ ହେଉଛି। ସିରିଜର ପ୍ରଥମ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବ। ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜରେ ହାର୍ଦ୍ଦିକ ପାଣ୍ଡ୍ୟା ଟିମ ଇଣ୍ଡିଆର ଅଧିନାୟକ ହେବେ।…
ଦକ୍ଷିଣ କୋରିଆ ସହ ମିଳିତ ପରମାଣୁ ଅଭ୍ୟାସ କରିବ ନାହିଁ ଆମେରିକା
ୱାଶିଂଟନ,୩ ।୧: ଉତ୍ତର ଓ ଦକ୍ଷିଣ କୋରିଆ ମଧ୍ୟରେ ଲଗାତାର ତିକ୍ତତା ମଧ୍ୟରେ ଆମେରିକା ରାଷ୍ଟପତି ଜୋ ବାଇଡେନ ଏକ ବଡ କଥା କହିଛନ୍ତି । ସେ ସ୍ପଷ୍ଟ କରିଛନ୍ତି ଯେ ବର୍ତ୍ତମାନ ତାଙ୍କ ଦେଶ ଦକ୍ଷିଣ କୋରିଆ ସହ ମିଳିତ…
୪ରୁ ଭିତରକନିକାରେ ହେବ କୁମ୍ଭୀର ଗଣନା
ରାଜନଗର,୩ା୧(ଡି.ଏନ୍.ଏ.):ଭିତରକନିକାରେ ବିରଳ ବଉଳା କୁମ୍ଭୀରଙ୍କ ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଏହାର ବାହାରେ ଥିବା ନଦୀ ନାଳଗୁଡିକରେ କୁମ୍ଭୀରମାନଙ୍କର ଗଣନା କରାଯିବ। କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ।…
ଦ୍ୱିତୀୟ ଦିନ ବି ଉପବାସରେ ଶ୍ରୀଲିଙ୍ଗରାଜ
ପୁରୁଣା ଭୁବନେଶ୍ୱର,୩ା୧(ଡି.ଏନ୍.ଏ.):ନବବର୍ଷ ୨୦୨୩ ତଥା ରବିବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି ଚାଲିଥିବାବେଳେ ଜଣେ ଭକ୍ତ ଭୋଗ ମଣ୍ଡପରେ ପଶିଯିବାରୁ ଭୋଗ ମାରା ହୋଇଥିଲା। ଫଳରେ ସେବାୟତମାନେ ନୀତିକାନ୍ତି ବନ୍ଦ କରିଦେଇଥିବା ବେଳେ ସେଦିନର ସମସ୍ତ କୋଠ ଭୋଗ ଏବଂ ଜଜମାନ ଭୋଗ…
ଆଖି ବୁଜିଲା ‘ଜ୍ୟାକି’
ଭୁବନେଶ୍ୱର,୩।୧(ବ୍ୟୁରୋ):ଆଣ୍ଟିଭେନମ୍ ଅଭାବରୁ ରବିବାର ସାପ କାମୁଡ଼ାରେ ଆହତ ଡୋବରମ୍ୟାନ ‘ପେପ୍ସୀ’ର ମୃତ୍ୟୁ ଘଟିଥିବାବେଳେ ଗୁରୁତର ଥିବା ଲାବ୍ରାଡର ‘ଜ୍ୟାକି’ର ସୋମବାର ମୃତ୍ୟୁ ଘଟିଛି। ଏହି ଦୁଇଟି କୁକୁରଙ୍କୁ ଚିକିତ୍ସା ପାଇଁ ଓୟୁଏଟି ଭେଟେରିନାରି କଲେଜରେ ଥିବା ସେଣ୍ଟ୍ରାଲ କ୍ଲିନିକକୁ ନିଆଯାଇଥିଲା। ଆଣ୍ଟିଭେନମ୍…
୨୦୨୩ରେ କରୋନା ପରେ ସବୁଠାରୁ ବଡ ବିପଦ ହେବ ସୁପରବଗ, ପ୍ରତିବର୍ଷ ୧ କୋଟି ଲୋକଙ୍କ ମୃତ୍ୟୁ ହୋଇପାରେ
ନୂଆଦିଲ୍ଲୀ,୩ ।୧: ପ୍ରାୟ ୨ ବର୍ଷ ହେବ କରୋନା ମାହାମାରୀ ଲୋଙ୍କୁ ଶାରୀରିକ ଓ ମାନସିକ ସ୍ତରରେ ଦୁର୍ବଳ କରି ଦେଇଥିବା ବେଳେ ଏବେ ଏହାର ନୂଆ ନୂଆ ଭାରିଏଣ୍ଟକୁ ଦେଖି ଲୋକେ ଭୟଭିତ ହୋଇ ଯାଇଛନ୍ତି । ଅନ୍ୟପଟେ ଆମେରିକାରେ…
Archives


