Home

୨୦୪୭ ସୁଦ୍ଧା ଏକ ସ୍ବର୍ଣ୍ଣିମ ଭାରତ ଗଢିବାର ଅଛି: ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୧।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ସଂସଦର ବଜେଟ୍‌ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ସଂସଦର ମିଳିତ ସଦନକୁ ସମ୍ବୋଧିତ କରି ରାଷ୍ଟ୍ରପତି କହିଛନ୍ତି, ଆମକୁ ଏପରି ଏକ ଭାରତ ଗଠନ କରିବାକୁ ହେବ, ଯେଉଁଥିରେ ଅତୀତର ଗୌରବ ଥିବ। ଦାରିଦ୍ର୍ୟ…

ଭାରତର ବଜେଟ୍‌ ଉପରେ ସାରା ବିଶ୍ୱର ରହିଛି ନଜର:ମୋଦି

ନୂଆଦିଲ୍ଲୀ,୩୧।୧: ସଂସଦର ବଜେଟ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ବୈଠକରେ ତାଙ୍କର ପ୍ରଥମ ଅଭିଭାଷଣ ପ୍ରଦାନ କରିବେ। ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ…

ଭିଜିଲାନ୍ସ ଜାଲରେ ଟିପିଏସଓଡ଼ିଏଲ ଜିଏମ

ବ୍ରହ୍ମପୁର ଅଫିସ, ୩୧।୧- ବ୍ରହ୍ମପୁର ଭିଜିଲାନ୍ସ ସ୍ବତନ୍ତ୍ର ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ସାଉଥକୋ ଜେନେରାଲ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ କରିଛି। ବ୍ରହ୍ମପୁର ସାଉଥକୋ ଇଲେକ୍ଟ୍ରିକାଲ ଜେନେରାଲ ମ୍ୟାନେଜର (ଜିଏମ) ପ୍ରମୋଦ କୁମାର…

କଟକ ସବ୍‌ରେଜିଷ୍ଟର ଅଫିସ୍‌ ନିକଟରେ ଅଗ୍ନିକାଣ୍ଡ: ୨ ଆହତ

କଟକ ଅଫିସ୍‌,୩୧।୧: କଟକ ଜିଲା ସବ୍‌ରେଜିଷ୍ଟର ଅଫିସ୍‌ ନିକଟରେ ଥିବା ଏକ ହୋଟେଲରେ ମଙ୍ଗଳବାର ନିଆଁ ଲାଗିଛି। ଏହି ନିଆଁ ଏବେ ବ୍ୟାପିବାରେ ଲାଗିଛି। ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇଁ ୨ଟି ଦମକଳବାହିନୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟରେ…

ୟୁକ୍ରେନ୍‌କୁ ଝଟ୍‌କା ଦେଲା ଆମେରିକା

ଓ୍ବାଶିଂଟନ୍‌,୩୧।୧: ଗତ ୧୧ ମାସ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। ୟୁକ୍ରେନ କ୍ରମାଗତ ଭାବରେ ପାଶ୍ଚାତ୍ୟ ଦେଶମାନଙ୍କୁ ରୁଷିଆର ସୈନ୍ୟ ପ୍ରତିରୋଧ ପାଇଁ ଆଧୁନିକ ଅସ୍ତ୍ରଶସ୍ତ୍ର, ବିମାନ ଏବଂ ଟ୍ୟାଙ୍କ ପଠାଇବାକୁ ଅନୁରୋଧ କରୁଛି। ଏହି ସମୟରେ…

ଆମେରିକାରେ କୋଭିଡ ପବ୍ଲିକ ହେଲ୍‌ଥ ଏମରଜେନ୍ସି ଶେଷ କରିବାକୁ ପ୍ରସ୍ତୁତି, ୩ ବର୍ଷ ହେବ ହୋଇଥିଲା ଲାଗୁ

ୱାଶିଂଟନ,୩୧ ।୧: ଆମେରିକାର ବାଇଡେନ ପ୍ରଶାସନ ଦେଶରେ ଲାଗୁ କରାଯାଇଥିବା କୋଭିଡ ପବ୍ଲିକ ହେଲ୍‌ଥ ଏମରଜେନ୍ସି ଓ ନ୍ୟାଶନାଲ ଏମରଜେନ୍ସିକୁ ଶେଷ କରିବାକୁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ଆମେରିକା ସରକାର ଘୋଷଣା କରିଛନ୍ତି କି ୧୧ ମେ’ରେ ଦେଶରେ…

ଆଇଏମଏଫର ଅନୁମାନ: ୨୦୨୩ରେ ଭାରତର ଜିଡିପି ରହିବ ୬.୧ ପ୍ରତିଶତ

ଓ୍ବାଶିଂଟନ୍‌,୩୧।୧: ବିଶ୍ୱ ଏବଂ ଭାରତୀୟ ଅର୍ଥନୀତି ସମ୍ପର୍କରେ ମଙ୍ଗଳବାର ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛି। ଆଇଏମଏଫ ଅନୁଯାୟୀ,୨୦୨୩ରେ ବିଶ୍ୱର ଅଭିବୃଦ୍ଧି ପୂର୍ବ ତୁଳନାରେ କମ ହେବାର ସମ୍ଭାବନା ରହିଛି। ୨୦୨୩ରେ ବିଶ୍ୱ ଅର୍ଥନୀତି ୨.୯ ପ୍ରତିଶତ ହାରରେ…

ଜେଲେନ୍‌ସ୍କିଙ୍କୁ ବାଇଡେନ୍‌ଙ୍କ ବଡ଼ ଝଟ୍‌କା

ଓ୍ବାଶିଂଟନ୍‌/କିଭ୍‌,୩୧।୧: ଗତ ୧୧ ମାସ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ରୁଷିଆ ସହ ମୁକାବିଲା ପାଇଁ ୟୁକ୍ରେନ କ୍ରମାଗତ ଭାବରେ ପାଶ୍ଚାତ୍ୟ ଦେଶମାନଙ୍କଠାରୁ ଆଧୁନିକ ଅସ୍ତ୍ରଶସ୍ତ୍ର, ବିମାନ ଏବଂ ଟ୍ୟାଙ୍କ ପଠାଇବାକୁ ଅନୁରୋଧ କରୁଛି। ଇତିମଧ୍ୟରେ…

ଆମେରିକାରେ ପୁଣି ଗୁଳିକାଣ୍ଡ

ନ୍ୟୁୟର୍କ,୩୧।୧: ଆମେରିକାରେ ଗୁଳିକାଣ୍ଡ ଘଟଣା ଥମିବାର ନାଁ ନେଉନାହିଁ। ଏଠାରେ ବିଭିନ୍ନ ସହରରୁ ଏଭଳି ଘଟଣା କ୍ରମାଗତ ଘଟୁଛି। ଏଥର ଫ୍ଲୋରିଡା ସହରରେ କିଛି ଦୁର୍ବୃତ୍ତ ଚଳନ୍ତା ଗାଡିରୁ ନିର୍ଦ୍ଦିଷ୍ଟ ଭାବରେ ଗୁଳି ଚଳାଇବାରୁ ୧୦ ଜଣ ଆହତ ହୋଇଛନ୍ତି। ଏଥିମଧ୍ୟରୁ…

ଥରିଲା ଆଣ୍ଡାମାନ

ପୋର୍ଟ ବ୍ଲେୟାର୍‌,୩୧।୧: ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଆଣ୍ଡାମାନ ସାଗର ନିକଟରେ ମଙ୍ଗଳବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୯ ରହିଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଭୋର ପ୍ରାୟ ୩.୪୦ ସମୟରେ ଏହି…

ବିସ୍ଫୋରଣ ପରେ ପେଶାୱରରେ ମେଡିକାଲ ଏମରଜେନ୍ସି, ଆହତଙ୍କୁ ମିଳୁନି ରକ୍ତ, ସମ୍ପୂର୍ଣ୍ଣ ପାକିସ୍ତାନରେ ହାଇ ଆଲର୍ଟ

ଇସଲାମାବାଦ,୩୧ ।୧: ପାକିସ୍ତାନର ପେଶାୱରରେ ସୋମବାର ଅର୍ଥାତ୍ ୩୦ ଜାନୁୟାରୀରେ ଏକ ବଡ ବିସ୍ଫୋରଣ ହୋଇଛି । ପେଶାୱରର ଏକ ମସଜିଦରେ ଆତଙ୍କବାଦୀ ଆତ୍ମଘାତି ବିସ୍ଫୋରଣ କରିଛନ୍ତି । ଏହି ବିସ୍ଫୋରଣରେ ୬୧ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫୦ରୁ…

ପ୍ରଥମଥର ଝିଅର ମୁହଁ ଦେଖାଇଲେ ପ୍ରିୟଙ୍କା

ଗ୍ଲୋବାଲ ଆଇକନ ପ୍ରିୟଙ୍କା ଚୋପ୍ରା ଆଜିକାଲି ଝିଅ ମାଳତୀ ମେରି ସହ ସମୟ ବିତାଉଛନ୍ତି। ଉଭୟଙ୍କୁ ଅନେକ ପାର୍ଟିରେ ମଧ୍ୟ ଦେଖିବାକୁ ମିଳୁଛି। ଜନ୍ମ ପରଠାରୁ ମାଳତୀଙ୍କ ଚେହେରା ଗଣମାଧ୍ୟମ ଆଗରେ ଲୁଚାଉଥିବା ପ୍ରିୟଙ୍କା ନିକଟରେ ଏକ ପାର୍ଟିରେ ଝିଅ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?